Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, June 05, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

୫୦୦ ଟଙ୍କିଆ ନୋଟ୍ ବନ୍ଦ ନେଇ ଆସିଲା ଅପଡେଟ୍

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ନୂତନ ରୋଗ ଏକ୍ସ: କୋଭିଡ ମହାମାରୀ ଅପେକ୍ଷା ୨୦ଗୁଣା ବିପଜ୍ଜନକ

ନୂତନ ରୋଗ ଏକ୍ସ: କୋଭିଡ ମହାମାରୀ ଅପେକ୍ଷା ୨୦ଗୁଣା ବିପଜ୍ଜନକ

2023-09-25 09:50:55
15125
Share:
Facebook
Twitter
E-Mail
WhatsApp
Telegram
ନୂତନ ରୋଗ ଏକ୍ସ: କୋଭିଡ ମହାମାରୀ ଅପେକ୍ଷା ୨୦ଗୁଣା ବିପଜ୍ଜନକ

ଜେନେଭା : ଏକ ବିପଜ୍ଜନକ ରୋଗର ଆତଙ୍କ ଏବେ ସାରା ବିଶ୍ୱରେ ପୁଣି ଥରେ ସୃଷ୍ଟି ହୋଇଛି। ଏନେଇ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚଓ) ପକ୍ଷରୁ ଏକ ସତର୍କ ସୂଚନା ଜାରି କରାଯାଇଛି। ଏହି ନୂତନ ରୋଗକୁ ଏକ୍ସ ନାମରେ ଚିହ୍ନଟ କରାଯାଉଛି। ଡବ୍ଲ୍ୟୁଏଚଓ ଅନୁଯାୟୀ, ନୂତନ ରୋଗ ଏକ୍ସ ରେ ୫ କୋଟି ଲୋକଙ୍କର ମୃତ୍ୟୁ ହେବାର ଆଶଙ୍କା ରହିଛି। କାରଣ ଏହି ରୋଗ କୋଭିଡ ମହାମାରୀ ଅପେକ୍ଷା ୨୦ଗୁଣା ଅଧିକ ବିପଜ୍ଜନକ ଅଟେ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ମୁଖ୍ୟ ଡକ୍ଟର ଟେଡ୍ରୋସ ଆଧାନୋମ ଗେବ୍ରେୟସସ କହିଛନ୍ତି ଏହା ଏପରି ଏକ ରୋଗ ଯେଉଁଥିରେ କୋଟି କୋଟି ଲୋକଙ୍କର ମୃତ୍ୟୁ ହେବାର ଆଶଙ୍କା ରହିଛି।

ସେ ଏହାକୁ ଅତ୍ୟନ୍ତ ବିପଜ୍ଜନକ ବୋଲି ବର୍ଣ୍ଣନା କରିଛନ୍ତି। ସେ କହିଛନ୍ତି ଏଥିରୁ ରକ୍ଷା ପାଇବା ପାଇଁ ବୈଜ୍ଞାନିକମାନେ ଟିକା ତିଆରି କରିବା କାମ ଆରମ୍ଭ କରିଛନ୍ତି। ଡବ୍ଲ୍ୟୁଏଚଓ ଅନୁଯାୟୀ, କରୋନା ମହାମାରୀ ହେତୁ ପ୍ରାୟ ୨୫ ଲକ୍ଷ ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି, କିନ୍ତୁ ଏହି ନୂତନ ରୋଗ ଏହା ଅପେକ୍ଷା ଅଧିକ ମାରାତ୍ମକ ଅଟେ। ଏହି କାରଣରୁ ପ୍ରାୟ ୫ କୋଟି ଲୋକଙ୍କର ମୃତ୍ୟୁ ହେବାର ଆଶଙ୍କା ରହିଛି। ଏଥି ସହିତ, ବିଶ୍ୱର ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ଏହି ନୂତନ ରୋଗ ବିଷୟରେ କହିଛନ୍ତି ଏକ୍ସ ସ୍ପେନୀୟ ଫ୍ଲୁ ପରି ବିନାଶ ଘଟାଇପାରେ। ସୂଚନାଯୋଗ୍ୟ, ୧୯୧୮-୨୦ ମସିହାରେ ସ୍ପେନ ଫ୍ଲୁ ଯୋଗୁ ସମଗ୍ର ବିଶ୍ୱରେ ୫ କୋଟିରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଥିଲା।

Powered by Froala Editor

Tags new disease x

Related articles Odisha News Lens 4.1

  • ଜୁଲାଇ ୨୧ରୁ ମୌସୁମୀ ଅଧିବେଶନ ଆରମ୍ଭ
    ଦେଶ-ଦେଶାନ୍ତର

    ଜୁଲାଇ ୨୧ରୁ ମୌସୁମୀ ଅଧିବେଶନ ଆରମ୍ଭ

    13898
    Jun 04, 2025
  • ୨୧ରୁ ଆରମ୍ଭ ହେବ ସଂସଦର ମୌସୁମୀ ଅଧିବେଶନ
    ଦେଶ-ଦେଶାନ୍ତର

    ୨୧ରୁ ଆରମ୍ଭ ହେବ ସଂସଦର ମୌସୁମୀ ଅଧିବେଶନ

    13596
    Jun 04, 2025
  • ୫୦୦ ଟଙ୍କିଆ ନୋଟ୍ ବନ୍ଦ ନେଇ ଆସିଲା ଅପଡେଟ୍
    ଦେଶ-ଦେଶାନ୍ତର

    ୫୦୦ ଟଙ୍କିଆ ନୋଟ୍ ବନ୍ଦ ନେଇ ଆସିଲା ଅପଡେଟ୍

    14101
    Jun 04, 2025
  • ଜ୍ୟୋତିଙ୍କ ପରେ ଆଉ ଜଣେ ୟୁଟ୍ୟୁବର ଗିରଫ
    ଦେଶ-ଦେଶାନ୍ତର

    ଜ୍ୟୋତିଙ୍କ ପରେ ଆଉ ଜଣେ ୟୁଟ୍ୟୁବର ଗିରଫ

    14257
    Jun 04, 2025
  • ଧାରୁଆ ଛୁରୀରେ ପ୍ରେମିକାକୁ ଆକ୍ରମଣ କଲା ପ୍ରେମିକ
    ଦେଶ-ଦେଶାନ୍ତର

    ଧାରୁଆ ଛୁରୀରେ ପ୍ରେମିକାକୁ ଆକ୍ରମଣ କଲା ପ୍ରେମିକ

    15593
    Jun 04, 2025
  • ରକିଙ୍କ ହାତ ଧରିଲେ ହିନା
    ମନୋରଞ୍ଜନ

    ରକିଙ୍କ ହାତ ଧରିଲେ ହିନା

    14046
    Jun 04, 2025
  • ICUରେ ଦୀପିକା, କର୍କଟ ଅସ୍ତ୍ରୋପଚାର ଶେଷ
    ମନୋରଞ୍ଜନ

    ICUରେ ଦୀପିକା, କର୍କଟ ଅସ୍ତ୍ରୋପଚାର ଶେଷ

    14930
    Jun 04, 2025
  • RCBର ବିଜୟ ରାଲିରେ ଦଳାଚକଟା, ୧୧ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    RCBର ବିଜୟ ରାଲିରେ ଦଳାଚକଟା, ୧୧ ଜଣଙ୍କ ମୃତ୍ୟୁ

    13751
    Jun 04, 2025
  • ୨୦୨୭ ମାର୍ଚ୍ଚ ୧ରୁ ହୋଇପାରେ ଜନଗଣନା
    ଦେଶ-ଦେଶାନ୍ତର

    ୨୦୨୭ ମାର୍ଚ୍ଚ ୧ରୁ ହୋଇପାରେ ଜନଗଣନା

    15518
    Jun 04, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଜ୍ୟୋତିଙ୍କ ପରେ ଆଉ ଜଣେ ୟୁଟ୍ୟୁବର ଗିରଫ

    14257
    Jun 04, 2025
  • ଦେଶ-ଦେଶାନ୍ତର

    ୨୧ରୁ ଆରମ୍ଭ ହେବ ସଂସଦର ମୌସୁମୀ ଅଧିବେଶନ

    13596
    Jun 04, 2025
  • ଦେଶ-ଦେଶାନ୍ତର

    ଧାରୁଆ ଛୁରୀରେ ପ୍ରେମିକାକୁ ଆକ୍ରମଣ କଲା ପ୍ରେମିକ

    15593
    Jun 04, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16645
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16939
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15472
    Apr 03, 2021

ବିଶେଷ

  • ଅଧା କପ୍‌ ବିଟ୍‌ ରସର କରାମତି

    13779
    Jun 04, 2025
  • ଖରାଦିନେ ତ୍ୱଚାରେ ଚମକ ଆଣିବା ପାଇଁ ଜାଣନ୍ତୁ ଉପାୟ....

    13614
    Jun 04, 2025
  • କୋଲେଷ୍ଟରଲ କମାଏ ଅଁଳାରସ

    13654
    Jun 03, 2025
  • ଖରାଦିନେ ରକ୍ତଚାପରୁ ମୁକ୍ତି ପାଇବା ପାଇଁ ଖାଆନ୍ତୁ ଏହି ଖାଦ୍ୟ

    15256
    Jun 03, 2025
  • ଅବସାଦ ଦୂର କରିବାର ସହଜ ଉପାୟ ଜାଣନ୍ତୁ....

    15287
    Jun 02, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15690
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16308
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14016
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14812
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୨୧ରୁ ଆରମ୍ଭ ହେବ ସଂସଦର ମୌସୁମୀ ଅଧିବେଶନ

    13596
    Jun 04, 2025
  • ଜୁଲାଇ ୨୧ରୁ ମୌସୁମୀ ଅଧିବେଶନ ଆରମ୍ଭ

    13898
    Jun 04, 2025
  • ୫୦୦ ଟଙ୍କିଆ ନୋଟ୍ ବନ୍ଦ ନେଇ ଆସିଲା ଅପଡେଟ୍

    14101
    Jun 04, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In