Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, May 02, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପୁନଃ ମତଦାନବେଳେ ତୃଣମୂଳ କଂଗ୍ରେସ ...

  • ଧୂମପାନମୁକ୍ତ ପିଢ଼ି ସୃଷ୍ଟି କରିବା ପାଇଁ ...

  • ମାଓ ଦମନ ଅପରେସନ୍‌ରେ ବେଳେ ଆଇଇଡି ...

  • ତରଭୂଜରେ ଦିଆଯାଇଥିଲା କି ବିଷ !

  • ବଢ଼ିବ ପେଟ୍ରୋଲ-ଡିଜେଲ ଦର

  • ଆଶ୍ଵସ୍ତି ଦେବ କାଳବୈଶାଖୀ : ମେ’ରେ ଅଧିକ ...

  • ଜବଲପୁର ଡଙ୍ଗା ବୁଡ଼ି ଘଟଣା: ଶେଷ ନିଶ୍ୱାସ ...

  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ...

  • ପବନ ଖେଡାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ...

  • ଡୋନାଲ୍ଡ ଟ୍ରମ୍ପ ପାଇବେ ନୋବେଲ ଶାନ୍ତି ...

Home ›› ››ରାତ୍ରୀଭୋଜନରେ ଯୋଗ ଦେବେ ଏହି ମନ୍ତ୍ରୀ, ବାଦ ପଡିଛନ୍ତି ହେଭିୱେଟ ନେତା

ରାତ୍ରୀଭୋଜନରେ ଯୋଗ ଦେବେ ଏହି ମନ୍ତ୍ରୀ, ବାଦ ପଡିଛନ୍ତି ହେଭିୱେଟ ନେତା

2023-09-09 05:55:29
14547
Share:
Facebook
Twitter
E-Mail
WhatsApp
Telegram
ରାତ୍ରୀଭୋଜନରେ ଯୋଗ ଦେବେ ଏହି ମନ୍ତ୍ରୀ, ବାଦ ପଡିଛନ୍ତି ହେଭିୱେଟ ନେତା

ନୂଆଦିଲ୍ଲୀ:  ଦିଲ୍ଲୀରେ ସେପ୍ଟେମ୍ବର ୯ ଓ ୧୦ ତାରିଖରେ ଅନୁଷ୍ଠିତ ହେବ ଜି-୨୦ ଶିଖର ସମ୍ମିଳନୀ । ସଦସ୍ୟ ଦେଶର ରାଷ୍ଟ୍ରନେତାଙ୍କ ପାଇଁ ଶନିବାର ରାତିରେ ରାତ୍ରୀଭୋଜନର ଆୟୋଜନ କରାଯାଇଛି । ତେବେ ଏବେ ଚର୍ଚ୍ଚା ପାଲଟିଛି ନିମନ୍ତ୍ରିତ ଅତିଥିଙ୍କୁ ନେଇ । ଜାତୀୟ ରାଜନୀତିରରେ କିଛି ବଚ୍ଛାବଚ୍ଛା ରାଜନେତାଙ୍କୁ ରାତ୍ରୀଭୋଜନ ପାଇଁ ନିମନ୍ତ୍ରଣ କରାଯାଇଥିବାବେଳେ ବାଦ ପଡିଛନ୍ତି କିଛି ହେଭିୱେଟ ନେତା । ମିଳିଥିବା ସୂଚନା ଅନୁସାରେ ରାଷ୍ଟ୍ରପତିଙ୍କ ତରଫରୁ ଆୟୋଜିତ ରାତ୍ରୀଭୋଜନ କାର୍ୟ୍ୟକ୍ରମରେ କିଛି ହାଇପ୍ରୋଫାଇଲ ରାଜନେତାଙ୍କ ସମେତ ଭାରତ ସରକାରଙ୍କ କିଛି ସଚିବ ଓ ବିଶିଷ୍ଠ ବ୍ୟକ୍ତିଙ୍କୁ ନିମନ୍ତ୍ରଣ ଦିଆଯାଇଛି । ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ, ଏଚଡି ଦେବଗୌଡାଙ୍କୁ ମିଳିଛି ନିମନ୍ତ୍ରଣ । ତେବେ ଦେବଗୌଡା ଅସୁସ୍ଥତା କାରଣ ଦର୍ଶାଇ ଯୋଗ ଦେବେନି ବୋଲି ଜଣାପଡିଛି ।

ସବୁଠୁ ବଡ କଥା ହେଉଛି କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ଼ଗେଙ୍କୁ ନିମନ୍ତ୍ରଣ କରାଯାଇନି । ଏପରିକି ସୋନିଆ ଗାନ୍ଧୀଙ୍କୁ ମଧ୍ୟ ନିମନ୍ତ୍ରଣ ମିଳିନଥିବା ଜଣାପଡିଛି । ଖଡ଼ଗେଙ୍କୁ ନିମନ୍ତ୍ରଣ ନପଠାଯିବା ନେଇ ପ୍ରଶ୍ନ ଉଠାଇଛନ୍ତି କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ । ରାହୁଲ କହିଛନ୍ତି ସରକାର ବିରୋଧୀଙ୍କୁ ହେୟଜ୍ଞାନ କରୁଛନ୍ତି । ବିଶାଳ ସମ୍ମିଳନୀରେ କଂଗ୍ରେସ ଅଧ୍ୟକ୍ଷକଙ୍କୁ ନିମନ୍ତ୍ରଣ ନକରିବା କେବଳ ଦଳର ନୁହେଁ ଜନତାଙ୍କ ମଧ୍ୟ ଅପମାନ । ମୋଦୀ ସରକାର ଦେଶର ୬୦ପ୍ରତିଶତ ଜନତାଙ୍କୁ ସମ୍ମାନ ଦେଉ ନାହାଁନ୍ତି   । ତେବେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାର୍ନାଜୀ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ. ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ, ପଂଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ ରାତ୍ରୀଭୋଜନରେ ଯୋଗ ଦେବେ ।

Powered by Froala Editor

Tags G20 conference

Related articles Odisha News Lens 4.1

  • ଧୂମପାନମୁକ୍ତ ପିଢ଼ି ସୃଷ୍ଟି କରିବା ପାଇଁ ମୋଦୀଙ୍କୁ ଚିଠି ଲେଖିଲେ ପିଏମକେ ନେତା
    ଦେଶ-ଦେଶାନ୍ତର

    ଧୂମପାନମୁକ୍ତ ପିଢ଼ି ସୃଷ୍ଟି କରିବା ପାଇଁ ମୋଦୀଙ୍କୁ ଚିଠି ଲେଖିଲେ ପିଏମକେ ନେତା

    13528
    May 02, 2026
  • ବଢ଼ିବ ପେଟ୍ରୋଲ-ଡିଜେଲ ଦର
    ଦେଶ-ଦେଶାନ୍ତର

    ବଢ଼ିବ ପେଟ୍ରୋଲ-ଡିଜେଲ ଦର

    13960
    May 02, 2026
  • ଆଶ୍ଵସ୍ତି ଦେବ କାଳବୈଶାଖୀ : ମେ’ରେ ଅଧିକ ବର୍ଷା
    ଦେଶ-ଦେଶାନ୍ତର

    ଆଶ୍ଵସ୍ତି ଦେବ କାଳବୈଶାଖୀ : ମେ’ରେ ଅଧିକ ବର୍ଷା

    15005
    May 02, 2026
  •  ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....
    ବିଶେଷ

    ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13472
    May 02, 2026
  • ମାଓ ଦମନ ଅପରେସନ୍‌ରେ ବେଳେ ଆଇଇଡି ବିସ୍ଫୋରଣ, ୩ ଯବାନ ଗୁରୁତର
    ଦେଶ-ଦେଶାନ୍ତର

    ମାଓ ଦମନ ଅପରେସନ୍‌ରେ ବେଳେ ଆଇଇଡି ବିସ୍ଫୋରଣ, ୩ ଯବାନ ଗୁରୁତର

    14474
    May 02, 2026
  • ପବନ ଖେଡାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି, ମିଳିଲା ଆଗୁଆ ଜାମିନ
    ଦେଶ-ଦେଶାନ୍ତର

    ପବନ ଖେଡାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି, ମିଳିଲା ଆଗୁଆ ଜାମିନ

    13729
    May 01, 2026
  • ପୁନଃ ମତଦାନବେଳେ ତୃଣମୂଳ କଂଗ୍ରେସ ଲୋକଙ୍କୁ ଭୟଭୀତ କରାଉଛି
    ଦେଶ-ଦେଶାନ୍ତର

    ପୁନଃ ମତଦାନବେଳେ ତୃଣମୂଳ କଂଗ୍ରେସ ଲୋକଙ୍କୁ ଭୟଭୀତ କରାଉଛି

    15267
    May 02, 2026
  • ତରଭୂଜରେ ଦିଆଯାଇଥିଲା କି ବିଷ !
    ଅପରାଧ

    ତରଭୂଜରେ ଦିଆଯାଇଥିଲା କି ବିଷ !

    14261
    May 02, 2026
  •  ଡୋନାଲ୍ଡ ଟ୍ରମ୍ପ ପାଇବେ ନୋବେଲ ଶାନ୍ତି ପୁରସ୍କାର!
    ଦେଶ-ଦେଶାନ୍ତର

    ଡୋନାଲ୍ଡ ଟ୍ରମ୍ପ ପାଇବେ ନୋବେଲ ଶାନ୍ତି ପୁରସ୍କାର!

    15405
    May 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆଶ୍ଵସ୍ତି ଦେବ କାଳବୈଶାଖୀ : ମେ’ରେ ଅଧିକ ବର୍ଷା

    15005
    May 02, 2026
  • ଦେଶ-ଦେଶାନ୍ତର

    ପୁନଃ ମତଦାନବେଳେ ତୃଣମୂଳ କଂଗ୍ରେସ ଲୋକଙ୍କୁ ଭୟଭୀତ କରାଉଛି

    15267
    May 02, 2026
  • ଦେଶ-ଦେଶାନ୍ତର

    ଧୂମପାନମୁକ୍ତ ପିଢ଼ି ସୃଷ୍ଟି କରିବା ପାଇଁ ମୋଦୀଙ୍କୁ ଚିଠି ଲେଖିଲେ ପିଏମକେ ନେତା

    13528
    May 02, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17450
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17502
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17858
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16330
    Apr 03, 2021

ବିଶେଷ

  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13472
    May 02, 2026
  • ଏପରି ନିଅନ୍ତୁ ନିଜର ଯତ୍ନ

    13871
    May 01, 2026
  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ

    14069
    Apr 30, 2026
  • ଶରୀରରେ ଇନ୍‌ସୁଲିନ୍‌କୁ ନିୟନ୍ତ୍ରଣରେ ରଖେ ହଳଦୀ

    16044
    Apr 28, 2026
  • ଅତ୍ୟଧିକ ପାଣି ପିଇଲେ ହୋଇଥାଏ ଏହି ଅସୁବିଧା

    15991
    Apr 27, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15370
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15104
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15600
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13911
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆଶ୍ଵସ୍ତି ଦେବ କାଳବୈଶାଖୀ : ମେ’ରେ ଅଧିକ ବର୍ଷା

    15005
    May 02, 2026
  • ଡୋନାଲ୍ଡ ଟ୍ରମ୍ପ ପାଇବେ ନୋବେଲ ଶାନ୍ତି ପୁରସ୍କାର!

    15405
    May 01, 2026
  • ପୁନଃ ମତଦାନବେଳେ ତୃଣମୂଳ କଂଗ୍ରେସ ଲୋକଙ୍କୁ ଭୟଭୀତ କରାଉଛି

    15267
    May 02, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In