Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, February 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ତଳିପାଦ ଦେଖି ରୋଗ ବିଷୟରେ ଜାଣନ୍ତୁ .....

  • ଓଟ ପାଇଁ ହେବ “କ୍ୟାମେଲ ପାସପୋର୍ଟ”

  • ଅବସର ଘୋଷଣା କରିବା ପରେ ଅରିଜିତ୍ ଙ୍କ Comeback

  • ଗେମ୍ ପାଇଁ ବଢ଼ିଗଲା ବ୍ଲଡ୍ ପ୍ରେସର, ...

  • ବହୁମତରେ ଲିବରାଲ ଡେମୋକ୍ରାଟିକ୍ ପାର୍ଟିର ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

  • ଅଜୀର୍ଣ୍ଣ ସମସ୍ୟା ଥିଲେ, କରନ୍ତୁ ଏହା

  • ମଙ୍ଗଳବାର ଦିନ ୧୧ଟା ପର୍ଯ୍ୟନ୍ତ ମୁଲତବୀ ...

  • ପ୍ରଥମ ବର୍ଷର ଆଇନ ଛାତ୍ର ସହପାଠୀଙ୍କୁ ...

  • ହସ୍ପିଟାଲରେ ଭର୍ତ୍ତି ହେଲେ ଶରଦ ପାୱର

Home ›› ››ମାଲକାନଗିରି ଗସ୍ତରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲେ ଅପରାଜିତା

ମାଲକାନଗିରି ଗସ୍ତରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲେ ଅପରାଜିତା

2023-09-15 18:44:17
14277
Share:
Facebook
Twitter
E-Mail
WhatsApp
Telegram
ମାଲକାନଗିରି ଗସ୍ତରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲେ ଅପରାଜିତା

ମାଲକାନଗିରି  - ମାଲକାନଗିରି ଜିଲ୍ଲାର ଜନସଂଖ୍ୟା ୮ ଲକ୍ଷ ୫୨ ହଜାର ରହିଛି । ତନ୍ମଧ୍ୟରୁ ଶତକଡ଼ା ୭୫ ପ୍ରତିଶତ ଶ୍ରାମିକ, ଚାଷୀ ଅଛନ୍ତି । ଏମାନେ ରୋଜଗାର ଅଭାବରୁ ତେଲେଙ୍ଗାନା, ଆନ୍ଧ୍ର ପ୍ରଦେଶ ଯାଉଛନ୍ତି । ଯଦି ଜିଲ୍ଲାରେ ଛୋଟ ଛୋଟ ଉଦ୍ୟୋଗ ହୋଇଥାନ୍ତା,ତାହାହେଲେ ସେମାନେ ବାହାରକୁ ଯାଇ ନଥାନ୍ତେ ବୋଲି ବିଜେପିର ରାଷ୍ଟ୍ରିୟ ପ୍ରବକ୍ତା ତଥା ଭୂବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ପ୍ରକାଶ କରିଛନ୍ତି । ଜିଲ୍ଲାର ୭ ଟି ବ୍ଲକ ମଧ୍ୟରୁ ମାଥିଲି, ଖଇରପୁଟ ଓ ଚିତ୍ରକୋଣ୍ଡା ବ୍ଲକରେ ଜଳସେଚନର ସୁବିଧା ନ ଥିବା ବେଳେ ଅନ୍ୟ ବ୍ଲକର ଅବସ୍ଥା ଖରାପ ରହିଛି । ଜଳସେଚନର ସୁବିଧା ଥିଲେ ଚାଷୀମାନେ ବର୍ଷକୁ ୩ ରୁ ୪ ଟା ଫସଲ କରିପାରିଥାନ୍ତେ । ବି.ଇଡି କଲେଜ ନିର୍ମାଣ କାର୍ଯ୍ୟ ଶେଷ ହୋଇଥିବା ବେଳେ ଏହା କାର୍ଯ୍ୟକ୍ଷମ ହୋଇନାହିଁ । ହ୍ୟମେନ ଡେଭଲପମେଂଟ ଇଣ୍ଡେକ୍ସରେ ମାଲକାନଗିରି ଜିଲ୍ଲା ରାଜ୍ୟର ୨୯ କିମ୍ବା ୩୦ ନମ୍ବରରେ ରହିଛି । ଗତ ୨୦୧୧ ମସିହାର ଜନଗଣନା ଅନୁଯାୟୀ ଜିଲ୍ଲାର ମହିଳାଙ୍କ ସାକ୍ଷରତା ହାର ଶତକଡ଼ା ୬ ପ୍ରତିଶତରୁ ଉର୍ଦ୍ଧ ନାହିଁ । ଜିଲ୍ଲାରେ ଶିଶୁ ମୃତ୍ୟୁ ହାର, ମାତୃ ମୃତ୍ୟ ହାର ଓ କୁପୋଷଣ ହାର ଅଧିକ ରହିଛି । ଜିଲ୍ଲାର ବିଭିନ୍ନ କାର୍ଯ୍ୟାଳୟରେ କର୍ମଚାରୀଙ୍କ ଅଭାବ ରହିଛି । ଏ ବିଷୟରେ ଚିନ୍ତା କରିବାର ଆବଶ୍ୟକତା ରହଛି ବୋଲି ମାଲକାନଗିରି ଡି.ଏନ.କେ ଖେଳ ପଡ଼ିଆଠାରେ ମାଲକାନଗିରି ବିକାଶ ପରିଷଦର ଏକ ସଭାରେ ମୂଖ୍ୟ ଅତିଥି ଭାବେ ଯୋଗ ଦେଇ ସେ ଏହା ପ୍ରକାଶ କରିିଛନ୍ତି ।ଏଥିସହ ଭୂବନେଶ୍ୱରରେ ତାମିଲନାଡ଼ୁର ଜଣେ ପ୍ରଭାବଶାଳୀ ମହିଳା ୧୫୦ ଏକର ଜମି ଜବରଦଖଲ କରି ୩୦୦ ଏକର ଜମିରେ ପାଣି ବନ୍ଦ କରିଛନ୍ତି । ଯଦି ସେଠାରେ ଏଭଳି ଅବସ୍ଥା ତାହା ହେଲେ ମାଲକାନଗିରିରେ ଏଭଳି ଜବରଦଖଲ କେତେ ଥିବ ବୋଲି ପ୍ରଶ୍ନ କରି ମୂଖ୍ୟମନ୍ତ୍ରୀ ଧ୍ରୂତରାଷ୍ଟ ନ ହୁଅନ୍ତୁ ଓ ରାଜଧର୍ମ ପାଳନ କରି ତାଙ୍କ ଆଖ ପାଖ ଅଂଚଳରେ କଣ ହେଉଛି ଦେଖନ୍ତୁ ବୋଲି ସେ କହିଛନ୍ତି । ଏହି ସଭାରେ ଅନ୍ୟମାନଙ୍କ ମଧ୍ୟରେ ମାଲକାନଗିରି ବିଧାୟକ ଆଦିତ୍ୟ ମାଡ଼ି, ବିଜେପିର ବରିଷ୍ଠ ନେତା ଗୁରୁଚରଣ ମହାନ୍ତି, ମନୋଜ କୁମାର ପାଢ଼ୀ, ମାଲକାନଗିରି ବିକାଶ ପରିଷଦର ଆବାହକ ଇ.ପ୍ରସାଦ ରାଓ , ଆମ ପରିବାରର ଆବାହକ ଜୀବନ ସାହୁ, ଆମ ପରିବାରର ଆବାହକ ମନ୍ମଥ ମଲ୍ଲିକ, ରାଜ୍ୟ ଆବାହକ ନିଶିକାନ୍ତ ନାୟକ, ସଂଯୋଜକ ରଶ୍ମି ରଞ୍ଜନ ଲେଙ୍କା, କୋରାପୁଟ ଜିଲ୍ଲାର ପୂର୍ବତନ ବିଜେପି ସଭାପତି ବିଜୟ ମିଶ୍ରଙ୍କ ସମେତ ବହୁ ସାମାଜିକ କର୍ମି ଯୋଗ ଦେଇଥିଲେ । ଏ ଅବସରରେ ମାଲକାନଗିରି ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘ, ଜିଲ୍ଲା ଡ୍ରାଇଭର ସଂଘ ଓ କ୍ଷୁଦ୍ର ଜମାକାରୀ ସଂଘ ଦ୍ୱାରା ସାଂସଦ ଶ୍ରୀମତି ଷଡ଼ଙ୍ଗୀଙ୍କ ଦାବୀ ପତ୍ର ପ୍ରଦାନ କରାଯାଇଥିଲା । ଏଥିପୂର୍ବରୁ ସ୍ଥାନୀୟ ବସଷ୍ଟାଣ୍ଡଠାରେ ସାଂସଦ ଶ୍ରୀମତି ଷଡ଼ଙ୍ଗୀଙ୍କୁ ସ୍ୱାଗତ କରାଯାଇଥିଲା । ପରେ ଏକ ବିରାଟ ପଦଯାତ୍ରା ସ୍ଥାନୀୟ ବସଷ୍ଟାଣ୍ଡରୁ ବାହାରି ଡି.ଏନ.କେ ଖେଳ ପଡ଼ିଆଠାରେ ପହଂଚିଥିଲା ।

Powered by Froala Editor

Tags Aparajita Sarangi

Related articles Odisha News Lens 4.1

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ
    ବାଣିଜ୍ୟ

    ୧ ଏପ୍ରିଲରୁ ନୂତନ ଆୟକର ଆଇନ

    14844
    Feb 09, 2026
  • ଓଟ ପାଇଁ ହେବ “କ୍ୟାମେଲ ପାସପୋର୍ଟ”
    ଦେଶ-ଦେଶାନ୍ତର

    ଓଟ ପାଇଁ ହେବ “କ୍ୟାମେଲ ପାସପୋର୍ଟ”

    14347
    Feb 09, 2026
  • ଅବସର ଘୋଷଣା କରିବା ପରେ ଅରିଜିତ୍ ଙ୍କ Comeback
    ମନୋରଞ୍ଜନ

    ଅବସର ଘୋଷଣା କରିବା ପରେ ଅରିଜିତ୍ ଙ୍କ Comeback

    14101
    Feb 09, 2026
  • ମଙ୍ଗଳବାର ଦିନ ୧୧ଟା ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା
    ଦେଶ-ଦେଶାନ୍ତର

    ମଙ୍ଗଳବାର ଦିନ ୧୧ଟା ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା

    15584
    Feb 09, 2026
  • ହସ୍ପିଟାଲରେ ଭର୍ତ୍ତି ହେଲେ ଶରଦ ପାୱର
    ଦେଶ-ଦେଶାନ୍ତର

    ହସ୍ପିଟାଲରେ ଭର୍ତ୍ତି ହେଲେ ଶରଦ ପାୱର

    13727
    Feb 09, 2026
  • ଅଜୀର୍ଣ୍ଣ ସମସ୍ୟା ଥିଲେ, କରନ୍ତୁ ଏହା
    ବିଶେଷ

    ଅଜୀର୍ଣ୍ଣ ସମସ୍ୟା ଥିଲେ, କରନ୍ତୁ ଏହା

    15143
    Feb 09, 2026
  • ତଳିପାଦ ଦେଖି ରୋଗ ବିଷୟରେ ଜାଣନ୍ତୁ .....
    ବିଶେଷ

    ତଳିପାଦ ଦେଖି ରୋଗ ବିଷୟରେ ଜାଣନ୍ତୁ .....

    14176
    Feb 10, 2026
  • ଗେମ୍ ପାଇଁ ବଢ଼ିଗଲା ବ୍ଲଡ୍ ପ୍ରେସର, ଫାଟିଗଲା ଯୁବକଙ୍କ ମୁଣ୍ଡ ଶିରା
    ଦେଶ-ଦେଶାନ୍ତର

    ଗେମ୍ ପାଇଁ ବଢ଼ିଗଲା ବ୍ଲଡ୍ ପ୍ରେସର, ଫାଟିଗଲା ଯୁବକଙ୍କ ମୁଣ୍ଡ ଶିରା

    13521
    Feb 09, 2026
  • ପ୍ରଥମ ବର୍ଷର ଆଇନ ଛାତ୍ର ସହପାଠୀଙ୍କୁ ଗୁଳି କରି ହତ୍ୟା ପରେ ନିଜକୁ କରିଲେ ଗୁଳି
    ଦେଶ-ଦେଶାନ୍ତର

    ପ୍ରଥମ ବର୍ଷର ଆଇନ ଛାତ୍ର ସହପାଠୀଙ୍କୁ ଗୁଳି କରି ହତ୍ୟା ପରେ ନିଜକୁ କରିଲେ ଗୁଳି

    15286
    Feb 09, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଓଟ ପାଇଁ ହେବ “କ୍ୟାମେଲ ପାସପୋର୍ଟ”

    14347
    Feb 09, 2026
  • ମନୋରଞ୍ଜନ

    ଅବସର ଘୋଷଣା କରିବା ପରେ ଅରିଜିତ୍ ଙ୍କ Comeback

    14101
    Feb 09, 2026
  • ବିଶେଷ

    ତଳିପାଦ ଦେଖି ରୋଗ ବିଷୟରେ ଜାଣନ୍ତୁ .....

    14176
    Feb 10, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17328
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17400
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17744
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16221
    Apr 03, 2021

ବିଶେଷ

  • ତଳିପାଦ ଦେଖି ରୋଗ ବିଷୟରେ ଜାଣନ୍ତୁ .....

    14176
    Feb 10, 2026
  • ଅଜୀର୍ଣ୍ଣ ସମସ୍ୟା ଥିଲେ, କରନ୍ତୁ ଏହା

    15143
    Feb 09, 2026
  • ଗୋଲାପ ଦିବସ

    15935
    Feb 07, 2026
  • ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ଚମତ୍କାରୀ ଲାଭ

    15806
    Feb 06, 2026
  • ଭୃଷଙ୍ଗ ପତ୍ରରେ ଅଛି ଆଶ୍ଚର୍ଯ୍ୟଜନକ ଫାଇଦା, ଜାଣନ୍ତୁ କିପରି କରିବେ ବ୍ୟବହାର

    16151
    Feb 04, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14769
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14450
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16059
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15336
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଗେମ୍ ପାଇଁ ବଢ଼ିଗଲା ବ୍ଲଡ୍ ପ୍ରେସର, ଫାଟିଗଲା ଯୁବକଙ୍କ ମୁଣ୍ଡ ଶିରା

    13521
    Feb 09, 2026
  • ମଙ୍ଗଳବାର ଦିନ ୧୧ଟା ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା

    15584
    Feb 09, 2026
  • ଓଟ ପାଇଁ ହେବ “କ୍ୟାମେଲ ପାସପୋର୍ଟ”

    14347
    Feb 09, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In