Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, November 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ...

  • ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ‘ଧନତେରସ୍ ...

  • ଶିଶୁମାନଙ୍କ ପାଇଁ ମୌଳିକ ଭେଣ୍ଟିଲେସନ୍‌ ...

  • ନାଭିଗେସନ ଉପଗ୍ରହ ଏନ୍‌ଭିଏସ୍-୦୩ର ...

  • ୬ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ...

  • ଜାନୁଆରୀ ୨୫ ରୁ ଫେବୃଆରୀ ୨୮ ପର୍ଯ୍ୟନ୍ତ ...

  • ‘ଭୋଟ ବଞ୍ଚାଅ, ଦେଶ ବଞ୍ଚାଅ’ ...

  • ବଦ୍ରିନାଥ ଧାମରୁ ଡେରାଡୁନର ସହସ୍ରଧାରା ...

  • ମୋଦୀଙ୍କୁ ନେଇ ଏମିତି ବୟାନ ଦେଲେ ଅମିତ ଶାହ

ରାଜନୀତି
Home ›› ରାଜନୀତି ››କଂଗ୍ରେସର ନୀତି ଆଦର୍ଶକୁ ଭଲ ପାଇ କଂଗ୍ରେସରେ ଯୋଗ ଦେଲେ ପ୍ରଶାସନିକ ଅଧିକାରୀ ଏବଂ ବହୁ କର୍ମୀ

କଂଗ୍ରେସର ନୀତି ଆଦର୍ଶକୁ ଭଲ ପାଇ କଂଗ୍ରେସରେ ଯୋଗ ଦେଲେ ପ୍ରଶାସନିକ ଅଧିକାରୀ ଏବଂ ବହୁ କର୍ମୀ

2023-09-16 06:11:57
15706
Share:
Facebook
Twitter
E-Mail
WhatsApp
Telegram
କଂଗ୍ରେସର ନୀତି ଆଦର୍ଶକୁ ଭଲ ପାଇ କଂଗ୍ରେସରେ ଯୋଗ ଦେଲେ ପ୍ରଶାସନିକ ଅଧିକାରୀ ଏବଂ ବହୁ କର୍ମୀ

ଭୁବନେଶ୍ୱର  : କଂଗ୍ରେସର  ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହୋଇ ତଥା ପ୍ରଦେଶ କଂଗ୍ରେସ ସଭାପତି ଶ୍ରୀ ଶରତ ପଟ୍ଟନାୟକଙ୍କ ପ୍ରତି ଦୃଢ଼ ଆସ୍ଥା ପ୍ରକଟ କରି ଜୟଦେବ ନିର୍ବାଚନ ମଣ୍ଡଳୀର ଅବସରପ୍ରାପ୍ତ ପ୍ରଶାସନିିକ ଅଧିକାରୀ ଶ୍ରୀ ଆର୍ତତ୍ରାଣ କାଣ୍ଡି ଙ୍କ ସମେତ ବିଭିନ୍ନ ଦଳରୁ ଆସିଥିବା ବହୁ କର୍ମୀ ଆଜି କଂଗ୍ରେସ ଦଳରେ ଯୋଗଦେଇଛନ୍ତି । ଏହି ଉପଲକ୍ଷେ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟ ଠାରେ ଆୟୋଜିତ ଏକ ମିଶ୍ରଣ ପର୍ବ କାର୍ଯ୍ୟକ୍ରମରେ ପିସିସି ସଭାପତି ଶ୍ରୀ ପଟ୍ଟନାୟକ ସସସ୍ତଙ୍କୁ ଉତରୀୟ ଓ ପୁଷ୍ପଗୁଚ୍ଛ ଦେଇ   କଂଗ୍ରେସ ଦଳରେ ଗ୍ରହଣ କରିନେଇଥିଲେ ଏବଂ ସେମାନଙ୍କର ଯୋଗଦାନ ଜୟଦେବ ନିର୍ବାଚନ ମଣ୍ଡଳୀରେ କଂଗ୍ରେସକୁ ସୁଦୃଢ଼ କରିବ ବୋଲି ପ୍ରକାଶ କରିଥିଲେ । ଖୋର୍ଦ୍ଧା ଜିଲ୍ଲା କଂଗ୍ରେସ କମିଟି ସଭାପତି ଶ୍ରୀ ସୁରେଶ କୁମାର ରାଉତରାୟ ସମସ୍ତଙ୍କୁ ସ୍ୱାଗତ କରିବା ସହ ଆଗାମୀ ଦିନରେ ଦଳପାଇଁ ଉତ୍ସର୍ଗୀକୃତ କାର୍ଯ୍ୟ କରିବାପାଇଁ ସମସ୍ତଙ୍କୁ ଆହ୍ୱାନ ଦେଇଥିଲେ । ଶ୍ରୀ ଆର୍ତତ୍ରାଣ କାଣ୍ଡି ତାଙ୍କ ପ୍ରତିକ୍ରିୟାରେ କହିଲେ ଯେ ଦଳ ତାଙ୍କୁ ଯେଉଁ ଦାୟୀତ୍ୱ ଦେବ ସେ ତାକୁ ନିଷ୍ଠାର ସହ ପାଳନ କରିବେ ।


ଶ୍ରୀ କାଣ୍ଡି ଙ୍କ ସହ ଯେଉଁମାନେ ଆଜି କଂଗ୍ରେସ ଦଳରେ ଯୋଗଦେଲେ ସେମାନେ ହେଲେ ସର୍ବଶ୍ରୀ ବିଳାସ ଭୋଇ, ଦୀପକ କୁମାର ଭୋଇ, ସେକ ଆବିଦ, ଶ୍ରୀମରନ ବିବି, ଧିରେନ୍ଦ୍ର ବେହେରା, ରମେଶ ବେହେରା ପ୍ରମୁଖ ନେତୃମଣ୍ଡଳୀଙ୍କ ସମେତ ପ୍ରା ୧୦୦ ରୁ ଉର୍ଦ୍ଧ୍ୱ କର୍ମୀ କଂଗ୍ରେସ ଦଳରେ ଯୋଗଦେଇଛନ୍ତି ।


ଏହି କାର୍ଯ୍ୟକ୍ରମରେ ଅନନ୍ତ ପ୍ରସାଦ ସେଠୀ, ପିସିସି ଅନୁସୂଚିତ ଜାତି ବିଭାଗ ଅଧ୍ୟକ୍ଷ ଶ୍ରୀ ବାଙ୍କନିଧି ବେହେରା, ସିର୍ଦ୍ଧାର୍ଥ ରାଉତରାୟ, ତାପସ ସେଠୀ, ସୁକାନ୍ତି ତିଆଡ଼ି, ମନୋରଞ୍ଜନ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ।

Powered by Froala Editor

Tags opcc , odisha congress

Related articles Odisha News Lens 4.1

  • ନାଭିଗେସନ ଉପଗ୍ରହ ଏନ୍‌ଭିଏସ୍-୦୩ର ସଫଳତାର ସହ ମହାକାଶକୁ ପ୍ରକ୍ଷେପଣ
    ଦେଶ-ଦେଶାନ୍ତର

    ନାଭିଗେସନ ଉପଗ୍ରହ ଏନ୍‌ଭିଏସ୍-୦୩ର ସଫଳତାର ସହ ମହାକାଶକୁ ପ୍ରକ୍ଷେପଣ

    14712
    Oct 31, 2026
  • ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା କେନ୍ଦ୍ରର ସଦ୍ୟତମ ବ୍ୟାଚ୍ ଅଗ୍ରଣୀ ...
    ବାଣିଜ୍ୟ

    ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା କେନ୍ଦ୍ରର ସଦ୍ୟତମ ବ୍ୟାଚ୍ ଅଗ୍ରଣୀ ...

    15385
    Oct 31, 2026
  •  କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ
    ବିଶେଷ

    କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    14242
    Nov 01, 2026
  • ଜାନୁଆରୀ ୨୫ ରୁ ଫେବୃଆରୀ ୨୮ ପର୍ଯ୍ୟନ୍ତ ଦେଶରେ କରାଯିବ ଜନଗଣନା
    ଦେଶ-ଦେଶାନ୍ତର

    ଜାନୁଆରୀ ୨୫ ରୁ ଫେବୃଆରୀ ୨୮ ପର୍ଯ୍ୟନ୍ତ ଦେଶରେ କରାଯିବ ଜନଗଣନା

    14062
    Oct 31, 2026
  • ବଦ୍ରିନାଥ ଧାମରୁ ଡେରାଡୁନର ସହସ୍ରଧାରା ଫେରୁଥିବା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ବଦ୍ରିନାଥ ଧାମରୁ ଡେରାଡୁନର ସହସ୍ରଧାରା ଫେରୁଥିବା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

    15224
    Oct 30, 2026
  • ଖିମଜୀ ଜୁଏଲର୍ସ  ପକ୍ଷରୁ ‘ଧନତେରସ୍ ଧନବର୍ଷା’ ଉନ୍ମୋଚିତ, ସମଗ୍ର କଲେକ୍ସନସ୍ ଉପରେ ...
    ବାଣିଜ୍ୟ

    ଖିମଜୀ ଜୁଏଲର୍ସ ପକ୍ଷରୁ ‘ଧନତେରସ୍ ଧନବର୍ଷା’ ଉନ୍ମୋଚିତ, ସମଗ୍ର କଲେକ୍ସନସ୍ ଉପରେ ...

    13674
    Oct 31, 2026
  • ମୋଦୀଙ୍କୁ ନେଇ ଏମିତି ବୟାନ ଦେଲେ  ଅମିତ ଶାହ
    ଦେଶ-ଦେଶାନ୍ତର

    ମୋଦୀଙ୍କୁ ନେଇ ଏମିତି ବୟାନ ଦେଲେ ଅମିତ ଶାହ

    15048
    Oct 30, 2026
  •  ୬ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ ତଥା ଏସଆଇଆର ତାରିଖ ପରିବର୍ତ୍ତନ
    ଦେଶ-ଦେଶାନ୍ତର

    ୬ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ ତଥା ଏସଆଇଆର ତାରିଖ ପରିବର୍ତ୍ତନ

    15100
    Oct 31, 2026
  • ଶିଶୁମାନଙ୍କ ପାଇଁ ମୌଳିକ ଭେଣ୍ଟିଲେସନ୍‌ କର୍ମଶାଳା- ଆଇଏପି ଓଡ଼ିପେଡିକନ୍‌ ୨୦୨୬ର ଏକ ...
    ବାଣିଜ୍ୟ

    ଶିଶୁମାନଙ୍କ ପାଇଁ ମୌଳିକ ଭେଣ୍ଟିଲେସନ୍‌ କର୍ମଶାଳା- ଆଇଏପି ଓଡ଼ିପେଡିକନ୍‌ ୨୦୨୬ର ଏକ ...

    13423
    Oct 31, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମୋଦୀଙ୍କୁ ନେଇ ଏମିତି ବୟାନ ଦେଲେ ଅମିତ ଶାହ

    15048
    Oct 30, 2026
  • ଦେଶ-ଦେଶାନ୍ତର

    ନାଭିଗେସନ ଉପଗ୍ରହ ଏନ୍‌ଭିଏସ୍-୦୩ର ସଫଳତାର ସହ ମହାକାଶକୁ ପ୍ରକ୍ଷେପଣ

    14712
    Oct 31, 2026
  • ଦେଶ-ଦେଶାନ୍ତର

    ବଦ୍ରିନାଥ ଧାମରୁ ଡେରାଡୁନର ସହସ୍ରଧାରା ଫେରୁଥିବା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

    15224
    Oct 30, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17241
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17939
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17882
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18305
    Sep 06, 2023

ବିଶେଷ

  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    14242
    Nov 01, 2026
  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15432
    Oct 30, 2026
  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    14871
    Oct 27, 2026
  • ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ, ଆଜି ହିଁ ଡାଇଟ୍‌ରେ କରନ୍ତୁ ସାମିଲ

    16063
    Oct 26, 2026
  • ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

    14991
    Oct 25, 2026

ବାଣିଜ୍ୟ

ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା କେନ୍ଦ୍ରର ସଦ୍ୟତମ ବ୍ୟାଚ୍ ଅଗ୍ରଣୀ କମ୍ପାନୀଗୁଡ଼ିକରେ ନିଯୁକ୍ତି ସୁନିଶ୍ଚିତ କରିଛି

ଭୁବନେଶ୍ୱର : ଯୁବ ସଶକ୍ତିକରଣ, ଗ୍ରାମୀଣ ବିକାଶ ଏବଂ ସ୍ଥାୟୀ ଜୀବିକା ସୃଷ୍ଟି ପ୍ରତି ନିଜର ପ୍ରତିବଦ୍ଧତାକୁ ସୁଦୃଢ଼ କରି ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ ନିଜର ଲାଞ୍ଜିଗଡ ସ୍ଥିତ ବେଦାନ୍ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ‘ଧନତେରସ୍ ଧନବର୍ଷା’ ଉନ୍ମୋଚିତ, ସମଗ୍ର କଲେକ୍ସନସ୍ ଉପରେ ଉତ୍ସବ ଅଫର ବର୍ଷା

    13674
    Oct 31, 2026
  • ଶିଶୁମାନଙ୍କ ପାଇଁ ମୌଳିକ ଭେଣ୍ଟିଲେସନ୍‌ କର୍ମଶାଳା- ଆଇଏପି ଓଡ଼ିପେଡିକନ୍‌ ୨୦୨୬ର ଏକ ପ୍ରାକ୍‌-ସମ୍ମିଳନୀ କର୍ମଶାଳା

    13423
    Oct 31, 2026
  • କିଓରବେ ଦ୍ଵାରା ପରିଚାଳିତ ଶ୍ରୀ ଉଷା ଡାଏଗ୍ନୋଷ୍ଟିକ୍ସ ସ୍ତନ କର୍କଟ ସଚେତନତା ମାସ ନିମନ୍ତେ ଟଙ୍କପାଣି ରୋଡ କୋଠାକୁ ଗୋଲାପି ରଙ୍ଗରେ ଆଲୋକିତ କଲା

    15173
    Oct 26, 2026
  • ଆମୱେ ଇଣ୍ଡିଆ ବ୍ରହ୍ମପୁର ଓ ବାଲେଶ୍ୱରରେ ନବୀକୃତ ଓ ଉନ୍ନୀତ ଷ୍ଟୋରଗୁଡିକ ଖୋଲିଲା

    16104
    Oct 26, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଖିମଜୀ ଜୁଏଲର୍ସ ପକ୍ଷରୁ ‘ଧନତେରସ୍ ଧନବର୍ଷା’ ଉନ୍ମୋଚିତ, ସମଗ୍ର କଲେକ୍ସନସ୍ ଉପରେ ଉତ୍ସବ ଅଫର ବର୍ଷା

    13674
    Oct 31, 2026
  • ଶିଶୁମାନଙ୍କ ପାଇଁ ମୌଳିକ ଭେଣ୍ଟିଲେସନ୍‌ କର୍ମଶାଳା- ଆଇଏପି ଓଡ଼ିପେଡିକନ୍‌ ୨୦୨୬ର ଏକ ପ୍ରାକ୍‌-ସମ୍ମିଳନୀ କର୍ମଶାଳା

    13423
    Oct 31, 2026
  • ଜାନୁଆରୀ ୨୫ ରୁ ଫେବୃଆରୀ ୨୮ ପର୍ଯ୍ୟନ୍ତ ଦେଶରେ କରାଯିବ ଜନଗଣନା

    14062
    Oct 31, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In