Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, August 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ...

  • ୟୁକ୍ରେନ ଉପରେ ରୁଷର କ୍ଷେପଣାସ୍ତ୍ର ମାଡ଼: ...

  • ପ୍ରବଳ ହଙ୍ଗାମା ଓ ବିରୋଧ ପ୍ରଦର୍ଶନ: ...

  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ...

  • ସର୍ଟକଟ୍‌ ପ୍ରତି ସାବଧାନ ଓ ...

  • ପ୍ଲାଷ୍ଟିକ ନୋଟକୁ ମିଳିଲା ମଞ୍ଜୁରି

  • ମୁମ୍ବାଇର କୁର୍ଲାରେ ଭୂସ୍ଖଳନ

  • ସସ୍‌ପେଣ୍ଡ ହେଲା Blinkit ଲାଇସେନ୍ସ, ଜାଣନ୍ତୁ ...

  • ‘ବନ୍ଦେ ମାତରମ’ ବିଲ୍ କୁ ରାଷ୍ଟ୍ରପତିଙ୍କ ...

ଜିଲ୍ଲା ପରିକ୍ରମା
Home ›› ଜିଲ୍ଲା ପରିକ୍ରମା ››ସାର ମୋକ୍ଷଗୁଣ୍ଡମ ବିଶ୍ୱେଶ୍ୱରାୟଙ୍କ ଜୟନ୍ତୀ ତଥା "ଜାତୀୟ ଇଞ୍ଜିନିୟର ଦିବସ ପାଳନ

ସାର ମୋକ୍ଷଗୁଣ୍ଡମ ବିଶ୍ୱେଶ୍ୱରାୟଙ୍କ ଜୟନ୍ତୀ ତଥା "ଜାତୀୟ ଇଞ୍ଜିନିୟର ଦିବସ ପାଳନ

2023-09-15 19:23:59
20096
Share:
Facebook
Twitter
E-Mail
WhatsApp
Telegram
ସାର ମୋକ୍ଷଗୁଣ୍ଡମ ବିଶ୍ୱେଶ୍ୱରାୟଙ୍କ ଜୟନ୍ତୀ ତଥା

ମାଲକାନଗିରି, ୧୫।୯(ସପ୍ର): ମାଲକାନଗିରି ଜିଲ୍ଲା ସଦରରେ ଥିବା ସରକାରୀ ପଲିଟେକ୍ନିକ୍ ଠାରେ ଇଞ୍ଜିନିୟର ଓ ସରକାରୀ ଅଧିକାରୀଙ୍କ ଉପସ୍ଥିତିରେ "ଜାତୀୟ ଇଞ୍ଜିନିୟର ଦିବସ-୨୦୨୩" ପାଳନ କରାଯାଇଥିଲା । ଇଞ୍ଜିନିୟର୍ସ ଡେ'ର ଥିମ୍ ଥିଲା 'ଇଞ୍ଜିନିୟରିଂ ଫର୍ ଏ ସଷ୍ଟେନେବଲ୍ ଫ୍ୟୁଚର'। ଭାରତର ଭିତ୍ତିଭୂମି ବିକାଶ ପାଇଁ ସମର୍ପିତ ବ୍ୟକ୍ତିତ୍ୱଙ୍କ ପାଇଁ ଏହି ମହାନ ଦିବସ ପାଳନ କରିବା ପାଇଁ ଜିଲ୍ଲାର ବିଭିନ୍ନ କୋଣ ଅନୁକୋଣରୁ ପ୍ରତିନିଧିମାନେ ଅଂଶଗ୍ରହଣ କରିଥିଲେ। ଏହି ଅବସରରେ ଓଏଚପିସି ବାଲିମେଳାର ଏଜିଏମ୍ ଭିକାରୀ ଚରଣ ମଲ୍ଲିକ, ଜିଲ୍ଲା ବାଣିଜ୍ୟ ଅଧ୍ୟାପକ ଡ଼ଃ ରଞ୍ଜନ କୁମାର ସ୍ୱାଇଁ, ଚମ୍ବର ଅଫ କମର୍ଶ ସଭାପତି ଅଶୋକ ପଟ୍ଟନାୟକ, ଓଏଚପିସି ବାଲିମେଳାର ସହାୟକ ଇଞ୍ଜିନିୟର ସନ୍ଦୀପ ନାୟକ, ସହାୟିକା ନିର୍ବାହୀ ଯନ୍ତ୍ରୀ ଜ୍ୟୋତିରାଣୀ ଭୋମିକ, ଜିଲ୍ଲା ଦକ୍ଷତା ଅଧିକାରୀ ମନସ୍ୱି ସେଠୀ, ଜିଲ୍ଲା ମଙ୍ଗଳ ଅଧିକାରୀ ପ୍ରଫୁଲ୍ଲ କୁମାର ଭୁଜବଳ, ଶିଳ୍ପ ପ୍ରୋତ୍ସାହନ ଅଧିକାରୀ ରବିନ୍ଦ୍ରନାଥ କୁଣ୍ଡୁ, ଜୁନିୟର ଇଞ୍ଜିନିୟର,ଆର୍ ଆଣ୍ଡ ବି ରାଜଶ୍ରୀ ପଟ୍ଟନାୟକ, ଜୁନିୟର ଇଞ୍ଜିନିୟର, ଆର୍ ଆଣ୍ଡ ବି ଡିଭିଜନର ସାନ୍ତନୁ ବେହେରା, ଏସଡିଓ ସଙ୍ଗ୍ରାମ ମାରାଣ୍ଡି, ଏସଡିଓ ସୁଶାନ୍ତ କୁମାର ଜେନା, ଇଏମ୍ଆରସ୍ ର ପ୍ରିନ୍ସିପାଲ୍ ବିଭୂତି ପ୍ରସାଦ ପଣ୍ଡା ପ୍ରମୁଖ ଅତିଥି ଭାବେ ଉପସ୍ଥିତ ଥିଲେ । ମୁଖ୍ୟବକ୍ତା ଶ୍ରୀ ମଲ୍ଲିକ ବିଶ୍ୱେଶ୍ୱରଙ୍କ ଜୀବନୀ ବର୍ଣ୍ଣନା କରିଥିଲେ। ସେ କହିଥିଲେ ଯେ ବିଶ୍ୱେଶ୍ୱରାୟ ଭାରତର ପ୍ରଥମ ଇଞ୍ଜିନିୟର ଥିଲେ ଏବଂ ରାଷ୍ଟ୍ର ନିର୍ମାଣରେ ତାଙ୍କର ଯୋଗଦାନ ଉଲ୍ଲେଖନୀୟ। ସମ୍ମାନିତ ଅତିଥି ତଥା ସିଭିଲ ଇଞ୍ଜିନିୟର ଶ୍ରୀ ପଟ୍ଟନାୟକ ସିଭିଲ ଇଞ୍ଜିନିୟର ମାନଙ୍କ ଦ୍ୱାରା ନିର୍ମାଣ କାର୍ଯ୍ୟ କିଭଳି ଗୁଣାତ୍ମକ ଭାବେ ବଜାୟ ରହିପାରିବ ସେ ସମ୍ପର୍କରେ ମତବ୍ୟକ୍ତ କରିଥିଲେ। ମୁଖ୍ୟ ଅତିଥି ଡକ୍ଟର ସ୍ୱାଇଁ ଛାତ୍ରଛାତ୍ରୀଙ୍କୁ ଭଲ ଇଞ୍ଜିନିୟର ହେବାକୁ ପରାମର୍ଶ ଦେଇଥିଲେ। ଭାରତର ମୋଟ ଘରୋଇ ଉତ୍ପାଦ ଭାରତର ଉନ୍ନତମାନର ଇଞ୍ଜିନିୟର ମାନଙ୍କ ଉପରେ ନିର୍ଭର କରେ ବୋଲି ମଧ୍ୟ ସେ ମତ ରଖିଥିଲେ । ଏହି କାର୍ଯ୍ୟକ୍ରମରେ ଅନୁଷ୍ଠାନର ସମସ୍ତ ଛାତ୍ରଛାତ୍ରୀ, ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀ ଉପସ୍ଥିତ ଥିଲେ। ପ୍ରୀତିରଞ୍ଜନ ପ୍ରିୟଦର୍ଶୀ ପାତ୍ର ଓ ସୌରଭ ରଞ୍ଜନ ପ୍ରଧାନ ଏହି କାର୍ଯ୍ୟକ୍ରମର ଆୟୋଜନ କରିଥିଲେ। କାର୍ଯ୍ୟକ୍ରମ ଶେଷରେ ଅନୁଷ୍ଠାନର ଅଧ୍ୟକ୍ଷ ଜ୍ଞାନରଞ୍ଜନ ଦାସ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ |




Powered by Froala Editor

Tags Malkangiri, Engineer day

Related articles Odisha News Lens 4.1

  • ‘ବନ୍ଦେ ମାତରମ’ ବିଲ୍ କୁ ରାଷ୍ଟ୍ରପତିଙ୍କ ମୋହର
    ଦେଶ-ଦେଶାନ୍ତର

    ‘ବନ୍ଦେ ମାତରମ’ ବିଲ୍ କୁ ରାଷ୍ଟ୍ରପତିଙ୍କ ମୋହର

    13918
    Aug 12, 2026
  • ସର୍ଟକଟ୍‌ ପ୍ରତି ସାବଧାନ ଓ ଇନଫ୍ଲୁଏନ୍ସର୍‌ଙ୍କ ଠାରୁ ସତର୍କ ରହିବାକୁ ପରାମର୍ଶ ଦେଲେ ...
    ଦେଶ-ଦେଶାନ୍ତର

    ସର୍ଟକଟ୍‌ ପ୍ରତି ସାବଧାନ ଓ ଇନଫ୍ଲୁଏନ୍ସର୍‌ଙ୍କ ଠାରୁ ସତର୍କ ରହିବାକୁ ପରାମର୍ଶ ଦେଲେ ...

    15042
    Aug 12, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି
    ବାଣିଜ୍ୟ

    ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    13229
    Aug 13, 2026
  • ୟୁକ୍ରେନ ଉପରେ ରୁଷର କ୍ଷେପଣାସ୍ତ୍ର ମାଡ଼: ୧୨ ମୃତ
    ଦେଶ-ଦେଶାନ୍ତର

    ୟୁକ୍ରେନ ଉପରେ ରୁଷର କ୍ଷେପଣାସ୍ତ୍ର ମାଡ଼: ୧୨ ମୃତ

    14511
    Aug 13, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ
    ବିଶେଷ

    ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14148
    Aug 13, 2026
  • ପ୍ରବଳ ହଙ୍ଗାମା ଓ ବିରୋଧ ପ୍ରଦର୍ଶନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ହେଲା ଲୋକସଭା
    ଦେଶ-ଦେଶାନ୍ତର

    ପ୍ରବଳ ହଙ୍ଗାମା ଓ ବିରୋଧ ପ୍ରଦର୍ଶନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ହେଲା ଲୋକସଭା

    13681
    Aug 13, 2026
  • ମୁମ୍ବାଇର କୁର୍ଲାରେ ଭୂସ୍ଖଳନ
    ଦେଶ-ଦେଶାନ୍ତର

    ମୁମ୍ବାଇର କୁର୍ଲାରେ ଭୂସ୍ଖଳନ

    14178
    Aug 12, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ ...

    13715
    Aug 12, 2026
  • ସସ୍‌ପେଣ୍ଡ ହେଲା Blinkit ଲାଇସେନ୍ସ, ଜାଣନ୍ତୁ କେଉଁଠି
    ଦେଶ-ଦେଶାନ୍ତର

    ସସ୍‌ପେଣ୍ଡ ହେଲା Blinkit ଲାଇସେନ୍ସ, ଜାଣନ୍ତୁ କେଉଁଠି

    13770
    Aug 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    13715
    Aug 12, 2026
  • ଦେଶ-ଦେଶାନ୍ତର

    ସସ୍‌ପେଣ୍ଡ ହେଲା Blinkit ଲାଇସେନ୍ସ, ଜାଣନ୍ତୁ କେଉଁଠି

    13770
    Aug 12, 2026
  • ଦେଶ-ଦେଶାନ୍ତର

    ମୁମ୍ବାଇର କୁର୍ଲାରେ ଭୂସ୍ଖଳନ

    14178
    Aug 12, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17026
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17639
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17688
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18089
    Sep 06, 2023

ବିଶେଷ

  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14148
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14485
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14317
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15901
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16315
    Aug 02, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    13715
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14355
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15258
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14627
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପ୍ଲାଷ୍ଟିକ ନୋଟକୁ ମିଳିଲା ମଞ୍ଜୁରି

    14342
    Aug 12, 2026
  • ସସ୍‌ପେଣ୍ଡ ହେଲା Blinkit ଲାଇସେନ୍ସ, ଜାଣନ୍ତୁ କେଉଁଠି

    13770
    Aug 12, 2026
  • ମୁମ୍ବାଇର କୁର୍ଲାରେ ଭୂସ୍ଖଳନ

    14178
    Aug 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In