Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିଜେପିକୁ ବଡ଼ ଝଟକା: ବିଧାୟକ କୁଶାଗ୍ର ...

  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ...

  • କୃଷକଙ୍କ ପାଇଁ ଏମିତି ଅଫର ଦେଲେ ଟ୍ରମ୍ପ

  • ଟାଇଗର ଶ୍ରଫ୍‌ଙ୍କୁ ଫାୟାରିଂ ମାମଲାରେ ...

  • ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ...

  • ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ...

  • ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

  • ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ...

  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ...

  • ଆଖି ଭ୍ରୁଲତାରେ ଦାନ୍ତ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ମଣିଷ ସର୍ବାଧିକ ୧୨୦ରୁ ୧୫୦ ବର୍ଷ ଯାଏ ଜୀବନ ଧାରଣ କରିପାରିବ

ମଣିଷ ସର୍ବାଧିକ ୧୨୦ରୁ ୧୫୦ ବର୍ଷ ଯାଏ ଜୀବନ ଧାରଣ କରିପାରିବ

2021-06-03 08:59:44
14476
Share:
Facebook
Twitter
E-Mail
WhatsApp
Telegram
ମଣିଷ ସର୍ବାଧିକ ୧୨୦ରୁ ୧୫୦ ବର୍ଷ ଯାଏ ଜୀବନ ଧାରଣ କରିପାରିବ

ନୂଆଦିଲ୍ଲୀ: ଯଦି ଆମେ ୮୦ ବର୍ଷ ବୟସରେ ଜନ୍ମଧାରଣ କରି ଧୀରେ ଧୀରେ ୧୮ ବର୍ଷ ଆଡ଼କୁ ଗତି କରିବା, ତେବେ ଜୀବନ ଅନିର୍ଦ୍ଧିଷ୍ଟ କାଳ ଯାଏ ସୁଖଶୀଳ ହୋଇ ରହିପାରିବ ବୋଲି ଆମେରିକାର ଖ୍ୟାତନାମା ସାହିତି୍ୟକ ମାର୍କ ଟ୍ୱେନ ଦେଇଥିବା ବକ୍ତବ୍ୟ ଯୁଗେ ଯୁଗେ ଏକ ପରିକଳ୍ପନା ହୋଇ ରହିଆସିଛି । ତାହାକୁ ଭିତ୍ତି କରି ଆମ ମନୁଷ୍ୟ ସମାଜ ଯୁବସୁଲଭ ଠାଣିରେ ଅମର ହୋଇ ବଞ୍ଚି ରହିବାର ବାସ୍ତବ ରୂପରେଖ ଶତାବ୍ଦୀ ଶତାବ୍ଦୀ ଧରି ଖୋଜି ଚାଲିଛି । ତେବେ ମନୁଷ୍ୟ ବାସ୍ତବରେ ସର୍ବାଧିକ କେତେ ଦିନ ଯାଏ ବଞ୍ଚିପାରିବ, ତାହାର ଉତ୍ତର ବାହାର କରିବାକୁ ସିଙ୍ଗାପୁରର କିଛି ଗବେଷକ ସେମାନଙ୍କର ଅନୁଧ୍ୟାନ ଜାରି ରଖିଛନ୍ତି । ଏ ପରିପ୍ରେକ୍ଷୀରେ ମନୁଷ୍ୟ ୧୨୦ରୁ ୧୫୦ ବର୍ଷ ଯାଏ ଜୀବନ ଧାରଣ କରିପାରିବ ବୋଲି ଜିରୋ ନାମକ ଜୈବପ୍ରଯୁକ୍ତି କମ୍ପାନିର ଏହି ଗବେଷକମାନେ କହିଛନ୍ତି । ନେଚର କମୁ୍ୟନିକେସନ ନାମକ ପତ୍ରିକାରେ ପ୍ରକାଶିତ ସେମାନଙ୍କର ରିପୋର୍ଟ ଅନୁଯାୟୀ, ମୃତୁ୍ୟ ଜୀବନର ଏକ ଅନ୍ତର୍ଭୁକ୍ତ ବା ସ୍ୱାଭାବିକ ଜୈବ ଗୁଣ ଯାହା ବିଭିନ୍ନ ଚାପ ଉପରେ ନିର୍ଭର କରିନଥାଏ । ଆମେରିକା, ରୁଷିଆ ଓ ବ୍ରିଟେନର ବିଭିନ୍ନ ଗୋଷ୍ଠୀର ସ୍ୱାସ୍ଥ୍ୟ ସଂକ୍ରାନ୍ତ ତଥ୍ୟାବଳିକୁ ତର୍ଜମା କରି ସେମାନେ ଏପରି ନିର୍ଯାସ ପାଇପାରିଛନ୍ତି । ଲୋକେ ପ୍ରତ୍ୟହ ନେଉଥିବା ବିଭିନ୍ନ ପଦକ୍ଷେପ ସାଙ୍ଗକୁ ସେମାନଙ୍କ ରକ୍ତକଣିକା ସଂଖ୍ୟାରେ ସଂଘଟିତ ପରିବର୍ତ୍ତନକୁ ସେମାନେ ପୁଙ୍ଖାନୁପୁଙ୍ଖ ଅନୁଧ୍ୟାନ କରିଥିଲେ । ମନୁଷ୍ୟର ବୟସ ବଢ଼ିବା ଦ୍ୱାରା ଏପରି ସାର୍ବଜନୀନ ଉପାଦାନ ପ୍ରଦର୍ଶନ କରିଥାଏ ଯାହା ବିଘଟନ ପାଇଁ କାର୍ଯ୍ୟ କରୁଥିବା ଜଟିଳ ପ୍ରକ୍ରିୟା ସହ ସମତୁଲ ବୋଲି ସେମାନେ କହିଛନ୍ତି । ତେଣୁ ବୟସ ବଢ଼ିବା ସହ କୌଣସି ରୋଗ ବାହାରେ ବି ଶରୀରରେ କ୍ଷୟପ୍ରାପ୍ତ ରକ୍ତକଣିକା ସଂଖ୍ୟାର ଭରଣା ପାଇଁ ସାମର୍ଥ୍ୟ କମି କମି ଆସିଥାଏ । ରକ୍ତକଣିକା ସଂଖ୍ୟାରେ ଏପରି ଅଧୋଗତି ହିଁ ସ୍ୱାଭାବିକ ମୃତୁ୍ୟର ଆଗମନକୁ ନିର୍ଦ୍ଧାରଣ କରିଥାଏ । ଏପରି ରକ୍ତକଣିକା ହ୍ରାସରେ ଭରଣା କରିବାର ସାମର୍ଥ୍ୟ ୧୨୦ରୁ ୧୫୦ ବର୍ଷ ଭିତରେ ସମ୍ପର୍ଣ୍ଣ ଲୋପ ପାଇଯାଇଥାଏ ।

Powered by Froala Editor

Tags Life span

Related articles Odisha News Lens 4.1

  •  ବିଜୟାଦଶମୀରେ  ୨୨୧ ଫୁଟ ଉଚ୍ଚ ରାବଣ ପୁତ୍ତଳିକା ହେବ ଦହନ
    ଦେଶ-ଦେଶାନ୍ତର

    ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ପୁତ୍ତଳିକା ହେବ ଦହନ

    15592
    Oct 20, 2026
  • ଆଖି ଭ୍ରୁଲତାରେ ଦାନ୍ତ
    ଦେଶ-ଦେଶାନ୍ତର

    ଆଖି ଭ୍ରୁଲତାରେ ଦାନ୍ତ

    15404
    Oct 19, 2026
  • ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି
    ଦେଶ-ଦେଶାନ୍ତର

    ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

    14951
    Oct 20, 2026
  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ...
    ବାଣିଜ୍ୟ

    ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ...

    14008
    Oct 21, 2026
  • କୃଷକଙ୍କ ପାଇଁ ଏମିତି ଅଫର ଦେଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    କୃଷକଙ୍କ ପାଇଁ ଏମିତି ଅଫର ଦେଲେ ଟ୍ରମ୍ପ

    13766
    Oct 21, 2026
  • ବିଜେପିକୁ ବଡ଼ ଝଟକା: ବିଧାୟକ କୁଶାଗ୍ର ସାଗରଙ୍କ ଇସ୍ତଫା
    ଦେଶ-ଦେଶାନ୍ତର

    ବିଜେପିକୁ ବଡ଼ ଝଟକା: ବିଧାୟକ କୁଶାଗ୍ର ସାଗରଙ୍କ ଇସ୍ତଫା

    14897
    Oct 22, 2026
  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ
    ଦେଶ-ଦେଶାନ୍ତର

    ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ

    14529
    Oct 19, 2026
  • ଟାଇଗର ଶ୍ରଫ୍‌ଙ୍କୁ ଫାୟାରିଂ ମାମଲାରେ ବଡ଼ ଖୁଲାସା: ସଲମାନ୍ ଖାନ୍ ଥିଲେ ପ୍ରଥମ ...
    ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍‌ଙ୍କୁ ଫାୟାରିଂ ମାମଲାରେ ବଡ଼ ଖୁଲାସା: ସଲମାନ୍ ଖାନ୍ ଥିଲେ ପ୍ରଥମ ...

    13432
    Oct 21, 2026
  • ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ
    ଦେଶ-ଦେଶାନ୍ତର

    ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ

    15804
    Oct 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍‌ଙ୍କୁ ଫାୟାରିଂ ମାମଲାରେ ବଡ଼ ଖୁଲାସା: ସଲମାନ୍ ଖାନ୍ ଥିଲେ ପ୍ରଥମ ଟାର୍ଗେଟ୍

    13432
    Oct 21, 2026
  • ଦେଶ-ଦେଶାନ୍ତର

    ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ

    15804
    Oct 20, 2026
  • ଦେଶ-ଦେଶାନ୍ତର

    ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ

    15566
    Oct 20, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17201
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17897
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17842
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18267
    Sep 06, 2023

ବିଶେଷ

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14981
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15440
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14783
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14878
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15880
    Sep 29, 2026

ବାଣିଜ୍ୟ

ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ମଧ୍ୟପ୍ରଦେଶରେ ୨୫ଟି ସମ୍ପ୍ରଦାୟରେ ୧୦୦୦ରୁ ଅଧିକ ମହିଳାଙ୍କ ନିକଟରେ ପହଞ୍ଚିଲା

ଫ୍ୟୁଚର ରେଡି ଓମେନ୍‌ ପ୍ରୋଗ୍ରାମ ଅଧୀନରେ ଏହି ସର୍ବପ୍ରଥମ ପ୍ରୟାସ ରଜୋନିବୃତ୍ତି ସଚେତନତାକୁ ଓଡ଼ିଶାର ଚାରିଟି ଜିଲ୍ଲାରେ ଗ୍ରାମାଞ୍ଚଳ, ଆଦିବାସୀ ବହୁଳ ଓ ସହରାଞ୍ଚଳ ସମୁଦାୟଙ୍କ ନିକଟକୁ ଆଣିଛି

...

  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

    14603
    Oct 16, 2026
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14630
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13995
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15114
    Oct 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

    14951
    Oct 20, 2026
  • ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ

    15566
    Oct 20, 2026
  • ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ

    15804
    Oct 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In