Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, May 31, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ...

  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ...

  • ପୁଣି ବୃଦ୍ଧି ହେଲା CNG ମୂଲ୍ୟ

  • ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ...

  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ...

  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ...

  • ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ ...

  • ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ...

  • ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ...

Home ›› ››ଅକ୍ଷର ପଟେଲଙ୍କ ସ୍ଥାନରେ ଖେଳିବେ ରବିଚନ୍ଦ୍ରନ ଅଶ୍ୱିନ

ଅକ୍ଷର ପଟେଲଙ୍କ ସ୍ଥାନରେ ଖେଳିବେ ରବିଚନ୍ଦ୍ରନ ଅଶ୍ୱିନ

2023-09-28 19:18:22
18887
Share:
Facebook
Twitter
E-Mail
WhatsApp
Telegram
ଅକ୍ଷର ପଟେଲଙ୍କ ସ୍ଥାନରେ ଖେଳିବେ ରବିଚନ୍ଦ୍ରନ ଅଶ୍ୱିନ

ବିସିସିଆଇ ବିଶ୍ୱକପ୍‌ ପାଇଁ ଟିମ ଇଣ୍ଡିଆରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରାଯାଇଛି। ଆହତ ଅକ୍ଷର ପଟେଲଙ୍କ ସ୍ଥାନରେ ରବିଚନ୍ଦ୍ରନ ଅଶ୍ୱିନଙ୍କୁ ୧୫ ଜଣିଆ ଦଳରେ ସାମିଲ କରାଯାଇଛି। ବାମହାତୀ ସ୍ପିନର ଅକ୍ଷର ପଟେଲଙ୍କ ସ୍ଥାନରେ ତାଙ୍କୁ ସୁଯୋଗ ମିଳିଛି। ଏସିଆ କପ୍‌ ସମୟରେ ଅକ୍ଷର ଆହତ ହୋଇଥିଲେ। ନିକଟରେ ଅଶ୍ୱିନ ଅଷ୍ଟ୍ରେଲିଆ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ଖେଳିବାର ସୁଯୋଗ ପାଇଥିଲେ।

ଆଇସିସି ଏକ ପୋଷ୍ଟ ମାଧ୍ୟମରେ ଏହି ପରିବର୍ତ୍ତନକୁ ନିଶ୍ଚିତ କରିଛି। ଇଂଲଣ୍ଡ ବିପକ୍ଷ ବିଶ୍ୱକପ୍‌ ଅଭ୍ୟାସ ମ୍ୟାଚ ପୂର୍ବରୁ ପ୍ରଶିକ୍ଷଣ ନେବା ପାଇଁ ଅଶ୍ୱିନ ଶନିବାର ଗୁଆହାଟୀରେ ଭାରତୀୟ ଦଳ ସହ ପହଞ୍ଚିଥିଲେ ଏବଂ ଅକ୍ଷରକୁ ସେଠାରେ ଦେଖିବାକୁ ମିଳି ନ ଥିଲା। ଯାହା ପରେ କୁହାଯାଉଥିଲା କି ଅକ୍ଷର ମ୍ୟାଚ ପାଇଁ ଫିଟ୍‌ ହୋଇନାହାନ୍ତି। ରବିଚନ୍ଦ୍ରନ ଅଶ୍ୱିନ ଏବେ ତାଙ୍କର ତୃତୀୟ ଦିନିକିଆ ବିଶ୍ୱକପ୍‌ ଖେଳିବେ। ଦଳରେ ପରିବର୍ତ୍ତନ ଆଣିବା ପାଇଁ ଗୁରୁବାର ଶେଷ ତାରିଖ ଥିଲା ଏବଂ ବିସିସିଆଇ ଶେଷ ମୁହୂର୍ତ୍ତରେ ଏହି ନିଷ୍ପତ୍ତି ନେଇଛନ୍ତି।


Powered by Froala Editor

Tags rabi

Related articles Odisha News Lens 4.1

  • ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ
    ଦେଶ-ଦେଶାନ୍ତର

    ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ

    13465
    May 30, 2026
  • ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ
    ଦେଶ-ଦେଶାନ୍ତର

    ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ

    15901
    May 29, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....
    ବିଶେଷ

    ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14634
    May 30, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ
    ବିଶେଷ

    ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14359
    May 29, 2026
  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ
    ଦେଶ-ଦେଶାନ୍ତର

    ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ

    14174
    May 30, 2026
  • ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ...
    ଦେଶ-ଦେଶାନ୍ତର

    ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ...

    15823
    May 29, 2026
  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ
    ବିଶେଷ

    ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    14523
    May 31, 2026
  •  ପୁଣି  ବୃଦ୍ଧି ହେଲା CNG ମୂଲ୍ୟ
    ଦେଶ-ଦେଶାନ୍ତର

    ପୁଣି ବୃଦ୍ଧି ହେଲା CNG ମୂଲ୍ୟ

    14646
    May 30, 2026
  • ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ କଲା ଇରାନ
    ଦେଶ-ଦେଶାନ୍ତର

    ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ କଲା ଇରାନ

    15701
    May 29, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    14523
    May 31, 2026
  • ଦେଶ-ଦେଶାନ୍ତର

    ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ

    13465
    May 30, 2026
  • ଦେଶ-ଦେଶାନ୍ତର

    ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ କଲା ଇରାନ

    15701
    May 29, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16896
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17516
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17566
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17951
    Sep 06, 2023

ବିଶେଷ

  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    14523
    May 31, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14634
    May 30, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14359
    May 29, 2026
  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    15343
    May 27, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14924
    May 26, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15440
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15184
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15668
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14006
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ

    15136
    May 30, 2026
  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    14523
    May 31, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14359
    May 29, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In