Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, June 28, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଗାଲାକ୍ସି ଆପାର୍ଟମେଣ୍ଟ ଛାଡ଼ି ଦେବେ ...

  • ଉତ୍ତର-ପୂର୍ବ ଜାପାନରେ ଭୂକମ୍ପ, ସୁନାମୀ ...

  • ଦିଲ୍ଲୀ-ଏନସିଆର ସମେତ ଜମ୍ମୁ-କାଶ୍ମୀରରେ ...

  • ବିଷାକ୍ତ କ୍ୟାପସୁଲ ବାଣ୍ଟିବାକୁ କରୁଥିଲା ...

  • କରାଚିରେ ଅର୍ଦ୍ଧସାମରିକ ମୁଖ୍ୟାଳୟରେ ...

  • ହୃଦୟ ଜିତୁଛି ଇଥା ଟିଜର

  • ଘରକୁ ଥଣ୍ଡା ରଖନ୍ତୁ ଏମିତି

  • ଯିଏ ଦୋଷୀ ତାକୁ ସେହି ସ୍ଥାନକୁ ନେଇ ...

  • ବିଶ୍ୱାସଘାତକଙ୍କ ପାଇଁ କୌଣସି କ୍ଷମା ...

  • ଅଯୋଧ୍ୟାରେ ରାମ ମନ୍ଦିର ଦାନ ଅର୍ଥ ହେରଫେର ...

Home ›› ››ରାଜ୍ୟ ନେତୃତ୍ୱଙ୍କୁ ଧନ୍ୟବାଦ ଦେଲେ ଧର୍ମେନ୍ଦ୍ର, କାହିଁକି ଜାଣନ୍ତୁ

ରାଜ୍ୟ ନେତୃତ୍ୱଙ୍କୁ ଧନ୍ୟବାଦ ଦେଲେ ଧର୍ମେନ୍ଦ୍ର, କାହିଁକି ଜାଣନ୍ତୁ

2021-06-03 12:24:05
15053
Share:
Facebook
Twitter
E-Mail
WhatsApp
Telegram
ରାଜ୍ୟ ନେତୃତ୍ୱଙ୍କୁ ଧନ୍ୟବାଦ ଦେଲେ ଧର୍ମେନ୍ଦ୍ର, କାହିଁକି ଜାଣନ୍ତୁ


ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ଆସ୍ଥା ଓ ଭରସା ପ୍ରକଟ କରି ରାଜ୍ୟର ନେତୃତ୍ୱ ତଥା ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି କେନ୍ଦ୍ରର ଟିକାକରଣ ନୀତିକୁ ସମର୍ଥନ କରିବା ସହ କେନ୍ଦ୍ର ସରକାରଙ୍କୁ ସମସ୍ତ ରାଜ୍ୟକୁ ଟିକା ଯୋଗାଇ ଦେବା ପାଇଁ ଅନୁରୋଧ କରିଥିବାରୁ ରାଜ୍ୟ ନେତୃତ୍ୱଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
 ରାଉରକେଲାରେ ୧୦୦ ଶଯ୍ୟା ବିଶିଷ୍ଟ ‘ଇସ୍ପାତ୍ ନିଦାନ କେନ୍ଦ୍ର’ର ଲୋକାର୍ପଣ କରିବା ଅବସରରେ ଶ୍ରୀ ପ୍ରଧାନ କହିଛନ୍ତି ଯେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଖୋଲା ବଜାରରେ ଟିକା ଉପଲବ୍ଧି ପାଇଁ ଗତ ଏପ୍ରିଲ ମାସ ୧୬ ତାରିଖରେ ପ୍ରଧାନମନ୍ତ୍ରୀଙ୍କୁ ପତ୍ର ଲେଖିଥିଲେ । ଏହା ପରେ ଅନେକ ରାଜ୍ୟ ମଧ୍ୟ ଖୋଲା ବଜାରରେ ଟିକା ଉପଲବ୍ଧି ପାଇଁ କେନ୍ଦ୍ର ସରକାରଙ୍କ ନିକଟରେ ଦାବୀ କରିଥିଲେ । ଭାରତ ସରକାର ସଂଘୀୟ ବ୍ୟବସ୍ଥାରେ ରାଜ୍ୟର ମତାମତକୁ ସମ୍ମାନ ଦେଇ ଟିକାକରଣ ନୀତିର ବିକେନ୍ଦ୍ରୀକରଣ କଲେ । ପୁନଶ୍ଚ ବର୍ତମାନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନେକ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖି କେନ୍ଦ୍ରର ଟିକାକରଣ ନୀତିକୁ ସମର୍ଥନ କରିବା ସହ କେନ୍ଦ୍ର ସରକାରଙ୍କ ମାଧ୍ୟମରେ ଟିକାର ଉପଲବ୍ଧ କରାଯାଉ ବୋଲି ଅନୁରୋଧ କରିଛନ୍ତି । ଏହି ପ୍ରସ୍ତାବ ଉପରେ ମଧ୍ୟ ଭାରତ ସରକାର ବିଚାରବିମର୍ଷ କରୁଛନ୍ତି ।

ଭାରତ ସରକାରଙ୍କ ପକ୍ଷରୁ ସବୁ ରାଜ୍ୟକୁ ୨୩ କୋଟି ଟିକା ଯୋଗାଯାଇଥିବା ବେଳେ ବର୍ତମାନ ସୁଦ୍ଧା ଓଡ଼ିଶାକୁ ୮୫ ଲକ୍ଷ ୧୭ ହଜାର ୯୫୦ଟିକା ପ୍ରଦାନ କରାଯାଇଛି । ଭାରତର ଜନସଂଖ୍ୟା ଆଧାରରେ ଓଡ଼ିଶାର ଜନସଂଖ୍ୟା ୩.୧ ପ୍ରତିଶତ ଥିବା ବେଳେ ଓଡ଼ିଶାକୁ ଟିକା ଉତ୍ପାଦନର ୩.୭୫ ପ୍ରତିଶତ ଉପଲବ୍ଧ ହୋଇଛି । ପ୍ରଧାନମନ୍ତ୍ରୀ ସବକା ସାଥ୍‌, ସବକା ବିକାଶ, ଏବଂ ସବକା ବିଶ୍ୱାସ ମନ୍ତ୍ରରେ ରେ ଧନୀ, ଗରିବ, ଉଚ୍ଚ, ନୀଚ୍ଚରେ ଭେଦଭାବ ନରଖି ଜନସଂଖ୍ୟା ଆଧାରରେ ରାଜ୍ୟ ମାନଙ୍କୁ ଟିକା ଯୋଗାଇଦେବାର ବ୍ୟବସ୍ଥା କରିଛନ୍ତି ।

ଏତଦବ୍ୟତିତ ଟିକାକରଣ ଉପରେ ମତପ୍ରକାଶ କରି ଶ୍ରୀ ପ୍ରଧାନ କହିଛନ୍ତି ଯେ ବର୍ତମାନ ସମୟରେ ଟିକା ପ୍ରତି ସଚେତନତା ବଢିଛି । ଆଜି ୫୦ ପ୍ରତିଶତ ଟିକା ଭାରତ ସରକାର ରାଜ୍ୟ ଗୁଡ଼ିକୁ ମାଗଣାରେ ଯୋଗାଉଥିବା ବେଳେ ୨୫ ପ୍ରତିଶତ ଟିକା ରାଜ୍ୟ ସରକାର ଏବଂ୨୫ ପ୍ରତିଶତ ଟିକା ଶିଳ୍ପ ଜଗତ ସେମାନଙ୍କର କର୍ମଚାରୀ ଏବଂ ପରିବାର ସଦସ୍ୟଙ୍କୁ ଟିକା ଲଗାଇବାର ନିଷ୍ପତି ନେଇଛନ୍ତି ।

Powered by Froala Editor

Tags Dharmendra pradhan

Related articles Odisha News Lens 4.1

  • ହୃଦୟ ଜିତୁଛି ଇଥା ଟିଜର
    ମନୋରଞ୍ଜନ

    ହୃଦୟ ଜିତୁଛି ଇଥା ଟିଜର

    13705
    Jun 28, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି
    ବିଶେଷ

    ଘରକୁ ଥଣ୍ଡା ରଖନ୍ତୁ ଏମିତି

    13765
    Jun 28, 2026
  • ଗାଲାକ୍ସି ଆପାର୍ଟମେଣ୍ଟ ଛାଡ଼ି ଦେବେ ସଲମାନ
    ମନୋରଞ୍ଜନ

    ଗାଲାକ୍ସି ଆପାର୍ଟମେଣ୍ଟ ଛାଡ଼ି ଦେବେ ସଲମାନ

    13939
    Jun 28, 2026
  •  ଯିଏ ଦୋଷୀ ତାକୁ ସେହି ସ୍ଥାନକୁ ନେଇ କେତନଙ୍କ ପରି ମୃତ୍ୟୁ ଦିଆଯାଉ: ସିଆଙ୍କ ମାଆ
    ଦେଶ-ଦେଶାନ୍ତର

    ଯିଏ ଦୋଷୀ ତାକୁ ସେହି ସ୍ଥାନକୁ ନେଇ କେତନଙ୍କ ପରି ମୃତ୍ୟୁ ଦିଆଯାଉ: ସିଆଙ୍କ ମାଆ

    13948
    Jun 27, 2026
  • ଅଯୋଧ୍ୟାରେ ରାମ ମନ୍ଦିର ଦାନ ଅର୍ଥ ହେରଫେର ଅଭିଯୋଗ ମାମଲା: ୮ ଜଣଙ୍କ ନାଁରେ ଏଫଆଇଆର
    ଦେଶ-ଦେଶାନ୍ତର

    ଅଯୋଧ୍ୟାରେ ରାମ ମନ୍ଦିର ଦାନ ଅର୍ଥ ହେରଫେର ଅଭିଯୋଗ ମାମଲା: ୮ ଜଣଙ୍କ ନାଁରେ ଏଫଆଇଆର

    14521
    Jun 26, 2026
  • ବିଷାକ୍ତ କ୍ୟାପସୁଲ ବାଣ୍ଟିବାକୁ କରୁଥିଲା ଯୋଜନା, ଅଭିଯୁକ୍ତ ଗିରଫ
    ଦେଶ-ଦେଶାନ୍ତର

    ବିଷାକ୍ତ କ୍ୟାପସୁଲ ବାଣ୍ଟିବାକୁ କରୁଥିଲା ଯୋଜନା, ଅଭିଯୁକ୍ତ ଗିରଫ

    14133
    Jun 28, 2026
  • ଉତ୍ତର-ପୂର୍ବ ଜାପାନରେ ଭୂକମ୍ପ, ସୁନାମୀ ଚେତାବନୀ ନାହିଁ
    ଦେଶ-ଦେଶାନ୍ତର

    ଉତ୍ତର-ପୂର୍ବ ଜାପାନରେ ଭୂକମ୍ପ, ସୁନାମୀ ଚେତାବନୀ ନାହିଁ

    13495
    Jun 28, 2026
  • ବିଶ୍ୱାସଘାତକଙ୍କ ପାଇଁ କୌଣସି କ୍ଷମା ନାହିଁ: ମମତା
    ଦେଶ-ଦେଶାନ୍ତର

    ବିଶ୍ୱାସଘାତକଙ୍କ ପାଇଁ କୌଣସି କ୍ଷମା ନାହିଁ: ମମତା

    15638
    Jun 27, 2026
  • କରାଚିରେ ଅର୍ଦ୍ଧସାମରିକ ମୁଖ୍ୟାଳୟରେ ଆତଙ୍କବାଦୀ ଆକ୍ରମଣ
    ଦେଶ-ଦେଶାନ୍ତର

    କରାଚିରେ ଅର୍ଦ୍ଧସାମରିକ ମୁଖ୍ୟାଳୟରେ ଆତଙ୍କବାଦୀ ଆକ୍ରମଣ

    14928
    Jun 28, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଘରକୁ ଥଣ୍ଡା ରଖନ୍ତୁ ଏମିତି

    13765
    Jun 28, 2026
  • ମନୋରଞ୍ଜନ

    ଗାଲାକ୍ସି ଆପାର୍ଟମେଣ୍ଟ ଛାଡ଼ି ଦେବେ ସଲମାନ

    13939
    Jun 28, 2026
  • ଦେଶ-ଦେଶାନ୍ତର

    ଦିଲ୍ଲୀ-ଏନସିଆର ସମେତ ଜମ୍ମୁ-କାଶ୍ମୀରରେ ଭୂକମ୍ପ ଝଟକା

    14852
    Jun 28, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16956
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17567
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17617
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18014
    Sep 06, 2023

ବିଶେଷ

  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    13765
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15597
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15629
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15277
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    15105
    Jun 21, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13791
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14888
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15501
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15257
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଯିଏ ଦୋଷୀ ତାକୁ ସେହି ସ୍ଥାନକୁ ନେଇ କେତନଙ୍କ ପରି ମୃତ୍ୟୁ ଦିଆଯାଉ: ସିଆଙ୍କ ମାଆ

    13948
    Jun 27, 2026
  • ଅଯୋଧ୍ୟାରେ ରାମ ମନ୍ଦିର ଦାନ ଅର୍ଥ ହେରଫେର ଅଭିଯୋଗ ମାମଲା: ୮ ଜଣଙ୍କ ନାଁରେ ଏଫଆଇଆର

    14521
    Jun 26, 2026
  • ବିଶ୍ୱାସଘାତକଙ୍କ ପାଇଁ କୌଣସି କ୍ଷମା ନାହିଁ: ମମତା

    15638
    Jun 27, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In