Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, August 19, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୫ ବର୍ଷର ପୁଅ ସହ ବାପାର ସନ୍ଦେହଜନକ ମୃତ୍ୟୁ

  • ୧୬ ବର୍ଷ ବୟସରେ ଚାର୍ଟର୍ଡ ଆକାଉଣ୍ଟାଣ୍ଟ

  • ଜଜ୍ ଙ୍କ ରେକର୍ଡ, ୯ ମାମଲାରେ ୨୨ ଦୋଷୀଙ୍କୁ ...

  • ଗୁପ୍ତାଙ୍ଗ ବିକ୍ରି ଡିଲ୍ : ରିଲ୍ସ ଦେଖି ...

  • ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ...

  • ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ...

  • ଏହା କଲେ ହେବ ନାହିଁ ଗ୍ୟାସ୍

  • ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ...

  • UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ...

  • ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ

ରାଜ୍ୟ
Home ›› ରାଜ୍ୟ ››ସବୁ ସୀମା ଟପି ଗଲେଣି ସାଇବର ଠକ, ଆରମ୍ଭ ହେଲା ସାଇବର ହେଲ୍ପଲାଇନ ୧୯୩୦

ସବୁ ସୀମା ଟପି ଗଲେଣି ସାଇବର ଠକ, ଆରମ୍ଭ ହେଲା ସାଇବର ହେଲ୍ପଲାଇନ ୧୯୩୦

2023-09-06 06:31:47
14593
Share:
Facebook
Twitter
E-Mail
WhatsApp
Telegram
ସବୁ ସୀମା ଟପି ଗଲେଣି ସାଇବର ଠକ, ଆରମ୍ଭ ହେଲା ସାଇବର ହେଲ୍ପଲାଇନ ୧୯୩୦

ଭୁବନେଶ୍ବର: ବଢ଼ିବାରେ ଲାଗିଛି ସାଇବର ଠକେଇ ମାମଲା । ସବୁ ସୀମା ଟପି ଗଲେଣି ସାଇବର ଠକ । ବିଭିନ୍ନ ଆଳରେ ଠକାମିର ଶିକାର ହେଉଛନ୍ତି ଲୋକେ । ସେପଟେ ଏହାକୁ ରୋକିବାରେ ପୋଲିସ ବିଫଳ ହେଉଛି । ତେବେ ସାଇବର ଠକଙ୍କୁ ସାବାଡ କରିବା ପାଇଁ ପୋଲିସର ବଡ଼ ପଦକ୍ଷପ । ଆରମ୍ଭ ହେଲା ସାଇବର ହେଲ୍ପଲାଇନ ୧୯୩୦। ଏନେଇ ଭୁବନେଶ୍ୱର ସ୍ଥିତି କେଶରୀ ନଗର ଠାରେ ଏହି ହେଲପଲାଇନ ସେଣ୍ଟରର ଉଦଘାଟନ କରିଛନ୍ତି ପୋଲିସ ଡିଜିପି ସୁନିଲ ବଂଶଲ ।
ତେବେ ସାଇବର ଠକାମୀକୁ ରୋକିବା ପୋଲିସ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି । ତେବେ ସାଇବର ଠକାମୀ ରୋକିବା ପାଇଁ କ୍ରଇମବ୍ରାଞ୍ଚର ସାଇବର ସେଲ ପକ୍ଷରୁ ଏପରି କଲ ସେଣ୍ଟର ଖୋଲାଯାଇଛି । ଏହା ସହ ସାଇବର ହେଲ୍ପଲାଇନ ନମ୍ବର ୧୯୩୦ ମଧ୍ୟ ଆରମ୍ଭ କରାଯାଇଛି । ଯେଉଁମାନେ ସାଇବର ଠକେଇର ଶିକାର ହୋଇଥିବେ ସେମାନେ ତୁରନ୍ତ ୧୯୩୦କୁ କଲ କରି ଜଣାଇଲେ ଠକର ମୋବାଇଲ ନମ୍ବର ସହ ଯେଉଁ କଲରୁ କଲ ଆସୁଛି ତାର ଆଇପି ଆଡ୍ରେସ ବା ଆଇଏମଆଇ ନମ୍ବରକୁ ଶୀଘ୍ର ବ୍ଲକ କରିହେବ । ଫଳରେ ତୁରନ୍ତ ଠକଙ୍କୁ ଚିହ୍ନଟ ସହ ତା ଉପରେ କର୍ୟାନୁଷ୍ଠାନ ହୋଇପାରିବ ।
ଖୋଲା ଯାଇଥିବା କଲ ସେଣ୍ଟରରେ ଏକକାଳୀନ ୧୦ଟି କଲକୁ ଉଠାଇଲା ଭଳି ସିଷ୍ଟମ୍ ରହିଛି । ଏହାସହ ସେଠାରେ ନିୟୋଜିତ କର୍ମଚାରୀଙ୍କୁ ମଧ୍ୟ କିପରି ସାଇବର ଠକେଇର କଲ ଆସିଲେ ଲୋକମାନଙ୍କୁ ସହଯୋଗ କରିବେ ସେ ନେଇ ତାଲିମ ମଧ୍ୟ ଦିଆଯାଇଛି । ତେବେ ତିନୋଟି ସିଫ୍ଟରେ ୧୦ଜଣ ଲେଖାଏଁ ସାଇବର ତାଲିମପ୍ରାପ୍ତ ପୋଲିସ କର୍ମଚାରୀ ଡ୍ୟୁଟି କରି ଠକର ଚାଲ ଓ ଠକ କରିଥିବା ଠକେଇର ତଥ୍ୟ ରେକର୍ଡ କରିବେ । ଅର୍ଥାତ୍ କେହି ଠକେଇର ଶିକାର ହୋଇଥିଲେ ସେ ଏହି ୧୯୩୦ ହେଲ୍ପ ଡେସ୍କକୁ କଲ କଲେ ତୁରନ୍ତ ତାକୁ ସହାୟତା ଯୋଗାଇବେ ସାଇବର ହେଲ୍ପ ଡେସ୍କ କର୍ମଚାରୀ ।
ସାଇବର ହେଲ୍ପଲାଇନର କର୍ମଚାରୀମାନେ ଠକ କରିଥିବା ଠକେଇର ସମ୍ପର୍କରେ ଜାଣି ଠକର ଶିକାର ହୋଇଥିବା ଲୋକଠାରୁ ତଥ୍ୟ ନେଇ ଠକ ବିରୋଧରେ ତୁରନ୍ତ ଆକ୍ସନ ପାଇଁ ପ୍ରକ୍ରିୟା ଆରମ୍ଭ କରିବେ । ଏନେଇ ଯଦି ଠକେଇ ହୋଇଥିବା ଟଙ୍କା ବା ଠକ ନେଇଥିବା ଆକାଉଣ୍ଟରେ ତାହା ମହଜୁଦ ଥିବ ତେବେ ସେସବୁକୁ ଫ୍ରିଜ୍ କରି ତାକୁ ଫେରାଇବାକୁ ଚେଷ୍ଟା କରିବେ । ଏନେଇ ପୂର୍ବରୁ CID-CBରେ ଚାଲୁଥିଲା ଏହି ସାଇବର ସମ୍ପର୍କିତ ଅଭିଯୋଗ ଆଧାରରେ ୧କୋଟି ୧୯ଲକ୍ଷ ୧୧ହଜାର୪୭୮ ଠକେଇ ଟଙ୍କା ଫେରାଇ ଆଣିବାରେ ସମର୍ଥ ହୋଇଛି ପୋଲିସ । ସେହିପରି ୧କୋଟି ୫୮ଲକ୍ଷ ୮୭ ହଜାର ୩୭ଟଙ୍କାକୁ ବ୍ଲକ କରିବାରେ ସହାୟକ ହୋଇଛି ।

Powered by Froala Editor

Tags Cyber help line

Related articles Odisha News Lens 4.1

  • ୫ ବର୍ଷର ପୁଅ ସହ ବାପାର ସନ୍ଦେହଜନକ ମୃତ୍ୟୁ
    ଦେଶ-ଦେଶାନ୍ତର

    ୫ ବର୍ଷର ପୁଅ ସହ ବାପାର ସନ୍ଦେହଜନକ ମୃତ୍ୟୁ

    14500
    Aug 18, 2026
  • ୧୬ ବର୍ଷ ବୟସରେ ଚାର୍ଟର୍ଡ ଆକାଉଣ୍ଟାଣ୍ଟ
    ଦେଶ-ଦେଶାନ୍ତର

    ୧୬ ବର୍ଷ ବୟସରେ ଚାର୍ଟର୍ଡ ଆକାଉଣ୍ଟାଣ୍ଟ

    14783
    Aug 18, 2026
  • ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ମିଶାଇଲ ଆକ୍ରମଣରେ ୨ ମୃତ
    ଦେଶ-ଦେଶାନ୍ତର

    ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ମିଶାଇଲ ଆକ୍ରମଣରେ ୨ ମୃତ

    13589
    Aug 18, 2026
  • ଗୁପ୍ତାଙ୍ଗ ବିକ୍ରି ଡିଲ୍ : ରିଲ୍ସ ଦେଖି କିଶୋରଙ୍କୁ ମାରିଦେଲେ
    ଅପରାଧ

    ଗୁପ୍ତାଙ୍ଗ ବିକ୍ରି ଡିଲ୍ : ରିଲ୍ସ ଦେଖି କିଶୋରଙ୍କୁ ମାରିଦେଲେ

    14809
    Aug 18, 2026
  • UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ପୁନଃ ପରୀକ୍ଷା କରିବା NTA
    ଦେଶ-ଦେଶାନ୍ତର

    UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ପୁନଃ ପରୀକ୍ଷା କରିବା NTA

    15191
    Aug 17, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍
    ବିଶେଷ

    ଏହା କଲେ ହେବ ନାହିଁ ଗ୍ୟାସ୍

    15681
    Aug 17, 2026
  • ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ସମ୍ପତ୍ତି ପାଇଲେ ୧୮ ବର୍ଷୀୟ ଶ୍ରମିକ
    ଦେଶ-ଦେଶାନ୍ତର

    ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ସମ୍ପତ୍ତି ପାଇଲେ ୧୮ ବର୍ଷୀୟ ଶ୍ରମିକ

    14478
    Aug 17, 2026
  • ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ଉଲ୍ଲଂଘନ କଲେ ମିଳିବ ଏହି ଦଣ୍ଡ
    ଦେଶ-ଦେଶାନ୍ତର

    ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ଉଲ୍ଲଂଘନ କଲେ ମିଳିବ ଏହି ଦଣ୍ଡ

    15012
    Aug 18, 2026
  • ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ
    ଦେଶ-ଦେଶାନ୍ତର

    ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ

    14429
    Aug 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଅପରାଧ

    ଗୁପ୍ତାଙ୍ଗ ବିକ୍ରି ଡିଲ୍ : ରିଲ୍ସ ଦେଖି କିଶୋରଙ୍କୁ ମାରିଦେଲେ

    14809
    Aug 18, 2026
  • ଦେଶ-ଦେଶାନ୍ତର

    ୫ ବର୍ଷର ପୁଅ ସହ ବାପାର ସନ୍ଦେହଜନକ ମୃତ୍ୟୁ

    14500
    Aug 18, 2026
  • ଦେଶ-ଦେଶାନ୍ତର

    ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ସମ୍ପତ୍ତି ପାଇଲେ ୧୮ ବର୍ଷୀୟ ଶ୍ରମିକ

    14478
    Aug 17, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17036
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17656
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17706
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18105
    Sep 06, 2023

ବିଶେଷ

  • ଏହା କଲେ ହେବ ନାହିଁ ଗ୍ୟାସ୍

    15681
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13769
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14857
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14630
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14469
    Aug 07, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14247
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14374
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15271
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14645
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ପୁନଃ ପରୀକ୍ଷା କରିବା NTA

    15191
    Aug 17, 2026
  • ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ଉଲ୍ଲଂଘନ କଲେ ମିଳିବ ଏହି ଦଣ୍ଡ

    15012
    Aug 18, 2026
  • ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ସମ୍ପତ୍ତି ପାଇଲେ ୧୮ ବର୍ଷୀୟ ଶ୍ରମିକ

    14478
    Aug 17, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In