Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, May 04, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କିଏ କେଉଁଠି ଆଗରେ ଜାଣନ୍ତୁ

  • ଆଜି କୋଲକାତାରେ ବିଜୟ ସେଲିବ୍ରେସନ ...

  • ବିଜୟ ଥାଲାପତିଙ୍କ ଘର ବାହାରେ ...

  • ୯୮ଟି ଆସନରେ ଆଗୁଆ କଂଗ୍ରେସ

  • ବିଚ୍ ରାସ୍ତାରେ ବର୍ବରତା : ପନିକିରେ ହାଣି ...

  • ଥିଏଟରକୁ ଆସିପାରେ ‘ସନା’

  • ଦୋଳି ଫାଶରେ ଚାଲିଗଲା ଜୀବନ

  • ଆଇଏଏସ୍ ଏକାଡେମୀ ନିର୍ଦ୍ଦେଶିକା ଶୁଭ୍ରା ...

  • ବିଜୟଙ୍କ ପାଇଁ ତିରୁପତି ପହଞ୍ଚିଲେ ତ୍ରିଶା

  • ତାମିଲନାଡୁରେ ଟିଭିକେ ମ୍ୟାଜିକ୍, ୧୦୦ ...

Home ›› ››ବାପା ହେଲେ ଯଶପ୍ରୀତ ବୁମରା

ବାପା ହେଲେ ଯଶପ୍ରୀତ ବୁମରା

2023-09-05 06:39:08
15888
Share:
Facebook
Twitter
E-Mail
WhatsApp
Telegram
ବାପା ହେଲେ ଯଶପ୍ରୀତ ବୁମରା

ଭାରତୀୟ କ୍ରିକେଟ ଟିମର ଷ୍ଟାର ଦ୍ରୁତ ବୋଲର ଜସପ୍ରୀତ ବୁମରା ବାପା ହୋଇଛନ୍ତି । ବୁମରାଙ୍କ ପତ୍ନୀ ସଞ୍ଜନା ଶିଶୁପୁତ୍ରକୁ ଜନ୍ମ ଦେଇଛନ୍ତି । ଶ୍ରୀଲଙ୍କାରୁ ଏସିଆ କପ୍‌ ଛାଡି ମୁମ୍ବାଇ ଫେରିଥିଲେ ବୁମରା । ବାପା ହେବା ନେଇ ବୁମରା ଇନଷ୍ଟାଗ୍ରାମରେ ଫଟୋ ସେୟାର କରି ସୂଚନା ଦେଇଛନ୍ତି । ଫଟୋ ସେୟାର କରି ବୁମରା ଲେଖିଛନ୍ତି, ‘ଛୋଟ ପରିବାର ବଡ ହୋଇଯାଇଛି ‘। ପୁଅର ନାଁ ଅଙ୍ଗଦ ରଖିଥିବା ଲେଖିଛନ୍ତି ବୁମରା । ଆଶାଠୁ ଅଧିକ ଖୁସି ମିଳିଛି । ଅଙ୍ଗଦ ଯଶପ୍ରୀତ ବୁମରାଙ୍କୁ ଦୁନିଆକୁ ସ୍ୱାଗତ ବୋଲି ଲେଖିଛନ୍ତି ବୁମରା ।

ଏହିଠାରେ ସୂଚନା ଯେ ଏସିଆ କପରୁ ନେପାଳ ବିପକ୍ଷ ମ୍ୟାଚ୍‌ ଛାଡି ବୁମରା ମୁମ୍ବାଇ ପତ୍ନୀଙ୍କ ପାଖକୁ ଫେରିଆସିଥିଲେ । ୩ ଦିନ ମୁମ୍ବାଇରେ ରହିବା ପରେ ପୁଣି ବୁମରା ଏସିଆ କପ୍‌ ସୁପର-୪ ମ୍ୟାଚ୍‌ରେ ଉପଲବ୍ଧ ରହିବେ । ବୁମରା ୨୦୧୯ରେ ସଞ୍ଜନାଙ୍କ ସହିତ ଦେଖାହୋଇଥିଲେ । ଏହା ପରେ ୨୦୨୧ ମାର୍ଚ୍ଚ ୧୫ ତାରିଖରେ ବୁମରା ଏବଂ ସଞ୍ଜନାଙ୍କ ବିବାହ ହୋଇଥିଲା ।

Powered by Froala Editor

Tags jasprit bumrah

Related articles Odisha News Lens 4.1

  •  ଆଜି କୋଲକାତାରେ ବିଜୟ ସେଲିବ୍ରେସନ କରିବାକୁ ମନା
    ଦେଶ-ଦେଶାନ୍ତର

    ଆଜି କୋଲକାତାରେ ବିଜୟ ସେଲିବ୍ରେସନ କରିବାକୁ ମନା

    15100
    May 04, 2026
  • ଦୋଳି ଫାଶରେ ଚାଲିଗଲା ଜୀବନ
    ଜିଲ୍ଲା ପରିକ୍ରମା

    ଦୋଳି ଫାଶରେ ଚାଲିଗଲା ଜୀବନ

    15320
    May 04, 2026
  • ବିଚ୍ ରାସ୍ତାରେ ବର୍ବରତା : ପନିକିରେ ହାଣି ବୁଲେଟ ଚଢ଼ାଇଦେଲେ
    ଜିଲ୍ଲା ପରିକ୍ରମା

    ବିଚ୍ ରାସ୍ତାରେ ବର୍ବରତା : ପନିକିରେ ହାଣି ବୁଲେଟ ଚଢ଼ାଇଦେଲେ

    15417
    May 04, 2026
  • ବିଜୟଙ୍କ ପାଇଁ ତିରୁପତି ପହଞ୍ଚିଲେ ତ୍ରିଶା
    ଦେଶ-ଦେଶାନ୍ତର

    ବିଜୟଙ୍କ ପାଇଁ ତିରୁପତି ପହଞ୍ଚିଲେ ତ୍ରିଶା

    14540
    May 04, 2026
  • ତାମିଲନାଡୁରେ ଟିଭିକେ ମ୍ୟାଜିକ୍, ୧୦୦ ଅଙ୍କ କଲା ପାର୍
    ଦେଶ-ଦେଶାନ୍ତର

    ତାମିଲନାଡୁରେ ଟିଭିକେ ମ୍ୟାଜିକ୍, ୧୦୦ ଅଙ୍କ କଲା ପାର୍

    14724
    May 04, 2026
  •  ୯୮ଟି ଆସନରେ ଆଗୁଆ କଂଗ୍ରେସ
    ଦେଶ-ଦେଶାନ୍ତର

    ୯୮ଟି ଆସନରେ ଆଗୁଆ କଂଗ୍ରେସ

    13659
    May 04, 2026
  • ଆଇଏଏସ୍ ଏକାଡେମୀ ନିର୍ଦ୍ଦେଶିକା ଶୁଭ୍ରା ରଞ୍ଜନଙ୍କୁ ଅପହରଣ
    ଦେଶ-ଦେଶାନ୍ତର

    ଆଇଏଏସ୍ ଏକାଡେମୀ ନିର୍ଦ୍ଦେଶିକା ଶୁଭ୍ରା ରଞ୍ଜନଙ୍କୁ ଅପହରଣ

    14378
    May 04, 2026
  • ଥିଏଟରକୁ ଆସିପାରେ ‘ସନା’
    ମନୋରଞ୍ଜନ

    ଥିଏଟରକୁ ଆସିପାରେ ‘ସନା’

    14090
    May 04, 2026
  • ବିଜୟ ଥାଲାପତିଙ୍କ ଘର ବାହାରେ ସେଲିବ୍ରେସନ୍
    ଦେଶ-ଦେଶାନ୍ତର

    ବିଜୟ ଥାଲାପତିଙ୍କ ଘର ବାହାରେ ସେଲିବ୍ରେସନ୍

    15154
    May 04, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବିଜୟ ଥାଲାପତିଙ୍କ ଘର ବାହାରେ ସେଲିବ୍ରେସନ୍

    15154
    May 04, 2026
  • ମନୋରଞ୍ଜନ

    ଥିଏଟରକୁ ଆସିପାରେ ‘ସନା’

    14090
    May 04, 2026
  • ଜିଲ୍ଲା ପରିକ୍ରମା

    ଦୋଳି ଫାଶରେ ଚାଲିଗଲା ଜୀବନ

    15320
    May 04, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17455
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17506
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17861
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16335
    Apr 03, 2021

ବିଶେଷ

  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    14851
    May 03, 2026
  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13813
    May 02, 2026
  • ଏପରି ନିଅନ୍ତୁ ନିଜର ଯତ୍ନ

    14034
    May 01, 2026
  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ

    14225
    Apr 30, 2026
  • ଶରୀରରେ ଇନ୍‌ସୁଲିନ୍‌କୁ ନିୟନ୍ତ୍ରଣରେ ରଖେ ହଳଦୀ

    16091
    Apr 28, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15374
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15109
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15605
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13918
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୯୮ଟି ଆସନରେ ଆଗୁଆ କଂଗ୍ରେସ

    13659
    May 04, 2026
  • କିଏ କେଉଁଠି ଆଗରେ ଜାଣନ୍ତୁ

    14073
    May 04, 2026
  • ବିଚ୍ ରାସ୍ତାରେ ବର୍ବରତା : ପନିକିରେ ହାଣି ବୁଲେଟ ଚଢ଼ାଇଦେଲେ

    15417
    May 04, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In