Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, May 09, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପ୍ରଚୁର ଔଷଧ ମହଜୁଦ୍‌ ରଖିବାକୁ କଡା ...

  • ବାତିଲ ହେଲା ସବୁ ସେନାଧିକାରୀଙ୍କ ଛୁଟି

  • ତେଲ ପ୍ରଚୁର ପରିମାଣରେ ମହଜୁଦ ରହିଛି, ...

  • 'ପାକିସ୍ତାନକୁ ପୁରା ଧ୍ୱଂସ କରିଦେବା ...

  • ଭାରତ-ପାକିସ୍ତାନ ଯୁଦ୍ଧ: ସଉଦି ଆରବ ସହ ...

  • ଏନ୍‌ଏସ୍‌ଇ ଓ ବିଏସ୍‌ଇର ୱେବସାଇଟ୍‌: ...

  • ଧ୍ୱଂସଲୀଳା ଆରମ୍ଭ କଲା ବିକ୍ରାନ୍ତ : ...

  • ଭାରତର କାଉଣ୍ଟର ଆଟାକ୍ : ଇସଲାମାବାଦ, ...

  • ପାକିସ୍ତାନର ଯୁଦ୍ଧ ବିମାନ ଓ ୮ ମିସାଇଲ ...

  • ଆକ୍ରମଣ କଲା ପାକିସ୍ତାନ: ଜମ୍ମୁ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››କେନ୍ଦ୍ରମନ୍ତ୍ରୀଙ୍କ ଉପସ୍ଥିତିରେ ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟ ଓ ଆଇବିଏମ ମଧ୍ୟରେ ଏମଓୟୁ

କେନ୍ଦ୍ରମନ୍ତ୍ରୀଙ୍କ ଉପସ୍ଥିତିରେ ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟ ଓ ଆଇବିଏମ ମଧ୍ୟରେ ଏମଓୟୁ

2023-09-28 09:42:34
15553
Share:
Facebook
Twitter
E-Mail
WhatsApp
Telegram
କେନ୍ଦ୍ରମନ୍ତ୍ରୀଙ୍କ ଉପସ୍ଥିତିରେ ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟ ଓ ଆଇବିଏମ ମଧ୍ୟରେ ଏମଓୟୁ

ନୂଆଦିଲ୍ଲୀ  –  ନୂଆଦିଲ୍ଲୀ ଠାରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରଣାଳୟ ଓ ଅଗ୍ରଣୀ ଟେକ୍ଲୋଲୋଜି କମ୍ପାନୀ ଆଇବିଏମ ମଧ୍ୟରେ ୮ଟି ବୁଝାମଣା ପତ୍ର (ଏମଓୟୁ) ସ୍ୱାକ୍ଷରିତ ହୋଇଯାଇଛି । ଡିଜିଟାଲ ସ୍କିଲିଂ ଏବଂ ଉଭା ହେଉଥିବା ସ୍କିଲିଂକୁ ନେଇ ଏହି ଏମଓୟୁ ସ୍ୱାକ୍ଷର ହୋଇଛି ।

ଏହି ଅବସରରେ ଶ୍ରୀ ପ୍ରଧାନ କହିଛନ୍ତି ଯେ ଏକ ବିଶାଳ ଓ ଯୁବ ଜନସଂଖ୍ୟା ସହ ଭାରତ ପର୍ଯ୍ୟାପ୍ତ ସମ୍ଭାବନା ହାସଲ କରିପାରିବା କ୍ଷେତ୍ରରେ ଶୀର୍ଷରେ ରହିଛି । ଏହି ଜନସଂଖ୍ୟାଗତ ଲାଭକୁ ଉପଯୋଗ କରିବା ପାଇଁ ଆଜିର ଅଧୁନା କର୍ମକ୍ଷେତ୍ରରେ ଯୁବପିଢ଼ିଙ୍କୁ ଆବଶ୍ୟକ ଦକ୍ଷତା ପ୍ରଦାନ କରିବା ଜରୁରୀ । ଏହି ସହଯୋଗ ଆମର 'ସ୍କିଲ୍ ଇଣ୍ଡିଆ' ଲକ୍ଷ୍ୟ ଏବଂ ଆଇବିଏମ୍ ସ୍କିଲ୍ସ ବିଲ୍ଡ ପ୍ଲାଟଫର୍ମ ବ୍ୟବହାର କରି ଉଭା ହେଉଥିବା ପ୍ରଯୁକ୍ତିବିଦ୍ୟାରେ ଡିଜିଟାଲ ଦକ୍ଷତା ପ୍ରଶିକ୍ଷଣ ଏବଂ ଦକ୍ଷତା ବିକାଶକୁ ବୃଦ୍ଧି କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ । ଆଜି ସୃଷ୍ଟି ହୋଇଥିବା ଏହି ଭାଗିଦାରୀ ଆମ ଶିକ୍ଷାର୍ଥୀମାନଙ୍କୁ ପ୍ରଯୁକ୍ତିବିଦ୍ୟାର ପ୍ରକୃତ ସମ୍ଭାବନାକୁ ଉପଯୋଗ କରିବା ସହ ସେମାନଙ୍କୁ ଭବିଷ୍ୟତର ଓ୍ୱେଲଥ୍ କ୍ରିଏଟର ଓ ସମାଜର ଉଦ୍ୟୋଗୀରେ ପରିଣତ କରିବାରେ ସହାୟକ ହେବ ।

ଟେକ୍ନୋଲୋଜି ଏବଂ ଇନୋଭେସନ ଦୈନନ୍ଦିନ ଜୀବନର ଅବିଚ୍ଛେଦ୍ୟ ଅଙ୍ଗ ହୋଇସାରିଛି । ଆମେରିକା ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭବିଷ୍ୟତର ଦକ୍ଷତା ଇକୋସିଷ୍ଟମକୁ ଅଧିକ ପ୍ରାଥମିକତା ଦେଇଥିଲେ । ଜି-୨୦ ଫୋରମରେ ବିଶ୍ୱ ନେତୃତ୍ୱଙ୍କ ସହ ବିଶ୍ୱର ସ୍କିଲ୍ ମ୍ୟାପିଂ କରିବା ଭଳି ଚୁକ୍ତି ହୋଇଛି । ଟେକ୍ନୋଲୋଜି ଏବଂ ଇନୋଭେସନ ଆମ ବିଚାରକୁ ପ୍ରଭାବିତ କରିବା ସହ ଜୀବନଶୈଳୀରେ ବ୍ୟପାକ ପରିବର୍ତ୍ତନ ଆଣୁଛି । ଟେକ୍ନୋଲୋଜି ଓ ଡିଜିଟାଲକରଣ ଆମ ଦୈନନ୍ଦିନ ଜୀବନର ଗୋଟିଏ ମାଧ୍ୟମ ହୋଇଛି । ଡିଜିଟାଲ ସାକ୍ଷରତା ବର୍ତ୍ତମାନ ସମୟରେ ପ୍ରାସଙ୍ଗିକ ହୋଇଛି । ଏଆଇ ଆମର ଅର୍ଥନୀତି ବ୍ୟବସ୍ଥା ଏବଂ ସାମାଜିକ ବ୍ୟବସ୍ଥା ଉପରେ ପ୍ରଭାବ ପକାଉଛି ।

୮ଟି ଶିକ୍ଷଣ ସଂସ୍ଥା ଆଇବିଏମ ସହ ବୁଝାମଣା କରିଛନ୍ତି । ସ୍କିଲିଂ, ରି-ସ୍କିଲିଂ, ଅପ୍ ସ୍କିଲିଂ ଆମର ସର୍ବୋଚ୍ଚ ପ୍ରାଥମିକତା । ଦେଶର ଶିକ୍ଷା କ୍ଷେତ୍ରରେ ଥିବା ଛାତ୍ରଛାତ୍ରୀଙ୍କୁ ଆଗାମୀ ଦିନରେ କୁଶଳୀ କରିବା ପାଇଁ ଅନେକ ଯୋଜନା ହେଉଛି । ପ୍ରତି ସପ୍ତାହରେ ଚାଟ ଜିପିଟିର ନୂଆ ଭର୍ସନ ଆସୁଛି । ଆଜି ଏହାର ବହୁଳ ବ୍ୟବହାର ହେଉଛି । ଆମ ଦେଶ ଭାରତ ବିଶ୍ୱର ପଞ୍ଚମ ବୃହତ୍ତମ ଅର୍ଥନୀତିରେ ପରିଣତ ହୋଇଛି । ଆଗାମୀ ଦିନରେ ବିଶ୍ୱର ଏକ ନମ୍ବର ଅର୍ଥନୀତି ମଧ୍ୟ ହେବ । ତେଣୁ ସମାଜକୁ ବର୍ତ୍ତମାନ ଠାରୁ ସ୍କିଲିଂ, ରି ସ୍କିଲିଂ ଏବଂ ଅପ୍ ସ୍କିଲିଂ କରିବାର ଆବଶ୍ୟକତା ରହିଛି । ସେ ଦିଗରେ ଆଜିର ଏମଓୟୁ ଅନ୍ୟତମ ପଦକ୍ଷେପ । ଆଜିର ଯୁବପିଢିଙ୍କ ମଧ୍ୟରେ ଆତ୍ମବିଶ୍ୱାସ ବଢିଛି । ଏହା ହିଁ ନୂଆ ଭାରତ । ପ୍ରଧାନମନ୍ତ୍ରୀ ଜାତୀୟ ଶିକ୍ଷା ନୀତି ଅନୁସାରେ ଆଇବିଏମ ଭଳି ସଂସ୍ଥା ମଧ୍ୟ ଲାଭବାନ ହେବ । ସ୍କିଲିଂ ଇକୋସିଷ୍ଟମରେ କ୍ରେଡିଟ୍ ଫ୍ରେମଓ୍ୱାର୍କରେ ମ୍ୟାପିଂ କରାଯିବାର ବ୍ୟବସ୍ଥା ହୋଇଛି ।

ପିଏମ ବିଶ୍ୱକର୍ମା ଯୋଜନାକୁ ପ୍ରଧାନମନ୍ତ୍ରୀ ମୋଦି ନିକଟରେ ଶୁଭାରମ୍ଭ କରିଛନ୍ତି । ୧୮ଟି ପାରମ୍ପରିକ ତଥା କୌଳିକ ବୃତ୍ତିକୁ ଏହି ଯୋଜନାରେ ଅନ୍ତର୍ଭୃକ୍ତ କରାଯାଇଛି । ଅର୍ଥାତ୍ ଶିଳ୍ପୀକାରଙ୍କୁ ରି-ସ୍କିଲିଂ ଓ ଅପ୍ ସ୍କିଲିଂ କରାଇବା ପାଇଁ ଏହି ଯୋଜନା ପ୍ରଣୟନ କରାଯାଇଛି ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି ।

ଆଇବିଏମ ସ୍କୁଲ ଶିକ୍ଷା, ଉଚ୍ଚ ଶିକ୍ଷା ଓ ଧନ୍ଦାମୂଳକ ଶିକ୍ଷାରେ ଆଇବିଏମ ସହଯୋଗ ହୋଇ କାର୍ଯ୍ୟକରିବ । ଏହାବ୍ୟତିତ ଆଇବିଏମ ଏକାଦଶ ଓ ଦ୍ୱାଦଶ ଛାତ୍ରଛାତ୍ରୀଙ୍କ ପାଇଁ ସିବିଏସଇର ଏଆଇ ପାଠ୍ୟକ୍ରମ ପ୍ରସ୍ତୁତ କରିବ । ହାଇସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ସାଇବର ସ୍କିଲିଂ ଏବଂ ବ୍ଲକ୍ ଚେନ୍ ପାଠ୍ୟକ୍ରମ ମଧ୍ୟ ବିକଶିତ କରାଯିବ ।

Powered by Froala Editor

Tags dharmendra pradhan

Related articles Odisha News Lens 4.1

  • ଆକ୍ରମଣ କଲା ପାକିସ୍ତାନ: ଜମ୍ମୁ ଏୟାରପୋର୍ଟ, ରେଳ ଷ୍ଟେସନକୁ ଟାର୍ଗେଟ
    ଦେଶ-ଦେଶାନ୍ତର

    ଆକ୍ରମଣ କଲା ପାକିସ୍ତାନ: ଜମ୍ମୁ ଏୟାରପୋର୍ଟ, ରେଳ ଷ୍ଟେସନକୁ ଟାର୍ଗେଟ

    15218
    May 08, 2025
  • ଧ୍ୱଂସଲୀଳା ଆରମ୍ଭ କଲା ବିକ୍ରାନ୍ତ : ଟାର୍ଗେଟରେ କରାଚୀ ବନ୍ଦର
    ଦେଶ-ଦେଶାନ୍ତର

    ଧ୍ୱଂସଲୀଳା ଆରମ୍ଭ କଲା ବିକ୍ରାନ୍ତ : ଟାର୍ଗେଟରେ କରାଚୀ ବନ୍ଦର

    13823
    May 08, 2025
  • 'ପାକିସ୍ତାନକୁ ପୁରା ଧ୍ୱଂସ କରିଦେବା ଦରକାର'
    ଦେଶ-ଦେଶାନ୍ତର

    'ପାକିସ୍ତାନକୁ ପୁରା ଧ୍ୱଂସ କରିଦେବା ଦରକାର'

    14297
    May 09, 2025
  • ପାକିସ୍ତାନର ଯୁଦ୍ଧ ବିମାନ ଓ ୮ ମିସାଇଲ ଖସାଇଲା ଏସ୍‌-୪୦୦
    ଦେଶ-ଦେଶାନ୍ତର

    ପାକିସ୍ତାନର ଯୁଦ୍ଧ ବିମାନ ଓ ୮ ମିସାଇଲ ଖସାଇଲା ଏସ୍‌-୪୦୦

    14164
    May 08, 2025
  • ପ୍ରଚୁର ଔଷଧ ମହଜୁଦ୍‌ ରଖିବାକୁ କଡା ନିର୍ଦ୍ଦେଶ ଦେଲେ ଜେପି ନଡ୍ଡା
    ଦେଶ-ଦେଶାନ୍ତର

    ପ୍ରଚୁର ଔଷଧ ମହଜୁଦ୍‌ ରଖିବାକୁ କଡା ନିର୍ଦ୍ଦେଶ ଦେଲେ ଜେପି ନଡ୍ଡା

    14676
    May 09, 2025
  • ତେଲ ପ୍ରଚୁର ପରିମାଣରେ ମହଜୁଦ ରହିଛି, ଆତଙ୍କିତ ହୁଅନ୍ତୁ ନାହିଁ: ଆଇଓସିଏଲ୍‍ ପକ୍ଷରୁ ...
    ଦେଶ-ଦେଶାନ୍ତର

    ତେଲ ପ୍ରଚୁର ପରିମାଣରେ ମହଜୁଦ ରହିଛି, ଆତଙ୍କିତ ହୁଅନ୍ତୁ ନାହିଁ: ଆଇଓସିଏଲ୍‍ ପକ୍ଷରୁ ...

    15480
    May 09, 2025
  • ଭାରତ-ପାକିସ୍ତାନ ଯୁଦ୍ଧ: ସଉଦି ଆରବ ସହ ବନ୍ଧୁତାକୁ ମଜଭୁତ କରୁଛି ବାଂଲାଦେଶ
    ଦେଶ-ଦେଶାନ୍ତର

    ଭାରତ-ପାକିସ୍ତାନ ଯୁଦ୍ଧ: ସଉଦି ଆରବ ସହ ବନ୍ଧୁତାକୁ ମଜଭୁତ କରୁଛି ବାଂଲାଦେଶ

    14862
    May 09, 2025
  • ଏନ୍‌ଏସ୍‌ଇ ଓ ବିଏସ୍‌ଇର ୱେବସାଇଟ୍‌: ସୁରକ୍ଷିତ ରଖିବା ପାଇଁ ବିଦେଶୀ ସଂସ୍ଥାଙ୍କ ...
    ଦେଶ-ଦେଶାନ୍ତର

    ଏନ୍‌ଏସ୍‌ଇ ଓ ବିଏସ୍‌ଇର ୱେବସାଇଟ୍‌: ସୁରକ୍ଷିତ ରଖିବା ପାଇଁ ବିଦେଶୀ ସଂସ୍ଥାଙ୍କ ...

    14858
    May 09, 2025
  • ଭାରତର କାଉଣ୍ଟର ଆଟାକ୍ : ଇସଲାମାବାଦ, ସିଆଲକୋଟ ଏବଂ ଲାହୋରରେ କ୍ଷେପଣାସ୍ତ୍ର ମାଡ଼
    ଦେଶ-ଦେଶାନ୍ତର

    ଭାରତର କାଉଣ୍ଟର ଆଟାକ୍ : ଇସଲାମାବାଦ, ସିଆଲକୋଟ ଏବଂ ଲାହୋରରେ କ୍ଷେପଣାସ୍ତ୍ର ମାଡ଼

    14678
    May 08, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆକ୍ରମଣ କଲା ପାକିସ୍ତାନ: ଜମ୍ମୁ ଏୟାରପୋର୍ଟ, ରେଳ ଷ୍ଟେସନକୁ ଟାର୍ଗେଟ

    15218
    May 08, 2025
  • ଦେଶ-ଦେଶାନ୍ତର

    ବାତିଲ ହେଲା ସବୁ ସେନାଧିକାରୀଙ୍କ ଛୁଟି

    13465
    May 09, 2025
  • ଦେଶ-ଦେଶାନ୍ତର

    ପାକିସ୍ତାନର ଯୁଦ୍ଧ ବିମାନ ଓ ୮ ମିସାଇଲ ଖସାଇଲା ଏସ୍‌-୪୦୦

    14164
    May 08, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16590
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16875
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15426
    Apr 03, 2021

ବିଶେଷ

  • ଅନେକ ରୋଗକୁ ମୁକ୍ତି ଦେଇଥାଏ କାଜୁ

    14607
    May 08, 2025
  • ସନ୍ତୁଳିତ ଖାଦ୍ୟ ଖାଆନ୍ତୁ, ଡିିପ୍ରେସନରୁ ଦୂରେଇ ରୁହନ୍ତୁ

    14527
    May 07, 2025
  • ଘର ପରିସ୍ଥିତିକୁ ବଦଳାଇବ କ୍ରିଷ୍ଟାଲ୍‌ ଲୋଟସ୍‌

    14641
    May 07, 2025
  • ରକ୍ତଚାପ ନିୟନ୍ତ୍ରଣ କରିବାରେ ମେଥି ବେଶ ସହାୟକ

    15089
    May 06, 2025
  • ପ୍ରଚୁର ପରିମାଣର ପାଣି ପିଅନ୍ତୁ କିଡ୍‌ନୀ ରହିବ ସୁସ୍ଥ

    15086
    May 06, 2025

ବାଣିଜ୍ୟ

ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

ଭୁବନେଶ୍ୱର: ପବିତ୍ର ଅକ୍ଷୟ ତୃତୀୟାର ଉତ୍ସାହ ଉଦ୍ଦୀପନାକୁ ପାଳନ କରିବା ପାଇଁ ଓଡ଼ିଶାର ସର୍ବପୁରାତନ ଏବଂ ସବୁଠାରୁ ବିଶ୍ୱସନୀୟ ଜୁଏଲର ଖିମଜୀ ଜୁଏଲର୍ସ ଏହାର ବହୁ ପ୍ରତୀକ୍ଷିତ ଅକ୍ଷୟ ତୃତୀୟା ସେଲ୍ ଆରମ୍ଭ ସମ୍ପର୍କରେ ...

  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16252
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    13967
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14759
    Jan 28, 2025
  • ହଟସନ୍ ଆଗ୍ରୋ ହାତକୁ ଗଲା ‘ମିଲ୍କ ମନ୍ତ୍ର’

    15285
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପାକିସ୍ତାନର ଯୁଦ୍ଧ ବିମାନ ଓ ୮ ମିସାଇଲ ଖସାଇଲା ଏସ୍‌-୪୦୦

    14164
    May 08, 2025
  • 'ପାକିସ୍ତାନକୁ ପୁରା ଧ୍ୱଂସ କରିଦେବା ଦରକାର'

    14297
    May 09, 2025
  • ଭାରତର କାଉଣ୍ଟର ଆଟାକ୍ : ଇସଲାମାବାଦ, ସିଆଲକୋଟ ଏବଂ ଲାହୋରରେ କ୍ଷେପଣାସ୍ତ୍ର ମାଡ଼

    14678
    May 08, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In