Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, February 06, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟରୁ ...

  • ନାଇଜେରିଆର ଦୁଇଟି ଗାଁରେ ଉଗ୍ରବାଦୀଙ୍କ ...

  • ଆଜି ପୁଣି କମିଛି ସୁନା ଓ ରୂପା ଦର

  • ଅନ୍‌ଲାଇନ୍ ଗେମ୍ ନିଶା, ୯ ମହଲାରୁ ଡେଇଁଲେ ...

  • ଭୃଷଙ୍ଗ ପତ୍ରରେ ଅଛି ଆଶ୍ଚର୍ଯ୍ୟଜନକ ...

  • ମୋଦିଙ୍କ ଲୋକପ୍ରିୟ କାର୍ୟ୍ୟକ୍ରମ ...

  • ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଜୈଶ୍ ...

  • ଲୋକସଭାରେ ମୁହାଁମୁହିଁ ହେଲେ ରାହୁଲ ଏବଂ ...

  • ସରପଞ୍ଚ ପଦ ପାଇଁ ଝିଅକୁ କେନାଲରେ ଫୋପାଡି ...

  • ସିନ୍ଧୁ ଜଳ ଚୁକ୍ତିନାମା ବିବାଦ : ପିସିଏର ...

Home ›› ››ନିଶା ଦେଇ ଛାତ୍ରଙ୍କଠାରୁ ଲୁଟିନେଲେ ଟଙ୍କା ଓ ମୋବାଇଲ

ନିଶା ଦେଇ ଛାତ୍ରଙ୍କଠାରୁ ଲୁଟିନେଲେ ଟଙ୍କା ଓ ମୋବାଇଲ

2023-09-06 06:36:49
15235
Share:
Facebook
Twitter
E-Mail
WhatsApp
Telegram
ନିଶା ଦେଇ ଛାତ୍ରଙ୍କଠାରୁ ଲୁଟିନେଲେ ଟଙ୍କା ଓ ମୋବାଇଲ

ବଲାଙ୍ଗିର: ମୃଦୁ ପାନୀୟରେ ନିଶା ଦେଇ ଛାତ୍ରଙ୍କଠାରୁ ଲୁଟିନେଲେ ଟଙ୍କା ଓ ମୋବାଇଲ । ୩ଜଣ ଛାତ୍ରଙ୍କୁ ଅଚେତ ଅବସ୍ଥାରେ ରେଲୱେ ଷ୍ଟେସନରୁ ଉଦ୍ଧାର କରାଯାଇଛି। ଘଟଣା ଘଟିଛି ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ରେଲୱେ ଷ୍ଟେସନରେ। ଛାତ୍ରମାନଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଗତ ୪ ତାରିଖ ଦିନ ସମ୍ବଲପୁର ବରାଇପାଲିରେ SSC ପରୀକ୍ଷା ଥିଲା। ସେଥିପାଇଁ ବେଳପଡା ଥାନା ଅଞ୍ଚଳର ରେଙ୍ଗାଲି ଗାଁର ବଳରାମ ମେହେର, ସୁବାଷ ମେହେର, ଥୁଡିବାହାଲ ଗାଁର ଆନନ୍ଦ ଭୋଇ, ପାଲେସିରା ଗାଁର ବଲବନ୍ତ କୁଅର ଓ ପଲ୍ଲୀମାଲ ଗାଁର ସିଶୀଳ ମହାନନ୍ଦ ସମସ୍ତେ ପରୀକ୍ଷା ଦେବାକୁ ଯାଇଥିଲେ। ପରୀକ୍ଷା ସାରି ଛାତ୍ରମାନେ ଗତକାଲି ରାତିରେ ଇସ୍ପାତ ଟ୍ରେନ ଯୋଗେ କଣ୍ଟାବାଞ୍ଜିକୁ ଆସିଥିଲେ। ଟ୍ରେନଟି ବିଳମ୍ବରେ କଣ୍ଟାବାଞ୍ଜିରେ ପହଞ୍ଚିବାରୁ ରାତିରେ  waiting  ହଲ୍‌ରେiio ଶୋଇକି ସକାଳୁ ନିଜ ନିଜ ଗାଁକୁ ଯିବା ପାଇଁ ସ୍ଥିର କରିଥିଲେ । ପରେ ଛାତ୍ରମାନେ ଥଣ୍ଡା ଷ୍ଟେସନରେ ନିକଟରେ ଥିବା ଦୋକାନରୁ ମୃଦୁ ପାନୀୟ କିଣି ପିଇଥିଲେ। ୪ଜଣ ଛାତ୍ର ମୃଦୁ ପାନୀୟ ପିଇଥିବା ବେଳେ ବଲବନ୍ତ ନାମକ ଜଣେ ଛାତ୍ର ପିଇ ନଥିଲେ। ପରେ ସମସ୍ତ ଛାତ୍ର ଶୋଇପଡ଼ିଥିଲେ। ସକାଳୁ ଉଠି ବଲବନ୍ତ ଅନ୍ୟ ଛାତ୍ରମାନଙ୍କୁ ଡାକିଥିଲେ। ୩ଜଣ ଛାତ୍ର ଅଚେତ ଅବସ୍ଥାରେ ପଡ଼ିଥିବାରୁ କେହି ବଲବନ୍ତଙ୍କ ଡାକ ଶୁଣି ନଥିଲେ। ଆନନ୍ଦ ଭୋଇ ନାମକ ଜଣେ ଛାତ୍ରଙ୍କର କୌଣସି ପତ୍ତା ମିଳିନଥିଲା। ବଲବନ୍ତ ଏନେଇ ଜିଆରପି ପୁଲିସକୁ ଜଣାଇଥିଲେ। ଜିଆରପି ୩ ଛାତ୍ରଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲା। ହେଲେ ଏହି ଛାତ୍ରଙ୍କ ପାଖରେ ଥିବା ଟଙ୍କା ଓ ମୋବାଇଲକୁ କେହି ଦୁର୍ବୃତ୍ତ ନେଇ ଯାଇଥିବା ଜଣାପଡ଼ିଥିଲା। ଜିଆରପି ପୁଲିସ ନିଖୋଜ ଛାତ୍ର ଆନନ୍ଦଙ୍କ ଖୋଜାଖୋଜି କରିବା ସହ ଘଟଣାର ତଦନ୍ତ କରୁଛି।

Powered by Froala Editor

Tags Loot

Related articles Odisha News Lens 4.1

  • ସରପଞ୍ଚ ପଦ ପାଇଁ ଝିଅକୁ କେନାଲରେ ଫୋପାଡି ଦେଲା ବାପା
    ଦେଶ-ଦେଶାନ୍ତର

    ସରପଞ୍ଚ ପଦ ପାଇଁ ଝିଅକୁ କେନାଲରେ ଫୋପାଡି ଦେଲା ବାପା

    15344
    Feb 03, 2026
  • ଅନ୍‌ଲାଇନ୍ ଗେମ୍ ନିଶା, ୯ ମହଲାରୁ ଡେଇଁଲେ ୩ ଭଉଣୀ
    ଦେଶ-ଦେଶାନ୍ତର

    ଅନ୍‌ଲାଇନ୍ ଗେମ୍ ନିଶା, ୯ ମହଲାରୁ ଡେଇଁଲେ ୩ ଭଉଣୀ

    14860
    Feb 04, 2026
  • ନାଇଜେରିଆର ଦୁଇଟି ଗାଁରେ ଉଗ୍ରବାଦୀଙ୍କ ଆକ୍ରମଣ, ୧୬୨ ମୃତ
    ଦେଶ-ଦେଶାନ୍ତର

    ନାଇଜେରିଆର ଦୁଇଟି ଗାଁରେ ଉଗ୍ରବାଦୀଙ୍କ ଆକ୍ରମଣ, ୧୬୨ ମୃତ

    13818
    Feb 05, 2026
  • ଲୋକସଭାରେ ମୁହାଁମୁହିଁ ହେଲେ ରାହୁଲ ଏବଂ ରବନୀତ
    ଦେଶ-ଦେଶାନ୍ତର

    ଲୋକସଭାରେ ମୁହାଁମୁହିଁ ହେଲେ ରାହୁଲ ଏବଂ ରବନୀତ

    13811
    Feb 04, 2026
  • ମୋଦିଙ୍କ ଲୋକପ୍ରିୟ କାର୍ୟ୍ୟକ୍ରମ ‘ପରୀକ୍ଷା ପେ ଚର୍ଚ୍ଚା’ ର ୯ମ ସଂସ୍କରଣ ୬ରେ
    ଦେଶ-ଦେଶାନ୍ତର

    ମୋଦିଙ୍କ ଲୋକପ୍ରିୟ କାର୍ୟ୍ୟକ୍ରମ ‘ପରୀକ୍ଷା ପେ ଚର୍ଚ୍ଚା’ ର ୯ମ ସଂସ୍କରଣ ୬ରେ

    15694
    Feb 04, 2026
  • ଭୃଷଙ୍ଗ ପତ୍ରରେ ଅଛି  ଆଶ୍ଚର୍ଯ୍ୟଜନକ ଫାଇଦା, ଜାଣନ୍ତୁ କିପରି କରିବେ ବ୍ୟବହାର
    ବିଶେଷ

    ଭୃଷଙ୍ଗ ପତ୍ରରେ ଅଛି ଆଶ୍ଚର୍ଯ୍ୟଜନକ ଫାଇଦା, ଜାଣନ୍ତୁ କିପରି କରିବେ ବ୍ୟବହାର

    15621
    Feb 04, 2026
  • ଆଜି ପୁଣି କମିଛି ସୁନା ଓ ରୂପା ଦର
    ଦେଶ-ଦେଶାନ୍ତର

    ଆଜି ପୁଣି କମିଛି ସୁନା ଓ ରୂପା ଦର

    13559
    Feb 05, 2026
  • ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଜୈଶ୍ ଆତଙ୍କବାଦୀ ନିହତ
    ଦେଶ-ଦେଶାନ୍ତର

    ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଜୈଶ୍ ଆତଙ୍କବାଦୀ ନିହତ

    15105
    Feb 04, 2026
  • ସିନ୍ଧୁ ଜଳ ଚୁକ୍ତିନାମା ବିବାଦ : ପିସିଏର ହସ୍ତକ୍ଷେପକୁ ଭାରତର ପ୍ରତ୍ୟାଖ୍ୟାନ
    ଦେଶ-ଦେଶାନ୍ତର

    ସିନ୍ଧୁ ଜଳ ଚୁକ୍ତିନାମା ବିବାଦ : ପିସିଏର ହସ୍ତକ୍ଷେପକୁ ଭାରତର ପ୍ରତ୍ୟାଖ୍ୟାନ

    14580
    Feb 03, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟକା: ଜାଣନ୍ତୁ କାହିଁକି ?

    14673
    Feb 05, 2026
  • ଦେଶ-ଦେଶାନ୍ତର

    ସିନ୍ଧୁ ଜଳ ଚୁକ୍ତିନାମା ବିବାଦ : ପିସିଏର ହସ୍ତକ୍ଷେପକୁ ଭାରତର ପ୍ରତ୍ୟାଖ୍ୟାନ

    14580
    Feb 03, 2026
  • ବିଶେଷ

    ଭୃଷଙ୍ଗ ପତ୍ରରେ ଅଛି ଆଶ୍ଚର୍ଯ୍ୟଜନକ ଫାଇଦା, ଜାଣନ୍ତୁ କିପରି କରିବେ ବ୍ୟବହାର

    15621
    Feb 04, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17326
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17396
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17742
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16219
    Apr 03, 2021

ବିଶେଷ

  • ଭୃଷଙ୍ଗ ପତ୍ରରେ ଅଛି ଆଶ୍ଚର୍ଯ୍ୟଜନକ ଫାଇଦା, ଜାଣନ୍ତୁ କିପରି କରିବେ ବ୍ୟବହାର

    15621
    Feb 04, 2026
  • ସକାଳେ ଖାଲି ପେଟରେ ଉଷୁମ ପାଣି ସହିତ ଆପଣଙ୍କ ଦିନ କରନ୍ତୁ ଆରମ୍ଭ

    14170
    Feb 02, 2026
  • କ୍ଷୀରକୁ କଦାପି ଖୋଲା ରଖନ୍ତୁ ନାହିଁ, ପରିବାରରେ ସୃଷ୍ଟି ହୁଏ କଳହ

    14385
    Jan 31, 2026
  • ଏମିତି କଲେ ହେବ ନାହିଁ ଗ୍ୟାସ୍

    14533
    Jan 29, 2026
  • ଅଧିକ ପିଆଜ ଖାଆନ୍ତୁ ନାହିଁ ଏହି ରୋଗୀ

    16115
    Jan 28, 2026

ବାଣିଜ୍ୟ

ଭୁଶୁଡିଲା ସେୟାର ମାର୍କେଟ

ଘରୋଇ ସେୟାର ବଜାରରେ ଏକ ଭୟଙ୍କର ସୁନାମି ଦେଖିବାକୁ ମିଳିଛି। ରବିବାର ଦିନ, BSE ସେନସେକ୍ସରେ ୧୫୪୬.୮୪ ପଏଣ୍ଟ (୧.୮୮%) ହ୍ରାସ ଘଟି ୮୦୭୨୨.୯୪ ପଏଣ୍ଟରେ ବନ୍ଦ ହୋଇଛି । ସେହିଭଳି NSE ନିଫ୍ଟି ୫୦ ଇଣ୍ଡେକ୍ସରେ ୪୯୫.୨୦ (୧.୯୬%) ହ୍ରାସ ଘଟି ୨୪୮୨୫.୪୫ ପଏଣ୍ଟରେ ବନ୍ଦ ହୋଇଥିଲା । ତେବେ ବଜେଟ୍ ଦିନ ସବୁଜ ରଙ୍ଗରେ ଖୋଲିଥ ...

  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16054
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15331
    Jan 22, 2026
  • ୧.୪୦ ଲକ୍ଷ ଟପିଲା ସୁନା

    15742
    Jan 12, 2026
  • ଆମୱେ ଇଣ୍ଡିଆ ଦ୍ରୁତ ଓ ସହଜ ସେବା ସହିତ ହୋମ୍‌ ଡେଲିଭରି ଅନୁଭୂତିକୁ ନୂଆ ରୂପ ପ୍ରଦାନ କରିଛି

    15496
    Jan 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମୋଦିଙ୍କ ଲୋକପ୍ରିୟ କାର୍ୟ୍ୟକ୍ରମ ‘ପରୀକ୍ଷା ପେ ଚର୍ଚ୍ଚା’ ର ୯ମ ସଂସ୍କରଣ ୬ରେ

    15694
    Feb 04, 2026
  • ଭୃଷଙ୍ଗ ପତ୍ରରେ ଅଛି ଆଶ୍ଚର୍ଯ୍ୟଜନକ ଫାଇଦା, ଜାଣନ୍ତୁ କିପରି କରିବେ ବ୍ୟବହାର

    15621
    Feb 04, 2026
  • ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଜୈଶ୍ ଆତଙ୍କବାଦୀ ନିହତ

    15105
    Feb 04, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In