Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, July 30, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୭ ହଜାର କଲେଜ୍ ଛାତ୍ରଛାତ୍ରୀ HIV ପଜିଟିଭ୍

  • ସରକାରୀ ସ୍କୁଲରେ ପୁଅର ନାଁ ଲେଖାଇଲେ ...

  • ବାଲି ମାଫିଆଙ୍କ ଆଡ୍ଡାରେ ଚଢ଼ାଉ, ୨୦ ...

  • ଆସାମ ବନ୍ୟା, ମୃତ୍ୟୁସଂଖ୍ୟା ୭୮କୁ ବୃଦ୍ଧି

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ...

  • ଲୋକସଭାରେ ପାରିତ ହେଲା ଆଣ୍ଟି ପେପର ଲିକ୍ ...

  • ଜାପାନରେ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ

  • ଆସାମରେ ଭୟଙ୍କର ବନ୍ୟା ପରିସ୍ଥିତି: ସଲମାନ ...

  • ସରକାରଙ୍କୁ କ୍ଷମା ମାଗିଲା ମେଟା, ଜାଣନ୍ତୁ ...

  • ରାଜଧାନୀ ମହିଳାଙ୍କ ପାଇଁ ବଡ ଖବର, ପ୍ରତି ...

ବିଶେଷ
Home ›› ବିଶେଷ ››ହାଡ ମଜବୁତ କରିଥାଏ ଦହି

ହାଡ ମଜବୁତ କରିଥାଏ ଦହି

2023-09-27 05:44:56
15257
Share:
Facebook
Twitter
E-Mail
WhatsApp
Telegram
ହାଡ ମଜବୁତ କରିଥାଏ ଦହି

ଦହି ଶରୀର ପାଇଁ ଖୁବ୍ ଉପକାରୀ। ଏଥିରେ ଭିଟାମିନ୍, ପ୍ରୋଟିନ୍, କ୍ୟାଲସିୟମ୍, ଫସଫରସ୍, ମ୍ୟାଗ୍‌ନେସିୟମ୍ ଓ ପୋଟାସିୟମ୍ ପରି ପୋଷକ ତତ୍ତ୍ୱ ଭରି ରହିଛି। ଦହି ମଧ୍ୟ ଏକ ଖୁବ୍ ଭଲ ପ୍ରୋବାୟୋଟିକ୍। ଏହା ଅନ୍ତ୍ରନଳୀରେ ଭଲ ବ୍ୟାକ୍ଟେରିଆକୁ ବଢାଇବା ସହ ପାଚନ ତନ୍ତ୍ରକୁ ସୁସ୍ଥ ରଖିଥାଏ। ଦହି ସେବନ ଦ୍ୱାରା ହାଡ ମଜବୁତ ରହିଥାଏ। 

ଦହି ଖାଇବା ଦ୍ୱାରା କେତକ ରୋଗ ମଧ୍ୟ ଭଲ ହୋଇଥାଏ। ଦହି ଖାଇବା କିଛି ଲୋକଙ୍କ ପାଇଁ କ୍ଷତିକାରକ ସାବ୍ୟସ୍ତ ହୋଇପାରେ। କେବଳ ସୁସ୍ଥ ଲୋକଙ୍କ ପାଇଁ ଦହି ଲାଭଦାୟକ। ଯଦି ଆପଣଙ୍କର ଲାକ୍ଟୋଜ୍ ଇନ୍‌ଟଲ୍‌ରାଣ୍ଟ ସମସ୍ୟା ରହିଛି, ତେବେ ଦହି ଖାଇବା ଠାରୁ ଦୂରେଇ ରୁହନ୍ତୁ। ଏହି ସମସ୍ୟା ଥିବା ଲୋକମାନେ ଦୁଗ୍ଧ ଓ ଦହି ହଜମ କରିପାରି ନଥାନ୍ତି। ତେଣୁ ଦହି ଖାଇବା ଦ୍ୱାରା ଡାଇରିଆ ବା ପେଟ ଯନ୍ତ୍ରଣା ହୋଇପାରେ। 

ଆସ୍ଥମା ରୋଗୀଙ୍କ ପାଇଁ ଦହି ଖାଇବା ଆଦୌ ଠିକ୍ ନୁହେଁ। ଦହିରେ ଥିବା ଖଟାପଣ ଶ୍ୱାସରୋଗୀଙ୍କ ମ୍ୟୁକସ୍‌କୁ ବଢାଇପାରେ। ଆସ୍ଥମା ରୋଗୀ ଦହି ଖାଇବା ଦ୍ୱାରା ଛାତିରେ କଫ ଜମା ହୋଇପାରେ। ଫଳରେ ଶ୍ୱାସଜନିତ ସମସ୍ୟା ବଢିପାରେ। ତେଣୁ ଯଦି ଆପଣ ଶ୍ୱାସରୋଗୀ ତେବେ ନିୟମିତ ଦହି ନଖାଇ କେବେ କେବେ ଖାଇପାରିବେ। 

ଦୁର୍ବଳ ପାଚନ ତନ୍ତ୍ର ଥିବା ଲୋକମାନେ ଦହିଠାରି ଦୂରେଇ ରହିବା ଆବଶ୍ୟକ। ଯଦି ଆପଣଙ୍କର ଏସିଡିଟି ସମସ୍ୟା ରହିଥାଏ, ତେବେ ଦହି ଖାଆନ୍ତୁ ନାହିଁ। ଖାସ୍ କରି ରାତିରେ ଦହି ଆଦୌ ନୁହେଁ। କିଛି ଲୋକ ହରଡ ଡାଲି ସହ ଦହି ଖାଇଥାନ୍ତି, ଯାହା ଆଦୌ ଠିକ୍ ନୁହେଁ। ଏସିଡିଟି ରୋଗୀ ଏ ଦୁଇଟି ଯାକ ଖାଦ୍ୟଠାରୁ ଦୂରେଇ ରହିବା ଆବଶ୍ୟକ। ନଚେତ୍ ଏସିଡିଟି ସମସ୍ୟା ବଢିପାରେ। 

Powered by Froala Editor

Tags Curd

Related articles Odisha News Lens 4.1

  • ଆସାମରେ ଭୟଙ୍କର ବନ୍ୟା ପରିସ୍ଥିତି: ସଲମାନ ଖାନ୍ ପଠାଇଲେ ରିଲିଫ୍
    ଦେଶ-ଦେଶାନ୍ତର

    ଆସାମରେ ଭୟଙ୍କର ବନ୍ୟା ପରିସ୍ଥିତି: ସଲମାନ ଖାନ୍ ପଠାଇଲେ ରିଲିଫ୍

    13997
    Jul 29, 2026
  • ସରକାରୀ ସ୍କୁଲରେ ପୁଅର ନାଁ ଲେଖାଇଲେ ଜିଲ୍ଲାପାଳ
    ଦେଶ-ଦେଶାନ୍ତର

    ସରକାରୀ ସ୍କୁଲରେ ପୁଅର ନାଁ ଲେଖାଇଲେ ଜିଲ୍ଲାପାଳ

    14269
    Jul 30, 2026
  • ରାଜଧାନୀ ମହିଳାଙ୍କ ପାଇଁ ବଡ ଖବର, ପ୍ରତି ମାସରେ ୨,୫୦୦ ଟଙ୍କା ପାଇବେ ମହିଳା
    ଦେଶ-ଦେଶାନ୍ତର

    ରାଜଧାନୀ ମହିଳାଙ୍କ ପାଇଁ ବଡ ଖବର, ପ୍ରତି ମାସରେ ୨,୫୦୦ ଟଙ୍କା ପାଇବେ ମହିଳା

    14283
    Jul 28, 2026
  • ଜାପାନରେ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ
    ଦେଶ-ଦେଶାନ୍ତର

    ଜାପାନରେ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ

    14588
    Jul 29, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ...

    13604
    Jul 29, 2026
  • ଲୋକସଭାରେ ପାରିତ ହେଲା ଆଣ୍ଟି ପେପର ଲିକ୍ ସଂଶୋଧନ ବିଲ୍
    ଦେଶ-ଦେଶାନ୍ତର

    ଲୋକସଭାରେ ପାରିତ ହେଲା ଆଣ୍ଟି ପେପର ଲିକ୍ ସଂଶୋଧନ ବିଲ୍

    15331
    Jul 29, 2026
  • ସରକାରଙ୍କୁ କ୍ଷମା ମାଗିଲା ମେଟା, ଜାଣନ୍ତୁ କାହିଁକି ?
    ଦେଶ-ଦେଶାନ୍ତର

    ସରକାରଙ୍କୁ କ୍ଷମା ମାଗିଲା ମେଟା, ଜାଣନ୍ତୁ କାହିଁକି ?

    14820
    Jul 28, 2026
  • ବାଲି ମାଫିଆଙ୍କ ଆଡ୍ଡାରେ ଚଢ଼ାଉ, ୨୦ କୋଟିରୁ ଅଧିକ ନଗଦ ଜବତ
    ଅପରାଧ

    ବାଲି ମାଫିଆଙ୍କ ଆଡ୍ଡାରେ ଚଢ଼ାଉ, ୨୦ କୋଟିରୁ ଅଧିକ ନଗଦ ଜବତ

    13581
    Jul 30, 2026
  • ୭ ହଜାର କଲେଜ୍ ଛାତ୍ରଛାତ୍ରୀ HIV ପଜିଟିଭ୍
    ଦେଶ-ଦେଶାନ୍ତର

    ୭ ହଜାର କଲେଜ୍ ଛାତ୍ରଛାତ୍ରୀ HIV ପଜିଟିଭ୍

    14192
    Jul 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସରକାରୀ ସ୍କୁଲରେ ପୁଅର ନାଁ ଲେଖାଇଲେ ଜିଲ୍ଲାପାଳ

    14269
    Jul 30, 2026
  • ଦେଶ-ଦେଶାନ୍ତର

    ଲୋକସଭାରେ ପାରିତ ହେଲା ଆଣ୍ଟି ପେପର ଲିକ୍ ସଂଶୋଧନ ବିଲ୍

    15331
    Jul 29, 2026
  • ଅପରାଧ

    ବାଲି ମାଫିଆଙ୍କ ଆଡ୍ଡାରେ ଚଢ଼ାଉ, ୨୦ କୋଟିରୁ ଅଧିକ ନଗଦ ଜବତ

    13581
    Jul 30, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17006
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17610
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17663
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18062
    Sep 06, 2023

ବିଶେଷ

  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    14066
    Jul 28, 2026
  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....

    15723
    Jul 27, 2026
  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15793
    Jul 25, 2026
  • ଗର୍ଲଫ୍ରେଣ୍ଡ ସହ କେମିତି କରିବେ ପ୍ରଥମ କଥାବାର୍ତ୍ତା ଜାଣନ୍ତୁ...

    15445
    Jul 22, 2026
  • କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା

    16104
    Jul 21, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

ଭୁବନେଶ୍ୱର, ୨୮/୦୭/୨୦୨୬ : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ଏହାର ସହାୟତା ପଦକ୍ଷେପକୁ ବ୍ୟାପକ କରିଛି, ଯାହା ସମାବେଶୀ ...

  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

    14812
    Jul 28, 2026
  • ଫିକା ପଡିବ ସୁନାର ଚମକ

    14124
    Jul 27, 2026
  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

    15759
    Jul 23, 2026
  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା

    15939
    Jul 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆସାମ ବନ୍ୟା, ମୃତ୍ୟୁସଂଖ୍ୟା ୭୮କୁ ବୃଦ୍ଧି

    15029
    Jul 30, 2026
  • ବାଲି ମାଫିଆଙ୍କ ଆଡ୍ଡାରେ ଚଢ଼ାଉ, ୨୦ କୋଟିରୁ ଅଧିକ ନଗଦ ଜବତ

    13581
    Jul 30, 2026
  • ୭ ହଜାର କଲେଜ୍ ଛାତ୍ରଛାତ୍ରୀ HIV ପଜିଟିଭ୍

    14192
    Jul 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In