Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, February 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଗୋଲାପ ଦିବସ

  • ଅଗ୍ନି-୩ ମଧ୍ୟବର୍ତ୍ତୀ-ଦୂରବର୍ତ୍ତୀ ...

  • ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୁଇ ...

  • ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଲେ ମୋଦୀ, କାରଣ ...

  • ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ...

  • ନିଜ ଶୈଳୀରେ ପାଠ ପଢିବାକୁ ପରାମର୍ଶ ଦେଲେ ...

  • କଂଗ୍ରେସକୁ କଟାକ୍ଷ କରି ଏମିତି କହିଲେ ...

  • ପ୍ରବଳ ହଟ୍ଟଗୋଳ: ଆସନ୍ତା ସୋମବାର ଦିନ ...

  • ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟରୁ ...

  • ନାଇଜେରିଆର ଦୁଇଟି ଗାଁରେ ଉଗ୍ରବାଦୀଙ୍କ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ନାଁ ବଦଳାଇଲା ବ୍ଲୁ ଡାର୍ଟ, ରଖିଲା 'ଭାରତ ଡାର୍ଟ'

ନାଁ ବଦଳାଇଲା ବ୍ଲୁ ଡାର୍ଟ, ରଖିଲା 'ଭାରତ ଡାର୍ଟ'

2023-09-13 17:36:19
14833
Share:
Facebook
Twitter
E-Mail
WhatsApp
Telegram
ନାଁ ବଦଳାଇଲା ବ୍ଲୁ ଡାର୍ଟ, ରଖିଲା 'ଭାରତ ଡାର୍ଟ'

ଇଣ୍ଡିଆ ବନାମ ଭାରତକୁ ନେଇ ଜାତୀୟ ରାଜନୀତି ସରଗରମ ରହିଛି। ଏ ପ୍ରସଙ୍ଗରେ ଶାସକ ଓ ବିରୋଧୀଙ୍କ ମଧ୍ୟରେ ବାକ୍‌ ଯୁଦ୍ଧ ଲାଗି ରହିଛି। ତେବେ ଦେଶର ନାମ ଇଣ୍ଡିଆ-ଭାରତ ବିବାଦ ମଧ୍ୟରେ ଖ୍ୟାତନାମା କୋରିଅର୍ ଡେଲିଭର୍ ସର୍ଭିସ୍ ବ୍ଲୁ ଡାର୍ଟ ଏକ୍ସପ୍ରେସ୍ ଲିମିଟେଡ୍ ତା'ର ଏକ ସର୍ଭିସର ନାମ ପରିବର୍ତ୍ତନ କରିଛି। ଏହାର 'ଡାର୍ଟ ପ୍ଲସ୍' ସର୍ଭିସ୍ ନାମକୁ 'ଭାରତ ଡାର୍ଟ'କୁ ପରିବର୍ତ୍ତନ କରିଛି କମ୍ପାନୀ। ଏନେଇ କମ୍ପାନୀ ପକ୍ଷରୁ ଏକ ବିବୃତ୍ତିରେ ଘୋଷଣା କରାଯାଇଛି।

ଭାରତ ଡାର୍ଟ ହେଉଛି ଆମ କମ୍ପାନୀ ଏବଂ ରାଷ୍ଟ୍ର ପାଇଁ ଏକ ନୂତନ ତଥା ରୋମାଞ୍ଚକର ଅଧ୍ୟାୟର ପ୍ରଥମ ପଦକ୍ଷେପ। ଭାରତ ଡାର୍ଟ(ପୂର୍ବରୁ ବ୍ଲୁ ଡାର୍ଟ ନାମରେ ଜଣାଶୁଣା) ଏକ ଭାରତୀୟ ଲୋଜିଷ୍ଟିକ୍ସ କମ୍ପାନୀ, ଯାହା କୋରିଅର୍ ଡେଲିଭରୀ ସେବା ଯୋଗାଇଦିଏ। ଏହାର ମୁଖ୍ୟ କାର୍ଯ୍ୟାଳୟ ମୁମ୍ବାଇରେ ଅବସ୍ଥିତ।

'ବ୍ଲୁ ଡାର୍ଟ'ର ପରିଚାଳନା ନିର୍ଦ୍ଦେଶକ ବାଲଫୋର ମାନୁଏଲ କହିଛନ୍ତି, "ଏହି ରିବ୍ରାଣ୍ଡିଂ (ପୁନଃନାମକରଣ) ଆମ ପାଇଁ ଏକ ରୋମାଞ୍ଚକର ପରିବର୍ତ୍ତନ। ପରିବର୍ତ୍ତନ ଦ୍ୱାରା କମ୍ପାନୀ ଭବିଷ୍ୟତରେ ଏକ ମାଇଲଖୁଣ୍ଟ ପ୍ରତିଷ୍ଠା କରିବ। ଭାରତର ବୃହତ ଆବଶ୍ୟକତା ପୂରଣ କରିବା ପାଇଁ ଆମେ ପ୍ରତିବଦ୍ଧ।

Powered by Froala Editor

Tags blue dart

Related articles Odisha News Lens 4.1

  •  କଂଗ୍ରେସକୁ କଟାକ୍ଷ କରି ଏମିତି କହିଲେ ମୋଦୀ
    ଦେଶ-ଦେଶାନ୍ତର

    କଂଗ୍ରେସକୁ କଟାକ୍ଷ କରି ଏମିତି କହିଲେ ମୋଦୀ

    13632
    Feb 06, 2026
  • ଅଗ୍ନି-୩ ମଧ୍ୟବର୍ତ୍ତୀ-ଦୂରବର୍ତ୍ତୀ ବାଲିଷ୍ଟିକ୍ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ
    ଦେଶ-ଦେଶାନ୍ତର

    ଅଗ୍ନି-୩ ମଧ୍ୟବର୍ତ୍ତୀ-ଦୂରବର୍ତ୍ତୀ ବାଲିଷ୍ଟିକ୍ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

    15110
    Feb 07, 2026
  •  ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଲେ ମୋଦୀ, କାରଣ ଜାଣନ୍ତୁ......
    ଦେଶ-ଦେଶାନ୍ତର

    ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଲେ ମୋଦୀ, କାରଣ ଜାଣନ୍ତୁ......

    14787
    Feb 07, 2026
  • ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ଚମତ୍କାରୀ ଲାଭ
    ବିଶେଷ

    ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ଚମତ୍କାରୀ ଲାଭ

    15359
    Feb 06, 2026
  • ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୁଇ ଦିନିଆ ମାଲେସିଆ ଗସ୍ତ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୁଇ ଦିନିଆ ମାଲେସିଆ ଗସ୍ତ

    14836
    Feb 07, 2026
  • ଗୋଲାପ ଦିବସ
    ବିଶେଷ

    ଗୋଲାପ ଦିବସ

    15445
    Feb 07, 2026
  • ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟକା: ଜାଣନ୍ତୁ କାହିଁକି ?
    ଦେଶ-ଦେଶାନ୍ତର

    ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟକା: ଜାଣନ୍ତୁ କାହିଁକି ?

    14965
    Feb 05, 2026
  •  ପ୍ରବଳ ହଟ୍ଟଗୋଳ: ଆସନ୍ତା ସୋମବାର ଦିନ ୧୧ଟା ପର୍ୟ୍ୟନ୍ତ ଗୃହ ମୁଲତବୀ ଘୋଷଣା
    ଦେଶ-ଦେଶାନ୍ତର

    ପ୍ରବଳ ହଟ୍ଟଗୋଳ: ଆସନ୍ତା ସୋମବାର ଦିନ ୧୧ଟା ପର୍ୟ୍ୟନ୍ତ ଗୃହ ମୁଲତବୀ ଘୋଷଣା

    14373
    Feb 06, 2026
  • ନାଇଜେରିଆର ଦୁଇଟି ଗାଁରେ ଉଗ୍ରବାଦୀଙ୍କ ଆକ୍ରମଣ, ୧୬୨ ମୃତ
    ଦେଶ-ଦେଶାନ୍ତର

    ନାଇଜେରିଆର ଦୁଇଟି ଗାଁରେ ଉଗ୍ରବାଦୀଙ୍କ ଆକ୍ରମଣ, ୧୬୨ ମୃତ

    14113
    Feb 05, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଅଗ୍ନି-୩ ମଧ୍ୟବର୍ତ୍ତୀ-ଦୂରବର୍ତ୍ତୀ ବାଲିଷ୍ଟିକ୍ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

    15110
    Feb 07, 2026
  • ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୁଇ ଦିନିଆ ମାଲେସିଆ ଗସ୍ତ

    14836
    Feb 07, 2026
  • ଦେଶ-ଦେଶାନ୍ତର

    ନିଜ ଶୈଳୀରେ ପାଠ ପଢିବାକୁ ପରାମର୍ଶ ଦେଲେ ମୋଦୀ

    14378
    Feb 06, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17327
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17400
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17743
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16220
    Apr 03, 2021

ବିଶେଷ

  • ଗୋଲାପ ଦିବସ

    15445
    Feb 07, 2026
  • ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ଚମତ୍କାରୀ ଲାଭ

    15359
    Feb 06, 2026
  • ଭୃଷଙ୍ଗ ପତ୍ରରେ ଅଛି ଆଶ୍ଚର୍ଯ୍ୟଜନକ ଫାଇଦା, ଜାଣନ୍ତୁ କିପରି କରିବେ ବ୍ୟବହାର

    15913
    Feb 04, 2026
  • ସକାଳେ ଖାଲି ପେଟରେ ଉଷୁମ ପାଣି ସହିତ ଆପଣଙ୍କ ଦିନ କରନ୍ତୁ ଆରମ୍ଭ

    14205
    Feb 02, 2026
  • କ୍ଷୀରକୁ କଦାପି ଖୋଲା ରଖନ୍ତୁ ନାହିଁ, ପରିବାରରେ ସୃଷ୍ଟି ହୁଏ କଳହ

    14422
    Jan 31, 2026

ବାଣିଜ୍ୟ

ଭୁଶୁଡିଲା ସେୟାର ମାର୍କେଟ

ଘରୋଇ ସେୟାର ବଜାରରେ ଏକ ଭୟଙ୍କର ସୁନାମି ଦେଖିବାକୁ ମିଳିଛି। ରବିବାର ଦିନ, BSE ସେନସେକ୍ସରେ ୧୫୪୬.୮୪ ପଏଣ୍ଟ (୧.୮୮%) ହ୍ରାସ ଘଟି ୮୦୭୨୨.୯୪ ପଏଣ୍ଟରେ ବନ୍ଦ ହୋଇଛି । ସେହିଭଳି NSE ନିଫ୍ଟି ୫୦ ଇଣ୍ଡେକ୍ସରେ ୪୯୫.୨୦ (୧.୯୬%) ହ୍ରାସ ଘଟି ୨୪୮୨୫.୪୫ ପଏଣ୍ଟରେ ବନ୍ଦ ହୋଇଥିଲା । ତେବେ ବଜେଟ୍ ଦିନ ସବୁଜ ରଙ୍ଗରେ ଖୋଲିଥ ...

  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16059
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15334
    Jan 22, 2026
  • ୧.୪୦ ଲକ୍ଷ ଟପିଲା ସୁନା

    15746
    Jan 12, 2026
  • ଆମୱେ ଇଣ୍ଡିଆ ଦ୍ରୁତ ଓ ସହଜ ସେବା ସହିତ ହୋମ୍‌ ଡେଲିଭରି ଅନୁଭୂତିକୁ ନୂଆ ରୂପ ପ୍ରଦାନ କରିଛି

    15499
    Jan 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟକା: ଜାଣନ୍ତୁ କାହିଁକି ?

    14965
    Feb 05, 2026
  • ଅଗ୍ନି-୩ ମଧ୍ୟବର୍ତ୍ତୀ-ଦୂରବର୍ତ୍ତୀ ବାଲିଷ୍ଟିକ୍ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

    15110
    Feb 07, 2026
  • ପ୍ରବଳ ହଟ୍ଟଗୋଳ: ଆସନ୍ତା ସୋମବାର ଦିନ ୧୧ଟା ପର୍ୟ୍ୟନ୍ତ ଗୃହ ମୁଲତବୀ ଘୋଷଣା

    14373
    Feb 06, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In