Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, July 11, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିଚାରପତିଙ୍କ ଆଡ଼କୁ କାଗଜ ଫିଙ୍ଗିବା ସହ ...

  • ଜାତୀୟ ସଙ୍ଗୀତ ଗାନ ଓ ଧୂନ୍ ନେଇ ନୂଆ ...

  • 'INS ମହେନ୍ଦ୍ରଗିରି' ଭାରତୀୟ ନୌସେନାରେ ...

  • ବାପା ବିଜୟ ଶର୍ମାଙ୍କୁ ମଧ୍ୟ ...

  • ୩୦ ଟଙ୍କା ଚୋରିର ଲାଞ୍ଛନା ସହି ପାରିଲେନି, ...

  • ପ୍ରଧାନ ବିଚାରପତିଙ୍କ ଉପରକୁ କାଗଜ ...

  • ଜାତୀୟ ସଙ୍ଗୀତ ଫିଲ୍ମର ଅଂଶ, ତେବେ ଠିଆ ...

  • ଜେଲ୍‌ ଯିବେ ରାଜପାଲ ଯାଦବ

  • ଦେଢ ବର୍ଷର ଶିଶୁକୁ କଚାଡି ମାରିଥିବା ...

  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ ...

ରାଜ୍ୟ
Home ›› ରାଜ୍ୟ ››୩ ମାସର ଛୁଆକୁ ଛାଡ଼ି ମା’ ଫେରାର, ସମ୍ପର୍କୀୟଙ୍କ ପାଖରୁ ଆସୁଛି କହି ଚାଲିଗଲା

୩ ମାସର ଛୁଆକୁ ଛାଡ଼ି ମା’ ଫେରାର, ସମ୍ପର୍କୀୟଙ୍କ ପାଖରୁ ଆସୁଛି କହି ଚାଲିଗଲା

2023-09-27 19:52:17
13875
Share:
Facebook
Twitter
E-Mail
WhatsApp
Telegram
୩ ମାସର ଛୁଆକୁ ଛାଡ଼ି ମା’ ଫେରାର, ସମ୍ପର୍କୀୟଙ୍କ ପାଖରୁ ଆସୁଛି କହି ଚାଲିଗଲା

ପ୍ରେମରେ ଏମିତି ଅନ୍ଧ ହୋଇଗଲା ଯେ, କଅଁଳ ଶିଶୁର ମୁହଁକୁ ଚାହିଁଲାମି ମା’ । ସହକର୍ମୀ ହାତରେ ଛୁଆକୁ ଧରାଇ ଛୁ ମାରିଲା । ଏମିତି ଘଟଣା ଘଟିଛି ଖୋର୍ଦ୍ଧା ବୋଲଗଡ଼ ଅଞ୍ଚଳରେ । ମଙ୍ଗଳବାର ଅପରାହ୍ନରେ ଅଙ୍ଗନବାଡି କର୍ମୀ ରୋଜାଲିନ ସେଠି ବୋଲଗଡ଼ ବସଷ୍ଟାଣ୍ଡ ନିକଟରେ ତାଙ୍କ ସହକର୍ମୀ ସଞ୍ଜୁଲତା ସିଂଙ୍କୁ ନିଜ ଶିଶୁକନ୍ୟା ସହ ମୋବାଇଲ ଦେଇ ସମ୍ପର୍କୀୟଙ୍କ ନିକଟରୁ ଆସୁଛି କହି ଆଉ ଫେରିନାହାନ୍ତି । ଏବେ ସଞ୍ଜୁଲତା ଶିଶୁକନ୍ୟାକୁ ଧରି ବୋଲଗଡ଼ ଥାନାରେ ଅଭିଯୋଗ କରିବା ପରେ ପୋଲିସ ମାମଲା ରୁଜୁ କରିଛି ।

ରୋଜାଲିନଙ୍କ ସହକର୍ମୀ କହିଛନ୍ତି,''ଆମେ ଏକ ସରକାରୀ କାର୍ଯ୍ୟକ୍ରମରେ ବୋଲଗଡ଼ ଯାଇଥିଲୁ । ହେଲେ ସେଠାରେ ସେ କାର୍ଯ୍ୟକ୍ରମରେ ଯୋଗ ନଦେଇ ତାର ସମ୍ପର୍କୀୟଙ୍କ ଦେହ ଭଲ ନଥିବା କହି ତାଙ୍କୁ ଦେଖା କରିବାକୁ ଯାଇଥିଲେ । ମତେ ଶିଶୁକନ୍ୟା ଓ ଫୋନକୁ ଦେଇ ଯାଇଥିଲେ । କିନ୍ତୁ ଦୀର୍ଘ ସମୟ ବିତିଗଲେ ମଧ୍ୟ ରୋଜାଲିନ ଆଉ ଫେରି ନଥିଲେ । ଶିଶୁକନ୍ୟାକୁ ଧରି ମୁଁ ଘରକୁ ଆସିଥିଲି । ପରେ ସମସ୍ତ କଥା ରୋଜାଲିନଙ୍କ ଶାଶୁକୁ କହିଥିଲି । ରୋଜାଲୀନଙ୍କ ଶାଶୁଙ୍କୁ ଶିଶୁକୁ ଦେବା ପାଇଁ ଚେଷ୍ଟା କରିଥିଲି । ହେଲେ ସେ ମୋଠାରୁ ଝିଅକୁ ନେଇ ନଥିଲେ । ଛୁଆକୁ ନେବାକୁ ସେ ନାରାଜ ହେବା ପରେ ଥାନାରେ ଏତଲା ଦେଇଛି ।'' ବୋଲଗଡ଼ ପୋଲିସ ମାମଲା ରୁଜୁ କରିବା ସହ ଶିଶୁକନ୍ୟାଟିକୁ ସିଡବ୍ଲୁସିକୁ ହସ୍ତାନ୍ତର କରିଛି । 

Powered by Froala Editor

Tags bolagada

Related articles Odisha News Lens 4.1

  • ପ୍ରଧାନ ବିଚାରପତିଙ୍କ ଉପରକୁ କାଗଜ ଫିଙ୍ଗିଲେ ଆବେଦନକାରୀ
    ଦେଶ-ଦେଶାନ୍ତର

    ପ୍ରଧାନ ବିଚାରପତିଙ୍କ ଉପରକୁ କାଗଜ ଫିଙ୍ଗିଲେ ଆବେଦନକାରୀ

    13864
    Jul 11, 2026
  • ବିଚାରପତିଙ୍କ ଆଡ଼କୁ କାଗଜ ଫିଙ୍ଗିବା ସହ ଅଶ୍ଳୀଳ ଭାଷା ପ୍ରୟୋଗ କଲେ ଆବେଦନକାରୀ
    ଦେଶ-ଦେଶାନ୍ତର

    ବିଚାରପତିଙ୍କ ଆଡ଼କୁ କାଗଜ ଫିଙ୍ଗିବା ସହ ଅଶ୍ଳୀଳ ଭାଷା ପ୍ରୟୋଗ କଲେ ଆବେଦନକାରୀ

    15131
    Jul 11, 2026
  •  'INS ମହେନ୍ଦ୍ରଗିରି' ଭାରତୀୟ ନୌସେନାରେ ସାମିଲ
    ଦେଶ-ଦେଶାନ୍ତର

    'INS ମହେନ୍ଦ୍ରଗିରି' ଭାରତୀୟ ନୌସେନାରେ ସାମିଲ

    15195
    Jul 11, 2026
  • ୩୦ ଟଙ୍କା ଚୋରିର ଲାଞ୍ଛନା ସହି ପାରିଲେନି, ଆତ୍ମହତ୍ୟା କଲେ ଅଷ୍ଟମ ଛାତ୍ରୀ
    ଦେଶ-ଦେଶାନ୍ତର

    ୩୦ ଟଙ୍କା ଚୋରିର ଲାଞ୍ଛନା ସହି ପାରିଲେନି, ଆତ୍ମହତ୍ୟା କଲେ ଅଷ୍ଟମ ଛାତ୍ରୀ

    14198
    Jul 11, 2026
  • ଜାତୀୟ ସଙ୍ଗୀତ ଗାନ ଓ ଧୂନ୍ ନେଇ ନୂଆ ନିର୍ଦ୍ଦେଶନାମା ଜାରି: ‘ବନ୍ଦେ ମାତରମ୍ ’ ପ୍ରଥମେ ...
    ଦେଶ-ଦେଶାନ୍ତର

    ଜାତୀୟ ସଙ୍ଗୀତ ଗାନ ଓ ଧୂନ୍ ନେଇ ନୂଆ ନିର୍ଦ୍ଦେଶନାମା ଜାରି: ‘ବନ୍ଦେ ମାତରମ୍ ’ ପ୍ରଥମେ ...

    15246
    Jul 11, 2026
  • ଦେଢ ବର୍ଷର ଶିଶୁକୁ କଚାଡି ମାରିଥିବା ଅଭିଯୁକ୍ତକୁ ଫାଶୀ
    ଅପରାଧ

    ଦେଢ ବର୍ଷର ଶିଶୁକୁ କଚାଡି ମାରିଥିବା ଅଭିଯୁକ୍ତକୁ ଫାଶୀ

    14600
    Jul 10, 2026
  • ବାପା ବିଜୟ ଶର୍ମାଙ୍କୁ ମଧ୍ୟ ମାରିଦେଇଥିଲା ଆୟୁଷୀ !
    ଦେଶ-ଦେଶାନ୍ତର

    ବାପା ବିଜୟ ଶର୍ମାଙ୍କୁ ମଧ୍ୟ ମାରିଦେଇଥିଲା ଆୟୁଷୀ !

    14927
    Jul 11, 2026
  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?
    ବିଶେଷ

    ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    14491
    Jul 10, 2026
  • ଜେଲ୍‌ ଯିବେ ରାଜପାଲ ଯାଦବ
    ଦେଶ-ଦେଶାନ୍ତର

    ଜେଲ୍‌ ଯିବେ ରାଜପାଲ ଯାଦବ

    14923
    Jul 10, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଅପରାଧ

    ଦେଢ ବର୍ଷର ଶିଶୁକୁ କଚାଡି ମାରିଥିବା ଅଭିଯୁକ୍ତକୁ ଫାଶୀ

    14600
    Jul 10, 2026
  • ଦେଶ-ଦେଶାନ୍ତର

    ପ୍ରଧାନ ବିଚାରପତିଙ୍କ ଉପରକୁ କାଗଜ ଫିଙ୍ଗିଲେ ଆବେଦନକାରୀ

    13864
    Jul 11, 2026
  • ଦେଶ-ଦେଶାନ୍ତର

    ବାପା ବିଜୟ ଶର୍ମାଙ୍କୁ ମଧ୍ୟ ମାରିଦେଇଥିଲା ଆୟୁଷୀ !

    14927
    Jul 11, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16971
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17583
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17637
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18037
    Sep 06, 2023

ବିଶେଷ

  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    14491
    Jul 10, 2026
  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15524
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15629
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15434
    Jul 05, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    15301
    Jul 03, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15840
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15709
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13816
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14932
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପ୍ରଧାନ ବିଚାରପତିଙ୍କ ଉପରକୁ କାଗଜ ଫିଙ୍ଗିଲେ ଆବେଦନକାରୀ

    13864
    Jul 11, 2026
  • ବାପା ବିଜୟ ଶର୍ମାଙ୍କୁ ମଧ୍ୟ ମାରିଦେଇଥିଲା ଆୟୁଷୀ !

    14927
    Jul 11, 2026
  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    14491
    Jul 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In