Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, March 04, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ...

  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ...

  • ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ...

  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ...

  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ...

  • ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ...

  • ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ ...

  • ନାଗରିକଙ୍କ ସୁରକ୍ଷା ଆମର ପ୍ରାଥମିକତା: ...

  • ରଶ୍ମିକାଙ୍କୁ ଶାଢ଼ୀ ଉପହାର

  • ଅରିଜିତଙ୍କ ପ୍ରଥମ ଇଣ୍ଡିପେଣ୍ଡେଣ୍ଟ ଗୀତ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ମରୋକ୍କୋ ଭୂମିକମ୍ପ: ୨ହଜାର ପାର୍ କଲାଣି ମୃତ୍ୟୁ ସଂଖ୍ୟା

ମରୋକ୍କୋ ଭୂମିକମ୍ପ: ୨ହଜାର ପାର୍ କଲାଣି ମୃତ୍ୟୁ ସଂଖ୍ୟା

2023-09-10 07:02:22
14735
Share:
Facebook
Twitter
E-Mail
WhatsApp
Telegram
ମରୋକ୍କୋ ଭୂମିକମ୍ପ: ୨ହଜାର ପାର୍ କଲାଣି ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ: ଦକ୍ଷିଣ ଆଫ୍ରିକା ଦେଶ ମରୋକ୍କୋରେ ହୋଇଥିବା ଭୂମିକମ୍ପରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇଛି । ବର୍ତ୍ତମାନ ସୁଦ୍ଧା ୨ହଜାରରୁ ଅଧିକ ଲୋକ ପ୍ରାଣ ହରାଇଥିବା ସୂଚନା ମିଳିଛି । ଅନେକ ଲୋକ ଧ୍ବଂସାବଶେଷ ତଳେ ଚାପି ରହିଥିବାରୁ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଆଶଙ୍କା କରାଯାଉଛି । ସେହିପରି ଆହତଙ୍କ ସଂଖ୍ୟା ୧୨ଶହ ପାର୍ କରିଛି । ଆହତଙ୍କ ମଧ୍ୟରେ ଅନେକଙ୍କ ଅବସ୍ଥା ସଂକଟାପନ୍ନ ରହିଛି ।       
ମରକ୍କୋ ଜିଓଲୋଜିକାଲ ସେଣ୍ଟର ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୭.୨ ଦର୍ଶାଇଛି । ଏହାର କେନ୍ଦ୍ରସ୍ଥଳ ଆଟଲାସ ପର୍ବତ ନିକଟବର୍ତ୍ତୀ ଇଘିଲ ନାମକ ଏକ ଗ୍ରାମ ଦର୍ଶାଯାଇଛି, ଯାହା କି ମାରାକେଶ ସହରଠାରୁ ୭୧ କିଲୋମିଟର ଦୂରରେ ଅବସ୍ଥିତ । ଭୂପୃଷ୍ଠରୁ ୧୮.୫ କିଲୋମିଟର ଗଭୀରତାରେ ଏହା ଅନୁଭୂତ ହୋଇଥିଲା । ଏହାର ପ୍ରଭାବ ପର୍ତ୍ତୁଗାଲ ଓ ଆଲଜେରିଆରେ ବି ଅନୁଭୂତ ହୋଇଛି । ଶୁକ୍ରବାର ବିଳମ୍ବିତ ରାତିରେ ଆସିଥିବା ଏହି ଭୟଙ୍କର ଭୂକମ୍ପ ଯୋଗୁ ଅନେକ କୋଠା ତାସ୍‌ଘର ଭଳି ଗଳିପଡ଼ିଥିଲା । ଚାହୁଁ ଚାହୁଁ ଚାରିଆଡ଼ ଧୂଳିମୟ ହୋଇଯାଇଥିଲା । ତେବେ ଏହି ଭୂକମ୍ପର ତୀବ୍ରତା ୬.୮ ଥିବା ନେଇ ଆମେରିକାର ଜିଓଲୋଜିକାଲ ସର୍ଭେ ପକ୍ଷରୁ କୁହାଯାଇଛି । ସେପଟେ ଭୂମିକମ୍ପରେ ପ୍ରାଣ ହରାଇଥିବା ଲୋକଙ୍କୁ ପ୍ୟାରିସ୍‌ର ଏଫିଲ୍ ଟାଓ୍ବାରର ଲାଇଟ୍ ବନ୍ଦ କରି ଟ୍ରିବ୍ୟୁଟ୍ ଦିଆଯାଇଛି ।

Powered by Froala Editor

Tags earthquake in morocco

Related articles Odisha News Lens 4.1

  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ
    ଦେଶ-ଦେଶାନ୍ତର

    ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ

    14469
    Mar 03, 2026
  • ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ କଥାବାର୍ତ୍ତା
    ଦେଶ-ଦେଶାନ୍ତର

    ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ କଥାବାର୍ତ୍ତା

    14217
    Mar 02, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି
    ବିଶେଷ

    ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14497
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ
    ବିଶେଷ

    ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13706
    Mar 02, 2026
  • ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ଆତଙ୍କିତ
    ଦେଶ-ଦେଶାନ୍ତର

    ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ଆତଙ୍କିତ

    14106
    Mar 03, 2026
  • ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ଶକ୍ତିଶାଳୀ ସାମରିକ ବାହିନୀ ଅଛି
    ଦେଶ-ଦେଶାନ୍ତର

    ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ଶକ୍ତିଶାଳୀ ସାମରିକ ବାହିନୀ ଅଛି

    14639
    Mar 02, 2026
  • ରଶ୍ମିକାଙ୍କୁ ଶାଢ଼ୀ ଉପହାର
    ମନୋରଞ୍ଜନ

    ରଶ୍ମିକାଙ୍କୁ ଶାଢ଼ୀ ଉପହାର

    15512
    Mar 01, 2026
  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ
    ଦେଶ-ଦେଶାନ୍ତର

    ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ

    14868
    Mar 04, 2026
  • ଅରିଜିତଙ୍କ ପ୍ରଥମ ଇଣ୍ଡିପେଣ୍ଡେଣ୍ଟ ଗୀତ
    ମନୋରଞ୍ଜନ

    ଅରିଜିତଙ୍କ ପ୍ରଥମ ଇଣ୍ଡିପେଣ୍ଡେଣ୍ଟ ଗୀତ "ରୈନା" ରିଲିଜ୍

    15238
    Mar 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନାଗରିକଙ୍କ ସୁରକ୍ଷା ଆମର ପ୍ରାଥମିକତା: ମୋଦୀ

    15774
    Mar 02, 2026
  • ଦେଶ-ଦେଶାନ୍ତର

    ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ କଥାବାର୍ତ୍ତା

    14217
    Mar 02, 2026
  • ଦେଶ-ଦେଶାନ୍ତର

    ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ

    14469
    Mar 03, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17358
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17426
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17772
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16245
    Apr 03, 2021

ବିଶେଷ

  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14497
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13706
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    14939
    Feb 28, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14614
    Feb 27, 2026
  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    14415
    Feb 26, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15123
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14975
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14488
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16106
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅରିଜିତଙ୍କ ପ୍ରଥମ ଇଣ୍ଡିପେଣ୍ଡେଣ୍ଟ ଗୀତ "ରୈନା" ରିଲିଜ୍

    15238
    Mar 01, 2026
  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ

    14469
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13706
    Mar 02, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In