Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, August 30, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ...

  • ସିଏନଜି କେଜି ପ୍ରତି ୩ ଟଙ୍କା ୮୯ ପଇସା ...

  • ୪ରେ ସବୁଠୁ ମହତ୍ୱାକାଂକ୍ଷୀ ଆର୍ଥ ...

  • ଇରାନ ଉପରେ ପୁନର୍ବାର ସଶସ୍ତ୍ର ଆକ୍ରମଣ ...

  • ବାପା, ମା’ଙ୍କ ପତ୍ତା ନାହିଁ, ଦୁଇ ...

  • ବିଶ୍ୱର ସର୍ବକନିଷ୍ଠ ରାଜାଙ୍କ ଦେହାନ୍ତ

  • ଭିସା ରିଜେକ୍ଟ ପାଇଁ ବଞ୍ଚିଗଲା ଜୀବନ

  • ହିମାଳୟରେ ଗ୍ଲେସିୟର କ୍ରମାଗତ ତରଳୁଛି

  • ଯୁଦ୍ଧର ପ୍ରଭାବ : CNG ପୁଣି ମହଙ୍ଗା ହେଲା

  • ଫେବୃୟାରୀ ମାସ ସୁଦ୍ଧା କିଡ୍‌ନୀ ...

ରାଜ୍ୟ
Home ›› ରାଜ୍ୟ ››ବରିଷ୍ଠ ନାଗରିକଙ୍କ ସାମାଜିକ ସୁରକ୍ଷା ଦିଗରେ ରାଜ୍ୟ ସରକାର ବଢ଼଼ାଇଲେ ସହାୟତାର ହାତ

ବରିଷ୍ଠ ନାଗରିକଙ୍କ ସାମାଜିକ ସୁରକ୍ଷା ଦିଗରେ ରାଜ୍ୟ ସରକାର ବଢ଼଼ାଇଲେ ସହାୟତାର ହାତ

2023-09-07 10:17:06
15602
Share:
Facebook
Twitter
E-Mail
WhatsApp
Telegram
ବରିଷ୍ଠ ନାଗରିକଙ୍କ ସାମାଜିକ ସୁରକ୍ଷା ଦିଗରେ ରାଜ୍ୟ ସରକାର ବଢ଼଼ାଇଲେ ସହାୟତାର ହାତ

ଭୁବନେଶ୍ୱର: ପରିବାର ଠାରୁ ଅଲଗା ରହୁଥିବା ବରିଷ୍ଠ ନାଗରିକଙ୍କ ସାମାଜିକ ସୁରକ୍ଷା ଦିଗରେ ରାଜ୍ୟ ସରକାର ବଢ଼଼ାଇଛନ୍ତି ସହାୟତାର ହାତ। ବରିଷ୍ଠ ନାଗରିକଙ୍କ କଲ୍ୟାଣ ଲକ୍ଷ୍ୟରେ ଗଠନ ହୋଇଥିବା ବରିଷ୍ଠ ନାଗରିକ ସଂଘ ଏବଂ ଏହି ବର୍ଗର ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ‘ଅବଦାନ’ ଯୋଜନା ଅଧୀନରେ ସରକାର ଆର୍ଥିକ ସହାୟତା ପ୍ରଦାନ କରିବେ। ଏହି ଅର୍ଥରେ ସେମାନେ ନିଜ ସଦସ୍ୟମାନଙ୍କ ସମସ୍ୟା ସମାଧାନ ଦିଗରେ ମିଳିତ ପ୍ରୟାସ କରିବେ। ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ (ଏସ୍‌‌ଏସ୍‌‌ଇପିଡି) ବିଭାଗ ପକ୍ଷରୁ ସମ୍ପୃକ୍ତ ସଂଘକୁ ଏକକାଳୀନ ୫୦ ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯିବ। ଏଥିନିମନ୍ତେ ପ୍ରତ୍ୟେକ ଜିଲ୍ଲାରେ ଥିବା ପଞ୍ଜିକୃତ ବୃଦ୍ଧ ସଂଘ, ବରିଷ୍ଠ ନାଗରିକ ସଂଘ ଏବଂ ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ବିବରଣୀ ପ୍ରଦାନ କରିବା ଲାଗି ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀଙ୍କୁ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

ସମ୍ପ୍ରତି ରାଜ୍ୟରେ ନଗର ଉନ୍ନୟନ ବିଭାଗ ସହାୟତାରେ ପ୍ରତ୍ୟେକ ଜିଲ୍ଲାରେ ବରିଷ୍ଠ ନାଗରିକଙ୍କ ପାଇଁ ଆଶ୍ରୟସ୍ଥଳ ବ୍ୟବସ୍ଥା କରାଯାଇଛି। ସେଠାରେ ବରିଷ୍ଠ ନାଗରିକଙ୍କ ସହ ଅନ୍ୟ ବର୍ଗର ଅସହାୟ ଲୋକ ମଧ୍ୟ ରହୁଛନ୍ତି। ଏହାର ପରିଚାଳନା ବାବଦ ଅର୍ଥ ସରକାର ବହନ କରୁଛନ୍ତି। ତଥାପି ଆଶ୍ରୟ ଅବା ସହାୟତା ଆବଶ୍ୟକ କରୁଥିବା ବହୁ ବରିଷ୍ଠ ନାଗରିକ ଏଠାରେ ପହଞ୍ଚି ପାରୁନାହାନ୍ତି। ବୃଦ୍ଧାଶ୍ରମରୁ ଦୂରରେ ଥାଇ ସୁଦ୍ଧା ସେମାନଙ୍କର ସହାୟତା ଆବଶ୍ୟକ ହେଉଛି। ବିଭିନ୍ନ କ୍ଷେତ୍ରରେ ବରିଷ୍ଠ ନାଗରିକମାନେ ବହୁ ସମସ୍ୟାର ସମ୍ମୁଖୀନ ହେବା ସହ ଏକାକୀ ଏହାର ସମାଧାନ କରିପାରୁ ନାହାନ୍ତି।

ଏହାକୁ ଦୃଷ୍ଟିରେ ରଖି ବରିଷ୍ଠ ନାଗରିକ ସଂଘ ଓ ଏହି ବର୍ଗର ଏସ୍‌‌ଏଚ୍‌‌ଜି ମାଧ୍ୟରେ ସେମାନଙ୍କୁ ଗୋଟିଏ ମଞ୍ଚରେ ଏକତ୍ର କରାଇ ସରକାର ସେମାନଙ୍କର ସମସ୍ୟା ସମାଧାନର ପ୍ରୟାସ କରିଛନ୍ତି। ‘ଅବଦାନ’ ଯୋଜନାରେ ପ୍ରଦତ୍ତ ଏହି ଅର୍ଥ ରାଶି ବରିଷ୍ଠ ନାଗରିକମାନଙ୍କ ମଧ୍ୟରେ ଭାବର ଆଦାନପ୍ରଦାନକୁ ସୁଗମ କରିବା ସହ ବିଭିନ୍ନ ଦିଗ ପ୍ରତି ଥିବା ସେମାନଙ୍କ ରୁଚି ଓ ଦକ୍ଷତା ଆକଳନ କରାଯାଇପାରିବ। ଏହାକୁ ପାଥେୟ କରି ବିଭିନ୍ନ ସମାଜକଲ୍ୟାଣମୂଳକ କାର୍ୟ୍ୟକ୍ରମରେ ସେମାନଙ୍କୁ ସାମିଲ କରାଯାଇପାରି।

Powered by Froala Editor

Tags state govt take initiative for senior citizen

Related articles Odisha News Lens 4.1

  • ହିମାଳୟରେ ଗ୍ଲେସିୟର କ୍ରମାଗତ ତରଳୁଛି
    ଦେଶ-ଦେଶାନ୍ତର

    ହିମାଳୟରେ ଗ୍ଲେସିୟର କ୍ରମାଗତ ତରଳୁଛି

    14891
    Aug 29, 2026
  • ବାପା, ମା’ଙ୍କ ପତ୍ତା ନାହିଁ, ଦୁଇ ଶିଶୁଙ୍କୁ କୋଳେଇ ନେଲେ ଯବାନ
    ଦେଶ-ଦେଶାନ୍ତର

    ବାପା, ମା’ଙ୍କ ପତ୍ତା ନାହିଁ, ଦୁଇ ଶିଶୁଙ୍କୁ କୋଳେଇ ନେଲେ ଯବାନ

    15006
    Aug 29, 2026
  • ଇରାନ ଉପରେ ପୁନର୍ବାର ସଶସ୍ତ୍ର ଆକ୍ରମଣ କରିବା ପାଇଁ ଧମକ ଦେଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଇରାନ ଉପରେ ପୁନର୍ବାର ସଶସ୍ତ୍ର ଆକ୍ରମଣ କରିବା ପାଇଁ ଧମକ ଦେଲେ ଟ୍ରମ୍ପ

    15609
    Aug 29, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ
    ବିଶେଷ

    ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14237
    Aug 30, 2026
  • ଫେବୃୟାରୀ ମାସ ସୁଦ୍ଧା କିଡ୍‌ନୀ ପ୍ରତିରୋପଣ ଅପେକ୍ଷାରେ ୬୧,୬୬୮ ରୋଗୀ
    ଦେଶ-ଦେଶାନ୍ତର

    ଫେବୃୟାରୀ ମାସ ସୁଦ୍ଧା କିଡ୍‌ନୀ ପ୍ରତିରୋପଣ ଅପେକ୍ଷାରେ ୬୧,୬୬୮ ରୋଗୀ

    13929
    Aug 28, 2026
  • ଭିସା ରିଜେକ୍ଟ ପାଇଁ ବଞ୍ଚିଗଲା ଜୀବନ
    ଦେଶ-ଦେଶାନ୍ତର

    ଭିସା ରିଜେକ୍ଟ ପାଇଁ ବଞ୍ଚିଗଲା ଜୀବନ

    14348
    Aug 29, 2026
  • ସିଏନଜି କେଜି ପ୍ରତି ୩ ଟଙ୍କା ୮୯ ପଇସା ହେଲା ମହଙ୍ଗା
    ଦେଶ-ଦେଶାନ୍ତର

    ସିଏନଜି କେଜି ପ୍ରତି ୩ ଟଙ୍କା ୮୯ ପଇସା ହେଲା ମହଙ୍ଗା

    15425
    Aug 29, 2026
  • ଯୁଦ୍ଧର ପ୍ରଭାବ : CNG ପୁଣି ମହଙ୍ଗା ହେଲା
    ଦେଶ-ଦେଶାନ୍ତର

    ଯୁଦ୍ଧର ପ୍ରଭାବ : CNG ପୁଣି ମହଙ୍ଗା ହେଲା

    14051
    Aug 29, 2026
  • ବିଶ୍ୱର ସର୍ବକନିଷ୍ଠ ରାଜାଙ୍କ ଦେହାନ୍ତ
    ଦେଶ-ଦେଶାନ୍ତର

    ବିଶ୍ୱର ସର୍ବକନିଷ୍ଠ ରାଜାଙ୍କ ଦେହାନ୍ତ

    14425
    Aug 29, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବିଶ୍ୱର ସର୍ବକନିଷ୍ଠ ରାଜାଙ୍କ ଦେହାନ୍ତ

    14425
    Aug 29, 2026
  • ଦେଶ-ଦେଶାନ୍ତର

    ୪ରେ ସବୁଠୁ ମହତ୍ୱାକାଂକ୍ଷୀ ଆର୍ଥ ଅବ୍‌ଜର୍ଭେସନ୍ ସାଟେଲାଇଟ୍ ମହାକାଶକୁ ଉତ୍‌କ୍ଷେପଣ କରିବ ଇସ୍ରୋ

    13754
    Aug 29, 2026
  • ଦେଶ-ଦେଶାନ୍ତର

    ବାପା, ମା’ଙ୍କ ପତ୍ତା ନାହିଁ, ଦୁଇ ଶିଶୁଙ୍କୁ କୋଳେଇ ନେଲେ ଯବାନ

    15006
    Aug 29, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17060
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17698
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17731
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18129
    Sep 06, 2023

ବିଶେଷ

  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14237
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14601
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    13940
    Aug 26, 2026
  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    15325
    Aug 24, 2026
  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15679
    Aug 21, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ ଜିଲ୍ଲାର ୨୨,୦୦୦ ପରିବାରକୁ ସୌର ଶକ୍ତି ଚାଳିତ ଆଲୋକ ପ୍ରଦାନ କରୁଛି

ସମସ୍ତଙ୍କ ପାଇଁ ସୁରକ୍ଷା, ଗତିଶୀଳତା ଏବଂ ଯୋଗାଯୋଗରେ ଉନ୍ନତି ଆଣିବା ଲାଗି ଏକ ସ୍ୱଚ୍ଛ-ଶକ୍ତି ପଦକ୍ଷେପ

ଭୁବନେଶ୍ୱର, ୨୫/୦୮/୨୦୨୬: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ କୋ ...

  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

    14458
    Aug 21, 2026
  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15983
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14021
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14290
    Aug 12, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14237
    Aug 30, 2026
  • ସିଏନଜି କେଜି ପ୍ରତି ୩ ଟଙ୍କା ୮୯ ପଇସା ହେଲା ମହଙ୍ଗା

    15425
    Aug 29, 2026
  • ବାପା, ମା’ଙ୍କ ପତ୍ତା ନାହିଁ, ଦୁଇ ଶିଶୁଙ୍କୁ କୋଳେଇ ନେଲେ ଯବାନ

    15006
    Aug 29, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In