Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, October 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆମେରିକାରେ କାମ କରୁଥିବା ବିଦେଶୀ ...

  • ଆମେରିକା ଭୋଟର ତାଲିକାରୁ ୨ ଲକ୍ଷ ଭାରତୀୟ ...

  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ...

  • ମୃତ୍ୟୁଦଣ୍ଡ କୋହଳ ହେବାରୁ ବଢ଼ୁଛି କି ...

  • ଜେୱର ବିମାନବନ୍ଦରର ନାମ ହେବ ‘ନରେନ୍ଦ୍ର ...

  • ୟୁଟ୍ୟୁବର ଧ୍ରୁବ ରାଠି ଓ ସିଜେପି ନେତା ...

  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ...

  • କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ ...

  • ପୁଣି ଥରେ ଭାରତକୁ ନିଶାଣ କରି କଠୋର ...

  • ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଧାରା ୩୭୦ ଉଚ୍ଛେଦ ମାମଲା : ଶୁଣାଣି ଶେଷ, ରାୟ ସଂରକ୍ଷିତ

ଧାରା ୩୭୦ ଉଚ୍ଛେଦ ମାମଲା : ଶୁଣାଣି ଶେଷ, ରାୟ ସଂରକ୍ଷିତ

2023-09-05 20:13:28
15716
Share:
Facebook
Twitter
E-Mail
WhatsApp
Telegram
ଧାରା ୩୭୦ ଉଚ୍ଛେଦ ମାମଲା : ଶୁଣାଣି ଶେଷ, ରାୟ ସଂରକ୍ଷିତ

ଧାରା ୩୭୦ ଉଚ୍ଛେଦ ମାମଲାର ଶୁଣାଣି ଶେଷ କରିଛନ୍ତି ସୁପ୍ରିମକୋର୍ଟ । କୋର୍ଟ ମାମଲାର ବିଚାର କରି ନିଷ୍ପତ୍ତିକୁ ସୁରକ୍ଷିତ ରଖିଛନ୍ତି । ୩୭୦ ଧାରା ହଟିବା ବିରୋଧରେ ହୋଇଥିବା ଆବେଦନର ବିଚାର କୋର୍ଟରେ ୧୬ ଦିନ ଧରି ଚାଲିଥିଲା । ପ୍ରଧାନ ବିଚାରପତି ଡିୱାଇ ଚନ୍ଦ୍ରଚୂଡ଼ଙ୍କ  ଅଧ୍ୟକ୍ଷତାରେ ଗଠିତ ପାଞ୍ଚ ଜଣିଆ ସାମ୍ବିଧାନିକ ଖଣ୍ଡପୀଠ ଉଭୟ ପକ୍ଷର ଯୁକ୍ତିକୁ ୧୬ ଦିନ ଧରି ଶୁଣାଣି କରି ଆଜି ଅର୍ଥାତ୍ ସେପ୍ଟେମ୍ବର ୫ ରେ ରାୟ ସଂରକ୍ଷିତ ରଖିଛନ୍ତି। 

ଅଗଷ୍ଟ ୫, ୨୦୧୯ରେ ସଂସଦରେ ଧାରା ୩୭୦ ଅଧୀନରେ ଜମ୍ମୁ-କଶ୍ମୀରକୁ ଦିଆଯାଇଥିବା ସ୍ୱତନ୍ତ୍ର ମାନ୍ୟତା ଉଚ୍ଛେଦ ପାଇଁ ଏକ ସଂକଳ୍ପ ପାରିତ ହୋଇଥିଲା। ରାଜ୍ୟକୁ ଦୁଇଟି କେନ୍ଦ୍ର ଶାସିତ ଅଞ୍ଚଳ ଜମ୍ମୁ-କଶ୍ମୀର ଓ ଲଦାଖରେ ବିଭକ୍ତ କରିବାକୁ ନିଷ୍ପତ୍ତି ନିଆଯାଇଥିଲା । ଏହି ନିଷ୍ପତ୍ତିକୁ ୨୦ଟି ପିଟିସନ ଜରିଆରେ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଥିଲା।

ମୁଖ୍ୟ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ସମେତ ବିଚାରପତି ଏସକେ କୋଲ, ସଞ୍ଜୀବ ଖାନା, ବି.ଆର. ଗବଇ ଏବଂ ବିଚାରପତି ସୂର୍ଯ୍ୟକାନ୍ତ ମାମଲାର ଶୁଣାଣି କରିଥିଲେ । ୩୭୦ ଧାରା ବିପକ୍ଷରେ ବରିଷ୍ଠ ଆଇନଜୀବୀ କପିଲ ଶିବଲ, ଗୋପାଲ ସୁବ୍ରମଣ୍ୟମ୍, ରାଜୀବ ଧଓ୍ବନ, ଜଫର ଶାହ, ଦୁଷ୍ୟନ୍ତ ଦେବ, ନିଜ ପକ୍ଷ ରଖିଥିଲେ । ସେପଟେ ଆଟର୍ଣ୍ଣିଂ ଜେନେରାଲ ଆର ଭେଙ୍କଟରମଣୀ, ସଲିସିଟର ଜେନେରାଲ ତୁଷାର ମେହତା, ବରିଷ୍ଠ ଆଇନଜୀବୀ ହରିଶ ସାଲଭେ, ରାକେଶ ଦ୍ବିବେଦୀ, ବି. ଗିରି କେନ୍ଦ୍ର ସରକାରଙ୍କ ପକ୍ଷ ରଖି ୩୭୦ ଧାରା ହଟାଯିବା ନିଷ୍ପତ୍ତି ଉଚିତ ଥିଲା ବୋଲି ଦର୍ଶାଇ ଥିଲେ ।

ମାମଲାର ବିଚାର କରି ସୁପ୍ରିମକୋର୍ଟ ରାୟ ସଂରକ୍ଷିତ ରଖିଥିବା ବେଳେ ଉଭୟ ପକ୍ଷଙ୍କୁ ଯଦି କିଛି କହିବାର ଥିବ ତେବେ ଲିଖିତ ଆକାରରେ ତିନିଦିନ ମଧ୍ୟରେ ଜଣାଇବାକୁ କୁହାଯାଇଛି ।

Powered by Froala Editor

Tags supremecourt

Related articles Odisha News Lens 4.1

  • କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ କରାଯିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ...
    ଦେଶ-ଦେଶାନ୍ତର

    କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ କରାଯିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ...

    15799
    Oct 09, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ...

    14711
    Oct 09, 2026
  • ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ

    14127
    Oct 09, 2026
  • ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର
    ଦେଶ-ଦେଶାନ୍ତର

    ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର

    14045
    Oct 09, 2026
  • ଜେୱର ବିମାନବନ୍ଦରର ନାମ ହେବ ‘ନରେନ୍ଦ୍ର ମୋଦି ଅନ୍ତର୍ଜାତୀୟ ବିମାନବନ୍ଦର'
    ଦେଶ-ଦେଶାନ୍ତର

    ଜେୱର ବିମାନବନ୍ଦରର ନାମ ହେବ ‘ନରେନ୍ଦ୍ର ମୋଦି ଅନ୍ତର୍ଜାତୀୟ ବିମାନବନ୍ଦର'

    15164
    Oct 10, 2026
  • ଆମେରିକା ଭୋଟର ତାଲିକାରୁ ୨ ଲକ୍ଷ ଭାରତୀୟ ବଂଶୋଦ୍ଭବ ଭୋଟରଙ୍କ ନାମ କାଟ୍
    ଦେଶ-ଦେଶାନ୍ତର

    ଆମେରିକା ଭୋଟର ତାଲିକାରୁ ୨ ଲକ୍ଷ ଭାରତୀୟ ବଂଶୋଦ୍ଭବ ଭୋଟରଙ୍କ ନାମ କାଟ୍

    13369
    Oct 10, 2026
  • ୟୁଟ୍ୟୁବର ଧ୍ରୁବ ରାଠି ଓ ସିଜେପି ନେତା ଅଭିଜିତ ଦୀପକେ ଅଟକ
    ଦେଶ-ଦେଶାନ୍ତର

    ୟୁଟ୍ୟୁବର ଧ୍ରୁବ ରାଠି ଓ ସିଜେପି ନେତା ଅଭିଜିତ ଦୀପକେ ଅଟକ

    15615
    Oct 10, 2026
  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ୍ ଦୀପକେ, ଆଶୁତୋଷ ରାଙ୍କା ଓ ସୌରଭ ...
    ଦେଶ-ଦେଶାନ୍ତର

    କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ୍ ଦୀପକେ, ଆଶୁତୋଷ ରାଙ୍କା ଓ ସୌରଭ ...

    15379
    Oct 10, 2026
  • ମୃତ୍ୟୁଦଣ୍ଡ କୋହଳ ହେବାରୁ ବଢ଼ୁଛି କି ଅପରାଧ : ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ମୃତ୍ୟୁଦଣ୍ଡ କୋହଳ ହେବାରୁ ବଢ଼ୁଛି କି ଅପରାଧ : ସୁପ୍ରିମକୋର୍ଟ

    14349
    Oct 10, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ କରାଯିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ସମ୍ମାନ

    15799
    Oct 09, 2026
  • ଦେଶ-ଦେଶାନ୍ତର

    ଆମେରିକାରେ କାମ କରୁଥିବା ବିଦେଶୀ କର୍ମଚାରୀଙ୍କୁ ‘ଗୋତି ଶ୍ରମିକ’ କହିଲେ ଜେଡି ଭାନ୍ସ

    15435
    Oct 10, 2026
  • ଦେଶ-ଦେଶାନ୍ତର

    କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ୍ ଦୀପକେ, ଆଶୁତୋଷ ରାଙ୍କା ଓ ସୌରଭ ଦାସଙ୍କୁ ଅଟକ

    15379
    Oct 10, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17168
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17859
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17815
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18232
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14472
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14578
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15585
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14258
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15995
    Sep 23, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

ଭୁବନେଶ୍ୱର : ଓଡ଼ିଶାର ଗ୍ରାମାଞ୍ଚଳରେ ମହିଳାମାନେ ପାରମ୍ପରିକ କୌଶଳ ଏବଂ ସ୍ଥାନୀୟ ଉତ୍ପାଦକୁ ଅର୍ଥପୂର୍ଣ୍ଣ ଜୀବିକା ସୁଯୋଗରେ ରୂପାନ୍ତରିତ କରୁଛନ୍ତି। ମହିଳା ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବା ଏବଂ ଓଡ଼ିଶାରେ ଗ୍ରାମୀ ...

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15667
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    14953
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15546
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14022
    Oct 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆମେରିକାରେ କାମ କରୁଥିବା ବିଦେଶୀ କର୍ମଚାରୀଙ୍କୁ ‘ଗୋତି ଶ୍ରମିକ’ କହିଲେ ଜେଡି ଭାନ୍ସ

    15435
    Oct 10, 2026
  • ୟୁଟ୍ୟୁବର ଧ୍ରୁବ ରାଠି ଓ ସିଜେପି ନେତା ଅଭିଜିତ ଦୀପକେ ଅଟକ

    15615
    Oct 10, 2026
  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ୍ ଦୀପକେ, ଆଶୁତୋଷ ରାଙ୍କା ଓ ସୌରଭ ଦାସଙ୍କୁ ଅଟକ

    15379
    Oct 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In