Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, June 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଶିଶୁଙ୍କୁ ସୁନା ମୁଦି ଉପହାର ଦେବେ ସରକାର

  • ହୋର୍ମୁଜ୍ ପାର୍ କଲା ଆଉ ୩୦ ଜାହାଜ

  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ...

  • କାବେରୀରେ ଭାସିଗଲେ ୫ ଜଣ

  • ଥରେ ନୁହେଁ, ବାରମ୍ବାର କେତନଙ୍କୁ ...

  • ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ...

  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ...

  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ ...

  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

  • ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ...

Home ›› ››ମୋଦିଙ୍କ କାର୍ୟ୍ୟକୁ ପ୍ରଶଂସା କଲେ ପୁଟିନ

ମୋଦିଙ୍କ କାର୍ୟ୍ୟକୁ ପ୍ରଶଂସା କଲେ ପୁଟିନ

2023-09-13 11:01:39
14883
Share:
Facebook
Twitter
E-Mail
WhatsApp
Telegram
ମୋଦିଙ୍କ କାର୍ୟ୍ୟକୁ ପ୍ରଶଂସା କଲେ ପୁଟିନ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କାର୍ୟ୍ୟକୁ ପୁଟିନ ପ୍ରଶଂସା କରିଛନ୍ତି । ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୀତିକୁ ପ୍ରଶଂସା କରିଛନ୍ତି । ମେକ ଇନ ଇଣ୍ଡିଆ କାର୍ୟ୍ୟକ୍ରମକୁ ପ୍ରଶଂସା କରି ସେ କହିଛନ୍ତି ପିଏମ ମୋଦି ଘରୋଇ ଉତ୍ପାଦକୁ ପ୍ରୋତ୍ସାହିତ କରି ବହୁତ ଭଲ କାମ କରୁଛନ୍ତି । ଋଷର ଭ୍ଲାଦିଭୋଷ୍ଟକରୁ ୮ମ ଇଷ୍ଟନ ଇକୋନୋମିକ ଫୋରରୁ ଏହା କହିଛନ୍ତି ପୁଟିନ ।

ପୁଟିନ କହିଛନ୍ତି,''ଘରୋଇ ସ୍ତରରେ ନିର୍ମିତ ଅଟୋମୋବାଇଲ ବ୍ୟବହାର ହେବା ଦରକାର । ପିଏମ ମୋଦିଙ୍କ ନେତୃତ୍ବାରେ ଭାରତ ତାର ନୀତିର ମିଶାଲ ସୃଷ୍ଟି କରିିଛି । ୧୯୯୦ ଦଶକରେ ଆମ ପାଖରେ ଘରୋଇ ସ୍ତରରେ ନିର୍ମିତ କାର ନଥିଲା ମାତ୍ର ଏବେ ଆମ ପାଖରେ ଅଛି । ଏହା ସତ୍ୟ କି ତାହା ମର୍ସଡିଜି ଓ ଅଡି ତୁଳନାରେ ସାଧାରଣ ଦେଖାଯାଏ । ମାତ୍ର ଏହା କୌଣସି ବିଷୟ ନୁହେଁ । ଆମକୁ ଭାରତକୁ ଅନୁକରଣ କରିବାକୁ ହେବ । ଭାରତ ତାର ଘରୋଇ ନିର୍ମିତ ଗାଡି ଉପରେ ଅଧିକ ଫୋକସ ଦେଉଛି । ମୋତେ ଲାଗୁଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେକ ଇନ ଇଣ୍ଡିଆକୁ ପ୍ରୋତ୍ସାହିତ କରି ବହୁତ ଭଲ କାମ କରୁଛନ୍ତି ।''
ସେ ଆହୁରି କହିଛନ୍ତି, ଋଷ ନିର୍ମିତ ଅଟୋ ମୋବାଇଲ୍ସ ବ୍ୟବହାର କରିବା ଭୁଲ ନୁହେଁ । ଆମ ପାଖରେ ଥିବା ଅଟୋମୋବାଇଲର ବ୍ୟବହାର କରିବା ଦରକାର । ଓଗଋଉ କନେକ୍ଟିଭିଟି କରିଡରକୁ ତୁର୍କୀ ବିରୋଧ କରୁଥିବା ବେଳେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏହାକୁ ସ୍ବାଗତ କରିଛନ୍ତି । ଏହି କରଡରରେ ଭାରତକୁ ଋଷର ସହଯୋଗ ମିଳିଛି । ଏହା ଲଜିଷ୍ଟିକ ଫାଇଦା ଦେବ ବୋଲି କହିଛନ୍ତି ପୁଟିନ ।

ପୁଟିନ କହିଛନ୍ତି, ଆମେରିକା ଏକ ନୂଆ ଆର୍ଥିକ କରିଡର ନିର୍ମାଣ ନେଇ ୟୁରୋପୀୟ ସଂଘ, ସାଉଦି ଆରବ ଏବଂ ଭାରତ ସହ ସହମତ ପ୍ରକାଶ କରି ସୀକୃତି ଦେଇଛି । ମାତ୍ର ଏହି ଯୋଜନା ଋଷ ପାଇଁ ଲାଭଦାୟକ ହେବ । ଆଇଏମଇସି ତାଙ୍କ ଦେଶକୁ ଲଜିଷ୍ଟିକ ବିକଶିତ କରିବାକୁ ସହାୟକ ହେବ । ଏହି ଯୋଜନା ଉପରେ ଅନେକ ବର୍ଷ ହେବ ଚର୍ଚ୍ଚା ଚାଲିଥିଲା ।'' ଭାରତ, ଆମେରିକା, ସାଉଦି ଆରବ, ଫ୍ରାନ୍ସ, ଜର୍ମାନୀ, ଇଟାଲୀ ଏବଂ ୟୁରୋପୀୟ ସଂଘ ଦ୍ବାରା ଦିଲ୍ଲୀରେ ଅନୁଷ୍ଠିତ ଜି୨୦ ସମ୍ମିଳନୀରେ ଭାରତ ମଧ୍ୟ ପୂର୍ବର ସ୍ଥାପନା ନେଇ ଏକ ଚୁକ୍ତି ସ୍ବାକ୍ଷର ହୋଇଛି । ଯାହାକୁ ନେଇ ଏହା କହିଛନ୍ତି ପୁଟିନ ।

 

Powered by Froala Editor

Tags putin appreciate modi

Related articles Odisha News Lens 4.1

  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ
    ଦେଶ-ଦେଶାନ୍ତର

    ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

    14166
    Jun 23, 2026
  • ୨ ଫାଳ ଉଦ୍ଧବସେନା  : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ
    ରାଜନୀତି

    ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ

    14187
    Jun 23, 2026
  • ଥରେ ନୁହେଁ, ବାରମ୍ବାର କେତନଙ୍କୁ ମାରିବାକୁ ଚେଷ୍ଟା କରିଥିଲେ ସିୟା
    ଅପରାଧ

    ଥରେ ନୁହେଁ, ବାରମ୍ବାର କେତନଙ୍କୁ ମାରିବାକୁ ଚେଷ୍ଟା କରିଥିଲେ ସିୟା

    13538
    Jun 25, 2026
  • ହୋର୍ମୁଜ୍ ପାର୍ କଲା ଆଉ ୩୦ ଜାହାଜ
    ଦେଶ-ଦେଶାନ୍ତର

    ହୋର୍ମୁଜ୍ ପାର୍ କଲା ଆଉ ୩୦ ଜାହାଜ

    15081
    Jun 25, 2026
  • ଶିଶୁଙ୍କୁ ସୁନା ମୁଦି ଉପହାର ଦେବେ ସରକାର
    ଦେଶ-ଦେଶାନ୍ତର

    ଶିଶୁଙ୍କୁ ସୁନା ମୁଦି ଉପହାର ଦେବେ ସରକାର

    14064
    Jun 25, 2026
  • କାବେରୀରେ ଭାସିଗଲେ ୫ ଜଣ
    ଦେଶ-ଦେଶାନ୍ତର

    କାବେରୀରେ ଭାସିଗଲେ ୫ ଜଣ

    14988
    Jun 25, 2026
  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ଗୋଦାମ ଘର, ୬ ଶ୍ରମିକ ମୃତ
    ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ଗୋଦାମ ଘର, ୬ ଶ୍ରମିକ ମୃତ

    14731
    Jun 24, 2026
  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ
    ଦେଶ-ଦେଶାନ୍ତର

    ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ

    15418
    Jun 25, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା
    ବିଶେଷ

    ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15014
    Jun 24, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ

    15418
    Jun 25, 2026
  • ରାଜନୀତି

    ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ

    14187
    Jun 23, 2026
  • ବିଶେଷ

    ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15014
    Jun 24, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16942
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17560
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17610
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18006
    Sep 06, 2023

ବିଶେଷ

  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15014
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15179
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    15025
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15636
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14501
    Jun 19, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13784
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14874
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15489
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15241
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ

    15418
    Jun 25, 2026
  • ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ

    14187
    Jun 23, 2026
  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ଗୋଦାମ ଘର, ୬ ଶ୍ରମିକ ମୃତ

    14731
    Jun 24, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In