Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, May 28, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇରାନର ବନ୍ଦର ସହର ଉପରେ ଆମେରିକା ପକ୍ଷରୁ ...

  • ଟିଏମସିରୁ ଇସ୍ତଫା ଦେଲେ କାକଳି ଘୋଷ

  • ଜୁନ୍ ୧ ରୁ ମହିଳାମାନେ ପାଇବେ ୩,୦୦୦ ଟଙ୍କା

  • ନାବାଳିକା ଦୁଷ୍କର୍ମ ମାମଲା : ପ୍ରେସମିଟରେ ...

  • ୪୨ ଜଣ ବରଙ୍କୁ ଠକିଦେଲେ ମଧ୍ୟସ୍ଥି, ...

  • ୮୦ ବର୍ଷର ଜଟିଳ ଗଣିତ ସମାଧାନ କଲା ...

  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ...

  • କକ୍ରୋଚ ଜନତା ପାର୍ଟିକୁ ସମର୍ଥନ ଜଣାଇଲେ ...

  • ଏଆଇଏଡିଏମ୍‌କେର ୩ ବିଧାୟକ ଟିଭିକେରେ ...

  • ଏଣିକି ୫ ଟଙ୍କାରେ ଖାଇପାରିବେ ମାଛ ତରକାରୀ ...

Home ›› ››କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

2023-09-06 16:15:51
17936
Share:
Facebook
Twitter
E-Mail
WhatsApp
Telegram
କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

ଭୁବନେଶ୍ୱର (ତା ୬.୯.୨୦୨୩) : ସୃଜନ ଅନୁଷ୍ଠାନ ତଥା ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟ ଦ୍ୱାରା ଆୟୋଜିତ ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଦ୍ୱିତୀୟ ସନ୍ଧ୍ୟାରେ କଥକ ନୃତ୍ୟ ସାଙ୍ଗକୁ ହିନ୍ଦୁସ୍ଥାନୀ ଶାସ୍ତ୍ରୀୟ ସଙ୍ଗୀତର କାର୍ଯ୍ୟକ୍ରମ ରବିନ୍ଦ୍ର ମଣ୍ଡପରେ ଦେଖିବାକୁ ମିଳିଥିଲା । 


ମୁଖ୍ୟ ଅତିଥି ଭାବେ ମାନ୍ୟବର ରାଜ୍ୟ ପର୍ଯ୍ୟଟନ, ଓଡିଆ ଭାଷା, ସାହିତ୍ୟ, ସଂସ୍କୃତି ଓ ଅବକାରୀ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ କୁମାର ପାତ୍ର; ପୂର୍ବତଟ ରେଲ୍‍ୱେ ମହା ପରିଚାଳକ ମନୋଜ ଶର୍ମା; ବିଶିଷ୍ଟ ଗାୟକ ତଥା ନିର୍ଦ୍ଦେଶକ ଲକ୍ଷ୍ମୀକାନ୍ତ ପାଲିତ; ପାରାଦୀପ ଫସଫେଟ୍ ଲିମିଟେଡ୍‌ର କର୍ପୋରେଟ୍ ଆଫେୟାର୍ସ ମୁଖ୍ୟ ଶ୍ରୀ ସୁଧୀ ରଂଜନ ମିଶ୍ର ଏବଂ ସୃଜନର ନିର୍ଦ୍ଦେଶକ ଗୁରୁ ରତିକାନ୍ତ ମହାପାତ୍ରଙ୍କ ଦ୍ୱାରା ପ୍ରଦୀପ ପ୍ରଜ୍ୱଳନ ପୂର୍ବକ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା ।


ଦ୍ୱିତୀୟ ସଂଧ୍ୟାର ପ୍ରଥମ ଉପସ୍ଥାପନରେ ଥିଲା କଥକ ନୃତ୍ୟ ଯାହାକୁ ପରିବେଷଣ କରିଥିଲେ ବିଶିଷ୍ଟ କଥକ ନୃତ୍ୟାଙ୍ଗନା ଶିଲା ମେହେଟ୍ଟା ।  ସେ ପ୍ରଥମେ ଶିବ ସ୍ତୁତି ପରେ ପରେ ପରିବେଷଣ କରିଥିଲେ ଭବ ତିହାଇ ଯାହା ତିନ୍‍ ତାଲ ଉପରେ ନିବଦ୍ଧ ଥିଲା ଏବଂ ଶେଷରେ ଶ୍ରୀକୃଷ୍ଣ ଓ ଅଜୁର୍ନଙ୍କ କୋଥପକଥନ ଗୀତା ଆଶର ପରିବେଷଣ କରିଥିଲେ । ଶରୀରର ପ୍ରତ୍ୟେକ ଗତିବିଧି, ଅଙ୍ଗଭଙ୍ଗୀ, ଭାବପ୍ରବଣ ପଦକ୍ଷେପ, ତାଳର ଲହରୀ ଏବଂ ସଙ୍ଗୀତର ସ୍ୱର ସହିତ ପାଦଚାଳନା ଯାହା ତାଙ୍କର ନୃତ୍ୟକୁ ଅଧିକ ଚମତ୍କାର ଏବଂ ଆକର୍ଷଣୀୟ କରିଥିଲା । ତାଙ୍କୁ ତବଲାରେ ବିବେକ ମିଶ୍ର ଓ ଅମିତାଂଶୁ କୁମାର ବ୍ରହ୍ମା, ସରୋଦରେ ସୁନାଦୋ ମୁଖାର୍ଜୀ ଏବଂ କଣ୍ଠରେ ଜୟଦ୍ୱୀପ ସିହ୍ନା ସହଯୋଗ କରିଥିଲେ ।  


ଦ୍ୱିତୀୟ ଉପସ୍ଥାପନରେ ଥିଲା ଜୟତୀର୍ଥ ମେଭୁଣ୍ଡୀଙ୍କ ଦ୍ୱାରା ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତ ପରିବେଷଣ । ପବିତ୍ର ଜନ୍ମାଷ୍ଟମୀ ଉପଲକ୍ଷେ ସେ ଶ୍ରୀକୃଷ୍ଣଙ୍କ ଉପରେ ବିଭିନ୍ନ ଭଜନ ପରିବେଷଣ କରିଥିଲେ । ନିଖୁଣ ଓ ସୁନ୍ଦର ରାଗ ବିସ୍ତାର, ତାନ ଓ ସରଗମ୍‍ର ବିଭିନ୍ନ କ୍ରିୟାତ୍ମକ ପରିବେଷଣ, ସୁଲଳିତ କଣ୍ଠରେ ବିଭିନ୍ନ କଳାକୌଶଳ ପ୍ରୟୋଗ ଇତ୍ୟାଦି ଦ୍ୱାରା ଉପସ୍ଥିତ ବିଦଗ୍ଧ ଶ୍ରୋତାମାନଙ୍କୁ ସେ ମନ୍ତ୍ରମୁଗ୍ଧ କରିଥିଲେ । ଜୟତୀର୍ଥ ମେଭୁଣ୍ଡୀଙ୍କୁ ସହଯୋଗ କରିଥିଲେ ହାରମୋନିୟମ୍‍ରେ ଅନୁସୁଲା ମୋରେ ଏବଂ ତବଲାରେ ନରହରି ଭି. ।


ଏହି କାର୍ଯ୍ୟକ୍ରମଟି ସୃଜନ ଅନୁଷ୍ଠାନର ଫେସବୁକ୍ ପେଜ୍ ଏବଂ ୟୁଟ୍ୟୁବ୍ ଚ୍ୟାନେଲରେ ସିଧା ପ୍ରସାରଣ   କରାଯାଉଅଛି ।  ଏହି ଉତ୍ସବର ପରିକଳ୍ପନା ଗୁରୁ ରତିକାନ୍ତ ମହାପାତ୍ରଙ୍କ ଦ୍ୱାରା କରାଯାଇଥିବା ବେଳେ ଏହାକୁ କାର୍ଯ୍ୟକାରୀ ଶ୍ରୀ ଦେବୀପ୍ରସାଦ ମିଶ୍ର କରିଥିଲେ । ଏହି କାର୍ଯ୍ୟକ୍ରମଟିକୁ ଡଃ. ମୃତ୍ୟୁଞ୍ଜୟ ରଥ ପରିଚାଳନା କରିଥିଲେ ।

Powered by Froala Editor

Tags Kathak

Related articles Odisha News Lens 4.1

  • ୮୦ ବର୍ଷର ଜଟିଳ ଗଣିତ ସମାଧାନ କଲା ଚାଟ୍‌ଜିପିଟି
    ଦେଶ-ଦେଶାନ୍ତର

    ୮୦ ବର୍ଷର ଜଟିଳ ଗଣିତ ସମାଧାନ କଲା ଚାଟ୍‌ଜିପିଟି

    13753
    May 27, 2026
  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ
    ବିଶେଷ

    ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    14819
    May 27, 2026
  • ନାବାଳିକା ଦୁଷ୍କର୍ମ ମାମଲା : ପ୍ରେସମିଟରେ ହସି ୩ IPS ସସପେଣ୍ଡ
    ଦେଶ-ଦେଶାନ୍ତର

    ନାବାଳିକା ଦୁଷ୍କର୍ମ ମାମଲା : ପ୍ରେସମିଟରେ ହସି ୩ IPS ସସପେଣ୍ଡ

    13594
    May 27, 2026
  • ଏଆଇଏଡିଏମ୍‌କେର ୩ ବିଧାୟକ ଟିଭିକେରେ ଯୋଗଦେଲେ
    ଦେଶ-ଦେଶାନ୍ତର

    ଏଆଇଏଡିଏମ୍‌କେର ୩ ବିଧାୟକ ଟିଭିକେରେ ଯୋଗଦେଲେ

    13610
    May 26, 2026
  • ଇରାନର ବନ୍ଦର ସହର ଉପରେ ଆମେରିକା ପକ୍ଷରୁ ବିମାନ ଆକ୍ରମଣ
    ଦେଶ-ଦେଶାନ୍ତର

    ଇରାନର ବନ୍ଦର ସହର ଉପରେ ଆମେରିକା ପକ୍ଷରୁ ବିମାନ ଆକ୍ରମଣ

    14772
    May 27, 2026
  • ଟିଏମସିରୁ ଇସ୍ତଫା ଦେଲେ କାକଳି ଘୋଷ
    ଦେଶ-ଦେଶାନ୍ତର

    ଟିଏମସିରୁ ଇସ୍ତଫା ଦେଲେ କାକଳି ଘୋଷ

    15218
    May 27, 2026
  • ଏଣିକି ୫ ଟଙ୍କାରେ ଖାଇପାରିବେ ମାଛ ତରକାରୀ ଓ ଭାତ
    ଦେଶ-ଦେଶାନ୍ତର

    ଏଣିକି ୫ ଟଙ୍କାରେ ଖାଇପାରିବେ ମାଛ ତରକାରୀ ଓ ଭାତ

    14858
    May 26, 2026
  • ୪୨ ଜଣ ବରଙ୍କୁ ଠକିଦେଲେ ମଧ୍ୟସ୍ଥି, ଅପେକ୍ଷା କରି କରି ଫେରିଲେ
    ଦେଶ-ଦେଶାନ୍ତର

    ୪୨ ଜଣ ବରଙ୍କୁ ଠକିଦେଲେ ମଧ୍ୟସ୍ଥି, ଅପେକ୍ଷା କରି କରି ଫେରିଲେ

    15306
    May 27, 2026
  •  ଜୁନ୍ ୧ ରୁ ମହିଳାମାନେ ପାଇବେ ୩,୦୦୦ ଟଙ୍କା
    ଦେଶ-ଦେଶାନ୍ତର

    ଜୁନ୍ ୧ ରୁ ମହିଳାମାନେ ପାଇବେ ୩,୦୦୦ ଟଙ୍କା

    15065
    May 27, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୪୨ ଜଣ ବରଙ୍କୁ ଠକିଦେଲେ ମଧ୍ୟସ୍ଥି, ଅପେକ୍ଷା କରି କରି ଫେରିଲେ

    15306
    May 27, 2026
  • ଦେଶ-ଦେଶାନ୍ତର

    ନାବାଳିକା ଦୁଷ୍କର୍ମ ମାମଲା : ପ୍ରେସମିଟରେ ହସି ୩ IPS ସସପେଣ୍ଡ

    13594
    May 27, 2026
  • ଦେଶ-ଦେଶାନ୍ତର

    ୮୦ ବର୍ଷର ଜଟିଳ ଗଣିତ ସମାଧାନ କଲା ଚାଟ୍‌ଜିପିଟି

    13753
    May 27, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16885
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17507
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17554
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17937
    Sep 06, 2023

ବିଶେଷ

  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    14819
    May 27, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14751
    May 26, 2026
  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15760
    May 24, 2026
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    15047
    May 21, 2026
  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14458
    May 20, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15427
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15169
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15658
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13995
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୮୦ ବର୍ଷର ଜଟିଳ ଗଣିତ ସମାଧାନ କଲା ଚାଟ୍‌ଜିପିଟି

    13753
    May 27, 2026
  • ଟିଏମସିରୁ ଇସ୍ତଫା ଦେଲେ କାକଳି ଘୋଷ

    15218
    May 27, 2026
  • ନାବାଳିକା ଦୁଷ୍କର୍ମ ମାମଲା : ପ୍ରେସମିଟରେ ହସି ୩ IPS ସସପେଣ୍ଡ

    13594
    May 27, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In