Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, March 08, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ...

  • ଲକ୍ଷ୍ନୌରେ ଏମରଜେନ୍ସି ଲ୍ୟାଣ୍ଡିଂ କଲା ...

  • ବିବାହ ବନ୍ଧନରେ ଅର୍ଜୁନ-ସାନିଆ

  • ଯୁଦ୍ଧ ପାଇଁ ଏକମାସ ପର୍ଯ୍ୟନ୍ତ TRP ...

  • ପମ୍ପରେ ଆଉ ମିଳିବନି ପେଟ୍ରୋଲ !

  • ଅଲ୍ଲୁ ସିରିଶ ଓ ନୟନିକା ରେଡ୍ଡୀଙ୍କ ବିବାହ ...

  • ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା

  • ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ...

  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ...

  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

ରାଜ୍ୟ
Home ›› ରାଜ୍ୟ ›› ଓଡ଼ିଶାବାସୀଙ୍କ ସହଯୋଗ ଯୋଗୁଁ ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ଶାନ୍ତିପୂର୍ଣ୍ଣ ରହିଛି: ନବୀନ

ଓଡ଼ିଶାବାସୀଙ୍କ ସହଯୋଗ ଯୋଗୁଁ ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ଶାନ୍ତିପୂର୍ଣ୍ଣ ରହିଛି: ନବୀନ

2023-09-29 05:03:28
14779
Share:
Facebook
Twitter
E-Mail
WhatsApp
Telegram
 ଓଡ଼ିଶାବାସୀଙ୍କ ସହଯୋଗ ଯୋଗୁଁ ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ଶାନ୍ତିପୂର୍ଣ୍ଣ ରହିଛି: ନବୀନ

ଭୁବନେଶ୍ବର: ବିଧାନସଭାରେ ଗୃହ ବିଭାଗ ଏବଂ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ଖର୍ଚ୍ଚ ଦାବି ଆଲୋଚନାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିବୃତି ରଖିଛନ୍ତି। ସେ କହିଛନ୍ତି ଯେ ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ଓ ଓଡ଼ିଶାବାସୀଙ୍କ ସହଯୋଗ ଯୋଗୁଁ ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ମୁଖ୍ୟତଃ ଶାନ୍ତିପୂର୍ଣ୍ଣ ଓ ନିୟନ୍ତ୍ରଣରେ ରହିଛି। ସାମ୍ପ୍ରଦାୟିକ ସମନ୍ବୟ ବଜାୟ ରହିଛି। ଛାତ୍ର, ସେବା, ଶିଳ୍ପ, ଶ୍ରମିକ ଓ କୃଷି ସାମ୍ମୁଖ୍ୟରେ କିଛି ଗୁରୁତ୍ବପୂର୍ଣ୍ଣ ଆଇନଶୃଙ୍ଖଳା ସ୍ଥିତି ଘଟିନି। ରାଜ୍ୟରେ ସାମଗ୍ରିକ ମାଓବାଦୀ ଦୃଶ୍ୟରେ ଉଲ୍ଲେଖନୀୟ ଉନ୍ନତି ଘଟିଛି।
ମୁଖ୍ୟମନ୍ତ୍ରୀ ତାଙ୍କ ବିବୃତିରେ ବିରୋଧୀଙ୍କୁ ଟାର୍ଗେଟ୍ କରି କହିଥିଲେ, ଏହି ଗୃହରେ ମୋର ଅଭିଜ୍ଞତାରୁ ନମ୍ରତାର ସହ ଏତିକି କହିପାରିବି ଯେ ଯେଉଁମାନେ ଲୋକଙ୍କ ପାଇଁ କାମ କରନ୍ତି ସେମାନେ ଏହି ଗୃହକୁ ଫେରନ୍ତି। ଯେଉଁମାନେ ଅପରାଧକୁ ନେଇ ରାଜନୀତି କରନ୍ତି, ରାଜନୈତିକ ବିଚାର ପାଇଁ ବିକାଶରେ ବାଧକ ସାଜନ୍ତି ସେମାନେ ଏହି ପବିତ୍ର ଗୃହକୁ ଫେରନ୍ତି ନାହିଁ। ଲୋକମାନେ ବିରୋଧୀଙ୍କ ଆଚରଣ ଉପରେ ନଜର ରଖିଛନ୍ତି ଏବଂ ସେମାନେ କିପରି ହତା‌ଶ ହୋଇ ବିକାଶମୂଳକ କାର୍ୟ୍ୟରେ ବାଧକ ସାଜିଛନ୍ତି ତାହା ବି ଦେଖୁଛନ୍ତି। ଆମ ସରକାର ଓଡ଼ିଶାକୁ ‘ନୂତନ ଓଡ଼ିଶା, ସଶକ୍ତ ଓଡ଼ିଶା’ରେ ପରିଣତ କରିବାକୁ ଆଗକୁ ବଢ଼ିବ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ, ଚଳିତବର୍ଷ ଓଡ଼ିଶା ପୁଲିସ ଓ କାରାଗାର ବିଭାଗରେ ୫ହଜାରରୁ ଅଧିକ ନିଯୁକ୍ତି ଦିଆଯାଇଛି। ଆଗାମୀ ଦିନରେ ଓଡ଼ିଶା ପୁଲିସରେ ଖାଲିଥିବା ୩୩୦୦ ପଦବି ଏବଂ ଜେଲ୍‌ ଓ ଅଗ୍ନିଶମ ସେବାରେ ପ୍ରାୟ ହଜା‌ରେ ପଦବିରେ ନିଯୁକ୍ତି ଦେବା ପାଇଁ ଅନୁମତି ଦିଆଯାଇଛି। ୫-ଟି ନୀତିରେ ଓଡ଼ିଶା ପୁଲିସ ‘ମାନବ’ ପୋର୍ଟାଲର ଶୁଭାରମ୍ଭ କରିଥିବାବେଳେ ଏଥିରେ ଆଟ୍ରୋସିଟି ମାମଲାଗୁଡ଼ିକର ତୁରନ୍ତ ଫଇସଲା ଏବଂ ପୀଡ଼ିତଙ୍କୁ ଅନୁକମ୍ପାମୁଳକ ରାଶି ପ୍ରଦାନ କରିବା ପ୍ରକ୍ରିୟାକୁ ତ୍ବରାନ୍ବିତ କରାଯାଉଛି। ଆମେ ଅପରାଧ ପ୍ରତି ଶୂନ୍ୟ ସହନଶୀଳତା ନୀତି ଆପଣାଇଛୁ। ବିଶେଷକରି ମହିଳାଙ୍କ କ୍ଷେତ୍ରରେ ମୁକ୍ତ ଓ ନି‌ରପେକ୍ଷ ଅନୁସନ୍ଧାନ ନିଶ୍ଚିତ କରିଛୁ। ତଥାପି ନ୍ୟସ୍ତ ସ୍ବାର୍ଥ ପାଇଁ ଅତ୍ୟନ୍ତ ସମ୍ବେଦନଶୀଳ ମାମଲାଗୁଡ଼ିକର ରାଜନୀତିକରଣ କରାଯାଉଥିବା ଦେଖି ମୁଁ ମର୍ମାହିତ। ଏହା ପୀଡ଼ିତା‌ଙ୍କ ପରିବାର ଓ ଦିନରାତି କାମ କରୁଥିବା ପୁଲିସ କର୍ମଚାରୀଙ୍କ ପ୍ରତି ଅନ୍ୟାୟ। ଏପରିକି ଜଣେ କାର୍ୟ୍ୟରତ ମହିଳା ଅଧିକାରୀଙ୍କୁ ଅସଦାଚରଣ କରାଗଲା। ସଭ୍ୟ ସମାଜରେ ଏହା ଅଦୌ ଗ୍ରହଣୀୟ ନୁହେଁ।
ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ଗୃହରେ ବିବୃତି ରଖିବାବେଳେ ବିରୋଧୀ ବିଜେପି ଓ କଂଗ୍ରେସର ବିଧାୟକମାନେ ଗୃହରେ ଉପସ୍ଥିତ ନଥିଲେ। ଏପରିକି ଗୃହ ବିଭାଗ ଏବଂ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ଖର୍ଚ୍ଚ ଦାବି ଆଲୋଚନାରେ ଭାଗ ନେଇନଥିଲେ। କେବଳ ଶାସକ ଦଳର ଦୁଇ ବିଧାୟିକା ଏଥିରେ ଭାଗ ନେଇଥିଲେ।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା
    ଦେଶ-ଦେଶାନ୍ତର

    ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା

    13864
    Mar 07, 2026
  • ବିବାହ ବନ୍ଧନରେ ଅର୍ଜୁନ-ସାନିଆ
    ମନୋରଞ୍ଜନ

    ବିବାହ ବନ୍ଧନରେ ଅର୍ଜୁନ-ସାନିଆ

    14591
    Mar 07, 2026
  • ଲକ୍ଷ୍ନୌରେ ଏମରଜେନ୍ସି ଲ୍ୟାଣ୍ଡିଂ କଲା ୟୁପି ଡେପୁଟି ସିଏମ୍ ଙ୍କ  ହେଲିକପ୍ଟର
    ଦେଶ-ଦେଶାନ୍ତର

    ଲକ୍ଷ୍ନୌରେ ଏମରଜେନ୍ସି ଲ୍ୟାଣ୍ଡିଂ କଲା ୟୁପି ଡେପୁଟି ସିଏମ୍ ଙ୍କ ହେଲିକପ୍ଟର

    15017
    Mar 07, 2026
  •  ଏହି  ସ୍ଥାନରେ କଳାଜାଇ ଥିଲେ  ଖୋଲେ ପୂର୍ବଜନ୍ମର ରହସ୍ୟ
    ବିଶେଷ

    ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14309
    Mar 07, 2026
  • ଅଲ୍ଲୁ ସିରିଶ ଓ ନୟନିକା ରେଡ୍ଡୀଙ୍କ ବିବାହ ସମ୍ପନ୍ନ
    ଦେଶ-ଦେଶାନ୍ତର

    ଅଲ୍ଲୁ ସିରିଶ ଓ ନୟନିକା ରେଡ୍ଡୀଙ୍କ ବିବାହ ସମ୍ପନ୍ନ

    13617
    Mar 07, 2026
  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....
    ବିଶେଷ

    ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    14375
    Mar 08, 2026
  • ଯୁଦ୍ଧ ପାଇଁ ଏକମାସ ପର୍ଯ୍ୟନ୍ତ TRP ରିପୋର୍ଟିଂ ବନ୍ଦ
    ଦେଶ-ଦେଶାନ୍ତର

    ଯୁଦ୍ଧ ପାଇଁ ଏକମାସ ପର୍ଯ୍ୟନ୍ତ TRP ରିପୋର୍ଟିଂ ବନ୍ଦ

    13736
    Mar 07, 2026
  • ପମ୍ପରେ ଆଉ ମିଳିବନି ପେଟ୍ରୋଲ !
    ଦେଶ-ଦେଶାନ୍ତର

    ପମ୍ପରେ ଆଉ ମିଳିବନି ପେଟ୍ରୋଲ !

    14046
    Mar 07, 2026
  •  ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ନାଗରିକଙ୍କୁ କରାଗଲାଣି ଉଦ୍ଧାର
    ଦେଶ-ଦେଶାନ୍ତର

    ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ନାଗରିକଙ୍କୁ କରାଗଲାଣି ଉଦ୍ଧାର

    14399
    Mar 07, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ବିବାହ ବନ୍ଧନରେ ଅର୍ଜୁନ-ସାନିଆ

    14591
    Mar 07, 2026
  • ଦେଶ-ଦେଶାନ୍ତର

    ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

    15093
    Mar 06, 2026
  • ବିଶେଷ

    ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14309
    Mar 07, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17361
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17428
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17775
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16247
    Apr 03, 2021

ବିଶେଷ

  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    14375
    Mar 08, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14309
    Mar 07, 2026
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14925
    Mar 05, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    15273
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    14480
    Mar 02, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15670
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15127
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14979
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14493
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା

    13864
    Mar 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14309
    Mar 07, 2026
  • ଲକ୍ଷ୍ନୌରେ ଏମରଜେନ୍ସି ଲ୍ୟାଣ୍ଡିଂ କଲା ୟୁପି ଡେପୁଟି ସିଏମ୍ ଙ୍କ ହେଲିକପ୍ଟର

    15017
    Mar 07, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In