Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, May 31, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ...

  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ...

  • ପୁଣି ବୃଦ୍ଧି ହେଲା CNG ମୂଲ୍ୟ

  • ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ...

  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ...

  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ...

  • ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ ...

  • ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ...

  • ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ...

Home ›› ››ଯଦି ଦଳ କଥା ମାନୁନାହାନ୍ତି, ତାହାଲେ ଦଳରୁ ଇସ୍ତଫା ଦେଇଦିଅନ୍ତୁ ଏବଂ ସମ୍ପାଦକୀୟ ଲେଖନ୍ତୁ:ପ୍ରତାପ

ଯଦି ଦଳ କଥା ମାନୁନାହାନ୍ତି, ତାହାଲେ ଦଳରୁ ଇସ୍ତଫା ଦେଇଦିଅନ୍ତୁ ଏବଂ ସମ୍ପାଦକୀୟ ଲେଖନ୍ତୁ:ପ୍ରତାପ

2023-09-09 07:54:57
14797
Share:
Facebook
Twitter
E-Mail
WhatsApp
Telegram
ଯଦି ଦଳ କଥା ମାନୁନାହାନ୍ତି, ତାହାଲେ ଦଳରୁ ଇସ୍ତଫା ଦେଇଦିଅନ୍ତୁ ଏବଂ ସମ୍ପାଦକୀୟ ଲେଖନ୍ତୁ:ପ୍ରତାପ

ଭୁବନେଶ୍ୱର: ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ପୁଣି ବିଜେଡି ଘେରିଛି । ବିଭିନ୍ନ ପ୍ରସଙ୍ଗ ନେଇ ବିଜେଡିର ବ୍ୟଥା ବଢ଼ାଉଥିବା ବିଜେଡି ବିଧାୟକ ସୌମ୍ୟ ରଂଜନ ପଟ୍ଟନାୟକଙ୍କୁ ଦଳ ଭିତରୁ ଘନ ଘନ ଟାର୍ଗେଟ କରାଯାଉଛି।  ଗତ କିଛି ଦିନ ହେଲା ଜଣେ ପରେ ଜଣେ ବିଜେଡି ନେତା ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ଟାର୍ଗେଟ କରୁଛନ୍ତି । ପ୍ରଥମେ ବିଧାୟକ ଅରୁଣ ସାହୁ, ପରେ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଓ ଆଜି ଏଥିରେ ମନ୍ତ୍ରୀ ପ୍ରତାପ ଦେବ ସାମିଲ ହୋଇଛନ୍ତି ।
ପ୍ରତାପ ଦେବ କହିଛନ୍ତି ଯେ ବିଜେଡି ବିଧାୟକ ହୋଇ ସୌମ୍ୟରଞ୍ଜନ ନିରନ୍ତର ବିଜେଡିକୁ ସମାଲୋଚନା କରୁଛନ୍ତି । ନିଜ ଦଳ ଓ ସରକାରଙ୍କୁ ସୌମ୍ୟରଞ୍ଜନ ସମାଲୋଚନା କରୁଛନ୍ତି ।  ଯଦି ସମାଲୋଚନା କରିବାର ଅଛି ତେବେ ସେ ଦଳରୁ ବାହାରିଯାଇ କରନ୍ତୁ ।  ଏକ ନିର୍ଦ୍ଦିଷ୍ଟ ଦଳର ବିଧାୟକ ହୋଇ ମଧ୍ୟ ବାରମ୍ବାର ଦଳ ଏବଂ ସରକାରଙ୍କୁ ଟାର୍ଗେଟ କରୁଛନ୍ତି ଯାହାକୁ ବ୍ଲାକମେଲ ବୋଲି କୁହାଯାଏ । ସେ ଉଦ୍ଦେଶ୍ୟମୂଳକଭାବେ ଦଳ ବିରୋଧରେ ଲେଖୁଛନ୍ତି । ଯଦି କିଛି କହିବାର ଅଛି ତାହେଲେ ଦଳୀୟ ପ୍ଲାଟଫର୍ମରେ କୁହନ୍ତୁ । ଯଦି ଦଳ କଥା ମାନୁନାହାନ୍ତି ତାହାଲେ ଦଳରୁ ଇସ୍ତଫା ଦେଇଦିଅନ୍ତୁ ଏବଂ ସମ୍ପାଦକୀୟ ଲେଖନ୍ତୁ ବୋଲି ସିଧାସଳଖ ଟାର୍ଗେଟ କରିଛନ୍ତି ମନ୍ତ୍ରୀ ପ୍ରତାପ ଦେବ । ୫-ଟି ସଚିବଙ୍କୁ ବିଭିନ୍ନ ଜିଲ୍ଲା ଗସ୍ତକୁ ପଠାଉଥିବା ନିଜେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ପଷ୍ଟ କରିଛନ୍ତି । ମୁଖ୍ୟମନ୍ତ୍ରୀ ସ୍ପଷ୍ଟ କରିବା ପରେ ପୁଣି ସମାଲୋଚନା କାହିଁକି ବୋଲି ପ୍ରତାପ ଦେବ ପ୍ରଶ୍ନ କରିଛନ୍ତି ।  ତେବେ ସମାଲୋଚନା କରିବା ସୌମ୍ୟ ବାବୁଙ୍କ ବ୍ଲାକମେଲିଂ ପ୍ରାକ୍ଟିସ । ସୌମ୍ୟ ବାବୁ ଦଳୀୟ ଅନୁଶାସନ ଭଙ୍ଗ କରୁଛନ୍ତି । ଦଳରୁ ବାହାରି ସେ ସମ୍ପାଦକୀୟ ଲେଖିବା ସହ ସମାଲୋଚନା କରନ୍ତୁ ବୋଲି ପ୍ରତାପ ଦେବ କହିଛନ୍ତି ।

ପୂର୍ବରୁ ଅରୁଣ ସାହୁ କହିଥିଲେ ଯେ  ବିଧାୟକ ସୌମ୍ୟରଞ୍ଜନ ହାରି ହାରି ବିଜୁ ଜନତା ଦଳରୁ ପ୍ରାର୍ଥୀ ହୋଇ ଖଣ୍ଡପଡାରୁ ଜିତିଥିଲେ । ତେବେ ମନ୍ତ୍ରୀପଦ ନମିଳିବାରୁ ଆଜି ସେ ବିଜୁ ଜନତା ଦଳ ଏବଂ ସରକାରଙ୍କ ବିରୁଦ୍ଧରେ କହୁଛନ୍ତି । ସମାଜସେବା କଥା କହୁଥିବା ସୌମ୍ୟରଞ୍ଜନ ଗତ ୪ ବର୍ଷ ୪ ମାସ ଭିତରେ ଖଣ୍ଡପଡାରେ କ’ଣ ସେବା କରିଛନ୍ତି ସେ ସମ୍ପର୍କରେ ନିର୍ବାଚନ ମଣ୍ଡଳୀର ଲୋକଙ୍କୁ ପଚାରିଲେ କହିବେ ବୋଲି ବିଧାୟକ ଅରୁଣ ସାହୁ କହିଥିଲେ । ଦଳକୁ ସୌମ୍ୟରଞ୍ଜନ ବ୍ଲାକମେଲ୍ କରୁଛନ୍ତି ବୋଲି ନୟାଗଡ଼ ବିଧାୟକ ଅଭିଯୋଗ କରିଥିଲେ ।

ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ କହିଥିଲେ ଯେସୌମ୍ୟ ବାବୁ କ’ଣ, ସେ କ’ଣ କରିଛନ୍ତି ତାଙ୍କ ରାଜନୀତି ଇତିହାସରୁ ଜଣାଡ଼ିବ। ସୌମ୍ୟ ବାବୁ କେତେ ଥର ଦଳ ପରିବର୍ତ୍ତନ କରିଛନ୍ତି, କେଉଁ ଦଳରୁ କେଉଁଠିକି ଆସିଛନ୍ତି, ଏଠି ବର୍ତ୍ତମାନ କେତେ ନମ୍ବରରେ ପହଞ୍ଚିଗଲେଣି, ଆଗାମୀ ଦିନରେ କୁଆଡ଼କୁ ଯିବେ ସେ ସପକ୍ଷରେ ଆପଣମାନେ ଜାଣିଥିବେ।  ସୌମ୍ୟ ଦଳରେ ରହି ବ୍ଲାକମେଲିଂ କରିବାକୁ ପ୍ରୟାସ କରୁଛନ୍ତି। ସେ କେବେ ତାଙ୍କ ଲକ୍ଷ୍ୟରେ ପହଞ୍ଚି ପାରିବେନି। ବିଗତ ଦିନମାନଙ୍କରେ ସୌମ୍ୟ ବାବୁ ବିଭିନ୍ନ ସ୍ତରରେ ବ୍ଲାକମେଲ୍‌ କରିଥିଲେ, ଆଜି ମଧ୍ୟ ସେ ବ୍ଲାକମେଲିଂକୁ ଆୟୁଧ କରୁଛନ୍ତି। ବ୍ଲାକମେଲ କଲେ ବିଜୁ ଜନତା ଦଳ ଉପରେ କୌଣସି ପ୍ରଭାବ ପଡ଼ିବନି। ସୌମ୍ୟବାବୁ କ’ଣ ଓଡ଼ିଶାବାସୀ ଜାଣିଛନ୍ତି?ମୁଖ୍ୟମନ୍ତ୍ରୀଙ୍କ ଦପ୍ତରକୁ ଟାର୍ଗେଟ୍ କରି ସୌମ୍ୟ ବାବୁ ନିଜ ସଂପାଦକୀୟରେ ବାରମ୍ବାର ଲେଖୁଛନ୍ତି। ଏହା ଆଦୌ ଗ୍ରହଣୀୟ ନୁହେଁ। ସାଧାରଣ ଲୋକେ ଏହାକୁ ଗ୍ରହଣ କରିବେନି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ମୁଖ୍ୟମନ୍ତ୍ରୀଙ୍କ ଦପ୍ତର ସାରା ରାଜ୍ୟ ଗସ୍ତ କଲା। ଲୋକଙ୍କ ଅଭିଯୋଗ ଆଣିଲା। ଲୋକଙ୍କ ଅଭିଯୋଗର ସମାଧାନ ହେଲା। ଏଥିରେ କ‘ଣ ଭୁଲ ରହିଲା, ମୁଁ ବୁଝିପାରୁନାହିଁ। ସୌମ୍ୟବାବୁଙ୍କର କ’ଣ ଅସୁବିଧା ହୋଇଗଲା? ମୁଁ ଜାଣିପାରୁ ନାହିଁ। ସେ ଲୋକଙ୍କୁ ପଚାରନ୍ତୁ ଲୋକେ କ’ଣ କହୁଛନ୍ତି?

ସୌମ୍ୟ ବାବୁ ଯେଉଁ ମନ୍ତବ୍ୟ ଲେଖୁଛନ୍ତି ଯାହା କହୁଛନ୍ତି ତାକୁ ଆମେ ବିରୋଧ କରୁଛୁ। ସୌମ୍ୟ ଏପରି କରିବା ଆଦୌ ଠିକ୍ ନୁହେଁ। ସାଧାରଣ ଜନତା ମଧ୍ୟ ଗ୍ରହଣ କରିବେନି। ମୁଖ୍ୟମନ୍ତ୍ରୀଙ୍କ ଦପ୍ତର ପଲଟିକାଲ ବୟାନବାଜିର ଉତ୍ତର ଦେଇପାରିବନି। ମୋ ମତରେ ପଥରକୁ ଢେଲା ମାରିଲେ ସେହି ପଥର ପୁଣି ବୁଲି ତାର ଉପରେ ପଡ଼େ। ସେଇଆ ହିଁ ପ୍ରତିଫଳନ ହେବ। ବ୍ଲାକ୍ ମେଲିଂ କରିବା ଓ ରାଜନୈତିକ ସଂର୍କୀଣ୍ଣତାକୁ ନେଇ ଚାଲିବା ଆଦୌ ଠିକ୍ ନୁହେଁ। ଦଳର ସଭାପତି ଅଛନ୍ତି, ସେ ଠିକଣା ସମୟରେ କ’ଣ ନିଷ୍ପତ୍ତି ନେବେ। ଦଳର ସାଧାରଣ ସୈନିକ ହିସାବରେ ମୋର ବ୍ୟକ୍ତିଗତ ମତାମତ ଏଇଆ ରହିବ ବୋଲି ଅତୁନ କହିଥିଲେ। 

Powered by Froala Editor

Tags pratap dev target soumyaranjan pattanayak

Related articles Odisha News Lens 4.1

  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ
    ବିଶେଷ

    ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    14460
    May 31, 2026
  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ
    ଦେଶ-ଦେଶାନ୍ତର

    ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ

    14120
    May 30, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....
    ବିଶେଷ

    ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14580
    May 30, 2026
  • ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ କଲା ଇରାନ
    ଦେଶ-ଦେଶାନ୍ତର

    ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ କଲା ଇରାନ

    15648
    May 29, 2026
  • ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ
    ଦେଶ-ଦେଶାନ୍ତର

    ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ

    15846
    May 29, 2026
  • ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ...
    ଦେଶ-ଦେଶାନ୍ତର

    ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ...

    15770
    May 29, 2026
  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ
    ଦେଶ-ଦେଶାନ୍ତର

    ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ

    15082
    May 30, 2026
  •  ପୁଣି  ବୃଦ୍ଧି ହେଲା CNG ମୂଲ୍ୟ
    ଦେଶ-ଦେଶାନ୍ତର

    ପୁଣି ବୃଦ୍ଧି ହେଲା CNG ମୂଲ୍ୟ

    14593
    May 30, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ
    ବିଶେଷ

    ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14306
    May 29, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    14460
    May 31, 2026
  • ବିଶେଷ

    ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14306
    May 29, 2026
  • ଦେଶ-ଦେଶାନ୍ତର

    ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ତ୍ରୁଟିକୁ ନେଇ କଡା ପ୍ରତିକ୍ରିୟା ରଖିଲେ ...

    15770
    May 29, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16895
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17515
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17564
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17949
    Sep 06, 2023

ବିଶେଷ

  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    14460
    May 31, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14580
    May 30, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14306
    May 29, 2026
  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    15336
    May 27, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14916
    May 26, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15440
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15183
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15667
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14005
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14306
    May 29, 2026
  • ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ

    13412
    May 30, 2026
  • ପୁଣି ବୃଦ୍ଧି ହେଲା CNG ମୂଲ୍ୟ

    14593
    May 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In