Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, June 06, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • RBIର ଘୋଷଣା : ଦେଶରେ ଖୁବଶୀଘ୍ର ଆସିବ ପଲିମର ...

  • ଗ୍ରାଣ୍ଡମାଷ୍ଟର ଆର୍‌ ପ୍ରଜ୍ଞାନନ୍ଦ ନରୱେ ...

  • ‘ଓ୍ବି ଦି ଲିଡର୍ସ’ ନାମରେ ନୂଆ ଆନ୍ଦୋଳନ ...

  • ସରେଣ୍ଡର କଲେ ଖାନ୍‌ ସାର

  • ଗୋଆରେ ପହଞ୍ଚିଲା ମୌସୁମୀ ବାୟୁ

  • କୋର୍ଟରେ ନ୍ୟାୟିକ ପ୍ରକ୍ରିୟାକୁ ଉନ୍ନତ ...

  • ଚାକିରି ନେଇ ସୁପ୍ରିମକୋର୍ଟଙ୍କ ...

  • ବିଧାନନଗରର ଟିଏମସି ମେୟର ଦେଲେ ଇସ୍ତଫା

  • ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌

  • ୨୩ ବର୍ଷର ଡିଭୋର୍ସ ମାମଲା : ମହିଳାଙ୍କୁ ...

ରାଜ୍ୟ
Home ›› ରାଜ୍ୟ ››ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟକ୍ରମକୁ ବାରବାଟୀ ବିଧାୟକଙ୍କ ବର୍ଜନ ନିଷ୍ପତ୍ତି

ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟକ୍ରମକୁ ବାରବାଟୀ ବିଧାୟକଙ୍କ ବର୍ଜନ ନିଷ୍ପତ୍ତି

2023-09-16 09:16:26
13651
Share:
Facebook
Twitter
E-Mail
WhatsApp
Telegram
ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟକ୍ରମକୁ ବାରବାଟୀ ବିଧାୟକଙ୍କ ବର୍ଜନ ନିଷ୍ପତ୍ତି

କଟକ: ଆଜି ଲୋକାର୍ପିତ ହେବ ରାଜ୍ୟର ପ୍ରଥମ ଅତ୍ୟାଧୁନିକ ନେତାଜୀ ବସ ଟର୍ମିନାଲ। ଖାନନଗରଠାରେ ନବନିର୍ମିତ ଅତ୍ୟାଧୁନିକ କଟକ ନେତାଜୀ ବସ୍‌‌ ଟର୍ମିନାଲ (ସିଏନବିଟି)କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଲୋକାର୍ପଣ କରିବେ। ଅପରାହ୍ନ ୪ଟା ୩୦ରେ ମୁଖ୍ୟମନ୍ତ୍ରୀ କଟକରେ ପହଞ୍ଚି ଏକ ନିରାଡ଼ମ୍ବର ଉତ୍ସବରେ ବସ୍‌‌ ଟର୍ମିନାଲକୁ ଲୋକାର୍ପଣ କରିବା ସହ ଅନ୍ୟ ୧୩ ପ୍ରକଳ୍ପର ଉଦ୍‌‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ତେବେ ଆଜି କଟକରେ ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟକ୍ରମକୁ ବାରବାଟୀ କଟକ ବିଧାୟକ ମହମ୍ମଦ ମୋକିମ ବର୍ଜନ କରିବାକୁ ନିଷ୍ପତ୍ତି ନେଇଛନ୍ତି ।

ସେ କହିଛନ୍ତି ଯେ ନେତାଜୀ ଟର୍ମିନାଲ କାମ ସରିନାହିଁ । ତରବରିଆଭାବେ ଉଦଘାଟନ ହେଉଛି ।  ବସ ଟର୍ମିନାଲରେ ଓଡ଼ିଶା ତଥା କଟକବାସୀଙ୍କୁ ଅଣଦେଖା ହେଉଛି । ଓଡ଼ିଆ ଠିକାଦାର ଓ ଓଡ଼ିଆ ବ୍ୟବସାୟୀଙ୍କୁ ଅଣଦେଖା କରାଯାଇଛି ।  କଟକିଆଙ୍କ ସ୍ୱାର୍ଥ ପାଇଁ ନିମନ୍ତ୍ରଣ ସତ୍ତ୍ୱେ ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟକ୍ରମକୁ ସେ ବର୍ଜନ କରୁଥିବା ମହମ୍ମଦ ମୋକିମ କହିଛନ୍ତି । 

Powered by Froala Editor

Tags Mokim

Related articles Odisha News Lens 4.1

  • ବିଧାନନଗରର ଟିଏମସି ମେୟର ଦେଲେ ଇସ୍ତଫା
    ଦେଶ-ଦେଶାନ୍ତର

    ବିଧାନନଗରର ଟିଏମସି ମେୟର ଦେଲେ ଇସ୍ତଫା

    13813
    Jun 05, 2026
  • କୋର୍ଟରେ ନ୍ୟାୟିକ ପ୍ରକ୍ରିୟାକୁ ଉନ୍ନତ କରିବା ପାଇଁ ବ୍ୟବହାର ହେବ ଏଆଇ
    ଦେଶ-ଦେଶାନ୍ତର

    କୋର୍ଟରେ ନ୍ୟାୟିକ ପ୍ରକ୍ରିୟାକୁ ଉନ୍ନତ କରିବା ପାଇଁ ବ୍ୟବହାର ହେବ ଏଆଇ

    15106
    Jun 05, 2026
  • RBIର  ଘୋଷଣା : ଦେଶରେ ଖୁବଶୀଘ୍ର ଆସିବ ପଲିମର ନୋଟ
    ଦେଶ-ଦେଶାନ୍ତର

    RBIର ଘୋଷଣା : ଦେଶରେ ଖୁବଶୀଘ୍ର ଆସିବ ପଲିମର ନୋଟ

    15028
    Jun 06, 2026
  •  ଚାକିରି ନେଇ ସୁପ୍ରିମକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ, ଜାଣନ୍ତୁ କ’ଣ?
    ଦେଶ-ଦେଶାନ୍ତର

    ଚାକିରି ନେଇ ସୁପ୍ରିମକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ, ଜାଣନ୍ତୁ କ’ଣ?

    15492
    Jun 05, 2026
  • ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌
    ଦେଶ-ଦେଶାନ୍ତର

    ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌

    14894
    Jun 05, 2026
  • ‘ଓ୍ବି ଦି ଲିଡର୍ସ’ ନାମରେ ନୂଆ ଆନ୍ଦୋଳନ ଆରମ୍ଭ କଲେ ଆନ୍ନାମଲାଇ
    ରାଜନୀତି

    ‘ଓ୍ବି ଦି ଲିଡର୍ସ’ ନାମରେ ନୂଆ ଆନ୍ଦୋଳନ ଆରମ୍ଭ କଲେ ଆନ୍ନାମଲାଇ

    15318
    Jun 06, 2026
  • ଗ୍ରାଣ୍ଡମାଷ୍ଟର ଆର୍‌ ପ୍ରଜ୍ଞାନନ୍ଦ ନରୱେ ଚେସ୍‌ ଜିତିବାରେ ପ୍ରଥମ ଭାରତୀୟ
    ଖେଳ ଖବର

    ଗ୍ରାଣ୍ଡମାଷ୍ଟର ଆର୍‌ ପ୍ରଜ୍ଞାନନ୍ଦ ନରୱେ ଚେସ୍‌ ଜିତିବାରେ ପ୍ରଥମ ଭାରତୀୟ

    14574
    Jun 06, 2026
  • ସରେଣ୍ଡର କଲେ ଖାନ୍‌ ସାର
    ଦେଶ-ଦେଶାନ୍ତର

    ସରେଣ୍ଡର କଲେ ଖାନ୍‌ ସାର

    15217
    Jun 06, 2026
  • ଗୋଆରେ ପହଞ୍ଚିଲା ମୌସୁମୀ ବାୟୁ
    ଦେଶ-ଦେଶାନ୍ତର

    ଗୋଆରେ ପହଞ୍ଚିଲା ମୌସୁମୀ ବାୟୁ

    14406
    Jun 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସରେଣ୍ଡର କଲେ ଖାନ୍‌ ସାର

    15217
    Jun 06, 2026
  • ଦେଶ-ଦେଶାନ୍ତର

    ବିଧାନନଗରର ଟିଏମସି ମେୟର ଦେଲେ ଇସ୍ତଫା

    13813
    Jun 05, 2026
  • ଦେଶ-ଦେଶାନ୍ତର

    ଗୋଆରେ ପହଞ୍ଚିଲା ମୌସୁମୀ ବାୟୁ

    14406
    Jun 06, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16908
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17526
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17575
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17964
    Sep 06, 2023

ବିଶେଷ

  • ଏହି ମସଲା ଖାଇଲେ ହେବନି ପେଟ ଗରମ

    13631
    Jun 05, 2026
  • ପିଲାଙ୍କ ମାନସିକତାକୁ ବୁଝି ଦିଅନ୍ତୁ ଖାଇବା

    14857
    Jun 03, 2026
  • ଏହି ଅଙ୍ଗରେ ସୁନା ପିନ୍ଧିଲେ କାହିଁକି ହୋଇଥାଏ ଅଶୁଭ ଜାଣନ୍ତୁ...

    14723
    Jun 02, 2026
  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    15264
    May 31, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    15333
    May 30, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15451
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15194
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15681
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14020
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌

    14894
    Jun 05, 2026
  • ଗ୍ରାଣ୍ଡମାଷ୍ଟର ଆର୍‌ ପ୍ରଜ୍ଞାନନ୍ଦ ନରୱେ ଚେସ୍‌ ଜିତିବାରେ ପ୍ରଥମ ଭାରତୀୟ

    14574
    Jun 06, 2026
  • କୋର୍ଟରେ ନ୍ୟାୟିକ ପ୍ରକ୍ରିୟାକୁ ଉନ୍ନତ କରିବା ପାଇଁ ବ୍ୟବହାର ହେବ ଏଆଇ

    15106
    Jun 05, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In