Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, May 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଦେଶରେ ପୁଣି ବୃଦ୍ଧି ପାଇଲା ପେଟ୍ରୋଲ ଏବଂ ...

  • ଟ୍ରମ୍ପଙ୍କ ଝିଅ ଇଭାଙ୍କାଙ୍କୁ ହତ୍ୟା ...

  • କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ, ୮୨ ମୃତ, ...

  • ଲୁଚି ଲୁଚି ବିବାହ କଲେ କି କଙ୍ଗନା, ...

  • ଅଭିନୟ କରୁଥିଲେ ଆଜୀବନ କଏଦୀ

  • ମୋଦିଙ୍କୁ ଝାଲମୁଢ଼ି ଖୁଆଇଥିବା ...

  • ପୁଣି ହେବ ଟ୍ୱିଶାଙ୍କ ମୃତଦେହ ବ୍ୟବଚ୍ଛେଦ

  • ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ

  • ୨.୮୭ ଲକ୍ଷ କୋଟି ଲାଭାଂଶ ଦେବ ଆରବିଆଇ

  • ଆଫଗାନିସ୍ତାନରେ ଶିଶୁ ଟୀକାକରଣ ...

Home ›› ›› ରାଜ୍ୟସଭାରେ ଆଜି ଆଗତ ହେବ ମହିଳା ସଂରକ୍ଷଣ ବିଲ୍

ରାଜ୍ୟସଭାରେ ଆଜି ଆଗତ ହେବ ମହିଳା ସଂରକ୍ଷଣ ବିଲ୍

2023-09-21 10:22:00
14584
Share:
Facebook
Twitter
E-Mail
WhatsApp
Telegram
 ରାଜ୍ୟସଭାରେ ଆଜି ଆଗତ ହେବ ମହିଳା ସଂରକ୍ଷଣ ବିଲ୍

ନୂଆଦିଲ୍ଲୀ:  ରାଜ୍ୟସଭାରେ ଆଜି ଆଗତ ହେବ ମହିଳା ସଂରକ୍ଷଣ ବିଲ୍। ଦିନ ୧୧ଟାରୁ ଆରମ୍ଭ ହୋଇ ଏହି ବତର୍କ ସନ୍ଧ୍ୟା ୬ଟା ପର୍ୟ୍ୟନ୍ତ ଚାଲିବ । ସ୍ୱତନ୍ତ୍ର ଅଧିବେଶନର ଆଜି ୪ର୍ଥ ଦିନ । ଆସନ୍ତାକାଲି ଶେଷ ଦିନ ଥିବାରୁ ଏହି ବିଲକୁ ପାରିତ କରିବାକୁ ପ୍ରୟାସ କରାଯିବ  । 

ବିଜେପିର ୧୪ ଜଣ ମହିଳା ସାଂସଦ ଏହି ବିତର୍କରେ ସାମିଲ ହେବେ । ସେହିପରି କଂଗ୍ରେସରୁ ୪ ଜଣ ମହିଳା ସାଂସଦ ସାମିଲ ହେବେ । ଶାସକ ଦଳ ତରଫରୁ ସାଂସଦ ଜେପି ନଡ୍ଡା ପ୍ରଥମେ ଅଭିଭାଷଣ ରଖିବେ । ରାଜ୍ୟସଭାରେ ଶାସକ ଦଳର ସଦସ୍ୟଙ୍କ ସଂଖ୍ୟା କମ୍ ରହିଛି । କିନ୍ତୁ ଗତକାଲି ଲୋକସଭାରେ ଏହି ବିଲକୁ ନେଇ ବିତର୍କ ଚାଲିଥିବାବେଳେ ସୋନିଆ ଗାନ୍ଧୀ କହିଥିଲେ କଂଗ୍ରେସ ଏହି ବିଲକୁ ସମର୍ଥନ କରୁଛି । ତେଣୁ ହୁଏତ ରାଜ୍ୟସଭାରେ ବିଲ୍ ପାରିତ ହେବା ଏତେଟା କଷ୍ଟ ହୋଇପାରିବ ନାହିଁ ।

ଲୋକସଭାରେ ସରକାର ସ୍ପଷ୍ଟ କରିଦେଇଛନ୍ତି ଯେ କୌଣସି ବୈଷୟିକ ବ୍ୟବସ୍ଥା ବାହାନାରେ ବିଲକୁ ଅଟକି ରହିବାକୁ ଦିଆଯିବ ନାହିଁ । ଏହି ବିଲ ଆଇନରେ ପରିଣତ ହେଲେ ମହିଳାମାନେ ଉଭୟ ସଂସଦ ଓ ବିଧାନସଭାରେ ୩୩ ପ୍ରତିଶତ ସଂରକ୍ଷଣ ପାଇବେ । ଗତ ସୋମବାର କେନ୍ଦ୍ର କ୍ୟାବିନେଟ୍ ଏହି ବିଲକୁ ଅନୁମୋଦନ କରିଥିବା ବେଳେ ମଙ୍ଗଳବାର ଆଇନ ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ବିଲକୁ ଲୋକସଭାରେ ଆଗତ କରିଥିଲେ । ଏହି ବିଲର ନାମ ହେଉଛି ‘ନାରୀ ଶକ୍ତି ବନ୍ଦନ ଅଧିନିୟମ’ ।

Powered by Froala Editor

Tags woemn reservation bill

Related articles Odisha News Lens 4.1

  • ଦେଶରେ ପୁଣି ବୃଦ୍ଧି ପାଇଲା ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ
    ଦେଶ-ଦେଶାନ୍ତର

    ଦେଶରେ ପୁଣି ବୃଦ୍ଧି ପାଇଲା ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ

    13842
    May 23, 2026
  • ଅଭିନୟ କରୁଥିଲେ ଆଜୀବନ କଏଦୀ
    ଦେଶ-ଦେଶାନ୍ତର

    ଅଭିନୟ କରୁଥିଲେ ଆଜୀବନ କଏଦୀ

    13845
    May 23, 2026
  •  ଆଫଗାନିସ୍ତାନରେ ଶିଶୁ ଟୀକାକରଣ କାର୍ଯ୍ୟକ୍ରମକୁ ବୃଦ୍ଧି କରିବା ପାଇଁ ୨୦ଟନ୍ ...
    ଦେଶ-ଦେଶାନ୍ତର

    ଆଫଗାନିସ୍ତାନରେ ଶିଶୁ ଟୀକାକରଣ କାର୍ଯ୍ୟକ୍ରମକୁ ବୃଦ୍ଧି କରିବା ପାଇଁ ୨୦ଟନ୍ ...

    14059
    May 22, 2026
  • ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ
    ଦେଶ-ଦେଶାନ୍ତର

    ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ

    14776
    May 23, 2026
  • ଟ୍ରମ୍ପଙ୍କ ଝିଅ ଇଭାଙ୍କାଙ୍କୁ ହତ୍ୟା ଉଦ୍ୟମ, ସନ୍ଦିଗ୍ଧ ଗିରଫ
    ଦେଶ-ଦେଶାନ୍ତର

    ଟ୍ରମ୍ପଙ୍କ ଝିଅ ଇଭାଙ୍କାଙ୍କୁ ହତ୍ୟା ଉଦ୍ୟମ, ସନ୍ଦିଗ୍ଧ ଗିରଫ

    13641
    May 23, 2026
  • ୨.୮୭ ଲକ୍ଷ କୋଟି ଲାଭାଂଶ ଦେବ ଆରବିଆଇ
    ଦେଶ-ଦେଶାନ୍ତର

    ୨.୮୭ ଲକ୍ଷ କୋଟି ଲାଭାଂଶ ଦେବ ଆରବିଆଇ

    13660
    May 23, 2026
  • କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ, ୮୨ ମୃତ, ୯ ଶ୍ରମିକଙ୍କ ମିଳୁନି ପତ୍ତା
    ଦେଶ-ଦେଶାନ୍ତର

    କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ, ୮୨ ମୃତ, ୯ ଶ୍ରମିକଙ୍କ ମିଳୁନି ପତ୍ତା

    15074
    May 23, 2026
  • ମୋଦିଙ୍କୁ ଝାଲମୁଢ଼ି ଖୁଆଇଥିବା ବ୍ୟକ୍ତିଙ୍କୁ ହତ୍ୟା ଧମକ
    ଦେଶ-ଦେଶାନ୍ତର

    ମୋଦିଙ୍କୁ ଝାଲମୁଢ଼ି ଖୁଆଇଥିବା ବ୍ୟକ୍ତିଙ୍କୁ ହତ୍ୟା ଧମକ

    14810
    May 23, 2026
  • ଲୁଚି ଲୁଚି ବିବାହ କଲେ କି କଙ୍ଗନା, ଜାଣନ୍ତୁ କ’ଣ ସତ...
    ମନୋରଞ୍ଜନ

    ଲୁଚି ଲୁଚି ବିବାହ କଲେ କି କଙ୍ଗନା, ଜାଣନ୍ତୁ କ’ଣ ସତ...

    15078
    May 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୨.୮୭ ଲକ୍ଷ କୋଟି ଲାଭାଂଶ ଦେବ ଆରବିଆଇ

    13660
    May 23, 2026
  • ଦେଶ-ଦେଶାନ୍ତର

    ଆଫଗାନିସ୍ତାନରେ ଶିଶୁ ଟୀକାକରଣ କାର୍ଯ୍ୟକ୍ରମକୁ ବୃଦ୍ଧି କରିବା ପାଇଁ ୨୦ଟନ୍ ଗୁରୁତ୍ୱପୂର୍ଣ୍ଣ ସାମଗ୍ରୀ ପଠାଇଲା ଭାରତ

    14059
    May 22, 2026
  • ଦେଶ-ଦେଶାନ୍ତର

    ଟ୍ରମ୍ପଙ୍କ ଝିଅ ଇଭାଙ୍କାଙ୍କୁ ହତ୍ୟା ଉଦ୍ୟମ, ସନ୍ଦିଗ୍ଧ ଗିରଫ

    13641
    May 23, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16875
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17493
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17541
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17926
    Sep 06, 2023

ବିଶେଷ

  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    14804
    May 21, 2026
  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14347
    May 20, 2026
  • ପିଲାମାନେ ଖାଇବା ସମୟରେ ଏଭଳି ବାରମ୍ବାର କରୁଥିଲେ ଜାଣନ୍ତୁ କଣ କରିବେ?

    14472
    May 18, 2026
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15532
    May 17, 2026
  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....

    15148
    May 15, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15416
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15159
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15650
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13980
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ, ୮୨ ମୃତ, ୯ ଶ୍ରମିକଙ୍କ ମିଳୁନି ପତ୍ତା

    15074
    May 23, 2026
  • ଦେଶରେ ପୁଣି ବୃଦ୍ଧି ପାଇଲା ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ

    13842
    May 23, 2026
  • ୨.୮୭ ଲକ୍ଷ କୋଟି ଲାଭାଂଶ ଦେବ ଆରବିଆଇ

    13660
    May 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In