Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, November 20, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭିଏଏମ୍ଏଲ୍ ସିଜିମାଳି ବକ୍ସାଇଟ୍ ଖଣି ...

  • ନୂଆ BS-ସିକ୍ସ ଗାଡ଼ି ପାଇଁ ୩ ବର୍ଷ ...

  • ଯୋଗୀ ଆଦିତ୍ୟନାଥଙ୍କ ମାଆ ସାବିତ୍ରୀ ...

  • ନଭେମ୍ବରରୁ ଡିସେମ୍ବରରେ ୫୨ ଲକ୍ଷ ବିବାହ !

  • ନିବେଶକଙ୍କ ଖୁସି : ଅଟୋ, ବ୍ୟାଙ୍କିଙ୍ଗ୍ ଓ ...

  • ଗୋଟିଏ ଫଟୋ ଭାଗ୍ୟ ଚମକାଇଲା: ୨ ବର୍ଷୀୟ ...

  • ବିଶ୍ୱର ପ୍ରଭାବଶାଳୀ ମୁସଲମାନଙ୍କ ...

  • ଶିଳ୍ପ ସଂସ୍ଥାଗୁଡ଼ିକ ଅଧିକ ନିଯୁକ୍ତି ...

  • ଭାରତରେ ପ୍ରଥମଥର ସ୍ୱଦେଶୀ ଏଚ୍‌-୫ଏନ୍‌-୧ ...

  • ଭୟଙ୍କର ସଡ଼କ ଦୁର୍ଘଟଣା: ୬ ମୃତ

ରାଜ୍ୟ
Home ›› ରାଜ୍ୟ ›› ପଛକୁ ପଛ ଦୁଇଟି ଲଘୁଚାପ, ରାଜ୍ୟରେ ହେବ ଭୀଷଣ ବର୍ଷା

ପଛକୁ ପଛ ଦୁଇଟି ଲଘୁଚାପ, ରାଜ୍ୟରେ ହେବ ଭୀଷଣ ବର୍ଷା

2023-09-11 05:57:04
14986
Share:
Facebook
Twitter
E-Mail
WhatsApp
Telegram
 ପଛକୁ ପଛ ଦୁଇଟି ଲଘୁଚାପ, ରାଜ୍ୟରେ ହେବ ଭୀଷଣ ବର୍ଷା

ଭୁବନେଶ୍ୱର: ଆସୁଛି ବଡ଼ ବର୍ଷା। ପଛକୁ ପଛ ଦୁଇଟି ଲଘୁଚାପ ଯୋଗୁଁ ସାରା ରାଜ୍ୟରେ ଭୀଷଣ ବର୍ଷା ହେବାର ସମ୍ଭାବନା ରହିଛି। ବର୍ଷାର ପ୍ରକୋପ ସପ୍ତାହେରୁ ଊର୍ଦ୍ଧ୍ବ ସମୟ ପର୍ୟ୍ୟନ୍ତ ରହିବ। ଏହି ସମୟରେ ସ୍ୱାଭାବିକ ତୁଳନାରେ ଦୁଇଗୁଣା ଅଧିକ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ପାଣିପାଗ ବିଶେଷଜ୍ଞ ପ୍ରଫେସର୍‌ ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି ଯେ ଆସନ୍ତା ୧୨ ଓ ୧୯ରେ ଉତ୍ତର ବଙ୍ଗୋପସାଗରରେ ୨ଟି ଲଘୁଚାପ ସୃଷ୍ଟି ହେବ। ଏହାଦ୍ୱାରା ରାଜ୍ୟରେ ଭଲ ବର୍ଷା ହେବ। ଗତ ଲଘୁଚାପଟି ମଧ୍ୟପ୍ରଦେଶ ଓ ପୂର୍ବ ମହାରାଷ୍ଟ୍ରରେ ରହିଛି ଓ ତାହାର ବାହ୍ୟବଳୟ ଉତ୍ତର ବଙ୍ଗୋପସାଗର ପର୍ୟ୍ୟନ୍ତ ଲମ୍ବିଛି।

ଫଳରେ ୧୧ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଳ୍ପ ବର୍ଷାର ସମ୍ଭାବନା ରହିଛି। ସମ୍ଭାବ୍ୟ ଲଘୁଚାପ ବଳୟ ହେତୁ ୧୨ ତାରିଖରେ ବର୍ଷା ବଢ଼଼ିବ। ୧୩ରେ ଲଘୁଚାପ ସୃଷ୍ଟି ହୋଇ ୧୪ରେ ଅନେକ ସ୍ଥାନରେ ମଧ୍ୟମ ଧରଣର ଓ କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ୧୫ ଓ ୧୬ରେ ବିସ୍ତୃତ ଅଞ୍ଚଳରେ ମଧ୍ୟମଧରଣର ବର୍ଷା ହୋଇପାରେ। ୧୯ତାରିଖରେ ଉତ୍ତର ବଙ୍ଗୋପସାଗର ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ସେପ୍ଟେମ୍ବର ମାସର ତୃତୀୟ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ପରବର୍ତ୍ତୀ ୪୮ଘଣ୍ଟାରେ ଲଘୁଚାପ ସୃଷ୍ଟି ହୋଇପାରେ।

ଏହାଦ୍ୱାରା ସାରା ରାଜ୍ୟରେ ବର୍ଷା ହୋଇପାରେ। ଆକଳନ କରାଯାଉଛି ଯେ ଆସନ୍ତା ୧୧ ଦିନ ମଧ୍ୟରେ (୧୧-୨୧) ରାଜ୍ୟରେ ସମୁଦାୟ ବର୍ଷା ସ୍ୱାଭାବିକଠାରୁ ଦୁଇଗୁଣା ଅଧିକ ହୋଇପାରେ। ଏହି ସମୟରେ ସମ୍ଭବତଃ ଉତ୍ତର ଉପକୂଳରେ କିଛି କମ୍‌‌ ବର୍ଷା ହୋଇପାରେ ବୋଲି ସେ କହିଛନ୍ତି। 

Powered by Froala Editor

Tags Rain

Related articles Odisha News Lens 4.1

  • ଭୟଙ୍କର ସଡ଼କ ଦୁର୍ଘଟଣା: ୬ ମୃତ
    ଦେଶ-ଦେଶାନ୍ତର

    ଭୟଙ୍କର ସଡ଼କ ଦୁର୍ଘଟଣା: ୬ ମୃତ

    15346
    Nov 19, 2026
  • ନଭେମ୍ବରରୁ ଡିସେମ୍ବରରେ ୫୨ ଲକ୍ଷ ବିବାହ !
    ଦେଶ-ଦେଶାନ୍ତର

    ନଭେମ୍ବରରୁ ଡିସେମ୍ବରରେ ୫୨ ଲକ୍ଷ ବିବାହ !

    14657
    Nov 20, 2026
  • ନିବେଶକଙ୍କ ଖୁସି : ଅଟୋ, ବ୍ୟାଙ୍କିଙ୍ଗ୍ ଓ କଞ୍ଜ୍ୟୁମର ସେକ୍ଟରରେ ଜବରଦସ୍ତ ଉତ୍ସାହ
    ବାଣିଜ୍ୟ

    ନିବେଶକଙ୍କ ଖୁସି : ଅଟୋ, ବ୍ୟାଙ୍କିଙ୍ଗ୍ ଓ କଞ୍ଜ୍ୟୁମର ସେକ୍ଟରରେ ଜବରଦସ୍ତ ଉତ୍ସାହ

    13764
    Nov 20, 2026
  • ନୂଆ BS-ସିକ୍ସ ଗାଡ଼ି ପାଇଁ ୩ ବର୍ଷ ପର୍ଯ୍ୟନ୍ତ ମିଳିବ PUC ସାର୍ଟିଫିକେଟ
    ଦେଶ-ଦେଶାନ୍ତର

    ନୂଆ BS-ସିକ୍ସ ଗାଡ଼ି ପାଇଁ ୩ ବର୍ଷ ପର୍ଯ୍ୟନ୍ତ ମିଳିବ PUC ସାର୍ଟିଫିକେଟ

    13577
    Nov 20, 2026
  • ବିଶ୍ୱର ପ୍ରଭାବଶାଳୀ ମୁସଲମାନଙ୍କ ତାଲିକାରେ ଶାହରୁଖ, ଆମିର
    ମନୋରଞ୍ଜନ

    ବିଶ୍ୱର ପ୍ରଭାବଶାଳୀ ମୁସଲମାନଙ୍କ ତାଲିକାରେ ଶାହରୁଖ, ଆମିର

    15046
    Nov 20, 2026
  • ଯୋଗୀ ଆଦିତ୍ୟନାଥଙ୍କ ମାଆ ସାବିତ୍ରୀ ଦେବୀଙ୍କ ପରଲୋକ
    ଦେଶ-ଦେଶାନ୍ତର

    ଯୋଗୀ ଆଦିତ୍ୟନାଥଙ୍କ ମାଆ ସାବିତ୍ରୀ ଦେବୀଙ୍କ ପରଲୋକ

    14038
    Nov 20, 2026
  • ଭାରତରେ ପ୍ରଥମଥର ସ୍ୱଦେଶୀ ଏଚ୍‌-୫ଏନ୍‌-୧ ବାର୍ଡ ଫ୍ଲୁ ଟିକା, ୨୦ ରେ ଲଞ୍ଚ କରିବେ ...
    ଦେଶ-ଦେଶାନ୍ତର

    ଭାରତରେ ପ୍ରଥମଥର ସ୍ୱଦେଶୀ ଏଚ୍‌-୫ଏନ୍‌-୧ ବାର୍ଡ ଫ୍ଲୁ ଟିକା, ୨୦ ରେ ଲଞ୍ଚ କରିବେ ...

    14477
    Nov 19, 2026
  • ଶିଳ୍ପ ସଂସ୍ଥାଗୁଡ଼ିକ ଅଧିକ ନିଯୁକ୍ତି ସୃଷ୍ଟି କରିବା ସହ କର୍ମଚାରୀଙ୍କ ଆୟ ବୃଦ୍ଧି ...
    ଦେଶ-ଦେଶାନ୍ତର

    ଶିଳ୍ପ ସଂସ୍ଥାଗୁଡ଼ିକ ଅଧିକ ନିଯୁକ୍ତି ସୃଷ୍ଟି କରିବା ସହ କର୍ମଚାରୀଙ୍କ ଆୟ ବୃଦ୍ଧି ...

    13594
    Nov 19, 2026
  • ଗୋଟିଏ ଫଟୋ ଭାଗ୍ୟ ଚମକାଇଲା: ୨ ବର୍ଷୀୟ ଶିଶୁର ଷ୍ଟାଇଲ୍ ଲୁକ୍ ଭାଇରାଲ
    ଦେଶ-ଦେଶାନ୍ତର

    ଗୋଟିଏ ଫଟୋ ଭାଗ୍ୟ ଚମକାଇଲା: ୨ ବର୍ଷୀୟ ଶିଶୁର ଷ୍ଟାଇଲ୍ ଲୁକ୍ ଭାଇରାଲ

    15501
    Nov 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନଭେମ୍ବରରୁ ଡିସେମ୍ବରରେ ୫୨ ଲକ୍ଷ ବିବାହ !

    14657
    Nov 20, 2026
  • ଦେଶ-ଦେଶାନ୍ତର

    ନୂଆ BS-ସିକ୍ସ ଗାଡ଼ି ପାଇଁ ୩ ବର୍ଷ ପର୍ଯ୍ୟନ୍ତ ମିଳିବ PUC ସାର୍ଟିଫିକେଟ

    13577
    Nov 20, 2026
  • ଦେଶ-ଦେଶାନ୍ତର

    ଯୋଗୀ ଆଦିତ୍ୟନାଥଙ୍କ ମାଆ ସାବିତ୍ରୀ ଦେବୀଙ୍କ ପରଲୋକ

    14038
    Nov 20, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17297
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    18000
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17954
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18369
    Sep 06, 2023

ବିଶେଷ

  • ଛୋଟପିଲାଙ୍କ ମଧୁମେହ ଲକ୍ଷଣ ଜାଣନ୍ତୁ ଏମିତି....

    15393
    Nov 18, 2026
  • ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍

    14799
    Nov 14, 2026
  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    14425
    Nov 09, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15768
    Nov 08, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    14549
    Nov 07, 2026

ବାଣିଜ୍ୟ

ଭିଏଏମ୍ଏଲ୍ ସିଜିମାଳି ବକ୍ସାଇଟ୍ ଖଣି ପକ୍ଷରୁ କର୍କଟ ଚିହ୍ନଟ ଶିବିର ଆୟୋଜିତ, କଳାହାଣ୍ଡି ଓ ରାୟଗଡ଼ାର ୩୫୦ରୁ ଅଧିକ ଗୋଷ୍ଠୀ ସଦସ୍ୟ ଉପକୃତ

ଭୁବନେଶ୍ୱର: ଗୋଷ୍ଠୀ ସ୍ୱାସ୍ଥ୍ୟସେବାକୁ ସୁଦୃଢ଼ କରିବା ଏବଂ ପ୍ରତିଷେଧକ ସ୍ୱାସ୍ଥ୍ୟ ଅଭ୍ୟାସକୁ ପ୍ରୋତ୍ସାହିତ କରିବା ପାଇଁ ନିଜର ପ୍ରତିବଦ୍ଧତାକୁ ସୁଦୃଢ଼ କରି ବେଦାନ୍ତ ଆଲୁମିନିୟମ ରାୟଗଡ଼ା, କାଶିପୁର, ଭବାନୀପାଟଣା ...

  • ନିବେଶକଙ୍କ ଖୁସି : ଅଟୋ, ବ୍ୟାଙ୍କିଙ୍ଗ୍ ଓ କଞ୍ଜ୍ୟୁମର ସେକ୍ଟରରେ ଜବରଦସ୍ତ ଉତ୍ସାହ

    13764
    Nov 20, 2026
  • ଖରିଫ ସମ୍ପର୍କିତ ଶିକ୍ଷା ଆହରଣର ସମୀକ୍ଷା ଓ ଜଳବାୟୁ-ସହନଶୀଳ ରବି ଋତୁ ପାଇଁ ଯୋଜନା ପ୍ରସ୍ତୁତ କରିବାକୁ ପୁରୀରେ ଅନୁଷ୍ଠିତ ତୃତୀୟ ଡିଏଲ୍‌ସିସି ବୈଠକରେ ସାତଟି ଲାଇନ୍‌ ବିଭାଗ ଓ କେଭିକେ ଯୋଗଦେଲେ

    15720
    Nov 18, 2026
  • ଭିଏଏମଏଲ ପକ୍ଷରୁ କଳାହାଣ୍ଡି ଓ ରାୟଗଡ଼ାର ୩୩୦ରୁ ଅଧିକ ପରିବାରଙ୍କୁ ଇନ୍ଧନ-ଦକ୍ଷ ଚୁଲା ବିତରଣ

    14346
    Nov 18, 2026
  • ପ୍ରିମାଚ୍ୟୁର ଶିଶୁଙ୍କ ପାଇଁ ଭୁବନେଶ୍ୱରକୁ ଏକଜୁଟ କଲା ଆୟୁ ଫାଉଣ୍ଡେସନ୍ ଓ ଅଙ୍କୁରା ହସ୍ପିଟାଲ

    15200
    Nov 17, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିଶ୍ୱର ପ୍ରଭାବଶାଳୀ ମୁସଲମାନଙ୍କ ତାଲିକାରେ ଶାହରୁଖ, ଆମିର

    15046
    Nov 20, 2026
  • ଯୋଗୀ ଆଦିତ୍ୟନାଥଙ୍କ ମାଆ ସାବିତ୍ରୀ ଦେବୀଙ୍କ ପରଲୋକ

    14038
    Nov 20, 2026
  • ଭାରତରେ ପ୍ରଥମଥର ସ୍ୱଦେଶୀ ଏଚ୍‌-୫ଏନ୍‌-୧ ବାର୍ଡ ଫ୍ଲୁ ଟିକା, ୨୦ ରେ ଲଞ୍ଚ କରିବେ ଶିବରାଜ ସିଂ ଚୌହାନ

    14477
    Nov 19, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In