Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, April 21, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଝାଲମୁଢି ଖାଇଲେ ମୋଦୀ, ଦୋକାନୀ କହିଲେ ...

  • ଇରାନ ଏବଂ ଆମେରିକା ମଧ୍ୟରେ ଅଚଳାବସ୍ଥା, ...

  • ଭୟଙ୍କର ସଡ଼କ ଦୁର୍ଘଟଣାରେ ୧୨ ମୃତ

  • ମଣିଷର ମୃତ୍ୟୁ ପରେ କାର୍‌କୁ ବି କବର

  • ‘ମହାବତାର ପର୍ଶୁରାମ’ର ପୋଷ୍ଟର ରିଲିଜ୍

  • ଇନ୍‌ଷ୍ଟାଗ୍ରାମରେ ୧୦ ଲକ୍ଷ ଫଲୋଅର୍ସ, ...

  • ଖାଇକୁ ଖସିଲା ବସ୍, ୧୫ ମୃତ

  • ଭାରତ-ରୁଷ ମୁତୟନ କରିବେ ୩ ହଜାର ସୈନ୍ୟ

  • ତାମିଲନାଡ଼ୁ ବାଣ ବିସ୍ଫୋରଣ : ମୃତ୍ୟୁ ...

  • ଏସବୁ ଖାଦ୍ୟ ହାର୍ଟ ପାଇଁ ସାଜିଥାଏ କାଳ

Home ›› ››ମହିଳା ରେସଲରଙ୍କୁ ଅଶ୍ଳୀଳ ବ୍ୟବହାର କରୁଥିଲେ ବ୍ରିଜଭୂଷଣ

ମହିଳା ରେସଲରଙ୍କୁ ଅଶ୍ଳୀଳ ବ୍ୟବହାର କରୁଥିଲେ ବ୍ରିଜଭୂଷଣ

2023-09-24 17:34:04
13986
Share:
Facebook
Twitter
E-Mail
WhatsApp
Telegram
ମହିଳା ରେସଲରଙ୍କୁ ଅଶ୍ଳୀଳ ବ୍ୟବହାର କରୁଥିଲେ ବ୍ରିଜଭୂଷଣ

ପ୍ରତି ମହିଳା ରେସଲରଙ୍କୁ ରେସଲିଂ ଫେଡେରେସନ ମୁଖ୍ୟ ବ୍ରିଜ ଭୂଷଣ ଶରଣ ସିଂ ସୁଯୋଗ ପାଇଲେ ଦୁର୍ବ୍ୟବହାର କରିଆସୁଥିଲେ । ଦିଲ୍ଲୀ କୋର୍ଟରେ ଏନେଇ ରିପୋର୍ଟ ଦେଇଛି ଦିଲ୍ଲୀ ପୋଲିସ । ଦିଲ୍ଲୀର ରାଉସ ଆଭେନ୍ୟୁ କୋର୍ଟରେ ଚାଲିଥିବା ଶୁଣାଣି ପ୍ରକ୍ରିୟାରେ ଗତକାଲି ମତ ଉପସ୍ଥାପନ କରିଥିଲା ଦିଲ୍ଲୀ ପୋଲିସ । 

ଶୁଣାଣି ସମୟରେ ଦିଲ୍ଲୀ ପୁଲିସ ଯୁକ୍ତି କରି କହିଥିଲା କି, ‘ ସିଂହଙ୍କୁ ଜଣାଥିଲା କି ସେ କ’ଣ କରୁଛନ୍ତି। ତାଜିକିସ୍ତାନରେ ଏସିୟାଇ ଚମ୍ପିୟାନସିପ ସମୟରେ ହୋଇଥିବା ଏକ ଅଭିଯୋଗ ଅନୁଯାୟୀ, ‘ଜଣେ ମହିଳା କୁସ୍ତିଯୋଦ୍ଧା ଦାବିର ସହ କହିଥିଲେ କି ବ୍ରିଜ ଭୂଷଣ ତାଙ୍କ ଅନୁମତି ବିନା ସାର୍ଟ ଉପରକୁ ଉଠାଇ ପେଟକୁ ଅଶ୍ଳୀଳ ଭାବେ ସ୍ପର୍ଶ କରିଥି‌ଲେ। କଥା ଏହା ନୁହେଁ ‌କି ପୀଡିତ ମହିଳା କୌଣସି ପ୍ରତିକ୍ରିୟା ଦେଇଥିଲେ କି ନାହିଁ, କିନ୍ତୁ ଏକଥା ସତ ଯେ ତାଙ୍କ ସହିତ ଯାହା ବି ହୋଇଥିଲା ତାହା ଭୁଲ ଅଟେ।

ମହିଳା ରେସଲରମାନଙ୍କୁ ସେ ଅଶାଳୀନ ବ୍ୟବହାର କରିବା ଥିଲା ତାଙ୍କ ଉଦ୍ଦେଶ୍ୟ । ତାଙ୍କ ବିରୋଧରେ ଚାର୍ଜଫ୍ରେମ ଲାଗି ୩ଟି ପ୍ରମାଣ ରହିଛି । ସେଥିରେ ରହିଛି ଧାରା ୧୬୧ ଅନୁସାରେ ଦୁଇଟି ରେକର୍ଡ ବୟାନ ଓ ଗୋଟିଏ ଲିଖିତ ଅଭିଯୋଗ ।

Powered by Froala Editor

Tags brijbhusan

Related articles Odisha News Lens 4.1

  • ଭାରତ-ରୁଷ ମୁତୟନ କରିବେ ୩ ହଜାର ସୈନ୍ୟ
    ଦେଶ-ଦେଶାନ୍ତର

    ଭାରତ-ରୁଷ ମୁତୟନ କରିବେ ୩ ହଜାର ସୈନ୍ୟ

    15462
    Apr 20, 2026
  • ଝାଲମୁଢି ଖାଇଲେ ମୋଦୀ, ଦୋକାନୀ କହିଲେ ସବୁଠାରୁ ବଡ଼ ସୁଯୋଗ ହରାଇଲି
    ଦେଶ-ଦେଶାନ୍ତର

    ଝାଲମୁଢି ଖାଇଲେ ମୋଦୀ, ଦୋକାନୀ କହିଲେ ସବୁଠାରୁ ବଡ଼ ସୁଯୋଗ ହରାଇଲି

    15537
    Apr 20, 2026
  • ତାମିଲନାଡ଼ୁ ବାଣ ବିସ୍ଫୋରଣ : ମୃତ୍ୟୁ ସଂଖ୍ୟା ୨୩, ଆହୁରି ବଢ଼ିବାର ଆଶଙ୍କା
    ଦେଶ-ଦେଶାନ୍ତର

    ତାମିଲନାଡ଼ୁ ବାଣ ବିସ୍ଫୋରଣ : ମୃତ୍ୟୁ ସଂଖ୍ୟା ୨୩, ଆହୁରି ବଢ଼ିବାର ଆଶଙ୍କା

    15624
    Apr 20, 2026
  • ଇନ୍‌ଷ୍ଟାଗ୍ରାମରେ ୧୦ ଲକ୍ଷ ଫଲୋଅର୍ସ, କିନ୍ତୁ ସନ୍ୟାସିନୀ ପାଲଟିଲେ ହର୍ଷା
    ମନୋରଞ୍ଜନ

    ଇନ୍‌ଷ୍ଟାଗ୍ରାମରେ ୧୦ ଲକ୍ଷ ଫଲୋଅର୍ସ, କିନ୍ତୁ ସନ୍ୟାସିନୀ ପାଲଟିଲେ ହର୍ଷା

    14553
    Apr 20, 2026
  • ଭୟଙ୍କର ସଡ଼କ ଦୁର୍ଘଟଣାରେ ୧୨ ମୃତ
    ଦେଶ-ଦେଶାନ୍ତର

    ଭୟଙ୍କର ସଡ଼କ ଦୁର୍ଘଟଣାରେ ୧୨ ମୃତ

    13503
    Apr 20, 2026
  • ଇରାନ ଏବଂ ଆମେରିକା ମଧ୍ୟରେ ଅଚଳାବସ୍ଥା, ବୃଦ୍ଧି ପାଇଲା ତୈଳ ଦର
    ଦେଶ-ଦେଶାନ୍ତର

    ଇରାନ ଏବଂ ଆମେରିକା ମଧ୍ୟରେ ଅଚଳାବସ୍ଥା, ବୃଦ୍ଧି ପାଇଲା ତୈଳ ଦର

    14369
    Apr 20, 2026
  • ଏସବୁ ଖାଦ୍ୟ ହାର୍ଟ ପାଇଁ ସାଜିଥାଏ କାଳ
    ବିଶେଷ

    ଏସବୁ ଖାଦ୍ୟ ହାର୍ଟ ପାଇଁ ସାଜିଥାଏ କାଳ

    13503
    Apr 20, 2026
  • ଖାଇକୁ ଖସିଲା ବସ୍, ୧୫ ମୃତ
    ଦେଶ-ଦେଶାନ୍ତର

    ଖାଇକୁ ଖସିଲା ବସ୍, ୧୫ ମୃତ

    14138
    Apr 20, 2026
  • ମଣିଷର ମୃତ୍ୟୁ ପରେ କାର୍‌କୁ ବି କବର
    ଦେଶ-ଦେଶାନ୍ତର

    ମଣିଷର ମୃତ୍ୟୁ ପରେ କାର୍‌କୁ ବି କବର

    14895
    Apr 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଏସବୁ ଖାଦ୍ୟ ହାର୍ଟ ପାଇଁ ସାଜିଥାଏ କାଳ

    13503
    Apr 20, 2026
  • ଦେଶ-ଦେଶାନ୍ତର

    ତାମିଲନାଡ଼ୁ ବାଣ ବିସ୍ଫୋରଣ : ମୃତ୍ୟୁ ସଂଖ୍ୟା ୨୩, ଆହୁରି ବଢ଼ିବାର ଆଶଙ୍କା

    15624
    Apr 20, 2026
  • ମନୋରଞ୍ଜନ

    ଇନ୍‌ଷ୍ଟାଗ୍ରାମରେ ୧୦ ଲକ୍ଷ ଫଲୋଅର୍ସ, କିନ୍ତୁ ସନ୍ୟାସିନୀ ପାଲଟିଲେ ହର୍ଷା

    14553
    Apr 20, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17426
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17480
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17837
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16308
    Apr 03, 2021

ବିଶେଷ

  • ଏସବୁ ଖାଦ୍ୟ ହାର୍ଟ ପାଇଁ ସାଜିଥାଏ କାଳ

    13503
    Apr 20, 2026
  • ଅସ୍ଥି ମଜଭୁତ କରେ ଖଜୁରି

    16132
    Apr 16, 2026
  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15828
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    16184
    Apr 12, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14804
    Apr 11, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15344
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15076
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15577
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13875
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମଣିଷର ମୃତ୍ୟୁ ପରେ କାର୍‌କୁ ବି କବର

    14895
    Apr 20, 2026
  • ଖାଇକୁ ଖସିଲା ବସ୍, ୧୫ ମୃତ

    14138
    Apr 20, 2026
  • ଝାଲମୁଢି ଖାଇଲେ ମୋଦୀ, ଦୋକାନୀ କହିଲେ ସବୁଠାରୁ ବଡ଼ ସୁଯୋଗ ହରାଇଲି

    15537
    Apr 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In