Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପାକିସ୍ତାନୀ ସାମରିକ ଆକ୍ରମଣରେ ୧୩ ମୃତ

  • ପରମାଣୁ ରଣନୀତିରେ ବଡ ପରିବର୍ତ୍ତନ : ୧୨ଟି ...

  • ଇସ୍ରାଏଲ୍ ସେନା ପକ୍ଷରୁ ବଡ଼ଧରଣର ବିମାନ ...

  • ରିଲିଜ୍ ପୂର୍ବରୁ ଦିଲ୍ଲୀରେ ଟିକସମୁକ୍ତ ...

  • ନେହେରୁଙ୍କ ରେକର୍ଡ ଭାଙ୍ଗିଲେ ମୋଦି

  • ମହଙ୍ଗା ସେଲିବ୍ରିଟିଙ୍କ ତାଲିକାରେ ବିରାଟ ...

  • ଇନଷ୍ଟାଗ୍ରାମରେ ‘ବଣ୍ଟଓ୍ବାରା ୧୯୪୭’ର ...

  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ ...

  • ‘ଦୀଘା ଜଗନ୍ନାଥ ଧାମ’ ନାମରୁ ‘ଧାମ’ ଶବ୍ଦ ...

  • ସାବାସ୍ ଚାରୁ, ୨୩ ବର୍ଷରେ ୧୯ ଟି ଚାକିରିରେ ...

Home ›› ››ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସର ପୂର୍ଣ୍ଣ ଟ୍ରାଏଲ ରନ୍ ଆସନ୍ତାକାଲି

ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସର ପୂର୍ଣ୍ଣ ଟ୍ରାଏଲ ରନ୍ ଆସନ୍ତାକାଲି

2023-09-19 08:35:55
15555
Share:
Facebook
Twitter
E-Mail
WhatsApp
Telegram
ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସର ପୂର୍ଣ୍ଣ ଟ୍ରାଏଲ ରନ୍ ଆସନ୍ତାକାଲି

ଭୁବନେଶ୍ୱର:  ଆସନ୍ତାକାଲି ହେବ ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସର ପୂର୍ଣ୍ଣ ଟ୍ରାଏଲ ରନ୍। ଏହା ସକାଳ ୫ଟାରେ ପୁରୀରୁ ବାହାରି ଅପରାହ୍ନ ୧୨ଟା ୪୫ରେ ରାଉରକେଲାରେ ପହଞ୍ଚିବ। ଏହାପରେ ୨ଟା ୧୦ରେ ରାଉରକେଲାରୁ ବାହାରି ୯ଟା ୪୦ରେ ପୁରୀରେ ପହଞ୍ଚିବ। ମାତ୍ର ୬ ଘଣ୍ଟାରେ ପୁରୀରୁ ଯାଇହେବ ରାଉରକେଲା।ଟ୍ରାଏଲ ରନ ଅବସରରେ ବନ୍ଦେ ଭାରତ ଏକ୍ସପ୍ରେସ ଖୋର୍ଦ୍ଧା ରୋଡ, ଭୁବନେଶ୍ୱର, କଟକ, ଢେଙ୍କାନାଳ, ଅନୁଗୋଳ, କେରଜାଙ୍ଗ,ସମ୍ବଲପୁର ସିଟି, ଝାରସୁଗୁଡା ଷ୍ଟେସନରେ ରହିବ।

ସେପ୍ଟେମ୍ବର ମାସରେ ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସର ଟ୍ରାଏଲ ରନ୍‌ କରାଯାଇଥିଲା। ଟ୍ରାଏଲ ରନ୍ ବେଳେ ଖୋର୍ଦ୍ଧା, ଭୁବନେଶ୍ୱର, କଟକ ଓ ଢ଼େଙ୍କାନାଳ ଷ୍ଟେସନରେ ମାତ୍ର ୨ ମିନିଟ୍ ଲେଖାଏଁ ଏହି ଟ୍ରେନ୍ ରହିଥିଲା। ପୁରୀ ଷ୍ଟେସନରୁ ସକାଳ ୯ଟା ୩୦ରୁ ବାହାରିଥିବା ବେଳେ ଦିନ ୧୨ଟା ୩୦ରେ ତାଳଚେରରେ ଟ୍ରେନ୍ ପହଞ୍ଚିଥିଲା। ଚଳିତ ବର୍ଷ ମେ’ ମାସ ୧୮ ତାରିଖରେ ପୁରୀରୁ-ହାୱଡ଼ା ପର୍ୟ୍ୟନ୍ତ ଗଡ଼ିଥିଲା ବନ୍ଦେ ଭାରତ ଏକ୍ସପ୍ରେସ୍। ଯାହାକୁ ଭର୍ଚୁଆଲରେ ଶୁଭାରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

Powered by Froala Editor

Tags Vande express train

Related articles Odisha News Lens 4.1

  • ଇସ୍ରାଏଲ୍ ସେନା ପକ୍ଷରୁ ବଡ଼ଧରଣର ବିମାନ ଆକ୍ରମଣ, ୮ ମୃତ
    ଦେଶ-ଦେଶାନ୍ତର

    ଇସ୍ରାଏଲ୍ ସେନା ପକ୍ଷରୁ ବଡ଼ଧରଣର ବିମାନ ଆକ୍ରମଣ, ୮ ମୃତ

    13365
    Jun 10, 2026
  • ସାବାସ୍ ଚାରୁ, ୨୩ ବର୍ଷରେ ୧୯ ଟି ଚାକିରିରେ ଉତ୍ତୀର୍ଣ୍ଣ
    ଦେଶ-ଦେଶାନ୍ତର

    ସାବାସ୍ ଚାରୁ, ୨୩ ବର୍ଷରେ ୧୯ ଟି ଚାକିରିରେ ଉତ୍ତୀର୍ଣ୍ଣ

    15038
    Jun 09, 2026
  • ନେହେରୁଙ୍କ ରେକର୍ଡ ଭାଙ୍ଗିଲେ ମୋଦି
    ଦେଶ-ଦେଶାନ୍ତର

    ନେହେରୁଙ୍କ ରେକର୍ଡ ଭାଙ୍ଗିଲେ ମୋଦି

    13678
    Jun 10, 2026
  • ‘ଦୀଘା ଜଗନ୍ନାଥ ଧାମ’ ନାମରୁ ‘ଧାମ’ ଶବ୍ଦ ହଟାଯିବ
    ଦେଶ-ଦେଶାନ୍ତର

    ‘ଦୀଘା ଜଗନ୍ନାଥ ଧାମ’ ନାମରୁ ‘ଧାମ’ ଶବ୍ଦ ହଟାଯିବ

    14195
    Jun 09, 2026
  • ପାକିସ୍ତାନୀ ସାମରିକ ଆକ୍ରମଣରେ ୧୩ ମୃତ
    ଦେଶ-ଦେଶାନ୍ତର

    ପାକିସ୍ତାନୀ ସାମରିକ ଆକ୍ରମଣରେ ୧୩ ମୃତ

    14679
    Jun 10, 2026
  • ପରମାଣୁ ରଣନୀତିରେ ବଡ ପରିବର୍ତ୍ତନ : ୧୨ଟି ପରମାଣୁ ଯୁଦ୍ଧାସ୍ତ୍ରକୁ ଆଇଏନଏସ୍‌ ...
    ଦେଶ-ଦେଶାନ୍ତର

    ପରମାଣୁ ରଣନୀତିରେ ବଡ ପରିବର୍ତ୍ତନ : ୧୨ଟି ପରମାଣୁ ଯୁଦ୍ଧାସ୍ତ୍ରକୁ ଆଇଏନଏସ୍‌ ...

    14733
    Jun 10, 2026
  • ମହଙ୍ଗା ସେଲିବ୍ରିଟିଙ୍କ ତାଲିକାରେ ବିରାଟ କୋହଲିଙ୍କ ସ୍ଥାନ ପ୍ରଥମ
    ମନୋରଞ୍ଜନ

    ମହଙ୍ଗା ସେଲିବ୍ରିଟିଙ୍କ ତାଲିକାରେ ବିରାଟ କୋହଲିଙ୍କ ସ୍ଥାନ ପ୍ରଥମ

    13289
    Jun 10, 2026
  • ରିଲିଜ୍ ପୂର୍ବରୁ ଦିଲ୍ଲୀରେ ଟିକସମୁକ୍ତ ହେଲା 'ଭାରତ ଭାଗ୍ୟ ବିଧାତା'
    ମନୋରଞ୍ଜନ

    ରିଲିଜ୍ ପୂର୍ବରୁ ଦିଲ୍ଲୀରେ ଟିକସମୁକ୍ତ ହେଲା 'ଭାରତ ଭାଗ୍ୟ ବିଧାତା'

    14362
    Jun 10, 2026
  • ଇନଷ୍ଟାଗ୍ରାମରେ ‘ବଣ୍ଟଓ୍ବାରା ୧୯୪୭’ର ପ୍ରଥମ ଝଲକ
    ମନୋରଞ୍ଜନ

    ଇନଷ୍ଟାଗ୍ରାମରେ ‘ବଣ୍ଟଓ୍ବାରା ୧୯୪୭’ର ପ୍ରଥମ ଝଲକ

    14438
    Jun 10, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ‘ଦୀଘା ଜଗନ୍ନାଥ ଧାମ’ ନାମରୁ ‘ଧାମ’ ଶବ୍ଦ ହଟାଯିବ

    14195
    Jun 09, 2026
  • ଦେଶ-ଦେଶାନ୍ତର

    ନେହେରୁଙ୍କ ରେକର୍ଡ ଭାଙ୍ଗିଲେ ମୋଦି

    13678
    Jun 10, 2026
  • ମନୋରଞ୍ଜନ

    ଇନଷ୍ଟାଗ୍ରାମରେ ‘ବଣ୍ଟଓ୍ବାରା ୧୯୪୭’ର ପ୍ରଥମ ଝଲକ

    14438
    Jun 10, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16917
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17536
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17582
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17974
    Sep 06, 2023

ବିଶେଷ

  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13307
    Jun 10, 2026
  • ଥାଇରଏଡ୍‌କୁ ସୁସ୍ଥ କରିବା ପାଇଁ ଯୋଗ ନିହାତି ଜରୁରୀ

    15203
    Jun 09, 2026
  • ଶରୀରରେ ରକ୍ତ କମିଯାଉଥିଲେ ଖାଆନ୍ତୁ ଏହି ଖାଦ୍ୟ

    14138
    Jun 07, 2026
  • ଏହି ମସଲା ଖାଇଲେ ହେବନି ପେଟ ଗରମ

    14035
    Jun 05, 2026
  • ପିଲାଙ୍କ ମାନସିକତାକୁ ବୁଝି ଦିଅନ୍ତୁ ଖାଇବା

    14963
    Jun 03, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15458
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15201
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15687
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14027
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇନଷ୍ଟାଗ୍ରାମରେ ‘ବଣ୍ଟଓ୍ବାରା ୧୯୪୭’ର ପ୍ରଥମ ଝଲକ

    14438
    Jun 10, 2026
  • ରିଲିଜ୍ ପୂର୍ବରୁ ଦିଲ୍ଲୀରେ ଟିକସମୁକ୍ତ ହେଲା 'ଭାରତ ଭାଗ୍ୟ ବିଧାତା'

    14362
    Jun 10, 2026
  • ଇସ୍ରାଏଲ୍ ସେନା ପକ୍ଷରୁ ବଡ଼ଧରଣର ବିମାନ ଆକ୍ରମଣ, ୮ ମୃତ

    13365
    Jun 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In