Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, November 08, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଯବାନଙ୍କ ସହ ପ୍ରତ୍ୟେକ ଦୀପାବଳି ମୋ ପାଇଁ ...

  • ମୋଦିଙ୍କ ଛତିଶଗଡ଼ ବସ୍ତର ଗସ୍ତ, ସାହସୀ ...

  • ଝଲସି ଉଠିଲା ଅଯୋଧ୍ୟା ନଗରୀ, ୫୬ ଘାଟରେ ...

  • ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ...

  • ମୋଷ୍ଟ ୱାଣ୍ଟେଡ୍ ନକ୍ସଲ୍ ସଞ୍ଜୟ ଯାଦବ ...

  • ରକ୍ତାକ୍ତ ସଂଘର୍ଷ: ବାୟୁସେନା ଆକ୍ରମଣରେ ...

  • ବାୟୁ ପ୍ରଦୂଷଣ ସାଙ୍ଘାତିକ, ଲାଗୁ ହେଲା ...

  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ...

  • ବିଜେପିକୁ ଏମିତି କହି ସମାଲୋଚନା କଲେ ...

  • ହରିୟାଣାର ଏକ ପଦଯାତ୍ରାରେ ସାମିଲ ହୋଇ ଏହି ...

ରାଜନୀତି
Home ›› ରାଜନୀତି ››୫ ରାଜ୍ୟ ପାଇଁ ସହପ୍ରଭାରୀ ଘୋଷଣା କଲା କଂଗ୍ରେସ: ସପ୍ତଗିରିଙ୍କୁ ଛତିଶଗଡ଼ ଦାୟିତ୍ୱ

୫ ରାଜ୍ୟ ପାଇଁ ସହପ୍ରଭାରୀ ଘୋଷଣା କଲା କଂଗ୍ରେସ: ସପ୍ତଗିରିଙ୍କୁ ଛତିଶଗଡ଼ ଦାୟିତ୍ୱ

2021-06-03 19:07:48
14728
Share:
Facebook
Twitter
E-Mail
WhatsApp
Telegram
୫ ରାଜ୍ୟ ପାଇଁ ସହପ୍ରଭାରୀ ଘୋଷଣା କଲା କଂଗ୍ରେସ: ସପ୍ତଗିରିଙ୍କୁ ଛତିଶଗଡ଼ ଦାୟିତ୍ୱ

ପାଞ୍ଚୋଟି ରାଜ୍ୟ ପାଇଁ କଂଗ୍ରେସର ସହ ପ୍ରଭାରୀ ଘୋଷଣା ହୋଇଛି। ଅଖିଳ ଭାରତ କଂଗ୍ରେସ କମିଟି( ଏଆଇସିସି) ପକ୍ଷରୁ ଛତିଶଗଡ଼ କଂଗ୍ରେସର ଏଆଇସିସିର ଦାୟିତ୍ବ କୋରାପୁଟ ସାଂସଦ ସପ୍ତଗିରୀ ଶଙ୍କର ଉଲ୍ଲାକାଙ୍କୁ ଦିଆଯାଇଛି। ଏଆଇସିସିର ସାଧାରଣ ସଂପାଦକ କେସି ବେଣୁଗୋପାଳ ଏ ନେଇ ଏକ ପ୍ରେସବିଜ୍ଞପ୍ତି ଜାରି କରିଛନ୍ତି। ସାଂସଦ ଶ୍ରୀ ଉଲ୍ଲାକା ଓଡ଼ିଶାର ଏକ ମାତ୍ର କଂଗ୍ରେସ ସାଂସଦ ଭାବେ ନିର୍ବାଚିତ ହୋଇଛନ୍ତି। ଜଣେ ଯୁବ ସାଂସଦ ତଥା କୋରାପୁଟ ଜିଲ୍ଲାର ଜଣେ କଂଗ୍ରେସ ନେତାଙ୍କୁ ଏଭଳି ସ୍ବତନ୍ତ୍ର ଭାବେ ଗୋଟିଏ ରାଜ୍ୟର ଦାୟିତ୍ବ ମିଳିବା ପ୍ରଥମ ।

ତାଙ୍କୁ ଏହି ଦାୟିତ୍ବ ଦେଇଥିବାରୁ ତାଙ୍କୁ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତି, ପୂର୍ବତନ ସାଂସଦ ତଥା ରାଜ୍ୟ କାର୍ଯ୍ୟକାରୀ କମିଟି ସଭାପତି ପ୍ରଦୀପ ମାଝୀ, କୋରାପୁଟ ଜିଲ୍ଲା କଂଗ୍ରେସ କମିଟି ସଭାନେତ୍ରୀ ମୀନାକ୍ଷୀ ରାଣୀ ବାହିନୀପତି ଶୁଭେଚ୍ଛା ଜ୍ଞାପନ କରିଛନ୍ତି। 

ସେହିପରି ବିଧାୟିକା ଦିପିକୀ ପାଣ୍ଡେଙ୍କୁ ଉତ୍ତରାଖଣ୍ଡ କଂଗ୍ରେସ ପାଇଁ ସହପ୍ରଭାରୀ , ସଂଜୟ ଦତ୍ତଙ୍କୁ ତାମିଲନାଡୁ ଓ ପୁଡ଼ୁଚେରୀର ଏଆଇସିସିର ସଂପାଦକ ପଦବୀରୁ ଅବ୍ୟାହତି ଦିଆଯିବା ସହ ଏବେ ହିମାଚଳ ପ୍ରଦେଶର ଦାୟିତ୍ବ ଦିଆଯାଇଛି। ସେଭଳି ଇମ୍ରାନ ମାସୁଦଙ୍କୁ ଦିଲ୍ଲୀ ଏବଂ ବ୍ରିଜଲାଲ ଖାବ୍ରୀଙ୍କୁ ବିହାର ସହପ୍ରଭାରୀ ଭାବେ ନିଯୁକ୍ତ କରିଛି କଂଗ୍ରେସ ।

Powered by Froala Editor

Tags CONGRESS

Related articles Odisha News Lens 4.1

  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର
    ବିଶେଷ

    ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    13918
    Nov 07, 2026
  • ବାୟୁ ପ୍ରଦୂଷଣ ସାଙ୍ଘାତିକ, ଲାଗୁ ହେଲା ଗ୍ରାପ୍-୩ କଟକଣା
    ଦେଶ-ଦେଶାନ୍ତର

    ବାୟୁ ପ୍ରଦୂଷଣ ସାଙ୍ଘାତିକ, ଲାଗୁ ହେଲା ଗ୍ରାପ୍-୩ କଟକଣା

    13534
    Nov 07, 2026
  • ବିଜେପିକୁ ଏମିତି କହି ସମାଲୋଚନା କଲେ ରାହୁଲ
    ଦେଶ-ଦେଶାନ୍ତର

    ବିଜେପିକୁ ଏମିତି କହି ସମାଲୋଚନା କଲେ ରାହୁଲ

    15825
    Nov 06, 2026
  • ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ...
    ବାଣିଜ୍ୟ

    ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ...

    14021
    Nov 07, 2026
  • ରକ୍ତାକ୍ତ ସଂଘର୍ଷ: ବାୟୁସେନା ଆକ୍ରମଣରେ ୩୦ ମୃତ୍ୟୁ
    ଦେଶ-ଦେଶାନ୍ତର

    ରକ୍ତାକ୍ତ ସଂଘର୍ଷ: ବାୟୁସେନା ଆକ୍ରମଣରେ ୩୦ ମୃତ୍ୟୁ

    15236
    Nov 07, 2026
  •  ମୋଷ୍ଟ ୱାଣ୍ଟେଡ୍ ନକ୍ସଲ୍ ସଞ୍ଜୟ ଯାଦବ ଗିରଫ
    ଦେଶ-ଦେଶାନ୍ତର

    ମୋଷ୍ଟ ୱାଣ୍ଟେଡ୍ ନକ୍ସଲ୍ ସଞ୍ଜୟ ଯାଦବ ଗିରଫ

    13588
    Nov 07, 2026
  • ଝଲସି ଉଠିଲା ଅଯୋଧ୍ୟା ନଗରୀ, ୫୬ ଘାଟରେ ପ୍ରଜ୍ୱଳିତ ହେଲା ୩୦ ଲକ୍ଷ ଦୀପ
    ଦେଶ-ଦେଶାନ୍ତର

    ଝଲସି ଉଠିଲା ଅଯୋଧ୍ୟା ନଗରୀ, ୫୬ ଘାଟରେ ପ୍ରଜ୍ୱଳିତ ହେଲା ୩୦ ଲକ୍ଷ ଦୀପ

    14217
    Nov 08, 2026
  • ମୋଦିଙ୍କ ଛତିଶଗଡ଼ ବସ୍ତର ଗସ୍ତ, ସାହସୀ ସୁରକ୍ଷାକର୍ମୀଙ୍କ ସହ ପାଳିବେ ଦୀପାବଳି
    ଦେଶ-ଦେଶାନ୍ତର

    ମୋଦିଙ୍କ ଛତିଶଗଡ଼ ବସ୍ତର ଗସ୍ତ, ସାହସୀ ସୁରକ୍ଷାକର୍ମୀଙ୍କ ସହ ପାଳିବେ ଦୀପାବଳି

    15013
    Nov 08, 2026
  • ହରିୟାଣାର ଏକ ପଦଯାତ୍ରାରେ ସାମିଲ ହୋଇ ଏହି ଟିପ୍ପଣୀ ଦେଲେ ଅମିତ ଶାହା
    ଦେଶ-ଦେଶାନ୍ତର

    ହରିୟାଣାର ଏକ ପଦଯାତ୍ରାରେ ସାମିଲ ହୋଇ ଏହି ଟିପ୍ପଣୀ ଦେଲେ ଅମିତ ଶାହା

    13917
    Nov 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବାୟୁ ପ୍ରଦୂଷଣ ସାଙ୍ଘାତିକ, ଲାଗୁ ହେଲା ଗ୍ରାପ୍-୩ କଟକଣା

    13534
    Nov 07, 2026
  • ବିଶେଷ

    ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    13918
    Nov 07, 2026
  • ଦେଶ-ଦେଶାନ୍ତର

    ଝଲସି ଉଠିଲା ଅଯୋଧ୍ୟା ନଗରୀ, ୫୬ ଘାଟରେ ପ୍ରଜ୍ୱଳିତ ହେଲା ୩୦ ଲକ୍ଷ ଦୀପ

    14217
    Nov 08, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17261
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17962
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17904
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18324
    Sep 06, 2023

ବିଶେଷ

  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    13918
    Nov 07, 2026
  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    14263
    Nov 05, 2026
  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    14907
    Nov 01, 2026
  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15886
    Oct 30, 2026
  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    15066
    Oct 27, 2026

ବାଣିଜ୍ୟ

ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

ଭୁବନେଶ୍ୱର  : ମହିଳା ସଶକ୍ତିକରଣ ଏବଂ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧତାକୁ ସୁଦୃଢ଼ କରି ଭିଏଏମ୍ଏଲ୍ ଲାଞ୍ଜିଗଡ଼ ଏହାର ଫ୍ଲାଗସିପ୍ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ପ୍ରକଳ୍ପ 'ସଖୀ' ଅଧୀନରେ ...

  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15377
    Nov 06, 2026
  • ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ସେୟାରରେ ରେକର୍ଡ ବୃଦ୍ଧି

    14145
    Nov 04, 2026
  • ଭି.ଏ.ଏମ୍.ଏଲ୍ କୋଇଲା ଖଣି ସୁରଭି ୨୦୨୬କୁ ସମର୍ଥନ କରିବା ସହିତ ଯୁବ ପ୍ରତିଭାଙ୍କ ପାଇଁ ଏକ ବ୍ୟାପକ ମଞ୍ଚ ସୃଷ୍ଟି କରିଛି

    14156
    Nov 03, 2026
  • ୨୦ ପ୍ରତିଶତ ଶସ୍ତା ହେଲା ସୁନା

    14425
    Nov 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବାୟୁ ପ୍ରଦୂଷଣ ସାଙ୍ଘାତିକ, ଲାଗୁ ହେଲା ଗ୍ରାପ୍-୩ କଟକଣା

    13534
    Nov 07, 2026
  • ରକ୍ତାକ୍ତ ସଂଘର୍ଷ: ବାୟୁସେନା ଆକ୍ରମଣରେ ୩୦ ମୃତ୍ୟୁ

    15236
    Nov 07, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    13918
    Nov 07, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In