Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, September 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବ୍ରେକ୍‌ଅପ୍ ପରେ ଗାଲଫ୍ରେଣ୍ଡକୁ ଟଙ୍କା ...

  • ବ୍ରିକ୍ସ ସମ୍ମିଳନୀରେ ରିଲ୍ସ କରି ...

  • ବ୍ରିକ୍ସ ସମ୍ମିଳନୀର ନିରାମିଷ ଖାଦ୍ୟକୁ ...

  • କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ...

  • ବ୍ରିକ୍ସ ଗାଲା ଡିନରରେ ଯୋଗ ଦେଲେନି ଚୀନ୍ ...

  • ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ...

  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

  • ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ...

  • ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ

  • ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ...

ରାଜ୍ୟ
Home ›› ରାଜ୍ୟ ››ପ୍ରବଳ ହଟ୍ଟଗୋଳ: ଅପରାହ୍ନ ୪ଟା ଯାଏ ଗୃହ ମୁଲତବୀ

ପ୍ରବଳ ହଟ୍ଟଗୋଳ: ଅପରାହ୍ନ ୪ଟା ଯାଏ ଗୃହ ମୁଲତବୀ

2023-09-27 10:17:03
15634
Share:
Facebook
Twitter
E-Mail
WhatsApp
Telegram
ପ୍ରବଳ ହଟ୍ଟଗୋଳ: ଅପରାହ୍ନ ୪ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ପ୍ରସ୍ତାବ ଅଣାଯିବା ସହ ବିରୋଧୀ ଦଳ ନେତା ଅନ୍ୟ ଏକ ଅଭିଯୋଗ କରିବା ପରେ ବିଧାନସଭାରେ ପ୍ରବଳ ହଟ୍ଟଗୋଳ ସୃଷ୍ଟି ହୋଇଥିବାରୁ ଅପରାହ୍ନ ୪ଟା ଯାଏ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି। ଏଥିସହ ଶୂନ୍ୟକାଳରେ ପୂର୍ତ୍ତ ମନ୍ତ୍ରୀଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ନୋଟିସ ଆଣିଛନ୍ତି କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା। ସେ ଏହି ପ୍ରସଙ୍ଗ ଉଠାଇ ବାଚସ୍ପତିଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ବିଭାଗୀୟ ମନ୍ତ୍ରୀଙ୍କ ଖାମଖିଆଲି ଉତ୍ତରକୁ ନେଇ ସ୍ବାଧିକାର ଭଙ୍ଗ ନୋଟିସ ଆଣିଛନ୍ତି ସାଲୁଜା। ଏପଟେ ମୁଖ୍ୟମନ୍ତ୍ରୀଙ୍କ ବିରୁଦ୍ଧରେ ସ୍ବାଧିକାର ଭଙ୍ଗ ନୋଟିସ ଆଣିଛନ୍ତି ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝୀ।

ଗତ ୨୫ ତାରିଖରେ ମୁଖ୍ୟମନ୍ତ୍ରୀ ଦେଇଥିବା ବିବୃତିକୁ ନେଇ ସେ ସ୍ବାଧିକାର ଭଙ୍ଗ ନୋଟିସ ଆଣିଛନ୍ତି। ସେ କହିଛନ୍ତି, ‘‘ବିରୋଧୀ ଦଳ ଭାବେ ବିବୃତି ମାଗିନଥିଲୁ। କିନ୍ତୁ ନିଜ ଆଡୁ ବିବୃତି ରଖିଥିଲେ ମୁଖ୍ୟମନ୍ତ୍ରୀ। ୫-ଟି ସଚିବଙ୍କୁ ଘଣ୍ଟ ଘୋଡାଇବା ପାଇଁ ବିବୃତି ରଖିଥିଲେ ଏବଂ ବିରୋଧୀମାନଙ୍କୁ ଜନବିରୋଧୀ କହିଥିଲେ। କିଏ ଜନ ବିରୋଧୀ ? ମୁଖ୍ୟମନ୍ତ୍ରୀ କ୍ଷମା ମାଗନ୍ତୁ ଏବଂ ଏହି ଶବ୍ଦକୁ ବାଦ ଦିଅନ୍ତୁ।’’ ସେହିପରି ବିରୋଧି ଦଳ ନେତାଙ୍କ ବିରୋଧରେ ସ୍ୱାଧିକାର ଭଙ୍ଗ ନୋଟିସ୍ ଆଣିଛନ୍ତି ସଂସଦୀୟ ମନ୍ତ୍ରୀ ନିରଂଜନ ପୂଜାରୀ। ସେ କହିଛନ୍ତି, ଆଇନ୍ ବହିର୍ଭୂତ କଥା ଆଧାରରେ କୌଣସି ସ୍ୱାଧିକାର ଭଙ୍ଗ ଆଣିବା ସମୀଚିନ ନୁହେଁ। ବିଧାନସଭାକୁ ରାଜନୈତିକ ମଇଦାନ ସଜାନ୍ତୁନି ବିରୋଧି। ବିରୋଧିଙ୍କ ସ୍ୱାଧିକାର ଭଙ୍ଗର ଆଧାରକୁ ନେଇ ପ୍ରଶ୍ନ କରିଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ। ମନ୍ତ୍ରୀ ଶ୍ରୀ ପୂଜାରୀ ଆହୁରି ବି କହିଛନ୍ତି, ‘‘ଗୃହର ନେତାଙ୍କ ବିରୁଦ୍ଧରେ ଏକ କଦର୍ଥ କଥା କହିଛନ୍ତି ବିରୋଧୀ ଦଳ ନେତା। ଯିଏ ଏହି ଗୃହର ନୁହନ୍ତି ତାଙ୍କ କଥା କେମିତି ଉଠାଇଲେ?’’ ଏହାକୁ ବାଦ ଦେବାକୁ ବାଚସ୍ପତିଙ୍କୁ ଅନୁରୋଧ କରିଛନ୍ତି ମନ୍ତ୍ରୀ। 

Powered by Froala Editor

Tags Assembly

Related articles Odisha News Lens 4.1

  • ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ
    ଦେଶ-ଦେଶାନ୍ତର

    ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ

    14278
    Sep 12, 2026
  • ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ
    ଦେଶ-ଦେଶାନ୍ତର

    ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ

    14019
    Sep 12, 2026
  • ବ୍ରିକ୍ସ ସମ୍ମିଳନୀରେ ରିଲ୍ସ କରି କନେଷ୍ଟବଳ ହଟହଟା
    ଦେଶ-ଦେଶାନ୍ତର

    ବ୍ରିକ୍ସ ସମ୍ମିଳନୀରେ ରିଲ୍ସ କରି କନେଷ୍ଟବଳ ହଟହଟା

    14403
    Sep 14, 2026
  • ବ୍ରେକ୍‌ଅପ୍ ପରେ ଗାଲଫ୍ରେଣ୍ଡକୁ ଟଙ୍କା ଫେରସ୍ତ ମାଗିଲେ ସିଇଓ
    ଦେଶ-ଦେଶାନ୍ତର

    ବ୍ରେକ୍‌ଅପ୍ ପରେ ଗାଲଫ୍ରେଣ୍ଡକୁ ଟଙ୍କା ଫେରସ୍ତ ମାଗିଲେ ସିଇଓ

    13728
    Sep 14, 2026
  • ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ଟେଷ୍ଟିଂ ସେଣ୍ଟର
    ଦେଶ-ଦେଶାନ୍ତର

    ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ଟେଷ୍ଟିଂ ସେଣ୍ଟର

    14334
    Sep 12, 2026
  • ବ୍ରିକ୍ସ ଗାଲା ଡିନରରେ ଯୋଗ ଦେଲେନି ଚୀନ୍ ରାଷ୍ଟ୍ରପତି
    ଦେଶ-ଦେଶାନ୍ତର

    ବ୍ରିକ୍ସ ଗାଲା ଡିନରରେ ଯୋଗ ଦେଲେନି ଚୀନ୍ ରାଷ୍ଟ୍ରପତି

    13511
    Sep 13, 2026
  • ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ପାଇଁ ଡିଲ୍‌
    ଅପରାଧ

    ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ପାଇଁ ଡିଲ୍‌

    15111
    Sep 12, 2026
  • କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ହାସଲ କରିବାକୁ ଦିଆଯିବ ନାହିଁ: ଟ୍ରମ୍ପ
    ଦେଶ-ଦେଶାନ୍ତର

    କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ହାସଲ କରିବାକୁ ଦିଆଯିବ ନାହିଁ: ଟ୍ରମ୍ପ

    14936
    Sep 13, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !
    ବାଣିଜ୍ୟ

    ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14247
    Sep 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ

    14019
    Sep 12, 2026
  • ଦେଶ-ଦେଶାନ୍ତର

    କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ହାସଲ କରିବାକୁ ଦିଆଯିବ ନାହିଁ: ଟ୍ରମ୍ପ

    14936
    Sep 13, 2026
  • ଦେଶ-ଦେଶାନ୍ତର

    ବ୍ରେକ୍‌ଅପ୍ ପରେ ଗାଲଫ୍ରେଣ୍ଡକୁ ଟଙ୍କା ଫେରସ୍ତ ମାଗିଲେ ସିଇଓ

    13728
    Sep 14, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17092
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17769
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17761
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18164
    Sep 06, 2023

ବିଶେଷ

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14306
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16103
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14638
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13947
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14753
    Aug 31, 2026

ବାଣିଜ୍ୟ

୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

୯ ଅକ୍ଟୋବରରୁ ଆରମ୍ଭ ହେବ ଫ୍ଲିପକାର୍ଟର Big Billion Days Sale । ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ ସୂଚନା ଅନୁସାରେ, Flipkart Big Billion Days Sale ୨୦୨୬ ଅକ୍ଟୋବର ୯ ତାରିଖରୁ ଆରମ୍ଭ ହୋଇପାରେ। ଜଣେ X ୟୁଜର ଫ୍ଲିପକାର୍ଟ ମୋବାଇଲ୍ ଆପ୍‌ର ଏକ ସ୍କ୍ରିନ୍‌ସଟ୍ ସେୟାର କରିଛନ୍ତି। ଏଥିରେ ବିଗ୍ ...

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    14310
    Sep 09, 2026
  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    14075
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14701
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15038
    Sep 06, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ହାସଲ କରିବାକୁ ଦିଆଯିବ ନାହିଁ: ଟ୍ରମ୍ପ

    14936
    Sep 13, 2026
  • ବ୍ରିକ୍ସ ସମ୍ମିଳନୀରେ ରିଲ୍ସ କରି କନେଷ୍ଟବଳ ହଟହଟା

    14403
    Sep 14, 2026
  • ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ପାଇଁ ଡିଲ୍‌

    15111
    Sep 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In