Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, October 04, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସ୍ମିତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ...

  • ମମତା ବାନାର୍ଜୀଙ୍କ ଗୋଡ ଭାଙ୍ଗିବା ...

  • ପାଇଲଟ୍ କ୍ୟାପଟେନ୍ ସ୍ମିଥ ମଚ୍ଛାରଙ୍କୁ ...

  • ଆଟଲାଣ୍ଟିକ ମହାସାଗର ଉପରୁ ଏୟାର ...

  • ବାଂଲାଦେଶରେ ଦୁର୍ଗାପୂଜା ପୂର୍ବରୁ ମା’ ...

  • ବନ୍ୟା ମାଡ଼ରେ ଦରଗଡିଶିଳା ପର୍ଯ୍ୟଟନ ...

  • ଇନଫ୍ଲ୍ୟଏନ୍ସର ମ୍ୟାଡ଼ ସନ୍ଧୁଙ୍କୁ ଗୁଳି ...

  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

  • ନକ୍ସଲରୁ ରାମ୍ପ ଓ୍ୱାକ୍ , ଏବେ ବଲିଉଡରେ...

  • ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ...

ରାଜ୍ୟ
Home ›› ରାଜ୍ୟ ››ସେମିଳିଗୁଡ଼ାରେ ସର୍ବାଧିକ ବର୍ଷା, ୧୫୮ ମିମି ରେକର୍ଡ

ସେମିଳିଗୁଡ଼ାରେ ସର୍ବାଧିକ ବର୍ଷା, ୧୫୮ ମିମି ରେକର୍ଡ

2023-09-07 06:46:35
14927
Share:
Facebook
Twitter
E-Mail
WhatsApp
Telegram
ସେମିଳିଗୁଡ଼ାରେ ସର୍ବାଧିକ ବର୍ଷା, ୧୫୮ ମିମି ରେକର୍ଡ

ଭୁବନେଶ୍ୱର: ମୌସୁମୀ ପ୍ରବାହ ସକ୍ରିୟ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ତେବେ ଗତ ୨୪ ଘଣ୍ଟାରେ କୋରାପୁଟର ସେମିଳିଗୁଡ଼ାରେ ସର୍ବାଧିକ ବର୍ଷା ହୋଇଛି ।  ସିମିଳିଗୁଡ଼ାରେ ଗତ ୨୪୨ ଘଣ୍ଟାରେ ସର୍ବାଧିକ ୧୫୮ ମିମି ବର୍ଷା ହୋଇଛି । ରାଜ୍ୟର ଅନ୍ୟ ୯ଟି ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ ହୋଇଥିବା ଜଣାଯାଇଛି । 

ପ୍ରକାଶ ଯେ ୭ ତାରିଖରେ ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ଯାଜପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ  ଅଧିକ ବର୍ଷା ହୋଇପାରେ ।  ୮ରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର  ଓ ମୟୂରଭଞ୍ଜ ଜିଲ୍ଲାର କିଛି ସ୍ଥାନରେ ଅଧିକ ବର୍ଷା ସମ୍ଭାବନା ଅଛି । 

Powered by Froala Editor

Tags Rain

Related articles Odisha News Lens 4.1

  • ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର
    ଅପରାଧ

    ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    15190
    Oct 03, 2026
  • ଆଟଲାଣ୍ଟିକ ମହାସାଗର ଉପରୁ ଏୟାର ଆମ୍ୱୁଲାନ୍ସ  ନିଖୋଜ
    ଦେଶ-ଦେଶାନ୍ତର

    ଆଟଲାଣ୍ଟିକ ମହାସାଗର ଉପରୁ ଏୟାର ଆମ୍ୱୁଲାନ୍ସ ନିଖୋଜ

    14694
    Oct 04, 2026
  • ସ୍ମିତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କଲେ ଇସ୍ରାଏଲ ...
    ଦେଶ-ଦେଶାନ୍ତର

    ସ୍ମିତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କଲେ ଇସ୍ରାଏଲ ...

    14088
    Oct 04, 2026
  • ବନ୍ୟା ମାଡ଼ରେ ଦରଗଡିଶିଳା ପର୍ଯ୍ୟଟନ ଧ୍ୱଂସ୍ତ
    ଜିଲ୍ଲା ପରିକ୍ରମା

    ବନ୍ୟା ମାଡ଼ରେ ଦରଗଡିଶିଳା ପର୍ଯ୍ୟଟନ ଧ୍ୱଂସ୍ତ

    15038
    Oct 04, 2026
  • ନକ୍ସଲରୁ ରାମ୍ପ ଓ୍ୱାକ୍ , ଏବେ ବଲିଉଡରେ...
    ଦେଶ-ଦେଶାନ୍ତର

    ନକ୍ସଲରୁ ରାମ୍ପ ଓ୍ୱାକ୍ , ଏବେ ବଲିଉଡରେ...

    14573
    Oct 03, 2026
  • ଇନଫ୍ଲ୍ୟଏନ୍ସର ମ୍ୟାଡ଼ ସନ୍ଧୁଙ୍କୁ ଗୁଳି କରି ହତ୍ୟା
    ଦେଶ-ଦେଶାନ୍ତର

    ଇନଫ୍ଲ୍ୟଏନ୍ସର ମ୍ୟାଡ଼ ସନ୍ଧୁଙ୍କୁ ଗୁଳି କରି ହତ୍ୟା

    13501
    Oct 04, 2026
  • ପାଇଲଟ୍ କ୍ୟାପଟେନ୍ ସ୍ମିଥ ମଚ୍ଛାରଙ୍କୁ ଡାକ୍ତରଖାନାରେ ଭେଟିଲେ ୟୁଏଇର ଉପ ...
    ଦେଶ-ଦେଶାନ୍ତର

    ପାଇଲଟ୍ କ୍ୟାପଟେନ୍ ସ୍ମିଥ ମଚ୍ଛାରଙ୍କୁ ଡାକ୍ତରଖାନାରେ ଭେଟିଲେ ୟୁଏଇର ଉପ ...

    15307
    Oct 04, 2026
  •  କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ
    ବାଣିଜ୍ୟ

    କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14093
    Oct 04, 2026
  • ମମତା ବାନାର୍ଜୀଙ୍କ ଗୋଡ ଭାଙ୍ଗିବା ଘଟଣାକୁ ନେଇ ରାଜନୀତି ଆରମ୍ଭ, ଏହା କହିଲେ ...
    ଦେଶ-ଦେଶାନ୍ତର

    ମମତା ବାନାର୍ଜୀଙ୍କ ଗୋଡ ଭାଙ୍ଗିବା ଘଟଣାକୁ ନେଇ ରାଜନୀତି ଆରମ୍ଭ, ଏହା କହିଲେ ...

    13343
    Oct 04, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନକ୍ସଲରୁ ରାମ୍ପ ଓ୍ୱାକ୍ , ଏବେ ବଲିଉଡରେ...

    14573
    Oct 03, 2026
  • ଅପରାଧ

    ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    15190
    Oct 03, 2026
  • ଦେଶ-ଦେଶାନ୍ତର

    ଇନଫ୍ଲ୍ୟଏନ୍ସର ମ୍ୟାଡ଼ ସନ୍ଧୁଙ୍କୁ ଗୁଳି କରି ହତ୍ୟା

    13501
    Oct 04, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17149
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17841
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17804
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18216
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15425
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14096
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15835
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15402
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14775
    Sep 18, 2026

ବାଣିଜ୍ୟ

କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

ପ୍ରାକୃତିକ ତେଲ ତ୍ବଚା ଏବଂ ବାଳ ନିମନ୍ତେ ଅତ୍ୟନ୍ତ ଲାଭଦାୟକ ହୋଇଥାଏ। ନଡ଼ିଆ ତେଲ,ବାଦାମ ତେଲ,ଅଲିଭ ତେଲର ଫାଇଦା ବିଷୟରେ ତ ଆପଣ ଜାଣିଥିବେ କିନ୍ତୁ ଆପଣ କ’ଣ କେବେ ଅଣ୍ଡା ତେଲ ଟ୍ରାଇ କରିଛନ୍ତି? ଆସନ୍ତୁ ଜାଣିବା ଅଣ୍ଡା ତେଲ କିପରି ଭାବରେ ଆମ ବାଳ ପାଇଁ ଲାଭଦାୟକ ହୋଇଥାଏ।

ଅଣ୍ଡା ତେଲ ଅଣ୍ଡାର କେଶର ...

  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    13767
    Oct 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

    15385
    Oct 01, 2026
  • ଭାରତରେ ‘Apple Pay’ ପ୍ରବେଶ

    15049
    Sep 30, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14399
    Sep 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମମତା ବାନାର୍ଜୀଙ୍କ ଗୋଡ ଭାଙ୍ଗିବା ଘଟଣାକୁ ନେଇ ରାଜନୀତି ଆରମ୍ଭ, ଏହା କହିଲେ ଶୁଭେନ୍ଦୁ ଅଧିକାରୀ

    13343
    Oct 04, 2026
  • ବାଂଲାଦେଶରେ ଦୁର୍ଗାପୂଜା ପୂର୍ବରୁ ମା’ ଦୁର୍ଗାଙ୍କ ପ୍ରତିମା ଭାଙ୍ଗିଦେଲେ

    13608
    Oct 04, 2026
  • ବନ୍ୟା ମାଡ଼ରେ ଦରଗଡିଶିଳା ପର୍ଯ୍ୟଟନ ଧ୍ୱଂସ୍ତ

    15038
    Oct 04, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In