Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, October 20, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ...

  • ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ...

  • ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

  • ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ...

  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ...

  • ଆଖି ଭ୍ରୁଲତାରେ ଦାନ୍ତ

  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ...

  • ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ...

  • ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ...

  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଆଗାମୀ ୨୫ ବର୍ଷ ମଧ୍ୟରେ ଭାରତକୁ ଏକ ବିକଶିତ ଦେଶ ଭାବରେ ପରିଣତ କରିବା ପାଇଁ ସଂକଳ୍ପ ନେବା - ଧର୍ମେନ୍ଦ୍ର ପ୍ରଧାନ

ଆଗାମୀ ୨୫ ବର୍ଷ ମଧ୍ୟରେ ଭାରତକୁ ଏକ ବିକଶିତ ଦେଶ ଭାବରେ ପରିଣତ କରିବା ପାଇଁ ସଂକଳ୍ପ ନେବା - ଧର୍ମେନ୍ଦ୍ର ପ୍ରଧାନ

2023-09-15 08:31:38
14363
Share:
Facebook
Twitter
E-Mail
WhatsApp
Telegram
ଆଗାମୀ ୨୫ ବର୍ଷ ମଧ୍ୟରେ ଭାରତକୁ ଏକ ବିକଶିତ ଦେଶ ଭାବରେ ପରିଣତ କରିବା ପାଇଁ  ସଂକଳ୍ପ ନେବା - ଧର୍ମେନ୍ଦ୍ର ପ୍ରଧାନ

କୋଲକାତା : କୋଲକାତା ସ୍ଥିତ ଶ୍ରୀ ଅରବିନ୍ଦଙ୍କ ଜନ୍ମ ସ୍ଥାନ ଅରବିନ୍ଦ ଭବନରୁ 'ମୋ ମାଟି ମୋ ଦେଶ' ଅଭିଯାନରେ ସାମିଲ ହୋଇ ଅମୃତ କଳସରେ ମାଟି ସଂଗ୍ରହ କରିଛନ୍ତି କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ I ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ୱାନ କ୍ରମେ ଆରମ୍ଭ ହୋଇଥିବା  ମୋ ମାଟି ମୋ ଦେଶ ଅଭିଯାନ ଏବେ ଦେଶରେ ଜନଆନ୍ଦୋଳନର ରୂପ ନେଇସାରିଛି ଏବଂ ଦେଶର କୋଟି କୋଟି ଲୋକ ଏଥିରେ ସାମିଲ ହେଉଛନ୍ତି I  ଆଗାମୀ ୨୫ ବର୍ଷ ମଧ୍ୟରେ ଭାରତକୁ ଏକ ବିକଶିତ ଦେଶ ଭାବରେ ପରିଣତ କରିବା ପାଇଁ  ସଂକଳ୍ପ ନେବା ବୋଲି କହିଛନ୍ତି ଶ୍ରୀ ପ୍ରଧାନ I  

ଏହି ଅବସରରେ କେନ୍ଦ୍ରମନ୍ତ୍ରୀ କହିଥିଲେ ଯେ, ଶ୍ରୀ ଅରବିନ୍ଦଙ୍କ ବିଚାର, ଆଦର୍ଶ ଓ ଅବଦାନ ଭାରତର ଭବିଷ୍ୟତ ଗଠନରେ ପ୍ରମୁଖ ଭୂମିକା ଗ୍ରହଣ କରିଛି। ଉପନିବେଶବାଦ ମାନସିକତାରୁ ମୁକ୍ତି କରାଇବାରେ ଶ୍ରୀ ଅରବିନ୍ଦ ଥିଲେ ପ୍ରମୁଖ ବିନ୍ଧାଣି I 'ଶ୍ରେଷ୍ଠ ଭାରତ' ପାଇଁ ତାଙ୍କର ଦୃଷ୍ଟିକୋଣ ସର୍ବଦା ଆମକୁ ମାର୍ଗଦର୍ଶନ ପ୍ରଦାନ କରିବ । ମୋ ମାଟି ମୋ ଦେଶ ଅଭିଯାନରେ କୋଲକାତା ସ୍ଥିତ ଶ୍ରୀ ଅରବିନ୍ଦଙ୍କ ଜନ୍ମସ୍ଥାନରୁ ପବିତ୍ର ମାଟି ସଂଗ୍ରହ କରି ନିଜକୁ ଧନ୍ୟ ମନେ କରୁଛି ବୋଲି କହିଛନ୍ତି ଶ୍ରୀ ପ୍ରଧାନ I

ଜାତୀୟ ଶିକ୍ଷା ନୀତି ଶ୍ରୀ ଅରବିନ୍ଦଙ୍କ ପ୍ରକୃତ ଶିକ୍ଷା ଦୃଷ୍ଟିକୋଣ ସହିତ ଯୋଡ଼ି ହୋଇରହିଛି, ଯାହା ଦ୍ୱାରା ଶିଶୁର ସାମଗ୍ରିକ ବିକାଶ ପାଇଁ ଏକ ଉତ୍ତମ ପରିବେଶ ପ୍ରଦାନ କରେ । ଆଗାମୀ ୨୫ ବର୍ଷ ମଧ୍ୟରେ ଭାରତକୁ ଏକ ବିକଶିତ ଦେଶ ଭାବରେ ପ୍ରସ୍ତୁତ କରିବା ପାଇଁ ଉପସ୍ଥିତ ଜନସାଧାରଣଙ୍କୁ 'ପଞ୍ଚ ପ୍ରଣ' (ପାଞ୍ଚଟି ସଂକଳ୍ପ )କୁ ମନ୍ତ୍ରୀ ଦୋହରାଇଥିଲେ। କେନ୍ଦ୍ରମନ୍ତ୍ରୀ ଶପଥ କରାଇଥିଲେ କି ‘୨୦୪୭ ସୁଦ୍ଧା ଭାରତକୁ ଏକ ଆତ୍ମନିର୍ଭର ତଥା ବିକଶିତ ରାଷ୍ଟ୍ରରେ ପରିଣତ କରିବାର ସ୍ୱପ୍ନକୁ ସାକାର କରିବା’ ,‘ଦାସତ୍ୱର ମାନସିକତାକୁ ସମୁଳେ ନିପାତ କରିବା, ଦେଶର ସମୃଦ୍ଧ ସଂସ୍କୃତି ଓ ପରମ୍ପରାକୁ ନେଇ ଗର୍ବ କରିବା’, ‘ଭାରତର ଏକତା ଓ ଅଖଣ୍ଡତାକୁ ସୁଦୃଢ଼ କରିବା ଏବଂ ଦେଶର ସୁରକ୍ଷା ପାଇଁ ସମର୍ପିତ ବ୍ୟକ୍ତି ବିଶେଷଙ୍କୁ ସମ୍ମାନ କରିବା’ ତଥା ‘ନାଗରିକ ଭାବେ ଦେଶ ପ୍ରତି ନିଜର କର୍ତ୍ତବ୍ୟକୁ ନିଷ୍ଠାର ସହ ପରିପାଳନ କରିବା’ ।

ଉଲ୍ଲେଖଯୋଗ୍ୟ, କେନ୍ଦ୍ରମନ୍ତ୍ରୀଙ୍କ ଦ୍ବାରା ସଂଗୃହୀତ ମାଟି ଦିଲ୍ଲୀରେ ସ୍ଥାପନା ହେବାକୁ ଥିବା ଅମୃତବାଟିକାର ଏକ ଅଂଶ ହେବ । ଏହି ଗସ୍ତ ସମୟରେ ଶ୍ରୀ ପ୍ରଧାନ ଜନସମ୍ପର୍କ କାର୍ଯ୍ୟକ୍ରମରେ ମଧ୍ୟ ଯୋଗ ଦେଇଥିଲେ I

Powered by Froala Editor

Tags dharmendra pradhan

Related articles Odisha News Lens 4.1

  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ
    ଦେଶ-ଦେଶାନ୍ତର

    ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ

    14096
    Oct 19, 2026
  •  ବିଜୟାଦଶମୀରେ  ୨୨୧ ଫୁଟ ଉଚ୍ଚ ରାବଣ ପୁତ୍ତଳିକା ହେବ ଦହନ
    ଦେଶ-ଦେଶାନ୍ତର

    ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ପୁତ୍ତଳିକା ହେବ ଦହନ

    15124
    Oct 20, 2026
  • ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ

    15118
    Oct 20, 2026
  • ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି
    ଦେଶ-ଦେଶାନ୍ତର

    ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

    14482
    Oct 20, 2026
  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ
    ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ

    15651
    Oct 19, 2026
  • ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ
    ଦେଶ-ଦେଶାନ୍ତର

    ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ

    15352
    Oct 20, 2026
  • ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ
    ଦେଶ-ଦେଶାନ୍ତର

    ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ

    15290
    Oct 19, 2026
  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ

    14154
    Oct 18, 2026
  •  ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ
    ଦେଶ-ଦେଶାନ୍ତର

    ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ

    14121
    Oct 18, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆଖି ଭ୍ରୁଲତାରେ ଦାନ୍ତ

    14971
    Oct 19, 2026
  • ଦେଶ-ଦେଶାନ୍ତର

    ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ

    15290
    Oct 19, 2026
  • ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ

    15651
    Oct 19, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17196
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17891
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17838
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18262
    Sep 06, 2023

ବିଶେଷ

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14545
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15389
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14726
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14825
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15828
    Sep 29, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14626
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13992
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15111
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15819
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ

    15651
    Oct 19, 2026
  • ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ

    14121
    Oct 18, 2026
  • ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ

    15352
    Oct 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In