Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, September 29, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ...

  • ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ...

  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ...

  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

  • ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ...

  • ମନ କି ବାତ୍ କାର୍ୟ୍ୟକ୍ରମରେ ...

  • ଇରାନର ସାତଦିନିଆ ଅସ୍ତ୍ରବିରତି ...

  • ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା

  • ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ...

  • ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର ...

ରାଜନୀତି
Home ›› ରାଜନୀତି ››ସେପ୍ଟେମ୍ବର ୨୫ ରୁ ଅକ୍ଟୋବର ୧୫ ସାରା ଓଡ଼ିଶାରେ କଂଗ୍ରେସର ପଦଯାତ୍ରା ଆରମ୍ଭ ହେବ : ଶରତ ପଟ୍ଟନାୟ

ସେପ୍ଟେମ୍ବର ୨୫ ରୁ ଅକ୍ଟୋବର ୧୫ ସାରା ଓଡ଼ିଶାରେ କଂଗ୍ରେସର ପଦଯାତ୍ରା ଆରମ୍ଭ ହେବ : ଶରତ ପଟ୍ଟନାୟ

2023-09-25 07:27:27
14203
Share:
Facebook
Twitter
E-Mail
WhatsApp
Telegram
ସେପ୍ଟେମ୍ବର ୨୫ ରୁ ଅକ୍ଟୋବର ୧୫ ସାରା ଓଡ଼ିଶାରେ କଂଗ୍ରେସର ପଦଯାତ୍ରା ଆରମ୍ଭ ହେବ : ଶରତ ପଟ୍ଟନାୟ

ଭୁବନେଶ୍ୱର- ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟ ଆହୁତ ଏକ ସାମ୍ବାଦିକ ସମ୍ମିଳିନୀରେ ସାମ୍ବାଦିକ ମାନଙ୍କୁ ସମ୍ବୋଦିତ କରି ପ୍ରଦେଶ କଂଗ୍ରେସ ସଭାପତି ଶ୍ରୀ ଶରତ ପଟ୍ଟନାୟକ କହିଲେ ଯେ ଅକ୍ଟୋବର ମାସ ୧୫ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ପ୍ରତ୍ୟେକ ପଂଚାୟତରେ କଂଗ୍ରେସ ପଦଯାତ୍ରା କରିବା ସହିତ ଘରକୁ ଘରୁ ପହଂଚି ୨୪ ବର୍ଷର ନବୀନ ସରକାର ଏବଂ କେନ୍ଦ୍ରରେ ୯ ବର୍ଷରୁ ଅଧିକ ସମୟ ଧରି ରହିଥିବା ବିଜେପି ସରକାର ଜନସାଧାରଣଙ୍କୁ ଦେଇଥିବା ସମସ୍ତ ପ୍ରତିଶ୍ରୁତି ପାଳନ କରିବାରେ ବିଫଳ ହୋଇଛି ବୋଲି ଏହାର ଏକ ପ୍ରଚାର ପତ୍ର  ଗଣମାଧ୍ୟମ ସମ୍ମୁଖରେ ଉନ୍‌ମୋଚନ କଲେ । ଆଜି ପର୍ଯ୍ୟନ୍ତ ୨ ଦଶନ୍ଧିରୁ ଅଧିକ ଧରି ଓଡ଼ିଶାରେ ବିଜେଡ଼ି ସରକାର ଶାସନରେ ଥିଲେ ମଧ୍ୟ ଓଡ଼ିଶାର ସାମଗ୍ରିକ ସ୍ଥିତି ଅତ୍ୟନ୍ତ ଖରାପ ପରିସ୍ଥିତି ଦେଇ ଗତିକରୁଛି । ୨ ଲକ୍ଷ ନିଯୁକ୍ତି, ରାଜ୍ୟର ପ୍ରତିବ୍ଲକରେ ୪୫ ପ୍ରତିଶତ ଜଳସେଚନ, ସମସ୍ତଙ୍କୁ ଗୁଣାତ୍ମକ ସ୍ୱାସ୍ଥ୍ୟସେବା, ଗୁଣାତ୍ମକ ଶିକ୍ଷା, ସମାଜର ବିଭିନ୍ନ ବର୍ଗର ବରିଷ୍ଠ ନାଗରିକ, ସାମାଜିକ ସୁରକ୍ଷା, କୃଷକର ଆୟ ଦ୍ୱିଗୁଣିତ ହେବା କଥା, ମହିଳାମାନଙ୍କର ସୁରକ୍ଷା, ଦାଦନ ଶ୍ରମିକ ବନ୍ଦ ପ୍ରଥା ଓ ରାଜ୍ୟରେ କୃଷିଭିତିକ ଶିଳ୍ପ କରିବା କଥା ସବୁ ଆଦି ବିଫଳ ହୋଇଛି । ଠିକ୍ ସେହିଭଳି ଭାବରେ ୨୦୧୪ ମସିହା ପୂର୍ବରୁ ଏବଂ ପରେ କେନ୍ଦ୍ର ବିଜେପି ସରକାର ଖୋଦ୍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଦେଶର କୃଷକ, ଶ୍ରମିକ, ଯୁବକ, ମହିଳା, ଛାତ୍ରଛାତ୍ରୀ ମାନଙ୍କ ଉଦ୍ଦ୍ୟେଶରେ ଯେଉଁ ପ୍ରତିଶ୍ରୁତି ଦେଇଥିଲେ ତାହା ସବୁ ଆଜି ମିଛ ପ୍ରତିଶ୍ରୁତି ବୋଲି ପ୍ରମାଣିତ ହୋଇସାରିଲାଣି । ଏପରିକି ଦରଦାମ୍ ଆଜି ଆକାଶ ଛୁଆଁ, ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସର ମୂଲ୍ୟ ପାଖାପାଖି ୨୦୧୪ ମସିହା ତୁଳନାରେ ୨ଗୁଣା ବୃଦ୍ଧି ପାଇଛି । ଲୋକମାନଙ୍କର ରୋଜଗାର, ବିମୁଦ୍ରୀକରଣ ଏବଂ ଜିଏସ୍‌ଟି ଯୋଗୁଁ ବହୁମାତ୍ରାରେ କମିଯାଇଛି । ଭାରତ ବର୍ଷରେ ନୂଆ ଶିଳ୍ପ ପ୍ରତିଷ୍ଠା ପରିବର୍ତେ ୬୬ ଲକ୍ଷରୁ ଅଧିକ ଛୋଟ ଏବଂ ଅଣୁ କ୍ଷୁଦ୍ର ଏବଂ ମଧ୍ୟମ ଧରଣର ଶିଳ୍ପ କାରଖାନାରେ ତାଲା ପଡ଼ିଯାଇଛି । ୬ କୋଟିରୁ ଅଧିକ ଲୋକ ଗରୀବ ସୀମାରେଖା ମଧ୍ୟକୁ ଚାଲିଯାଇଛନ୍ତି । କିନ୍ତୁ ବିଗତ ଦିନରେ ରାଜ୍ୟରେ କଂଗ୍ରେସ ସରକାର ଥିଲାବେଳେ ରାଜ୍ୟରେ ପାରାଦ୍ୱୀପ ବନ୍ଦର ଠାରୁ ଆରମ୍ଭ କରି ମହାନଦୀ ନଦୀ ବନ୍ଦ ଯୋଜନ, ଜଳ ବିଦ୍ୟୁତ ପ୍ରକଳ୍ପ, କୋଇଲାରୁ ବିଦ୍ୟୁତ୍ ଉତ୍ପାଦନ ପ୍ରକଳ୍ପ, ସ୍କୁଲ, କଲେଜ ଓ ୟୁନିଭରସିଟର ପୂର୍ଣ୍ଣାଙ୍ଗ ସ୍ଥାୟୀ ସରକାରୀ ଶିକ୍ଷକ ନିଯୁକ୍ତି ସହିତ ଗୁଣାତ୍ମକ ଶିକ୍ଷା, ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଜିଲ୍ଲା ସଦରମହକୁମାରେ ଚିକିତ୍ସାଳୟ ଠାରୁ ଆରମ୍ଭ କରି ପଂଚାୟତ ସ୍ତରରେ ମାତୃମଙ୍ଗଳ କେନ୍ଦ୍ର ପ୍ରତିଷ୍ଠା କରାଯାଇଥିଲା । ଓଡ଼ିଶାର ବିକାଶ ଏ ଦୁଇ ଦଳର ଅନୁଚୀନ୍ତା ନୁହେଁ । ଏହି ୨ ରାଜନୈତିକ ଦଳର ଓଡ଼ିଶାର କୃଷକ, ଛାତ୍ର, ଯୁବକ, ମହିଳାମାନେ ଶାନ୍ତି, ସୁରକ୍ଷା ସହିତ ଅର୍ଥନୈତିକ କ୍ଷେତ୍ରରେ ପ୍ରଗତି କରନ୍ତୁ ବୋଲି ତାଙ୍କର ନିଷ୍ଠା ନାହିଁ ।


ମହିଳାମାନଙ୍କର ବିକାଶ, ଶିକ୍ଷା, ସ୍ୱାସ୍ଥ୍ୟ ଓ ନିଯୁକ୍ତି ଏବଂ ସର୍ବପରୀ ଭାରତ ବର୍ଷର ସର୍ବଶ୍ରେଷ୍ଠ ପଦପଦବୀ ତଥା ରାଜ୍ୟର ସର୍ବଶ୍ରେଷ୍ଠ ପଦରେ କଂଗ୍ରେସ ସରକାର ସମୟରେ ବହୁ ମହିଳା ରହିଛନ୍ତି । ରାଜ୍ୟରେ କଂଗ୍ରେସ ପ୍ରତିଷ୍ଠା ହେଲେ ରାଜ୍ୟର ଯୁବକ, କୃଷକ, ଶ୍ରମିକ, ମହିଳା ଓ ବିଶେଷ କରି ଆଦିବାସୀ, ଅନୁସୂଚିତ ଜାତି, ପଛୁଆବର୍ଗ ଓ ସଂଖ୍ୟାଲଘ ବର୍ଗଙ୍କର ବିକାଶ ପ୍ରତି ଯଥେଷ୍ଟ ଗୁରୁତ୍ୱ ପ୍ରଦାନ କରିବ । ରାଜ୍ୟକୁ ଏକ ବିକାଶଶୀଳ ରାଜ୍ୟରେ ପରିଣତ କରିବୁ । ଓଡ଼ିଶାବାସୀ ବିଚାର କରନ୍ତୁ ୨ ଦଶନ୍ଧି ଏକ ଛୋଟ ସମୟ ନୁହେଁ । ଏହି ସମୟ ଭିତରେ ରାଜ୍ୟ ସରକାର ରାଜ୍ୟର ବିକାଶ ପାଇଁ ଛୁଚିଁ କାରଖାନାଟିଏ କରିନାହାନ୍ତି । କିନ୍ତୁ ୨୩ ବର୍ଷର ମହାଦୁର୍ନୀତିର ଚିଠା ଦେଇଛୁ । ରାଜ୍ୟର ୩୦ ଲକ୍ଷ ପରିବାରର ଚିଟ୍‌ଫଣ୍ଡ କ୍ଷେତିଗ୍ରସ୍ତ । ଆଜି ପର୍ଯ୍ୟନ୍ତ ସେମାନଙ୍କୁ ପଇସା ମିଳିଲା ନାହିଁ ଏବଂ ଏହି ମହାଦୃର୍ନୀତିରେ ସଂପୃକ୍ତ ବିଜେଡ଼ି ନେତାମାନଙ୍କୁ ସିବିଆଇ ଗିରଫ ମଧ୍ୟ କରୁନାହିଁ । ରାଜ୍ୟରେ ମନ୍ତ୍ରୀ ଓ ବିଧାୟକ ମାନଙ୍କର ଗୁରୁତ୍ୱ କିଛିନାହିଁ ।


ପ୍ରଦେଶ କଂଗ୍ରେସ କମିଟିର ଇସ୍ତାହାର କମିଟିର ଅଧ୍ୟକ୍ଷ ପଂଚାନନ୍ କାନୁନ୍‌ଗୋ କହିଲେ, ଆମେ ଯେଉଁ ପ୍ରଚାର ପତ୍ର ଲେଖିଛୁ ଏବଂ ଜନସାଧାରଣଙ୍କ ପାଖରେ ପହଂଚାଇବୁ । ଯଦି ଏଥିରେ ଗୋଟିଏ ବି ମିଛ ଅଛି ଉଭୟ ଦଳ ଏହାକୁ ଖଣ୍ଡନ କରିବାର ସତ୍‌ସାହସ କରନ୍ତୁ । ଏହି ସାମ୍ବାଦିକ ସମ୍ମଳନୀରେ ଅନ୍ୟମାନଙ୍କ ମଧ୍ୟରେ ପ୍ରଦେଶ କଂଗ୍ରେସର ଉପସଭାପତି ଶିବାନନ୍ଦ ରାୟ, ପ୍ରଦେଶ କଂଗ୍ରେସର ମୁଖପାତ୍ର ମନୋରଞ୍ଜନ ଦାସ ଓ ରଜନୀ ମହାନ୍ତି ଉପସ୍ଥିତ ଥିଲେ ।

Powered by Froala Editor

Tags opcc , congress , pradesh congress , odisha congress

Related articles Odisha News Lens 4.1

  •  ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ
    ଦେଶ-ଦେଶାନ୍ତର

    ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ

    13764
    Sep 28, 2026
  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର
    ଦେଶ-ଦେଶାନ୍ତର

    ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର

    14554
    Sep 28, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍
    ବାଣିଜ୍ୟ

    ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    13925
    Sep 28, 2026
  • ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ...
    ଦେଶ-ଦେଶାନ୍ତର

    ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ...

    15385
    Sep 27, 2026
  • ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା
    ଦେଶ-ଦେଶାନ୍ତର

    ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା

    14065
    Sep 27, 2026
  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ
    ଦେଶ-ଦେଶାନ୍ତର

    ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ

    13866
    Sep 28, 2026
  • ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର କରୁଥିଲେ, ୟୁଟ୍ୟୁବରଙ୍କ ଘରେ କଳାକନା ବୁଲାଇଲେ ...
    ଅପରାଧ

    ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର କରୁଥିଲେ, ୟୁଟ୍ୟୁବରଙ୍କ ଘରେ କଳାକନା ବୁଲାଇଲେ ...

    13671
    Sep 27, 2026
  • ଇରାନର ସାତଦିନିଆ ଅସ୍ତ୍ରବିରତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଇରାନର ସାତଦିନିଆ ଅସ୍ତ୍ରବିରତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲେ ଟ୍ରମ୍ପ

    15645
    Sep 27, 2026
  • ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ସମ୍ପତ୍ତି ୧୦ ହଜାର କୋଟି
    ମନୋରଞ୍ଜନ

    ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ସମ୍ପତ୍ତି ୧୦ ହଜାର କୋଟି

    15481
    Sep 27, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    13925
    Sep 28, 2026
  • ଦେଶ-ଦେଶାନ୍ତର

    ଇରାନର ସାତଦିନିଆ ଅସ୍ତ୍ରବିରତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲେ ଟ୍ରମ୍ପ

    15645
    Sep 27, 2026
  • ଦେଶ-ଦେଶାନ୍ତର

    ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ

    13866
    Sep 28, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17135
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17822
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17790
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18204
    Sep 06, 2023

ବିଶେଷ

  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    13701
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15688
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15253
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14628
    Sep 18, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14866
    Sep 11, 2026

ବାଣିଜ୍ୟ

ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

ଏଣିକି ଗ୍ରାହକଙ୍କୁ ଆଉ ୨୮ ଦିନ ନୁହେଁ, ବରଂ ପୂରା ୩୦ ଦିନର ରିଚାର୍ଜ ପ୍ଲାନ୍ ମିଳିବ । ଏହା ସହ ଶସ୍ତା ଭଏସ୍ ପ୍ଲାନ୍ ବି ଉପଲବ୍ଧ ହେବ । ରବିବାର କେନ୍ଦ୍ର ସରକାର ଟେଲିକମ୍ ଗ୍ରାହକ ସୁରକ୍ଷା (ତ୍ରୟୋଦଶ ସଂଶୋଧନ) ନିୟମାବଳୀ ୨୦୨୬ କାର୍ଯ୍ୟକାରୀ କରିଛନ୍ତି । ଏହାଦ୍ୱାରା ଗ୍ରାହକଙ୍କୁ ଏବେ ବର୍ଷକୁ ୧୩ଟି ରିଚାର୍ଜରୁ ମ ...

  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14095
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15943
    Sep 23, 2026
  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14432
    Sep 17, 2026
  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15624
    Sep 17, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇରାନର ସାତଦିନିଆ ଅସ୍ତ୍ରବିରତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲେ ଟ୍ରମ୍ପ

    15645
    Sep 27, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    13925
    Sep 28, 2026
  • ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ

    13764
    Sep 28, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In