Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପାକିସ୍ତାନୀ ସାମରିକ ଆକ୍ରମଣରେ ୧୩ ମୃତ

  • ପରମାଣୁ ରଣନୀତିରେ ବଡ ପରିବର୍ତ୍ତନ : ୧୨ଟି ...

  • ଇସ୍ରାଏଲ୍ ସେନା ପକ୍ଷରୁ ବଡ଼ଧରଣର ବିମାନ ...

  • ରିଲିଜ୍ ପୂର୍ବରୁ ଦିଲ୍ଲୀରେ ଟିକସମୁକ୍ତ ...

  • ନେହେରୁଙ୍କ ରେକର୍ଡ ଭାଙ୍ଗିଲେ ମୋଦି

  • ମହଙ୍ଗା ସେଲିବ୍ରିଟିଙ୍କ ତାଲିକାରେ ବିରାଟ ...

  • ଇନଷ୍ଟାଗ୍ରାମରେ ‘ବଣ୍ଟଓ୍ବାରା ୧୯୪୭’ର ...

  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ ...

  • ‘ଦୀଘା ଜଗନ୍ନାଥ ଧାମ’ ନାମରୁ ‘ଧାମ’ ଶବ୍ଦ ...

  • ସାବାସ୍ ଚାରୁ, ୨୩ ବର୍ଷରେ ୧୯ ଟି ଚାକିରିରେ ...

Home ›› ››୧୦୮ ଦଫା ଚାର୍ଜସିଟ ସହ ରାଜ୍ୟ ସରକାରଙ୍କୁ ଘେରିବ ବିଜେପି

୧୦୮ ଦଫା ଚାର୍ଜସିଟ ସହ ରାଜ୍ୟ ସରକାରଙ୍କୁ ଘେରିବ ବିଜେପି

2023-09-04 08:28:31
15483
Share:
Facebook
Twitter
E-Mail
WhatsApp
Telegram
୧୦୮ ଦଫା ଚାର୍ଜସିଟ ସହ ରାଜ୍ୟ ସରକାରଙ୍କୁ ଘେରିବ ବିଜେପି

ଭୁବନେଶ୍ୱର: ଆଗକୁ ୨୦୨୪ ସାଧାରଣ ନିର୍ବାଚନ । ହାତରେ ଆଉ ଅଳ୍ପ ସମୟ । ଏନେଇ ବିଭିନ୍ନ ରାଜନୈତକ ଦଳ ଚଳଚଞ୍ଚଳ ହୋଇପଡ଼ିଛନ୍ତି । ଆରମ୍ଭ କରିଦେଇଛନ୍ତି ନିର୍ବାଚନୀ ରଣନୀତି । ତେବେ ଏହାରି ଭିତରେ  ୧୦୮ ଦଫା ଚାର୍ଜସିଟ ସହ ରାଜ୍ୟ ସରକାରଙ୍କୁ ଘେରିବାକୁ ବିଜେପି ପକ୍ଷରୁ ଯୋଜନା କରାଯାଇଛି ।  ଏନେଇ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ସୂଚନା ଦେଇଛନ୍ତି ।

 ଶ୍ରୀ ମିଶ୍ର କହିଛନ୍ତି ଯେ ଉକ୍ତ ଚାର୍ଜସିଟରେ ୫-ଟି ସଚିବଙ୍କ ଜିଲ୍ଲା ଗସ୍ତ ପ୍ରସଙ୍ଗ ରହିବ ।  ସେ କେଉଁ କ୍ଷମତା ବଦଳରେ ଜିଲ୍ଲା ବୁଲିବା ସହ ସବୁ କାମ ତାମିଲନାଡ଼ୁ ଲୋକଙ୍କୁ ଦେଉଛନ୍ତି ତାହା ମଧ୍ୟ ଉକ୍ତ ଚାର୍ଜସିଟରେ ଉଲ୍ଲେଖ ରହିବ । ସରକାରଙ୍କ ବିଫଳତା ଓ ଦୁର୍ନୀତିରେ ଲିପ୍ତ ପ୍ରସଙ୍ଗ ବି ରହିବ । କୋଇଲାରୁ ଆରମ୍ଭ କରି ଲୁହା ଦୁର୍ନୀତି ଓ ରତ୍ନଭଣ୍ଡାର ଚାବି ପ୍ରସଙ୍ଗ ମଧ୍ୟ ଉକ୍ତ ଚାର୍ଜସିଟରେ ଉଲ୍ଲେଖ କରାଯିବ ବୋଲି ଶ୍ରୀ ମିଶ୍ର କହିଛନ୍ତି ।

ସେହିପରି ଓଡ଼ିଶାର ୩୦ଟି ଜିଲ୍ଲାର ଦୁର୍ନୀତିକୁ ଚାର୍ଜସିଟରେ ଗୁରୁତ୍ୱ ଦିଆଯିବ । ପଞ୍ଚାୟତ, ବ୍ଲକ, ଜିଲ୍ଲା ଓ ରାଜ୍ୟସ୍ତରରେ ଚାର୍ଜସିଟ ଦିଆଯିବ ବୋଲି  ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ସୂଚନା ଦେଇଛନ୍ତି ।

ପ୍ରକାଶ ଯେ  ନବୀନ ସରକାରକୁ ଗାଦିଚ୍ୟୁତ କରିବା ପାଇଁ ବିଜେପିର ଆକ୍ସନ ପ୍ଲାନ। ଉଭୟ ବିଧାନସଭା ଓ ଲୋକସଭା ନିର୍ବାଚନରେ କିଭଳି ଅଧିକରୁ ଅଧିକ ସିଟ୍‌ ମିଳିବ, ସେଥିପାଇଁ ରୋଡ୍‌ ମ୍ୟାପ୍‌ ଉପରେ ଦଳର କୋର ଟିମ୍‌ ବୈଠକରେ ହୋଇଛି ବିସ୍ତୃତ ଆଲୋଚନା। ଆଗାମୀ ୨ ମାସ ଲାଗି କାର୍ୟ୍ୟକ୍ରମ ଖସଡ଼ା ପ୍ରସ୍ତୁତ କରାଯିବା ସହ ରାଜ୍ୟ ସରକାର ବିରୋଧରେ ଆନ୍ଦୋଳନ ଜୋରଦାର କରିବାକୁ ନିଷ୍ପତ୍ତି ହୋଇଛି।

ବିଜେପି ରାଜ୍ୟ କାର୍ୟ୍ୟାଳୟରେ ବସିଥିଲା ବିଜେପିର କୋର୍ କମିଟି ବୈଠକ। ସେପଟେ ସୁସ୍ଥ ହୋଇ ଫେରିବା ପରେ  କୋର୍ କମିଟି ବୈଠକରେ ଯୋଗ ଦେଇଥିଲେ ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ର। ବୈଠକ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ୫-ଟି ସଚିବ ଭି.କେ ପାଣ୍ଡିଆନ୍‌ଙ୍କୁ ସିଧାସଳଖ ଟାର୍ଗେଟ କରିଛନ୍ତି ଜୟନାରାୟଣ। କହିଛନ୍ତି, ଲଢେଇ ଜୋରଦାର ହେବ। ନବୀନ ପଦଚ୍ୟୁତ ହେବେ। ସାଂଘାତିକ ଅଭିଯୋଗ ଆଣି ଶ୍ରୀ ମିଶ୍ର କହିଛନ୍ତି, ନବୀନ ପାଣ୍ଡିଆନଙ୍କୁ ଲିଜ ଦେଇ ସରକାର ଚଳାଉଛନ୍ତି। ଅନ୍ୟାୟ, ଅତ୍ୟାଚାରର ସୀମା ଡେଉଁଥିବାରୁ ଉଭୟ ଜେଲ୍ ଯିବେ। ସେପଟେ ବିଜେଡି ବିଧାୟକ ଦେବୀପ୍ରସାଦ ମିଶ୍ର କହିଛନ୍ତି, ଦଳ ଲୋକଙ୍କ ସହ ଯୋଡି ହୋଇ ରହିଛି। ତେଣୁ ଦଳକୁ ସଫଳତା ମିଳିବ।

Powered by Froala Editor

Tags 108 chargesheet formula of bjp

Related articles Odisha News Lens 4.1

  • ସାବାସ୍ ଚାରୁ, ୨୩ ବର୍ଷରେ ୧୯ ଟି ଚାକିରିରେ ଉତ୍ତୀର୍ଣ୍ଣ
    ଦେଶ-ଦେଶାନ୍ତର

    ସାବାସ୍ ଚାରୁ, ୨୩ ବର୍ଷରେ ୧୯ ଟି ଚାକିରିରେ ଉତ୍ତୀର୍ଣ୍ଣ

    15083
    Jun 09, 2026
  • ରିଲିଜ୍ ପୂର୍ବରୁ ଦିଲ୍ଲୀରେ ଟିକସମୁକ୍ତ ହେଲା 'ଭାରତ ଭାଗ୍ୟ ବିଧାତା'
    ମନୋରଞ୍ଜନ

    ରିଲିଜ୍ ପୂର୍ବରୁ ଦିଲ୍ଲୀରେ ଟିକସମୁକ୍ତ ହେଲା 'ଭାରତ ଭାଗ୍ୟ ବିଧାତା'

    14409
    Jun 10, 2026
  • ଇସ୍ରାଏଲ୍ ସେନା ପକ୍ଷରୁ ବଡ଼ଧରଣର ବିମାନ ଆକ୍ରମଣ, ୮ ମୃତ
    ଦେଶ-ଦେଶାନ୍ତର

    ଇସ୍ରାଏଲ୍ ସେନା ପକ୍ଷରୁ ବଡ଼ଧରଣର ବିମାନ ଆକ୍ରମଣ, ୮ ମୃତ

    13413
    Jun 10, 2026
  • ‘ଦୀଘା ଜଗନ୍ନାଥ ଧାମ’ ନାମରୁ ‘ଧାମ’ ଶବ୍ଦ ହଟାଯିବ
    ଦେଶ-ଦେଶାନ୍ତର

    ‘ଦୀଘା ଜଗନ୍ନାଥ ଧାମ’ ନାମରୁ ‘ଧାମ’ ଶବ୍ଦ ହଟାଯିବ

    14240
    Jun 09, 2026
  • ମହଙ୍ଗା ସେଲିବ୍ରିଟିଙ୍କ ତାଲିକାରେ ବିରାଟ କୋହଲିଙ୍କ ସ୍ଥାନ ପ୍ରଥମ
    ମନୋରଞ୍ଜନ

    ମହଙ୍ଗା ସେଲିବ୍ରିଟିଙ୍କ ତାଲିକାରେ ବିରାଟ କୋହଲିଙ୍କ ସ୍ଥାନ ପ୍ରଥମ

    13336
    Jun 10, 2026
  • ପାକିସ୍ତାନୀ ସାମରିକ ଆକ୍ରମଣରେ ୧୩ ମୃତ
    ଦେଶ-ଦେଶାନ୍ତର

    ପାକିସ୍ତାନୀ ସାମରିକ ଆକ୍ରମଣରେ ୧୩ ମୃତ

    14728
    Jun 10, 2026
  • ଇନଷ୍ଟାଗ୍ରାମରେ ‘ବଣ୍ଟଓ୍ବାରା ୧୯୪୭’ର ପ୍ରଥମ ଝଲକ
    ମନୋରଞ୍ଜନ

    ଇନଷ୍ଟାଗ୍ରାମରେ ‘ବଣ୍ଟଓ୍ବାରା ୧୯୪୭’ର ପ୍ରଥମ ଝଲକ

    14486
    Jun 10, 2026
  • ନେହେରୁଙ୍କ ରେକର୍ଡ ଭାଙ୍ଗିଲେ ମୋଦି
    ଦେଶ-ଦେଶାନ୍ତର

    ନେହେରୁଙ୍କ ରେକର୍ଡ ଭାଙ୍ଗିଲେ ମୋଦି

    13725
    Jun 10, 2026
  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....
    ବିଶେଷ

    ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13353
    Jun 10, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପାକିସ୍ତାନୀ ସାମରିକ ଆକ୍ରମଣରେ ୧୩ ମୃତ

    14728
    Jun 10, 2026
  • ମନୋରଞ୍ଜନ

    ଇନଷ୍ଟାଗ୍ରାମରେ ‘ବଣ୍ଟଓ୍ବାରା ୧୯୪୭’ର ପ୍ରଥମ ଝଲକ

    14486
    Jun 10, 2026
  • ବିଶେଷ

    ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13353
    Jun 10, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16917
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17536
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17582
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17974
    Sep 06, 2023

ବିଶେଷ

  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13353
    Jun 10, 2026
  • ଥାଇରଏଡ୍‌କୁ ସୁସ୍ଥ କରିବା ପାଇଁ ଯୋଗ ନିହାତି ଜରୁରୀ

    15248
    Jun 09, 2026
  • ଶରୀରରେ ରକ୍ତ କମିଯାଉଥିଲେ ଖାଆନ୍ତୁ ଏହି ଖାଦ୍ୟ

    14144
    Jun 07, 2026
  • ଏହି ମସଲା ଖାଇଲେ ହେବନି ପେଟ ଗରମ

    14039
    Jun 05, 2026
  • ପିଲାଙ୍କ ମାନସିକତାକୁ ବୁଝି ଦିଅନ୍ତୁ ଖାଇବା

    14967
    Jun 03, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15458
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15201
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15687
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14027
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନେହେରୁଙ୍କ ରେକର୍ଡ ଭାଙ୍ଗିଲେ ମୋଦି

    13725
    Jun 10, 2026
  • ଇସ୍ରାଏଲ୍ ସେନା ପକ୍ଷରୁ ବଡ଼ଧରଣର ବିମାନ ଆକ୍ରମଣ, ୮ ମୃତ

    13413
    Jun 10, 2026
  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13353
    Jun 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In