Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, February 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପାକିସ୍ତାନକୁ ୬୧ ରନରେ ହରାଇଲା ...

  • ୧୦ ମାସର ଝିଅ ସର୍ବକନିଷ୍ଠ ଅଙ୍ଗ ଦାତା

  • ମେଟ୍ରୋ ପିଲାର ଭାଙ୍ଗିଲା : ଜଣେ ମୃତ, ...

  • ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ

  • ହେଲମେଟ କାରଖାନାରେ ବଡ଼ ଅଗ୍ନିକାଣ୍ଡ

  • ପ୍ରେମିକାଙ୍କୁ ଗୁଳିକରି ଜୀନ ହାରିଲେ ଯୁବକ

  • ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ...

  • ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

  • ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ...

  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

Home ›› ››ଜି-୨୦ ବୈଠକରେ ଶିକ୍ଷାକୁ ଗ୍ଲୋବାଲ୍ ଏଜେଣ୍ଡା ଭାବେ ଗ୍ରହଣ କରାଯିବା ବଡ଼ ଉପଲବ୍ଧି - ଧର୍ମେନ୍ଦ୍ର ପ୍ରଧାନ

ଜି-୨୦ ବୈଠକରେ ଶିକ୍ଷାକୁ ଗ୍ଲୋବାଲ୍ ଏଜେଣ୍ଡା ଭାବେ ଗ୍ରହଣ କରାଯିବା ବଡ଼ ଉପଲବ୍ଧି - ଧର୍ମେନ୍ଦ୍ର ପ୍ରଧାନ

2023-09-27 08:28:54
13726
Share:
Facebook
Twitter
E-Mail
WhatsApp
Telegram
ଜି-୨୦ ବୈଠକରେ ଶିକ୍ଷାକୁ ଗ୍ଲୋବାଲ୍ ଏଜେଣ୍ଡା ଭାବେ ଗ୍ରହଣ କରାଯିବା ବଡ଼ ଉପଲବ୍ଧି - ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ – ଦୁନିଆକୁ ଭାରତର ଓ ଭାରତର ଯୁବକ ମାନଙ୍କ ପ୍ରତିଭା ଏବଂ ପ୍ରଦର୍ଶନ ଉଭୟ ଜଣାଅଛି ।  ଦୁନିଆର ପ୍ରଗତି ପାଇଁ ଭାରତର ପ୍ରଗତି ଏବଂ ଭାରତର ଯୁବକମାନଙ୍କ ପ୍ରଗତି ଆବଶ୍ୟକ ବୋଲି ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମ ଠାରେ ଜି-୨୦ ବିଶ୍ୱବିଦ୍ୟାଳୟ ଯୋଗାଯୋଗ ସମାପନ ସମାରୋହରେ ଯୁବଶକ୍ତିଙ୍କ ସହ ଆଲୋଚନା କରିବା ଅବସରରେ କହିଛନ୍ତି ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

ଯେଉଁ କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ଯୁବ ଛାତ୍ରଛାତ୍ରୀମାନେ ଦାୟିତ୍ୱ ନିଅନ୍ତି, ସେହି କାର୍ଯ୍ୟକ୍ରମ ସଫଳ ହିଁ ହୋଇଥାଏ । ଯୁବପିଢିଙ୍କ କାରଣରୁ ହିଁ ସମଗ୍ର ଭାରତ ଏକ ହାପେନିଂ ପ୍ଲେସ୍ ହୋଇସାରିଛି । ପ୍ରଧାନମନ୍ତ୍ରୀ ଭାରତରେ ଅନୁଷ୍ଠିତ ଏହି ସଫଳ କାର୍ଯ୍ୟକ୍ରମ ପାଇଁ ଦେଶର ଯୁବ ଶକ୍ତିକୁ ଶ୍ରେୟ ଦେବା ସହ କହିଛନ୍ତି ଯେ ଯେଉଁଠାରେ ଆଶା, ସୁଯୋଗ ଏବଂ ମୁକ୍ତ ଚିନ୍ତାଧାରା ଅଛି ସେଠାରେ ଯୁବଗୋଷ୍ଠୀ ପ୍ରଗତି କରନ୍ତି । ଯେଉଁଭଳି ଉପାୟରେ ଭାରତ ଆଗକୁ ବଢୁଛି, ସେଥିରେ ଯୁବବର୍ଗମାନଙ୍କ ପାଇଁ ପର୍ଯ୍ୟାପ୍ତ ସୁଯୋଗ ରହିଛି । ତେଣୁ ସେମାନେ ବଡ ଭାବନ୍ତୁ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି କାର୍ଯ୍ୟକ୍ରମରେ ଯୋଗଦେଇ କହିଛନ୍ତି ଯେ ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଭାରତ ଜି-୨୦ ପ୍ରେସିଡେନ୍ସିକୁ ସଫଳତାର ସହ ସମାପନ କରିଛି ଏବଂ ଲୋକକଲ୍ୟାଣ ପାଇଁ ସମଗ୍ର ବିଶ୍ୱକୁ ସମବେତ କରାଯିବା ଆମ ପାଇଁ ଗର୍ବର ବିଷୟ । ବିଶ୍ୱ ଅର୍ଥନୀତିରେ ମାନ୍ଦାବସ୍ଥା, ମହାମାରୀର ପରବର୍ତ୍ତୀ ଅବସ୍ଥା, ଉର୍ଜା ସୁରକ୍ଷା, ଜଳବାୟୁ ପରିବର୍ତ୍ତନ, ଜିଓପଲଟିକାଲ ସମସ୍ୟା ଭଳି ଅନେକ ପ୍ରତିକୂଳ ପରିସ୍ଥିତିରେ ଏହି ସମ୍ମିଳନୀ ସଫଳତାର ସହ ଶେଷ ହୋଇଛି । ଆମର କୂଟନୀତି ଓ ପ୍ରଧାନମନ୍ତ୍ରୀଙ୍କ ଦୂରଦର୍ଶୀ ଓ ବୈଶ୍ୱିକ ନେତୃତ୍ୱର ଛବି ଯୋଗୁଁ ବିଶ୍ୱ କଲ୍ୟାଣ ପାଇଁ ଏହି ସମ୍ମିଳନୀ ସଫଳ ହୋଇପାରିଛି । ଜି-୨୦ର ବିଷୟବସ୍ତୁ ବସୁଧୈବ କୁଟୁମ୍ବକମର ବିଚାରକୁ ଆଗକୁ ନେଇ ଗ୍ଲୋବାଲ୍ ସାଉଥର ସ୍ୱରକୁ ଉପସ୍ଥାପିତ କରିବା ସହ ଆଫ୍ରୀକୀୟ ଦେଶ ସମୂହକୁ ଜି-୨୦ର ସଦସ୍ୟ ଭାବରେ ଗ୍ରହଣ କରାଯିବା ଆଉ ଏକ ବଡ ସଫଳତା ।

ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇବା ସହ କହିଛନ୍ତି ଯେ ଜି-୨୦ ବୈଠକରେ ଶିକ୍ଷାକୁ ଏକ ଗ୍ଲୋବାଲ୍ ଏଜେଣ୍ଡା ଭାବରେ ଉପସ୍ଥାପନା କରାଗଲା । ବିଶ୍ୱ ଆଜି ଭାରତର ଶିକ୍ଷା ଓ ଦକ୍ଷତା ବିକାଶ ପରିସଂସ୍ଥାନକୁ ଚିହ୍ନଟ କରିବା ସହ ଅନୁସରଣ କରୁଛି । ଏହା ଜାତୀୟ ଶିକ୍ଷା ନୀତି ପାଇଁ ଏକ ବହୁତ ବଡ ଉପଲବ୍ଧି । ନାରୀ ଶକ୍ତି ବନ୍ଦନ ବିଧେୟକକୁ ଉଭୟ ଗୃହରେ ପାରିତ କରାଯାଇ ମୋଦିଜୀ ଜଣେ ବଳିଷ୍ଠ କର୍ମଯୋଗୀର ପରିଚୟ ଦେଇଛନ୍ତି ।

ଏହି ଅବସରରେ ଶ୍ରୀ ପ୍ରଧାନ ବିଶ୍ୱବିଦ୍ୟାଳୟର ଯୁବଶକ୍ତିଙ୍କୁ ମାର୍ଗଦର୍ଶନ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇବା ସହ ଛାତ୍ରଛାତ୍ରୀଙ୍କୁ ଜନଭାଗିଦାରୀର ନେତୃତ୍ୱ ନେବା ସହ ଜି-୨୦କୁ ଏକ ଜନଆନ୍ଦୋଳନରେ ପରିଣତ କରିଥିବାରୁ ଶୁଭେଚ୍ଛା ଜଣାଇଛନ୍ତି ।

Powered by Froala Editor

Tags dharmendra pradhan

Related articles Odisha News Lens 4.1

  • ପ୍ରେମିକାଙ୍କୁ ଗୁଳିକରି ଜୀନ ହାରିଲେ ଯୁବକ
    ଦେଶ-ଦେଶାନ୍ତର

    ପ୍ରେମିକାଙ୍କୁ ଗୁଳିକରି ଜୀନ ହାରିଲେ ଯୁବକ

    14935
    Feb 14, 2026
  • ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

    13921
    Feb 14, 2026
  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ
    ବିଶେଷ

    ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15395
    Feb 14, 2026
  • ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ
    ଦେଶ-ଦେଶାନ୍ତର

    ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ

    15500
    Feb 14, 2026
  • ୧୦ ମାସର ଝିଅ ସର୍ବକନିଷ୍ଠ ଅଙ୍ଗ ଦାତା
    ଦେଶ-ଦେଶାନ୍ତର

    ୧୦ ମାସର ଝିଅ ସର୍ବକନିଷ୍ଠ ଅଙ୍ଗ ଦାତା

    13279
    Feb 15, 2026
  • ହେଲମେଟ କାରଖାନାରେ ବଡ଼ ଅଗ୍ନିକାଣ୍ଡ
    ଦେଶ-ଦେଶାନ୍ତର

    ହେଲମେଟ କାରଖାନାରେ ବଡ଼ ଅଗ୍ନିକାଣ୍ଡ

    15400
    Feb 14, 2026
  • ପାକିସ୍ତାନକୁ ୬୧ ରନରେ ହରାଇଲା ସୂର୍ଯ୍ୟକୁମାର ଟିମ୍
    ଖେଳ ଖବର

    ପାକିସ୍ତାନକୁ ୬୧ ରନରେ ହରାଇଲା ସୂର୍ଯ୍ୟକୁମାର ଟିମ୍

    14126
    Feb 15, 2026
  • ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ସହିଦ ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ...
    ଦେଶ-ଦେଶାନ୍ତର

    ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ସହିଦ ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ...

    15288
    Feb 14, 2026
  • ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ
    ଦେଶ-ଦେଶାନ୍ତର

    ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ

    15462
    Feb 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ

    15462
    Feb 14, 2026
  • ଖେଳ ଖବର

    ପାକିସ୍ତାନକୁ ୬୧ ରନରେ ହରାଇଲା ସୂର୍ଯ୍ୟକୁମାର ଟିମ୍

    14126
    Feb 15, 2026
  • ଦେଶ-ଦେଶାନ୍ତର

    ୧୦ ମାସର ଝିଅ ସର୍ବକନିଷ୍ଠ ଅଙ୍ଗ ଦାତା

    13279
    Feb 15, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17337
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17405
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17750
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16225
    Apr 03, 2021

ବିଶେଷ

  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15395
    Feb 14, 2026
  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    15846
    Feb 13, 2026
  • ଆଜ୍‌ମା କମାଇବାକୁ ହେଲେ କରନ୍ତୁ ଏହା.......

    16321
    Feb 12, 2026
  • ଦୃଷ୍ଟିଶକ୍ତି ପ୍ରଖର କରେ ଅମୃତଭଣ୍ଡା

    14068
    Feb 11, 2026
  • ତଳିପାଦ ଦେଖି ରୋଗ ବିଷୟରେ ଜାଣନ୍ତୁ .....

    14713
    Feb 10, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14949
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14462
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16068
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15350
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ

    15500
    Feb 14, 2026
  • ହେଲମେଟ କାରଖାନାରେ ବଡ଼ ଅଗ୍ନିକାଣ୍ଡ

    15400
    Feb 14, 2026
  • ପ୍ରେମିକାଙ୍କୁ ଗୁଳିକରି ଜୀନ ହାରିଲେ ଯୁବକ

    14935
    Feb 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In