Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, March 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମୋତେ ବହିଷ୍କାର ପରେ ଝିଅକୁ କୌଣସି ...

  • ଲେମ୍ବୁ ପାଣି ପାଇଁ କାଫେ ନେଲା ଗ୍ୟାସ୍ ...

  • ପୋଷ୍ୟ ସନ୍ତାନ ଗ୍ରହଣ କଲେବି ମା’ଙ୍କୁ ...

  • ଏଣିକି ଅଣ୍ଡାରେ ରହିବ ଏକ୍ସପାଏରୀ ତାରିଖ

  • ଅସ୍କାର-୨୦୨୬: "ୱାନ୍ ବ୍ୟାଟଲ ଆଫ୍‌ଟର ...

  • ଏପ୍ରିଲ୍‌ରେ ରିଲିଜ୍ ହୋଇପାରେ ମାତୃଭୂମି!

  • ରିଲ୍ସ କରୁ କରୁ ଗୁଳି ଫୁଟିଗଲା ଛାତିରେ

  • ରାତ୍ରୀ ଭୋଜନରେ ଖାଆନ୍ତୁ ଏହି ଖାଦ୍ୟ, କମିବ ...

  • ଯୁଦ୍ଧକୁ ନେଇ ସାମାଜିକ ଗଣମାଧ୍ୟମରେ ...

  • ବୋମାମାଡରେ ଧ୍ଵଂସ ହେଲା ଖାମେନେଇ ...

Home ›› ››ମଧୁବାବୁଙ୍କ ସଂର୍ଘଷ ଯାତ୍ରା ଯୁବପିଢ଼ିଙ୍କ ପାଇଁ ପ୍ରେରଣା : ମନମୋହନ ସାମଲ

ମଧୁବାବୁଙ୍କ ସଂର୍ଘଷ ଯାତ୍ରା ଯୁବପିଢ଼ିଙ୍କ ପାଇଁ ପ୍ରେରଣା : ମନମୋହନ ସାମଲ

2023-09-25 07:29:58
14173
Share:
Facebook
Twitter
E-Mail
WhatsApp
Telegram
ମଧୁବାବୁଙ୍କ ସଂର୍ଘଷ ଯାତ୍ରା ଯୁବପିଢ଼ିଙ୍କ ପାଇଁ ପ୍ରେରଣା  : ମନମୋହନ ସାମଲ

କଟକ(ସାଲେପୁର)/ଭୁବନେଶ୍ୱର- କଟକ ଜିଲ୍ଲା ସାଲେପୁର ନିର୍ବାଚନ ମଣ୍ଡଳିରେ ଆୟୋଜିତ “ମୋ ମାଟି ମୋ ଦେଶ” ଅଭିଯାନରେ ରାଜ୍ୟ ସଭାପତି ମନମୋହନ ସାମଲ ସାମିଲ ହୋଇଥିଲେ  । ରାଷ୍ଟ୍ର ପାଇଁ ସର୍ବୋଚ୍ଚ ବଳିଦାନ ଦେଇଥିବା ଅମର ‘ଯବାନ’ମାନଙ୍କୁ ଶ୍ରଦ୍ଧାଞ୍ଜଳୀ ଦେବା ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଇଥିବା ଆହ୍ୱାନକ୍ରମେ ଦେଶବ୍ୟାପୀ ‘ମାଟିକୁ ପ୍ରଣାମ ଓ ବୀରଙ୍କୁ ବନ୍ଦନା’ ଏହି କାର୍ଯ୍ୟକ୍ରମର ମୂଳ ଲକ୍ଷ୍ୟ । ଦେଶର ପ୍ରତି ଗାଁ, ପଂଚାୟତ, ବ୍ଲକ, ସହର, ନଗର, ପୌରପାଳିକା ଅଂଚଳରେ ବୀର ସ୍ୱାଧୀନତା ସଂଗ୍ରାମୀ ଓ ଯବାନଙ୍କ ବଳିଦାନ ସ୍ମୃତିରେ ଏହି କାର୍ଯ୍ୟକ୍ରମ ଆୟୋଜନ ହେଉଛି । ଏହି କ୍ରମରେ ଓଡ଼ିଶାରେ ମଧ୍ୟ ସହିଦ ଓ ବଳିଦାନ ଦେଇଥିବା ବୀରମାନଙ୍କ ସ୍ମୃତି ଉଦ୍ଦେଶ୍ୟରେ “ମୋ ମାଟି ମୋ ଦେଶ” ଆୟୋଜିତ ହେଉଛି । କଟକ ଜିଲ୍ଲାର ଐତିହ୍ୟ ସ୍ଥାନ ତଥା ଉତ୍କଳ ଗୈାରବ ମଧୁସୁଦନ ଦାସଙ୍କ ଜନ୍ମ ମାଟି ଗୋପିନାଥପୁରଠାରୁ ପାଗା ଛକ ପର୍ଯ୍ୟନ୍ତ “ଅମୃତ କଳସ ଯାତ୍ରା”ରେ ସାମିଲ ହୋଇ ଆଜି ରାଜ୍ୟ ସଭାପତି ମନମୋହନ ସାମଲ ଘର ଘର ବୁଲି କଳସରେ ମାଟି ସଂଗ୍ରହ କରିଥିଲେ । ମଧୁବାବୁଙ୍କୁ ସ୍ମରଣ କରିବା ସହ ତାଙ୍କ ପ୍ରତିମୂର୍ତିରେ ପୁଷ୍ପଦେଇ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିବା ସହିତ ମଧୁବାବୁଙ୍କ ସଂର୍ଘଷ ଯାତ୍ରା ଯୁବପିଢ଼ିଙ୍କ ପାଇଁ ପ୍ରେରଣା ବୋଲି ଶ୍ରୀ ସାମଲ କହିଛନ୍ତି ।


ଦେଶର ଏକତା, ଅଖଣ୍ଡତା ପାଇଁ ଯବାନମାନେ ଲଢ଼ି ପ୍ରାଣବଳି ଦେଉଛନ୍ତି । ପାକିସ୍ତାନ, ବାଙ୍ଗଲାଦେଶ, ଚୀନ, କାରଗିଲ ଯୁଦ୍ଧ ବେଳେ ଯେଉଁମାନେ ସହିଦ ହୋଇଛନ୍ତି ସେମାନଙ୍କ ସ୍ମୃତି ରକ୍ଷା ପାଇଁ ପ୍ରଧାନମନ୍ତ୍ରୀ ମୋଦିଜୀ ଆହ୍ୱାନ ଦେଇଛନ୍ତି । ସ୍ୱାଧୀନତାର ଶତାବ୍ଦୀ ପୂର୍ତି ଅବସରରେ ୨୦୪୭ ମସିହାରେ ଭାରତବର୍ଷକୁ ବିଶ୍ୱ ଗୁରୁ ଭାବେ ପରିଣତ କରିବା ପାଇଁ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ୱାନକୁ ସଫଳ କରିବା ପାଇଁ ସୁବର୍ଣ୍ଣ ସୁଯୋଗ ଆସିଛି । ଦେଶର ଅଖଣ୍ଡତା ପାଇଁ ଯେଉଁ ଯବାନମାନେ ଲଢ଼ୁଛନ୍ତି ସେମାନଙ୍କ ସ୍ମୃତି ରକ୍ଷା ପାଇଁ ମୋଦିଜୀ ଆହ୍ୱାନ କ୍ରମେ ଆଜି ଯବାନମାନଙ୍କ ସ୍ମୃତି ପାଇଁ “ମାଟି ସଂଗ୍ରହ” କରିଛନ୍ତି । ଏହି ମାଟି ଦିଲ୍ଳୀ ଯିବ, ସେଠାରେ ସହିଦଙ୍କ ପାଇଁ ଏହା ଏକ ବଡ ସ୍ମାରକୀ ହେବ ବୋଲି ଶ୍ରୀ ସାମଲ କହିଛନ୍ତି ।


ଏହି ଅବସରରେ କଟକ ସଦର ଜିଲ୍ଲା ସଭାପତି ତଥା ପୂର୍ବତନ ବିଧାୟକ ପ୍ରକାଶ ବେହେରା, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବିଷ୍ଣୁ ଦାସ, ରାମନାରାୟଣ ମହାନ୍ତି, ଆଲୋକ ମହାନ୍ତି, ଫୋରଜନ୍ ଖାନ୍‌, ଆଶୁତୋଷ ପଟ୍ଟନାୟକ, ଦିଲ୍ଲୀପ ରାଉତ, ସୁଜିତ ଭୂୟାଁ, ସମ୍ରାଟ ଲେଙ୍କା ପ୍ରମୁଖଙ୍କ ସମେତ ଜିଲ୍ଲାର ପ୍ରମୁଖ ନେତୃବୃନ୍ଦ, ମଣ୍ଡଳ ସଭାପତି ଓ ଶତାଧିକ କାର୍ଯ୍ୟକର୍ତା ସାମିଲ ହୋଇଥିଲେ ।

Powered by Froala Editor

Tags BJP Odisha

Related articles Odisha News Lens 4.1

  • ବୋମାମାଡରେ ଧ୍ଵଂସ ହେଲା ଖାମେନେଇ ବ୍ୟବହାର କରୁଥିବା ବିମାନ
    ଦେଶ-ଦେଶାନ୍ତର

    ବୋମାମାଡରେ ଧ୍ଵଂସ ହେଲା ଖାମେନେଇ ବ୍ୟବହାର କରୁଥିବା ବିମାନ

    13919
    Mar 17, 2026
  • ଏପ୍ରିଲ୍‌ରେ ରିଲିଜ୍ ହୋଇପାରେ ମାତୃଭୂମି!
    ମନୋରଞ୍ଜନ

    ଏପ୍ରିଲ୍‌ରେ ରିଲିଜ୍ ହୋଇପାରେ ମାତୃଭୂମି!

    15114
    Mar 17, 2026
  • ମୋତେ ବହିଷ୍କାର ପରେ ଝିଅକୁ କୌଣସି କାର୍ଯ୍ୟକ୍ରମରେ ଡାକୁନଥିଲେ
    ରାଜନୀତି

    ମୋତେ ବହିଷ୍କାର ପରେ ଝିଅକୁ କୌଣସି କାର୍ଯ୍ୟକ୍ରମରେ ଡାକୁନଥିଲେ

    13320
    Mar 17, 2026
  • ଏଣିକି ଅଣ୍ଡାରେ ରହିବ ଏକ୍ସପାଏରୀ ତାରିଖ
    ଦେଶ-ଦେଶାନ୍ତର

    ଏଣିକି ଅଣ୍ଡାରେ ରହିବ ଏକ୍ସପାଏରୀ ତାରିଖ

    14669
    Mar 17, 2026
  • ଯୁଦ୍ଧକୁ ନେଇ ସାମାଜିକ ଗଣମାଧ୍ୟମରେ ମିଥ୍ୟା ଓ ଆପତ୍ତିଜନକ ଭିଡିଓ ଅପ୍‌ଲୋଡ କରୁଥିଲେ, ...
    ଦେଶ-ଦେଶାନ୍ତର

    ଯୁଦ୍ଧକୁ ନେଇ ସାମାଜିକ ଗଣମାଧ୍ୟମରେ ମିଥ୍ୟା ଓ ଆପତ୍ତିଜନକ ଭିଡିଓ ଅପ୍‌ଲୋଡ କରୁଥିଲେ, ...

    14964
    Mar 17, 2026
  • ରାତ୍ରୀ ଭୋଜନରେ ଖାଆନ୍ତୁ ଏହି ଖାଦ୍ୟ, କମିବ ପେଟ
    ବିଶେଷ

    ରାତ୍ରୀ ଭୋଜନରେ ଖାଆନ୍ତୁ ଏହି ଖାଦ୍ୟ, କମିବ ପେଟ

    13981
    Mar 17, 2026
  • ରିଲ୍ସ କରୁ କରୁ ଗୁଳି ଫୁଟିଗଲା ଛାତିରେ
    ଦେଶ-ଦେଶାନ୍ତର

    ରିଲ୍ସ କରୁ କରୁ ଗୁଳି ଫୁଟିଗଲା ଛାତିରେ

    14207
    Mar 17, 2026
  • ଲେମ୍ବୁ ପାଣି ପାଇଁ କାଫେ ନେଲା ଗ୍ୟାସ୍ ଚାର୍ଜ
    ଦେଶ-ଦେଶାନ୍ତର

    ଲେମ୍ବୁ ପାଣି ପାଇଁ କାଫେ ନେଲା ଗ୍ୟାସ୍ ଚାର୍ଜ

    14885
    Mar 17, 2026
  • ପୋଷ୍ୟ ସନ୍ତାନ ଗ୍ରହଣ କଲେବି ମା’ଙ୍କୁ ମିଳିବ ମ୍ୟାଟରନିଟି ଲିଭ୍
    ଦେଶ-ଦେଶାନ୍ତର

    ପୋଷ୍ୟ ସନ୍ତାନ ଗ୍ରହଣ କଲେବି ମା’ଙ୍କୁ ମିଳିବ ମ୍ୟାଟରନିଟି ଲିଭ୍

    15135
    Mar 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଯୁଦ୍ଧକୁ ନେଇ ସାମାଜିକ ଗଣମାଧ୍ୟମରେ ମିଥ୍ୟା ଓ ଆପତ୍ତିଜନକ ଭିଡିଓ ଅପ୍‌ଲୋଡ କରୁଥିଲେ, ୧୯ ଭାରତୀୟ ଗିରଫ

    14964
    Mar 17, 2026
  • ଦେଶ-ଦେଶାନ୍ତର

    ରିଲ୍ସ କରୁ କରୁ ଗୁଳି ଫୁଟିଗଲା ଛାତିରେ

    14207
    Mar 17, 2026
  • ଦେଶ-ଦେଶାନ୍ତର

    ବୋମାମାଡରେ ଧ୍ଵଂସ ହେଲା ଖାମେନେଇ ବ୍ୟବହାର କରୁଥିବା ବିମାନ

    13919
    Mar 17, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17375
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17438
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17785
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16255
    Apr 03, 2021

ବିଶେଷ

  • ରାତ୍ରୀ ଭୋଜନରେ ଖାଆନ୍ତୁ ଏହି ଖାଦ୍ୟ, କମିବ ପେଟ

    13981
    Mar 17, 2026
  • ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ସମସ୍ୟା ହେବ ଦୂର

    13952
    Mar 15, 2026
  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    14223
    Mar 14, 2026
  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13974
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    14545
    Mar 11, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15683
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15145
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14995
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14505
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏପ୍ରିଲ୍‌ରେ ରିଲିଜ୍ ହୋଇପାରେ ମାତୃଭୂମି!

    15114
    Mar 17, 2026
  • ବୋମାମାଡରେ ଧ୍ଵଂସ ହେଲା ଖାମେନେଇ ବ୍ୟବହାର କରୁଥିବା ବିମାନ

    13919
    Mar 17, 2026
  • ରିଲ୍ସ କରୁ କରୁ ଗୁଳି ଫୁଟିଗଲା ଛାତିରେ

    14207
    Mar 17, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In