Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, September 03, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ...

  • ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ...

  • ସୁନା ଦରରେ ବଡ଼ ଧରଣର ହ୍ରାସ

  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

  • କରେନ୍ସି ଚେଷ୍ଟରେ ୧୭ କୋଟିର ନକଲି ନୋଟ, ୪ ...

  • ଶିବପୁରୀରେ ଗୋଟିଏ ପରିବାରର ୪ ଶିଶୁଙ୍କ ...

  • ବିରିୟାନୀ ପାଇଁ ଆତ୍ମହତ୍ୟା କଲେ ଛାତ୍ରୀ

  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ...

  • ହର୍ମୁଜ୍ ପ୍ରଣାଳୀ ସମ୍ପୂର୍ଣ୍ଣ ଭାବରେ ...

  • ଏଣିକି ଚିନି ଡିଲରମାନେ ୨ ହଜାର ...

ରାଜ୍ୟ
Home ›› ରାଜ୍ୟ ››ଆଜିଠୁ ବିଜେଡି ଆରମ୍ଭ କରିବ ମାଷ୍ଟର ଟ୍ରେନ୍‌‌ର ତାଲିମ ଶିବିର

ଆଜିଠୁ ବିଜେଡି ଆରମ୍ଭ କରିବ ମାଷ୍ଟର ଟ୍ରେନ୍‌‌ର ତାଲିମ ଶିବିର

2023-09-11 05:55:12
15708
Share:
Facebook
Twitter
E-Mail
WhatsApp
Telegram
ଆଜିଠୁ ବିଜେଡି ଆରମ୍ଭ କରିବ ମାଷ୍ଟର ଟ୍ରେନ୍‌‌ର ତାଲିମ ଶିବିର

ଭୁବନେଶ୍ୱର: ୨୦୩୬ ସୁଦ୍ଧା ଓଡ଼ିଶାକୁ ସମୃଦ୍ଧ ଓ ସଶକ୍ତ ରାଜ୍ୟ ଭାବେ ଗଢ଼ିତୋଳିବା ପାଇଁ ଆଜିଠୁ ବିଜେଡି ଆରମ୍ଭ କରିବ ବିଧିବଦ୍ଧ ଅଭିଯାନ। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେଆଜିଠୁ ଭୁବନେଶ୍ୱରସ୍ଥିତ ଶଙ୍ଖ ଭବନରେ ଆରମ୍ଭ ହେବ ମାଷ୍ଟର ଟ୍ରେନର୍‌ମାନଙ୍କର ପ୍ରଶିକ୍ଷଣ କାର୍ୟ୍ୟକ୍ରମ। ଦଳର ବରିଷ୍ଠ ନେତା ତଥା ଉପସଭାପତି ଦେବୀ ପ୍ରସାଦ ମିଶ୍ରଙ୍କ ଆବାହକତ୍ୱରେ ଗଠିତ କମିଟି ଏହି କାର୍ୟ୍ୟକ୍ରମର ପରିଚାଳନା କରିବ। ଦଳର ଶୀର୍ଷ ନେତୃତ୍ୱ ସମେତ ଛାମୁଆ ସଂଗଠନର କର୍ମକର୍ତ୍ତାମାନେ ଜିଲ୍ଲାରୁ ଆସିଥିବା ପ୍ରଶିକ୍ଷାର୍ଥୀମାନଙ୍କ ମାର୍ଗଦର୍ଶନ କରିବେ।

ସୂଚନାନୁସାରେ, ଆଜିଠୁ  ୩୯ଦିନ ପର୍ୟ୍ୟନ୍ତ ଏହି ପ୍ରଶିକ୍ଷଣ ପର୍ବ ଚାଲିବ। ଦୈନିକ ଚାରିଟି ପର୍ୟ୍ୟାୟରେ ୮୦୦ କର୍ମୀଙ୍କୁ ତାଲିମ ପ୍ରଦାନ କରାଯିବ। ରାଜ୍ୟର ସମସ୍ତ ୧୪୭ ବିଧାନସଭା କ୍ଷେତ୍ରର ସମସ୍ତ ପଞ୍ଚାୟତରୁ ଅନ୍ୟୂନ ୩/୪ଜଣ ସକ୍ରିୟ କର୍ମୀଙ୍କୁ ପ୍ରଶିକ୍ଷଣ ଦିଆଯିବ। ଏପରି ଭାବେ ୩୦ ହଜାରରୁ ଅଧିକ କର୍ମୀଙ୍କୁ ମାଷ୍ଟର ଟ୍ରେନ୍‌‌ର ପ୍ରଶିକ୍ଷଣ କାର୍ୟ୍ୟକ୍ରମରେ ସାମିଲ କରାଯିବ। ଏଥିରେ ମୁଖ୍ୟତଃ ଓଡ଼ିଶାର ଗୌରବମୟ ଅତୀତ, ପ୍ରବାଦପୁରୁଷ ବିଜୁବାବୁଙ୍କ ଅବଦାନ, ମହାବାତ୍ୟା ପୂର୍ବ ଏବଂ ପରର ସ୍ଥିତି, ବିଭିନ୍ନ କ୍ଷେତ୍ରରେ ଓଡ଼ିଶାର ଉପଲବ୍ଧି, ବିକାଶ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ମାଇଲଖୁଣ୍ଟ, ଜନହିତକର କାର୍ୟ୍ୟକ୍ରମ ସମ୍ପର୍କରେ ପ୍ରଶିକ୍ଷଣ ଦିଆଯିବ।

ବିଶେଷକରି ୨୦୩୬ ସୁଦ୍ଧା ଓଡ଼ିଶାକୁ ଶୀର୍ଷ ସମୃଦ୍ଧ ରାଜ୍ୟରେ ପରିଣତ କରିବାକୁ ଚୂଡ଼ାନ୍ତ ରଣନୀତି ସମ୍ପର୍କରେ ସେମାନେ ଅବଗତ ହେବେ। ଦଳର ବରିଷ୍ଠ ନେତାମାନଙ୍କ ସମେତ ବିଭିନ୍ନ କ୍ଷେତ୍ରରେ ବିଶେଷଜ୍ଞ, ଅର୍ଥନୀତିଜ୍ଞ, ରାଜନୈତିକ ବିଶାରଦମାନେ ପ୍ରଶିକ୍ଷଣ ପ୍ରଦାନ କରିବେ। ମାଷ୍ଟର ଟ୍ରେନ୍‌‌ରମାନେ ପ୍ରଶିକ୍ଷଣ ପାଇବା ପରେ ନିଜ ନିଜ ବିଧାନସଭା କ୍ଷେତ୍ରରେ ଜିଲ୍ଲା ପରିଷଦ ଜୋନ୍‌‌ ଓ ପଞ୍ଚାୟତରେ ଅନୁଷ୍ଠିତ ହେବାକୁ ଥିବା ପ୍ରଶିକ୍ଷଣ ଶିବିରରେ କର୍ମୀମାନଙ୍କୁ ପ୍ରଶିକ୍ଷଣ ଦେବେ। ସେହିପରି ଅକ୍ଟୋବର ୨ ତାରିଖ ଗାନ୍ଧୀ ଜୟନ୍ତୀରୁ ବିଜେଡି ପକ୍ଷରୁ ପ୍ରତିବର୍ଷ ଆୟୋଜିତ ହେଉଥିବା ପଦଯାତ୍ରା ମଧ୍ୟ ଆରମ୍ଭ ହେବ।

Powered by Froala Editor

Tags Bjd

Related articles Odisha News Lens 4.1

  • ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ଅଭିନନ୍ଦନ
    ଦେଶ-ଦେଶାନ୍ତର

    ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ଅଭିନନ୍ଦନ

    15165
    Sep 03, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ
    ବିଶେଷ

    ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13291
    Sep 03, 2026
  • ସୁନା ଦରରେ ବଡ଼ ଧରଣର ହ୍ରାସ
    ବାଣିଜ୍ୟ

    ସୁନା ଦରରେ ବଡ଼ ଧରଣର ହ୍ରାସ

    14028
    Sep 03, 2026
  • କରେନ୍ସି ଚେଷ୍ଟରେ ୧୭ କୋଟିର ନକଲି ନୋଟ,  ୪ ଜଣଙ୍କୁ ନିଲମ୍ବିତ କଲେ ବ୍ୟାଙ୍କ ...
    ଦେଶ-ଦେଶାନ୍ତର

    କରେନ୍ସି ଚେଷ୍ଟରେ ୧୭ କୋଟିର ନକଲି ନୋଟ, ୪ ଜଣଙ୍କୁ ନିଲମ୍ବିତ କଲେ ବ୍ୟାଙ୍କ ...

    14800
    Sep 03, 2026
  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍
    ବାଣିଜ୍ୟ

    ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

    14918
    Sep 03, 2026
  • ହର୍ମୁଜ୍ ପ୍ରଣାଳୀ ସମ୍ପୂର୍ଣ୍ଣ ଭାବରେ ଆମେରିକା ନିୟନ୍ତ୍ରଣରେ ଅଛି: ଟ୍ରମ୍ପ
    ଦେଶ-ଦେଶାନ୍ତର

    ହର୍ମୁଜ୍ ପ୍ରଣାଳୀ ସମ୍ପୂର୍ଣ୍ଣ ଭାବରେ ଆମେରିକା ନିୟନ୍ତ୍ରଣରେ ଅଛି: ଟ୍ରମ୍ପ

    14419
    Sep 02, 2026
  • ଏଣିକି ଚିନି ଡିଲରମାନେ ୨ ହଜାର କ୍ୱିଣ୍ଟାଲରୁ ମହଜୁଦ ରଖିପାରିବେ ନାହିଁ ଅଧିକ ଚିନି
    ଦେଶ-ଦେଶାନ୍ତର

    ଏଣିକି ଚିନି ଡିଲରମାନେ ୨ ହଜାର କ୍ୱିଣ୍ଟାଲରୁ ମହଜୁଦ ରଖିପାରିବେ ନାହିଁ ଅଧିକ ଚିନି

    14288
    Sep 02, 2026
  • ଶିବପୁରୀରେ ଗୋଟିଏ ପରିବାରର ୪ ଶିଶୁଙ୍କ ସନ୍ଦିଗ୍ଧ ମୃତ୍ୟୁ
    ଦେଶ-ଦେଶାନ୍ତର

    ଶିବପୁରୀରେ ଗୋଟିଏ ପରିବାରର ୪ ଶିଶୁଙ୍କ ସନ୍ଦିଗ୍ଧ ମୃତ୍ୟୁ

    14043
    Sep 03, 2026
  • ବିରିୟାନୀ ପାଇଁ ଆତ୍ମହତ୍ୟା କଲେ ଛାତ୍ରୀ
    ଦେଶ-ଦେଶାନ୍ତର

    ବିରିୟାନୀ ପାଇଁ ଆତ୍ମହତ୍ୟା କଲେ ଛାତ୍ରୀ

    13344
    Sep 03, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବିରିୟାନୀ ପାଇଁ ଆତ୍ମହତ୍ୟା କଲେ ଛାତ୍ରୀ

    13344
    Sep 03, 2026
  • ଦେଶ-ଦେଶାନ୍ତର

    ଏଣିକି ଚିନି ଡିଲରମାନେ ୨ ହଜାର କ୍ୱିଣ୍ଟାଲରୁ ମହଜୁଦ ରଖିପାରିବେ ନାହିଁ ଅଧିକ ଚିନି

    14288
    Sep 02, 2026
  • ବିଶେଷ

    ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13291
    Sep 03, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17069
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17712
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17736
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18137
    Sep 06, 2023

ବିଶେଷ

  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13291
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14463
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14766
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14724
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    14061
    Aug 26, 2026

ବାଣିଜ୍ୟ

ସୁନା ଦରରେ ବଡ଼ ଧରଣର ହ୍ରାସ

ଲଗାତାର ଚତୁର୍ଥ ଦିନରେ ସୁନାର ଭାଉ ଖସୁଛି । ମାତ୍ର ୪ ଦିନରେ ୨୨ କ୍ୟାରେଟ୍ ସୁନା ଦରରେ ପ୍ରାୟ ୫,୭୦୦ ଟଙ୍କାର ବଡ଼ ଧରଣର ହ୍ରାସ ଦେଖିବାକୁ ମିଳିଛି। ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରସଙ୍ଗରେ ବାର୍ତ୍ତା ଦେବା ଅବସରରେ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇବା ସହିତ ଏବେ ସୁନା ସୁନା ନକିଣିବାକୁ ପିଏମ ମୋଦି ଆହ୍ବାନ ଦେଇଥିଲେ ...

  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

    14918
    Sep 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଉପଲବ୍ଧ କରାଉଛି

    14437
    Sep 02, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ ଜିଲ୍ଲାର ୨୨,୦୦୦ ପରିବାରକୁ ସୌର ଶକ୍ତି ଚାଳିତ ଆଲୋକ ପ୍ରଦାନ କରୁଛି

    14236
    Aug 26, 2026
  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

    14469
    Aug 21, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏଣିକି ଚିନି ଡିଲରମାନେ ୨ ହଜାର କ୍ୱିଣ୍ଟାଲରୁ ମହଜୁଦ ରଖିପାରିବେ ନାହିଁ ଅଧିକ ଚିନି

    14288
    Sep 02, 2026
  • ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ଅଭିନନ୍ଦନ

    15165
    Sep 03, 2026
  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

    14918
    Sep 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In