Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, June 24, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭୟଙ୍କର ହୋଇଥାନ୍ତି ଏହି ପ୍ରକୃତିର ଲୋକ

  • ଘରେ ରହିବନି ଗୋଟେ ବି ମଶା, ଜାଣନ୍ତୁ ...

  • ଆକ୍ସିଓମ୍-୪ ମିଶନ୍: ଆସନ୍ତାକାଲି ମହାକାଶ ...

  • ଇରାନ-ଇସ୍ରାଏଲ ଯୁଦ୍ଧ ବନ୍ଦ

  • ସନ୍ଧ୍ୟାରେ ବୁଲିବାକୁ ଯାଇ ହଜିଗଲେ ବୃଦ୍ଧ, ...

  • ‘ରେଟ୍ରୋ’ ଅଡିଓ ଲଞ୍ଚ ବେଳେ ବିଜୟ ଦେଇଥିଲେ ...

  • ଦଲଜିତଙ୍କ ସହ ହାନିଆଙ୍କୁ ଦେଖି ଖପ୍ପା ...

  • ଇସ୍ରାଏଲକୁ ଦଣ୍ଡ ଦେବା ପାଇଁ ଶପଥ : ଖାମନେଇ

  • ଝିଅର ନିଟ୍‍ ପରୀକ୍ଷାରେ ମାର୍କ କମ୍‍ ଥିଲା ...

  • ରାସନ୍‌ ଦୋକାନରେ ହଙ୍ଗାମା: ଗେଟ୍‌ ଭାଙ୍ଗି ...

ରାଜନୀତି
Home ›› ରାଜନୀତି ››ବିଜେପିରେ ସାମିଲ ହେଲେ ପୂର୍ବତନ କଳାହାଣ୍ଡି ସାଂସଦ ଅର୍କ କେଶରୀ ଦେଓ, ମାଳବିକା ଦେବୀ ଏବଂ ପୂର୍ବତନ ବନ୍ତ ବ୍ଲକ ଅଧ୍ୟକ୍ଷା ରେବତୀ ନାୟକ

ବିଜେପିରେ ସାମିଲ ହେଲେ ପୂର୍ବତନ କଳାହାଣ୍ଡି ସାଂସଦ ଅର୍କ କେଶରୀ ଦେଓ, ମାଳବିକା ଦେବୀ ଏବଂ ପୂର୍ବତନ ବନ୍ତ ବ୍ଲକ ଅଧ୍ୟକ୍ଷା ରେବତୀ ନାୟକ

2023-09-28 09:29:35
14345
Share:
Facebook
Twitter
E-Mail
WhatsApp
Telegram
ବିଜେପିରେ ସାମିଲ ହେଲେ ପୂର୍ବତନ କଳାହାଣ୍ଡି ସାଂସଦ ଅର୍କ କେଶରୀ ଦେଓ, ମାଳବିକା ଦେବୀ ଏବଂ ପୂର୍ବତନ ବନ୍ତ ବ୍ଲକ ଅଧ୍ୟକ୍ଷା ରେବତୀ ନାୟକ

ଭୁବନେଶ୍ୱର- ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ କଳାହାଣ୍ଡି ଲୋକସଭାର ପୂର୍ବତନ ସାଂସଦ ଶ୍ରୀ ଅର୍କ କେଶରୀ ଦେଓ ଏବଂ ଶ୍ରୀମତୀ ମାଳବିକା ଦେବୀ ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି । ସେହିପରି ନର୍ଲା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ମଦନପୁର-ରାମପୁର ରାଜ ପରିବାରର ଶ୍ରୀମତୀ ସଂଯୁକ୍ତା ସିଂହଦେଓ ଏବଂ ତନ୍ମୟ ପ୍ରସାଦ ସିଂଦେଓ ମଧ୍ୟ ବିଜେପିରେ ଯୋଗଦାନ କରିଛନ୍ତି । ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ, ପୂର୍ବତନ ରାଜ୍ୟ ସଭାପତି ତଥା କଳାହାଣ୍ଡି ସାଂସଦ ବସନ୍ତ ପଣ୍ଡା, ଭବାନୀପାଟଣା ବିଧାୟକ ତଥା ପୂର୍ବତନ ବିରୋଧୀ ଦଳ ନେତା ଶ୍ରୀ ପ୍ରଦୀପ୍ତ କୁମାର ନାଏକ, ଜିଲ୍ଲା ସଭାପତି ଶ୍ରୀ ଦେବେନ୍ଦ୍ର ମହାନ୍ତି ପ୍ରମୁଖ ଦଳୀୟ ଉତରୀୟ ଓ ଟୋପି ପିନ୍ଧାଇ ସ୍ୱାଗତ କରିଥିଲେ ।

ଦେଶ ତଥା ରାଜ୍ୟର ସାମୁହିକ ବିକାଶ ପାଇଁ ପ୍ରକୃତ ରାଜନୈତିକ ଦଳ ହେଉଛି ଭାରତୀୟ ଜନତା ପାର୍ଟି । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧିନ ବିଜେପି ସରକାର ଗତ ୯ ବର୍ଷର ଶାସନ କାଳରେ ବହୁ ଗରୀବକଲ୍ୟାଣକାରୀ ଯୋଜନାର ସଫଳ କାର୍ଯ୍ୟାନ୍ୱୟନ ହୋଇଛି । ସାଧାରଣ କାର୍ଯ୍ୟକର୍ତା ଭାବେ ପାର୍ଟିର ସଂଗଠନକୁ ସୁଦୃଢ କରିବା ଏବଂ ବିଜେପିର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ମୋ ବାପା ସ୍ୱର୍ଗତଃ ବିକ୍ରମ କେଶରୀ ଦେଓଙ୍କ ଅଧୁରା ସ୍ୱପ୍ନକୁ ପୂରଣ କରିବା ହେଉଛି ମୋର ପ୍ରାଥମିକତା । ଆଗାମୀ ସାଧାରଣ ନିର୍ବାଚନରେ କେନ୍ଦ୍ରରେ ମୋଦିଜୀଙ୍କ ନେତୃତ୍ୱରେ ସରକାର ଗଠନ ହେବା ସହିତ ରାଜ୍ୟରେ ମଧ୍ୟ ବିଜେପିର ଡବଲ୍ ଇଞ୍ଜିନ ସରକାର ନିଶ୍ଚିତ ହେବ ଶ୍ରୀ ଦେଓ କହିଛନ୍ତି ।

ଭଦ୍ରକ ଜିଲ୍ଲା ବନ୍ତ ବ୍ଲକର ଦୁଇ ଥରର ବ୍ଲକ ଅଧ୍ୟକ୍ଷ ତଥା ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟା ଶ୍ରୀମତୀ ରେବତୀ ନାୟକ, ବିଶିଷ୍ଟ ଶିକ୍ଷାବିତ୍ ଶ୍ରୀ ସୁଧାଂଶୁ ଶେଖର ନାୟକ ଆଜି ବିଜେଡି ଦଳ ଛାଡି ଆନୁଷ୍ଠାନିକ ଭାବେ ଭାରତୀୟ ଜନତା ପାର୍ଟିରେ ଯୋଗଦାନ କରିଛନ୍ତି । ଏଥିସହ ବନ୍ତ ବ୍ଲକର ପୂର୍ବତନ ବିଜେଡି ସଭାପତି କମଳାକାନ୍ତ ସାହୁ, ପୂର୍ବତନ ସରପଂଚ ରବିନ୍ଦ୍ରନାଥ ପଣ୍ଡା, କୃପାସିନ୍ଧୁ ସେଠୀ, ପୂର୍ବତନ ସମିତି ସଭ୍ୟ ସୁବାଷ ଚନ୍ଦ୍ର ଜେନା, ସୁଜାତା ସେଠୀ, ତିଳୋତମା ଜେନା, ଶୁଭକାନ୍ତ ଜେନା, ବସନ୍ତ କୁମାର ନାୟକ, ପୂର୍ବତନ ସରପଂଚ ସୁବାସ ଚନ୍ଦ୍ର ମଲ୍ଲିକ, ଦିପାଞ୍ଜଳୀ ରାଉତ, ଚିନ୍ତାମଣି ମିଶ୍ର, ସୁଧିର କୁମାର ନାୟକ, କୌଳାଶଚନ୍ଦ୍ର ଧଳ, ବୈକୁଣ୍ଠ ଚରଣ ନାଥ, ଧରଣୀଧର ପଲ୍ଲୀ, ରବିଦ୍ର ସାହୁ, ଜଗନ୍ନାଥ ଜେନା ପ୍ରମୁଖ ନିଜ ନିଜ ଶତାଧିକ ସମର୍ଥକଙ୍କ ଗହଣରେ ଆନୁଷ୍ଠାନିକ ବିଜେପିରେ ଯୋଗଦାନ କରିଛନ୍ତି । ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସୁଶାସନ, ଗରୀବ କଲ୍ୟାଣ କାର୍ଯ୍ୟକ୍ରମ ଓ ବିଜେପିର ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ସାମିଲ ହୋଇଥିବା ସମସ୍ତ ସଦସ୍ୟଙ୍କୁ ରାଜ୍ୟ ସଭାପତି ଶ୍ରୀ ସାମଲ ଦଳୀୟ ଉତରୀୟ ଓ ଟୋପି ପିନ୍ଧାଇ ସ୍ୱାଗତ କରିଥିଲେ ।

ରାଜ୍ୟରେ ଗଣତନ୍ତ୍ର ବ୍ୟବସ୍ଥା ସଂପୂର୍ଣ୍ଣ ଭୁଷୁଡି ପଡିଛି । ବ୍ୟାପକ ଦୁର୍ନୀତି ଓ ଭ୍ରଷ୍ଟାଚାର ରାଜ୍ୟର ବିକାଶରେ ବଡ ବାଧକ ସାଜିଛି । ମୋଦି ସରକାରଙ୍କ ଉପରେ ସାଧାରଣ ଜନତାଙ୍କ ଆସ୍ଥା ବୃଦ୍ଧି ପାଇଚାଲିଛି । ଆଗାମୀ ଦିନରେ ଓଡିଶାରେ ମଧ୍ୟ ଭାରତୀୟ ଜନତା ପାର୍ଟି ନିଶ୍ଚିତ ଭାବେ ଡବଲ୍ ଇଂଜିନ ସରକାର ଗଠନ କରିବ । ଆଜିର ଏହି ମିଶ୍ରଣ ପର୍ବ ପାର୍ଟିର ସଂଗଠନକୁ ଆହୁରି ସୁଦୃଢ କରିବ ବୋଲି ରାଜ୍ୟ ସଭାପତି ଶ୍ରୀ ସାମଲ କହିଛନ୍ତି ।

ଏହି ମିଶ୍ରଣ ପର୍ବ ଅବସରରେ ବିଧାୟକ ସୂର୍ଯ୍ୟବଂଶୀ ସୁରଜ, ରାଜ୍ୟ ସାଧାରଣ ସଂପାଦକ ଡ.ଯତୀନ ମହାନ୍ତି, ରାଜ୍ୟ ସଂପାଦକ ଅଭିମନ୍ୟୁ ସେଠୀ ଓ ସରୋଜ କର, ଭଦ୍ରକ ଜିଲ୍ଲା ସଭାପତି ହେମନ୍ତ ପାଢୀ ପ୍ରମୁଖ ନେତୃବୃନ୍ଦ ଉପସ୍ଥିତ ଥିଲେ ।


Powered by Froala Editor

Tags BJPOdisha

Related articles Odisha News Lens 4.1

  • ସନ୍ଧ୍ୟାରେ ବୁଲିବାକୁ ଯାଇ ହଜିଗଲେ ବୃଦ୍ଧ, ୧୪ ମାସ ପରେ ଏମିତି ମିଳିଲେ...
    ଜିଲ୍ଲା ପରିକ୍ରମା

    ସନ୍ଧ୍ୟାରେ ବୁଲିବାକୁ ଯାଇ ହଜିଗଲେ ବୃଦ୍ଧ, ୧୪ ମାସ ପରେ ଏମିତି ମିଳିଲେ...

    13856
    Jun 24, 2025
  • ଇସ୍ରାଏଲକୁ ଦଣ୍ଡ ଦେବା ପାଇଁ ଶପଥ : ଖାମନେଇ
    ଦେଶ-ଦେଶାନ୍ତର

    ଇସ୍ରାଏଲକୁ ଦଣ୍ଡ ଦେବା ପାଇଁ ଶପଥ : ଖାମନେଇ

    14662
    Jun 23, 2025
  • ‘ରେଟ୍ରୋ’ ଅଡିଓ ଲଞ୍ଚ ବେଳେ ବିଜୟ ଦେଇଥିଲେ ବିବାଦୀୟ ବୟାନ, ଏବେ ମାମଲା ରୁଜୁ
    ମନୋରଞ୍ଜନ

    ‘ରେଟ୍ରୋ’ ଅଡିଓ ଲଞ୍ଚ ବେଳେ ବିଜୟ ଦେଇଥିଲେ ବିବାଦୀୟ ବୟାନ, ଏବେ ମାମଲା ରୁଜୁ

    14838
    Jun 24, 2025
  • ଭୟଙ୍କର ହୋଇଥାନ୍ତି ଏହି ପ୍ରକୃତିର ଲୋକ
    ବିଶେଷ

    ଭୟଙ୍କର ହୋଇଥାନ୍ତି ଏହି ପ୍ରକୃତିର ଲୋକ

    14839
    Jun 24, 2025
  • ରାସନ୍‌ ଦୋକାନରେ ହଙ୍ଗାମା: ଗେଟ୍‌ ଭାଙ୍ଗି ଅନିୟନ୍ତ୍ରିତ ହୋଇ ପଶିଲେ ଲୋକେ
    ଦେଶ-ଦେଶାନ୍ତର

    ରାସନ୍‌ ଦୋକାନରେ ହଙ୍ଗାମା: ଗେଟ୍‌ ଭାଙ୍ଗି ଅନିୟନ୍ତ୍ରିତ ହୋଇ ପଶିଲେ ଲୋକେ

    15263
    Jun 23, 2025
  • ଦଲଜିତଙ୍କ ସହ ହାନିଆଙ୍କୁ ଦେଖି ଖପ୍ପା ହେଲେ ଦର୍ଶକ
    ମନୋରଞ୍ଜନ

    ଦଲଜିତଙ୍କ ସହ ହାନିଆଙ୍କୁ ଦେଖି ଖପ୍ପା ହେଲେ ଦର୍ଶକ

    13795
    Jun 24, 2025
  • ଝିଅର ନିଟ୍‍ ପରୀକ୍ଷାରେ ମାର୍କ କମ୍‍ ଥିଲା ବୋଲି ନୃସଂଶ ଭାବେ ପିଟି ପିଟି ହତ୍ୟା କଲେ ...
    ଦେଶ-ଦେଶାନ୍ତର

    ଝିଅର ନିଟ୍‍ ପରୀକ୍ଷାରେ ମାର୍କ କମ୍‍ ଥିଲା ବୋଲି ନୃସଂଶ ଭାବେ ପିଟି ପିଟି ହତ୍ୟା କଲେ ...

    15399
    Jun 23, 2025
  • ଇରାନ-ଇସ୍ରାଏଲ ଯୁଦ୍ଧ ବନ୍ଦ
    ଦେଶ-ଦେଶାନ୍ତର

    ଇରାନ-ଇସ୍ରାଏଲ ଯୁଦ୍ଧ ବନ୍ଦ

    13490
    Jun 24, 2025
  • ଘରେ ରହିବନି ଗୋଟେ ବି ମଶା, ଜାଣନ୍ତୁ କେମିତି ?
    ବିଶେଷ

    ଘରେ ରହିବନି ଗୋଟେ ବି ମଶା, ଜାଣନ୍ତୁ କେମିତି ?

    13861
    Jun 24, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଜିଲ୍ଲା ପରିକ୍ରମା

    ସନ୍ଧ୍ୟାରେ ବୁଲିବାକୁ ଯାଇ ହଜିଗଲେ ବୃଦ୍ଧ, ୧୪ ମାସ ପରେ ଏମିତି ମିଳିଲେ...

    13856
    Jun 24, 2025
  • ଦେଶ-ଦେଶାନ୍ତର

    ଝିଅର ନିଟ୍‍ ପରୀକ୍ଷାରେ ମାର୍କ କମ୍‍ ଥିଲା ବୋଲି ନୃସଂଶ ଭାବେ ପିଟି ପିଟି ହତ୍ୟା କଲେ ବାପା

    15399
    Jun 23, 2025
  • ମନୋରଞ୍ଜନ

    ‘ରେଟ୍ରୋ’ ଅଡିଓ ଲଞ୍ଚ ବେଳେ ବିଜୟ ଦେଇଥିଲେ ବିବାଦୀୟ ବୟାନ, ଏବେ ମାମଲା ରୁଜୁ

    14838
    Jun 24, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16707
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17013
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15508
    Apr 03, 2021

ବିଶେଷ

  • ଭୟଙ୍କର ହୋଇଥାନ୍ତି ଏହି ପ୍ରକୃତିର ଲୋକ

    14839
    Jun 24, 2025
  • ଘରେ ରହିବନି ଗୋଟେ ବି ମଶା, ଜାଣନ୍ତୁ କେମିତି ?

    13861
    Jun 24, 2025
  • ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ସାଂଘାତିକ ଅବସ୍ଥା

    15762
    Jun 23, 2025
  • ଶରୀରରେ ଆଲର୍ଜି ହେବାକୁ ଦେଇ ନଥାଏ କଲରା

    15088
    Jun 23, 2025
  • ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି

    15959
    Jun 22, 2025

ବାଣିଜ୍ୟ

ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ସ୍ପେସିଆଲ୍ ଏଡିସନ୍ ପ୍ୟାକ୍

ଭୁବନେଶ୍ୱର : ଓଡିଶାରେ ପାରମ୍ପରିକତା କେବଳ ସଂରକ୍ଷିତ ହୋଇନଥାଏ, ସେହିଟି ଲୋକଙ୍କ ଦୈନନ୍ଦିନ ଜୀବନ, ପାର୍ବଣ, ଓ ଅଭିବ୍ୟକ୍ତିର ଅଂଶ ଅଟୁଟ ଭାବରେ ରହିଛି। ଘୁମୁରା ନୃତ୍ୟର ଗାମ୍ଭୀର୍ୟପୂର୍ଣ୍ଣ ପଦକ୍ଷେପରୁ ଆରମ୍ଭ କରି ...

  • ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

    14999
    Jun 19, 2025
  • ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ନୁ୍ୟଟ୍ରିଲାଇଟ ଟ୍ରପିଲ ପ୍ରୋଟେକ୍ଟ

    14821
    Jun 19, 2025
  • ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ଆଭ୍ୟନ୍ତରୀଣ ଜେନେଟିକ୍ ପରୀକ୍ଷଣ ସହିତ ବଂଶାନୁକ୍ରମିକ ରେଟିନା ଡିଷ୍ଟ୍ରୋଫି କ୍ଲିନିକ୍

    14823
    Jun 19, 2025
  • ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ୍ ଘୋଷଣା

    13793
    Jun 17, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରାସନ୍‌ ଦୋକାନରେ ହଙ୍ଗାମା: ଗେଟ୍‌ ଭାଙ୍ଗି ଅନିୟନ୍ତ୍ରିତ ହୋଇ ପଶିଲେ ଲୋକେ

    15263
    Jun 23, 2025
  • ସନ୍ଧ୍ୟାରେ ବୁଲିବାକୁ ଯାଇ ହଜିଗଲେ ବୃଦ୍ଧ, ୧୪ ମାସ ପରେ ଏମିତି ମିଳିଲେ...

    13856
    Jun 24, 2025
  • ଦଲଜିତଙ୍କ ସହ ହାନିଆଙ୍କୁ ଦେଖି ଖପ୍ପା ହେଲେ ଦର୍ଶକ

    13795
    Jun 24, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In