Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, March 20, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସମୁଦ୍ର ଶଯ୍ୟାରେ ବିଛାଯାଇଥିବା ଇଣ୍ଟରନେଟ ...

  • ଗ୍ରୀସର ବନ୍ଦର ଆଡକୁ ଅଗ୍ରସର ହେଉଛି ...

  • ଆକ୍ରମଣ ଦ୍ବାରା ଇରାନ ଆମକୁ ଯୁଦ୍ଧରେ ...

  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ...

  • ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ...

  • କଞ୍ଚାମାଲ ଅଭାବ ଯୋଗୁଁ ଔଷଧ ଉପରେ ପ୍ରଭାବ

  • ଅନିଲ ଅମ୍ବାନୀଙ୍କୁ ଦୁଇ ଦିନ ଜେରା

  • ଦୁଇ ଦିନରେ ଦୁଇ ଘରୁ ଚୋରି

  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ...

ଖେଳ ଖବର
Home ›› ଖେଳ ଖବର ››ଏସିଆ କପ୍ ଜିତିଲା ‘ଟିମ୍ ଇଣ୍ଡିଆ’ : ମାତ୍ର ୫୦ ରନ୍‌ରେ ହାରିଲା ଶ୍ରୀଲଙ୍କା

ଏସିଆ କପ୍ ଜିତିଲା ‘ଟିମ୍ ଇଣ୍ଡିଆ’ : ମାତ୍ର ୫୦ ରନ୍‌ରେ ହାରିଲା ଶ୍ରୀଲଙ୍କା

2023-09-17 20:04:38
17602
Share:
Facebook
Twitter
E-Mail
WhatsApp
Telegram
ଏସିଆ କପ୍ ଜିତିଲା ‘ଟିମ୍ ଇଣ୍ଡିଆ’ : ମାତ୍ର ୫୦ ରନ୍‌ରେ ହାରିଲା ଶ୍ରୀଲଙ୍କା

ଆର୍ ପ୍ରେମଦାସା ଷ୍ଟାଡିମୟରେ ଖେଳାଯାଉଥିବା ଏସିଆ କପ୍ ଫାଇନାଲ୍ ମ୍ୟାଚରେ ଚାମ୍ପିୟନ ହୋଇଛି ଟିମ୍ ଇଣ୍ଡିଆ । ଆଜିର ବିଜୟକୁ ମିଶାଇ ଭାରତ ମୋଟ ୮ଥର ଚାମ୍ପିଅନ ହୋଇଛି । ୫୧ ରନର ବିଜୟ ଲକ୍ଷ୍ୟକୁ ୬.୧ ଓଭରରେ ହାସଲ କରିନେଇଛି ଭାରତ । ଇଶାନ କିଶନ ଏବଂ ଶୁବମନ୍ ଗିଲ୍ ଅପରାଜିତ ରହି ବିଜୟ ଲକ୍ଷ୍ୟକୁ ହାସଲ କରିଛନ୍ତି । ଇଶାନ କିଶନ ବ୍ୟକ୍ତିଗତ ଭାବେ ୨୩ ରନ୍ କରିଥିବାବେଳେ ଶୁବମନ ୨୭ ରନ୍ କରିଛନ୍ତି । ବିନା ୱିକେଟ୍ ହରାଇ ଭାରତ ବିଜୟୀ ହୋଇଛି ।

ଟସ ଜିତି ଶ୍ରୀଲଙ୍କା ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା । କିନ୍ତୁ ପ୍ରଥମ ଓଭରରେ ହିଁ  ଯଶପ୍ରୀତ ବୁମରା ଶ୍ରୀଲଙ୍କାର କୁଶଲ ପରେରାଙ୍କୁ ଆଉଟ କରିଦେଇଥିଲେ । ଏହା ପରେ ଆରମ୍ଭ ହୋଇଥିଲା ମହମ୍ମଦ ସିରାଜଙ୍କ ଅଗ୍ନିବର୍ଷୀ ବୋଲିଂ । ସିରାଜଙ୍କ ପରେ ଆରମ୍ଭ ହୋଇଥିଲା ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବୋଲିଂ । ହାର୍ଦ୍ଦିକ ପାଣ୍ଡ୍ୟା ୨.୨ ଓଭର ବୋଲିଂ କରି ୩ ରନ୍‌ ଦେଇ ୩ଟି ୱିକେଟ ହାସଲ କରିଛନ୍ତି। ଭାରତୀୟ ବୋଲରଙ୍କ ଘାତକ ବୋଲିଂ ଆଗରେ ତିଷ୍ଟି ପାରିନଥିଲେ ଶ୍ରୀଲଙ୍କା ବ୍ୟାଟର । ଦିନିକିଆର ୫୦ ଓଭର ବିଶିଷ୍ଟ ମ୍ୟାଚରେ ମାତ୍ର ୧୫ ଓଭର ୨ବଲ୍‌ରେ ଶ୍ରୀଲଙ୍କାର ଖେଳ ସରିଯାଇଥିଲା। 

ଭାରତର ଏହି ରେକର୍ଡ ବ୍ରେକିଂ ବିଜୟର ନାୟକ ହେଉଛନ୍ତି ଦ୍ରୁତ ବୋଲର ମହମ୍ମଦ ସିରାଜ। ସେ ୨୧ ରନରେ ୬ ୱିକେଟ ଦଖଲ କରିଛନ୍ତି। ହାର୍ଦ୍ଦିକ ପାଣ୍ଡ୍ୟା ୩ଟି ଓ ଯଶପ୍ରୀତ ବୁମ୍ରା ଗୋଟିଏ ସଫଳତା ପାଇଛନ୍ତି। ସିରାଜ ଏସିଆ କପରେ ୬ ୱିକେଟ ନେଇଥିବା ଅଜନ୍ତା ମେଣ୍ଡିସଙ୍କ ରେକର୍ଡର ସମକକ୍ଷ ମଧ୍ୟ ହୋଇଛନ୍ତି। ସେ ମାତ୍ର ୧୬ଟି ବଲରେ ୫ ୱିକେଟ ଦଖଲ କରିବାର କୀର୍ତ୍ତିମାନ ହାସଲ କରିଛନ୍ତି। ଶ୍ରୀଲଙ୍କାର ଚାମିଣ୍ଡା ଭାସ୍‌ ମଧ୍ୟ ସମାନ ୧୬ ବଲରେ ୫ ୱିକେଟ ନେଇଥିଲେ। ଏହାବାଦ ଗୋଟିଏ ଓଭର୍‌ରେ ସର୍ବାଧିକ ୱିକେଟ ନେବାର ରେକର୍ଡ ସିରାଜଙ୍କ ନାଁରେ ଯୋଡ଼ି ହୋଇ ଯାଇଛି। ସେ ଶ୍ରୀଲଙ୍କା ଇନିଂସର ୪ର୍ଥ ଓଭର୍‌ରେ ୪ଟି ୱିକେଟ ନେଇଥିଲେ।

ସୂଚନାଯୋଗ୍ୟ ଯେ, ଭାରତ ୨୦୧୮ରେ ଏସିଆ କପ୍ ଜିତିଥିଲା । ୧୯୮୪, ୧୯୮୮, ୧୯୯୧, ୧୯୯୫, ୨୦୧୦, ୨୦୧୬ ଓ ୨୦୧୮ରେ ଏସିଆ କପ୍ ଚାମ୍ପିଅନ ହୋଇଥିଲା । ଏବଂ ଦଳ ୫ ବର୍ଷ ପରେ ଅଷ୍ଟମଥର ଟାଇଟଲ ପୁଣିଥରେ ଜିତି ନେଇଛି। 

Powered by Froala Editor

Tags asia cup

Related articles Odisha News Lens 4.1

  • ଆକ୍ରମଣ ଦ୍ବାରା ଇରାନ ଆମକୁ ଯୁଦ୍ଧରେ ସାମିଲ ହେବାକୁ ଉସ୍‌କାଉଛି: ସାଉଦି ଆରବ
    ଦେଶ-ଦେଶାନ୍ତର

    ଆକ୍ରମଣ ଦ୍ବାରା ଇରାନ ଆମକୁ ଯୁଦ୍ଧରେ ସାମିଲ ହେବାକୁ ଉସ୍‌କାଉଛି: ସାଉଦି ଆରବ

    14412
    Mar 20, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା
    ବାଣିଜ୍ୟ

    ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13360
    Mar 20, 2026
  • ଦୁଇ ଦିନରେ ଦୁଇ ଘରୁ ଚୋରି
    ଜିଲ୍ଲା ପରିକ୍ରମା

    ଦୁଇ ଦିନରେ ଦୁଇ ଘରୁ ଚୋରି

    13732
    Mar 20, 2026
  • କଞ୍ଚାମାଲ ଅଭାବ ଯୋଗୁଁ ଔଷଧ ଉପରେ ପ୍ରଭାବ
    ଦେଶ-ଦେଶାନ୍ତର

    କଞ୍ଚାମାଲ ଅଭାବ ଯୋଗୁଁ ଔଷଧ ଉପରେ ପ୍ରଭାବ

    13787
    Mar 20, 2026
  •  ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା
    ବିଶେଷ

    ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    14403
    Mar 20, 2026
  • ଗ୍ରୀସର ବନ୍ଦର ଆଡକୁ ଅଗ୍ରସର ହେଉଛି ଆମେରିକାର ବିମାନବାହୀ ଜାହାଜ
    ଦେଶ-ଦେଶାନ୍ତର

    ଗ୍ରୀସର ବନ୍ଦର ଆଡକୁ ଅଗ୍ରସର ହେଉଛି ଆମେରିକାର ବିମାନବାହୀ ଜାହାଜ

    15111
    Mar 20, 2026
  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ
    ବିଶେଷ

    ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15121
    Mar 19, 2026
  • ଅନିଲ ଅମ୍ବାନୀଙ୍କୁ ଦୁଇ ଦିନ ଜେରା
    ଦେଶ-ଦେଶାନ୍ତର

    ଅନିଲ ଅମ୍ବାନୀଙ୍କୁ ଦୁଇ ଦିନ ଜେରା

    15171
    Mar 20, 2026
  • ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଉପସଚିବ ନିଯୁକ୍ତ ହେଲେ ରବି ମିତ୍ତଲ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଉପସଚିବ ନିଯୁକ୍ତ ହେଲେ ରବି ମିତ୍ତଲ

    14953
    Mar 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15121
    Mar 19, 2026
  • ଦେଶ-ଦେଶାନ୍ତର

    କଞ୍ଚାମାଲ ଅଭାବ ଯୋଗୁଁ ଔଷଧ ଉପରେ ପ୍ରଭାବ

    13787
    Mar 20, 2026
  • ଜିଲ୍ଲା ପରିକ୍ରମା

    ଦୁଇ ଦିନରେ ଦୁଇ ଘରୁ ଚୋରି

    13732
    Mar 20, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17379
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17442
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17790
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16263
    Apr 03, 2021

ବିଶେଷ

  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    14403
    Mar 20, 2026
  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15121
    Mar 19, 2026
  • ଗୋଟେ ଗ୍ଲାସ କମଳା ରସ ସହିତ ଆରମ୍ଭ କରନ୍ତୁ ସକାଳ

    15217
    Mar 18, 2026
  • ରାତ୍ରୀ ଭୋଜନରେ ଖାଆନ୍ତୁ ଏହି ଖାଦ୍ୟ, କମିବ ପେଟ

    14129
    Mar 17, 2026
  • ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ସମସ୍ୟା ହେବ ଦୂର

    14027
    Mar 15, 2026

ବାଣିଜ୍ୟ

୨୭୮୦ ଟଙ୍କା ଶସ୍ତା ହେଲା ସୁନା

ମଧ୍ୟପ୍ରାଚ୍ୟ ଯୁଦ୍ଧ ଘନଘଟାରେ ଶସ୍ତା ହୋଇଛି ସୁନା-ରୂପା । ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ୧୦ଗ୍ରାମ ପ୍ରତି ୨୭୮୦ ଟଙ୍କା କିମି ୧ ଲକ୍ଷ ୫୪ ହଜାର ୬୪୦ ଟଙ୍କା ହୋଇଛି । ଅନ୍ୟପଟେ ରୂପା ଦର ମଧ୍ୟ କମିଛି । ଭୁବନେଶ୍ୱରରେ ରୁପା ମୂଲ୍ୟ କିଲୋ ପ୍ରତି ୧୦ ହଜାର ଟଙ୍କା କମି ୨ ଲକ୍ଷ ୬୫ ହଜାର ଟଙ୍କା ରହିଛି । ବୁଧବ ...

  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14255
    Mar 05, 2026
  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15690
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15153
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14999
    Feb 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଗ୍ରୀସର ବନ୍ଦର ଆଡକୁ ଅଗ୍ରସର ହେଉଛି ଆମେରିକାର ବିମାନବାହୀ ଜାହାଜ

    15111
    Mar 20, 2026
  • ଅନିଲ ଅମ୍ବାନୀଙ୍କୁ ଦୁଇ ଦିନ ଜେରା

    15171
    Mar 20, 2026
  • ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଉପସଚିବ ନିଯୁକ୍ତ ହେଲେ ରବି ମିତ୍ତଲ

    14953
    Mar 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In