Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, May 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ...

  • ରୂପା ଆମଦାନୀ ଉପରେ କଟକଣା ଲାଗୁ କଲେ ସରକାର

  • ଟିଏମ୍‌ସି କୌଣସି ପରିସ୍ଥିତିରେ ମଣ୍ଡ ...

  • ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ...

  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ...

  • ରୁପା ଆମଦାନୀରେ କଟକଣା

  • ଆନ୍ଧ୍ର ସରକାରଙ୍କ ଘୋଷଣା: ୩ୟ ସନ୍ତାନ ହେଲେ ...

  • ହେଣ୍ଟାଭାଇରସ୍ ଯୋଗୁ ୩ ଜଣଙ୍କ ମୃତ୍ୟୁ

  • ଆରଜି କର ମେଡିକାଲ କଲେଜ ଛାତ୍ରୀଙ୍କୁ ...

  • ପାକିସ୍ତାନ ରକେଟ୍ ଫୋର୍ସ କମାଣ୍ଡ ଫତା-୪ ...

Home ›› ››ମୁଁ ଜାତୀୟ ପୁରସ୍କାର ପାଇବା କଥା, କିନ୍ତୁ...

ମୁଁ ଜାତୀୟ ପୁରସ୍କାର ପାଇବା କଥା, କିନ୍ତୁ...

2023-09-05 17:25:45
15733
Share:
Facebook
Twitter
E-Mail
WhatsApp
Telegram
ମୁଁ ଜାତୀୟ ପୁରସ୍କାର ପାଇବା କଥା, କିନ୍ତୁ...

ମୋତେ ପଦ୍ମଭୂଷଣ ମଧ୍ୟ ମିଳିବାର ଥିଲା। ଯଦି ମୁଁ କହେ ଯେ, ମୁଁ ଦୁଃଖ ଅନୁଭବ କରୁ ନାହିଁ, ତେବେ ଏହା ଭୁଲ ହେବ। ମୋର ବହୁତ କିଛି ପାଇବା ଉଚିତ୍, ଯାହା ମୁଁ ପାଇ ନାହିଁ। ଯଦିଓ ଏହା ବର୍ତ୍ତମାନ ଗୁରୁତ୍ୱପୂର୍ଣ୍ଣ ନୁହେଁ। ପୁରସ୍କାର ଦେବା ନଦେବା ହେଉଛି ତାଙ୍କର ମତ। ଏହା ବହୁତ କଷ୍ଟ ଦିଏ, ଯେତେବେଳେ ମୁଁ ଦେଖେ ଯେ ଏତେ କିଛି ହାସଲ କରିବା ପରେ ମଧ୍ୟ ମୁଁ ଜାତୀୟ ପୁରସ୍କାର ପାଇ ନାହିଁ। ବର୍ତ୍ତମାନ ଏହା ଏକ ଅଭ୍ୟାସରେ ପରିଣତ ହୋଇଗଲାଣି। ଏପରି କହି କ୍ଷୋଭ ପ୍ରକାଶ କରିଛନ୍ତି ବଲିଉଡର ଜଣାଶୁଣା ଗାୟକ କୁମାର ସାନୁ । 

ସାନୁ ଚାରି ଦଶନ୍ଧି ଧରି ବଲିଉଡ ଇଣ୍ଡଷ୍ଟ୍ରିରେ ସକ୍ରିୟ ରହିଛନ୍ତି। ନିକଟରେ ସେ 'ଗନ୍ସ ଆଣ୍ଡ ଗୁଲାବ' ଚଳଚ୍ଚିତ୍ର ପାଇଁ 'ଦୋ ରାଜି' ଗୀତ ଗାଇଥିଲେ। ୯୦ଦଶକର ସ୍ୱାଦରେ ନିର୍ମିତ ଏହି ଗୀତକୁ ପ୍ରଶଂସକମାନେ ବହୁତ ପସନ୍ଦ କରୁଛନ୍ତି। ତେବେ ସୁପରହିଟ ଗୀତ ଗାଇବା ପରେ ବି ଜାତୀୟ ପୁରସ୍କାର ନମିଳିବାରୁ ଏକ ସାକ୍ଷାତକାରରେ କୁମାର ସାନୁ ନିଜର ଦୁଃଖ ଜଣାଇଛନ୍ତି।

ସେ କହିଛନ୍ତି, ମୁଁ ବୁଝିସାରିଛି ଯେ ଯଦି ଆପଣଙ୍କର ବଡ଼ ବଡ଼ ଲୋକଙ୍କ ସହ ସମ୍ପର୍କ ନାହିଁ ଏବଂ ଆପଣ ମିଛ ପ୍ରଶଂସା କରି ଜାଣି ନାହାଁନ୍ତି, ତେବେ ଆପଣ ଏହି ପୁରସ୍କାର ପାଇପାରିବେ ନାହିଁ। 

Powered by Froala Editor

Tags kumar sanu

Related articles Odisha News Lens 4.1

  • ରୂପା ଆମଦାନୀ ଉପରେ କଟକଣା ଲାଗୁ କଲେ ସରକାର
    ଦେଶ-ଦେଶାନ୍ତର

    ରୂପା ଆମଦାନୀ ଉପରେ କଟକଣା ଲାଗୁ କଲେ ସରକାର

    14352
    May 17, 2026
  •  ରବୀନ୍ଦ୍ର ମଣ୍ଡପଠାରେ
    ସଂସ୍କୃତି

    ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

    14805
    May 17, 2026
  • ଆରଜି କର ମେଡିକାଲ କଲେଜ ଛାତ୍ରୀଙ୍କୁ ବଳାତ୍କାର ଓ ହତ୍ୟା ଘଟଣା: ନିଲମ୍ବିତ ହେଲେ ୩ ...
    ଦେଶ-ଦେଶାନ୍ତର

    ଆରଜି କର ମେଡିକାଲ କଲେଜ ଛାତ୍ରୀଙ୍କୁ ବଳାତ୍କାର ଓ ହତ୍ୟା ଘଟଣା: ନିଲମ୍ବିତ ହେଲେ ୩ ...

    14705
    May 16, 2026
  • ଟିଏମ୍‌ସି କୌଣସି ପରିସ୍ଥିତିରେ ମଣ୍ଡ ନୁଆଁଇବ ନାହିଁ: ମମତା
    ଦେଶ-ଦେଶାନ୍ତର

    ଟିଏମ୍‌ସି କୌଣସି ପରିସ୍ଥିତିରେ ମଣ୍ଡ ନୁଆଁଇବ ନାହିଁ: ମମତା

    15457
    May 17, 2026
  • ଆନ୍ଧ୍ର ସରକାରଙ୍କ ଘୋଷଣା: ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର
    ଦେଶ-ଦେଶାନ୍ତର

    ଆନ୍ଧ୍ର ସରକାରଙ୍କ ଘୋଷଣା: ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର

    15598
    May 17, 2026
  • ପାକିସ୍ତାନ ରକେଟ୍ ଫୋର୍ସ କମାଣ୍ଡ ଫତା-୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା
    ଦେଶ-ଦେଶାନ୍ତର

    ପାକିସ୍ତାନ ରକେଟ୍ ଫୋର୍ସ କମାଣ୍ଡ ଫତା-୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା

    14910
    May 16, 2026
  • ହେଣ୍ଟାଭାଇରସ୍ ଯୋଗୁ ୩ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ହେଣ୍ଟାଭାଇରସ୍ ଯୋଗୁ ୩ ଜଣଙ୍କ ମୃତ୍ୟୁ

    13640
    May 17, 2026
  • ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବରଖାସ୍ତ କରିବାକୁ ରାହୁଲଙ୍କ ଦାବି
    ଦେଶ-ଦେଶାନ୍ତର

    ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବରଖାସ୍ତ କରିବାକୁ ରାହୁଲଙ୍କ ଦାବି

    13544
    May 17, 2026
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....
    ବିଶେଷ

    ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15103
    May 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପାକିସ୍ତାନ ରକେଟ୍ ଫୋର୍ସ କମାଣ୍ଡ ଫତା-୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା

    14910
    May 16, 2026
  • ବିଶେଷ

    ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15103
    May 17, 2026
  • ଦେଶ-ଦେଶାନ୍ତର

    ରୁପା ଆମଦାନୀରେ କଟକଣା

    14776
    May 17, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16864
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17480
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17530
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17916
    Sep 06, 2023

ବିଶେଷ

  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15103
    May 17, 2026
  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....

    14906
    May 15, 2026
  • ଏହା କଲେ ନିୟନ୍ତ୍ରଣରେ ରହିବ କୋଲେଷ୍ଟରଲ

    15405
    May 14, 2026
  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

    16051
    May 12, 2026
  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    16220
    May 09, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15405
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15144
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15636
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13965
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଟିଏମ୍‌ସି କୌଣସି ପରିସ୍ଥିତିରେ ମଣ୍ଡ ନୁଆଁଇବ ନାହିଁ: ମମତା

    15457
    May 17, 2026
  • ରୂପା ଆମଦାନୀ ଉପରେ କଟକଣା ଲାଗୁ କଲେ ସରକାର

    14352
    May 17, 2026
  • ଆରଜି କର ମେଡିକାଲ କଲେଜ ଛାତ୍ରୀଙ୍କୁ ବଳାତ୍କାର ଓ ହତ୍ୟା ଘଟଣା: ନିଲମ୍ବିତ ହେଲେ ୩ ଆଇପିଏସ୍‌ ଅଧିକାରୀ

    14705
    May 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In