Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, October 04, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସ୍ମିତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ...

  • ମମତା ବାନାର୍ଜୀଙ୍କ ଗୋଡ ଭାଙ୍ଗିବା ...

  • ପାଇଲଟ୍ କ୍ୟାପଟେନ୍ ସ୍ମିଥ ମଚ୍ଛାରଙ୍କୁ ...

  • ଆଟଲାଣ୍ଟିକ ମହାସାଗର ଉପରୁ ଏୟାର ...

  • ବାଂଲାଦେଶରେ ଦୁର୍ଗାପୂଜା ପୂର୍ବରୁ ମା’ ...

  • ବନ୍ୟା ମାଡ଼ରେ ଦରଗଡିଶିଳା ପର୍ଯ୍ୟଟନ ...

  • ଇନଫ୍ଲ୍ୟଏନ୍ସର ମ୍ୟାଡ଼ ସନ୍ଧୁଙ୍କୁ ଗୁଳି ...

  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

  • ନକ୍ସଲରୁ ରାମ୍ପ ଓ୍ୱାକ୍ , ଏବେ ବଲିଉଡରେ...

  • ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ...

ଖେଳ ଖବର
Home ›› ଖେଳ ଖବର ››ଏସିଆନ ଗେମ୍ସ : ପ୍ରଥମ ଦିନରେ ଭାରତ ପାଇଲା ୩ ରୌପ୍ୟ ପଦକ

ଏସିଆନ ଗେମ୍ସ : ପ୍ରଥମ ଦିନରେ ଭାରତ ପାଇଲା ୩ ରୌପ୍ୟ ପଦକ

2023-09-24 17:44:53
17671
Share:
Facebook
Twitter
E-Mail
WhatsApp
Telegram
ଏସିଆନ ଗେମ୍ସ : ପ୍ରଥମ ଦିନରେ ଭାରତ ପାଇଲା ୩ ରୌପ୍ୟ ପଦକ

ଚୀନର ହାଙ୍ଗଝୁରେ ଚାଲିଥିବା ୨୦୨୩ ଏସିଆନ ଗେମ୍ସରେ ଭାରତ ପ୍ରଥମ ଦିନରେ ୫ଟି ପଦକ ହାସଲ କରିଛି । ଏୟାର ରାଇଫଲ ଓ ରୋଇଂରେ ଭାରତକୁ ୩ଟି ରୌପ୍ୟ ପଦକ ମିଳିଛି । ସେହିପରି ଏହି ଦୁଇ ଇଭେଣ୍ଟରେ ଦୁଇଟି ବ୍ରୋଞ୍ଜ ମଧ୍ୟ ମିଳିଛି । ଶୁଟିଂରେ ମହିଳା ଟିମ୍‌କୁ ମିଳିଛି ରୌପ୍ୟ ପଦକ। ୧୦ ମିଟର ଏୟାର ରାଇଫଲ ଟିମ୍ ଇଭେଣ୍ଟରେ ମେହୁଲି ଘୋଷ, ରମିତା ଓ ଆଶୀ ଚୌକ୍‌ସେ ଜିତିଛନ୍ତି ରୌପ୍ୟ ପଦକ।

ଶୁଟିଂରେ ରୌପ୍ୟ ଜିତିବା ପରେ ରୋଇଂ ବା ନୌଚାଳନାରେ ପୁରୁଷ ଲାଇଟ୍‌ୱେଟ ଡବଲ୍ ସ୍କଲସ୍‌ରେ ରୌପ୍ୟ ପଦକ ଜିତିଛନ୍ତି ଅରବିନ୍ଦ ସିଂହ ଓ ଅର୍ଜୁନ ଲାଲ୍ ଜାଟ୍‌। ମେନ୍ସ ପେୟାର ରୋଇଂରେ ବାବୁଲାଲ ଯାଦବ ଏବଂ ଲାଖ ରାମ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି । ମେନ୍ସ ଏଇଟରେ ଭାରତ ରୌପ୍ୟ ପଦକ ହାସଲ କରିଛି । ଏହି ଟିମରେ ନିରଜ, ନରେଶ କଲଓ୍ବାନିଆ, ନେତୀଶ କୁମାର, ଚରଣଜିତ ସିଂ, ଜସବିନ୍ଦର ସିଂ, ଭୀମ ସିଂ, ପୁନିତ କୁମାର ଏବଂ ଆଶିଷ ସଦସ୍ୟ ଥିଲେ ।

ଶନିବାର ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଭିତରେ ଚଳିତ ଏସୀୟ କ୍ରୀଡ଼ାକୁ ଉଦ୍‌ଘାଟନ କରିଥିଲେ। ଅକ୍ଟୋବର ୮ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ପ୍ରତିଯୋଗିତାରେ ୪୫ଟି ଦେଶରୁ ପ୍ରାୟ ୧୨,୫୦୦ ଖେଳାଳି ଅଂଶଗ୍ରହଣ କରିଛନ୍ତି।

Powered by Froala Editor

Tags games

Related articles Odisha News Lens 4.1

  • ସ୍ମିତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କଲେ ଇସ୍ରାଏଲ ...
    ଦେଶ-ଦେଶାନ୍ତର

    ସ୍ମିତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କଲେ ଇସ୍ରାଏଲ ...

    14085
    Oct 04, 2026
  • ବନ୍ୟା ମାଡ଼ରେ ଦରଗଡିଶିଳା ପର୍ଯ୍ୟଟନ ଧ୍ୱଂସ୍ତ
    ଜିଲ୍ଲା ପରିକ୍ରମା

    ବନ୍ୟା ମାଡ଼ରେ ଦରଗଡିଶିଳା ପର୍ଯ୍ୟଟନ ଧ୍ୱଂସ୍ତ

    15035
    Oct 04, 2026
  • ଇନଫ୍ଲ୍ୟଏନ୍ସର ମ୍ୟାଡ଼ ସନ୍ଧୁଙ୍କୁ ଗୁଳି କରି ହତ୍ୟା
    ଦେଶ-ଦେଶାନ୍ତର

    ଇନଫ୍ଲ୍ୟଏନ୍ସର ମ୍ୟାଡ଼ ସନ୍ଧୁଙ୍କୁ ଗୁଳି କରି ହତ୍ୟା

    13498
    Oct 04, 2026
  • ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର
    ଅପରାଧ

    ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    15187
    Oct 03, 2026
  •  କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ
    ବାଣିଜ୍ୟ

    କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14089
    Oct 04, 2026
  • ନକ୍ସଲରୁ ରାମ୍ପ ଓ୍ୱାକ୍ , ଏବେ ବଲିଉଡରେ...
    ଦେଶ-ଦେଶାନ୍ତର

    ନକ୍ସଲରୁ ରାମ୍ପ ଓ୍ୱାକ୍ , ଏବେ ବଲିଉଡରେ...

    14570
    Oct 03, 2026
  • ଆଟଲାଣ୍ଟିକ ମହାସାଗର ଉପରୁ ଏୟାର ଆମ୍ୱୁଲାନ୍ସ  ନିଖୋଜ
    ଦେଶ-ଦେଶାନ୍ତର

    ଆଟଲାଣ୍ଟିକ ମହାସାଗର ଉପରୁ ଏୟାର ଆମ୍ୱୁଲାନ୍ସ ନିଖୋଜ

    14691
    Oct 04, 2026
  • ମମତା ବାନାର୍ଜୀଙ୍କ ଗୋଡ ଭାଙ୍ଗିବା ଘଟଣାକୁ ନେଇ ରାଜନୀତି ଆରମ୍ଭ, ଏହା କହିଲେ ...
    ଦେଶ-ଦେଶାନ୍ତର

    ମମତା ବାନାର୍ଜୀଙ୍କ ଗୋଡ ଭାଙ୍ଗିବା ଘଟଣାକୁ ନେଇ ରାଜନୀତି ଆରମ୍ଭ, ଏହା କହିଲେ ...

    13339
    Oct 04, 2026
  • ପାଇଲଟ୍ କ୍ୟାପଟେନ୍ ସ୍ମିଥ ମଚ୍ଛାରଙ୍କୁ ଡାକ୍ତରଖାନାରେ ଭେଟିଲେ ୟୁଏଇର ଉପ ...
    ଦେଶ-ଦେଶାନ୍ତର

    ପାଇଲଟ୍ କ୍ୟାପଟେନ୍ ସ୍ମିଥ ମଚ୍ଛାରଙ୍କୁ ଡାକ୍ତରଖାନାରେ ଭେଟିଲେ ୟୁଏଇର ଉପ ...

    15303
    Oct 04, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଅପରାଧ

    ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    15187
    Oct 03, 2026
  • ବାଣିଜ୍ୟ

    କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14089
    Oct 04, 2026
  • ଦେଶ-ଦେଶାନ୍ତର

    ପାଇଲଟ୍ କ୍ୟାପଟେନ୍ ସ୍ମିଥ ମଚ୍ଛାରଙ୍କୁ ଡାକ୍ତରଖାନାରେ ଭେଟିଲେ ୟୁଏଇର ଉପ ପ୍ରଧାନମନ୍ତ୍ରୀ

    15303
    Oct 04, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17149
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17841
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17804
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18216
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15424
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14096
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15835
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15402
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14775
    Sep 18, 2026

ବାଣିଜ୍ୟ

କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

ପ୍ରାକୃତିକ ତେଲ ତ୍ବଚା ଏବଂ ବାଳ ନିମନ୍ତେ ଅତ୍ୟନ୍ତ ଲାଭଦାୟକ ହୋଇଥାଏ। ନଡ଼ିଆ ତେଲ,ବାଦାମ ତେଲ,ଅଲିଭ ତେଲର ଫାଇଦା ବିଷୟରେ ତ ଆପଣ ଜାଣିଥିବେ କିନ୍ତୁ ଆପଣ କ’ଣ କେବେ ଅଣ୍ଡା ତେଲ ଟ୍ରାଇ କରିଛନ୍ତି? ଆସନ୍ତୁ ଜାଣିବା ଅଣ୍ଡା ତେଲ କିପରି ଭାବରେ ଆମ ବାଳ ପାଇଁ ଲାଭଦାୟକ ହୋଇଥାଏ।

ଅଣ୍ଡା ତେଲ ଅଣ୍ଡାର କେଶର ...

  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    13764
    Oct 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

    15385
    Oct 01, 2026
  • ଭାରତରେ ‘Apple Pay’ ପ୍ରବେଶ

    15049
    Sep 30, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14399
    Sep 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନକ୍ସଲରୁ ରାମ୍ପ ଓ୍ୱାକ୍ , ଏବେ ବଲିଉଡରେ...

    14570
    Oct 03, 2026
  • ସ୍ମିତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କଲେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ନେତନ୍ୟାହୁ

    14085
    Oct 04, 2026
  • ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    15187
    Oct 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In