Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, August 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ...

  • ୟୁକ୍ରେନ ଉପରେ ରୁଷର କ୍ଷେପଣାସ୍ତ୍ର ମାଡ଼: ...

  • ପ୍ରବଳ ହଙ୍ଗାମା ଓ ବିରୋଧ ପ୍ରଦର୍ଶନ: ...

  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ...

  • ସର୍ଟକଟ୍‌ ପ୍ରତି ସାବଧାନ ଓ ...

  • ପ୍ଲାଷ୍ଟିକ ନୋଟକୁ ମିଳିଲା ମଞ୍ଜୁରି

  • ମୁମ୍ବାଇର କୁର୍ଲାରେ ଭୂସ୍ଖଳନ

  • ସସ୍‌ପେଣ୍ଡ ହେଲା Blinkit ଲାଇସେନ୍ସ, ଜାଣନ୍ତୁ ...

  • ‘ବନ୍ଦେ ମାତରମ’ ବିଲ୍ କୁ ରାଷ୍ଟ୍ରପତିଙ୍କ ...

ରାଜନୀତି
Home ›› ରାଜନୀତି ››ମାଲକାନଗିରି ଜିଲ୍ଲାର ବିଜେପି କର୍ମକର୍ତ୍ତା ବିଜେଡିରେ ସାମିଲ

ମାଲକାନଗିରି ଜିଲ୍ଲାର ବିଜେପି କର୍ମକର୍ତ୍ତା ବିଜେଡିରେ ସାମିଲ

2023-09-29 10:56:16
14186
Share:
Facebook
Twitter
E-Mail
WhatsApp
Telegram
ମାଲକାନଗିରି ଜିଲ୍ଲାର ବିଜେପି କର୍ମକର୍ତ୍ତା ବିଜେଡିରେ ସାମିଲ

ଭୁବନେଶ୍ୱର - ମାଲକାନଗିରି ଜିଲ୍ଲା ବିଜେପି ସାଧାରଣ ସମ୍ପାଦକ ଶୁଭ୍ରାଂଶୁ ଶେଖର ସାହୁ,କାଲିମେଳା ବ୍ଲକର ପଶୁଗୁଡ଼ା ଗ୍ରାମପଞ୍ଚାୟତର ପୂର୍ବତନ ସରପଞ୍ଚ ରାମ ରବା ଏବଂ ବାଲିମେଳାର ବିଜେପି ସକ୍ରିୟ ସଦସ୍ୟ ଏନ୍. ଦାଶରଥୀ ଆଜି ଶଙ୍ଖଭବନ ଠାରେ ବିଜୁ ଜନତା ଦଳ ସାଧାରଣ ସମ୍ପାଦକ ତଥା ରାଜ୍ୟସଭା ସାଂସଦ ମାନସ ରଞ୍ଜନ ମଙ୍ଗରାଜଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଛନ୍ତି । ଦଳରେ ସାମିଲ୍ ହୋଇଥିବା ବିଜେପି କର୍ମକର୍ତ୍ତାଙ୍କୁ ଉପଢୌକନ ଦେଇ ଶ୍ରୀ ମଙ୍ଗରାଜ ଦଳକୁ ସ୍ଵାଗତ କରିଥିଲେ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ଶ୍ରୀ ସାହୁ କହିଥିଲେ ଯେ, ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟକଳାପରେ ଆକୃଷ୍ଟ ହୋଇ ଏବଂ ରାଜ୍ୟ ବିଜେଡ଼ି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ସାଙ୍ଗଠନିକ ଦକ୍ଷତାରେ ବିଶ୍ଵାସ ରଖି ବିଜେଡିରେ ଯୋଗ ଦେବା ପାଇଁ ନିଷ୍ପରି ନେଲୁ । ଦଳରେ ଆମକୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜ ଓ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ ।

ଏହି ମିଶ୍ରଣ ପର୍ବରେ ମାଲକାନଗିରି ଜିଲ୍ଲା ବିଜେଡ଼ି ସଭାପତି ମାନସ ମାଡ଼କାମୀ, ପ୍ରକାଶ ମହାନ୍ତି, ବିଜେଡ଼ି ମୁଖପାତ୍ର ଅମିତ ମଲ୍ଲିକ ଏବଂ ମାଲକାନଗିରି ଜିଲ୍ଲା ମହିଳା ବିଜେଡ଼ି ପର୍ଯ୍ୟବେକ୍ଷକ ଶ୍ରୀମତୀ ଲୋରା ମହାପାତ୍ର ଉପସ୍ଥିତ ଥିଲେ ।

Powered by Froala Editor

Tags BJD , Biju Janata Dal

Related articles Odisha News Lens 4.1

  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ
    ବିଶେଷ

    ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14152
    Aug 13, 2026
  • ମୁମ୍ବାଇର କୁର୍ଲାରେ ଭୂସ୍ଖଳନ
    ଦେଶ-ଦେଶାନ୍ତର

    ମୁମ୍ବାଇର କୁର୍ଲାରେ ଭୂସ୍ଖଳନ

    14182
    Aug 12, 2026
  • ୟୁକ୍ରେନ ଉପରେ ରୁଷର କ୍ଷେପଣାସ୍ତ୍ର ମାଡ଼: ୧୨ ମୃତ
    ଦେଶ-ଦେଶାନ୍ତର

    ୟୁକ୍ରେନ ଉପରେ ରୁଷର କ୍ଷେପଣାସ୍ତ୍ର ମାଡ଼: ୧୨ ମୃତ

    14518
    Aug 13, 2026
  • ପ୍ରବଳ ହଙ୍ଗାମା ଓ ବିରୋଧ ପ୍ରଦର୍ଶନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ହେଲା ଲୋକସଭା
    ଦେଶ-ଦେଶାନ୍ତର

    ପ୍ରବଳ ହଙ୍ଗାମା ଓ ବିରୋଧ ପ୍ରଦର୍ଶନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ହେଲା ଲୋକସଭା

    13685
    Aug 13, 2026
  • ସର୍ଟକଟ୍‌ ପ୍ରତି ସାବଧାନ ଓ ଇନଫ୍ଲୁଏନ୍ସର୍‌ଙ୍କ ଠାରୁ ସତର୍କ ରହିବାକୁ ପରାମର୍ଶ ଦେଲେ ...
    ଦେଶ-ଦେଶାନ୍ତର

    ସର୍ଟକଟ୍‌ ପ୍ରତି ସାବଧାନ ଓ ଇନଫ୍ଲୁଏନ୍ସର୍‌ଙ୍କ ଠାରୁ ସତର୍କ ରହିବାକୁ ପରାମର୍ଶ ଦେଲେ ...

    15046
    Aug 12, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି
    ବାଣିଜ୍ୟ

    ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    13239
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ ...

    13718
    Aug 12, 2026
  • ‘ବନ୍ଦେ ମାତରମ’ ବିଲ୍ କୁ ରାଷ୍ଟ୍ରପତିଙ୍କ ମୋହର
    ଦେଶ-ଦେଶାନ୍ତର

    ‘ବନ୍ଦେ ମାତରମ’ ବିଲ୍ କୁ ରାଷ୍ଟ୍ରପତିଙ୍କ ମୋହର

    13922
    Aug 12, 2026
  • ସସ୍‌ପେଣ୍ଡ ହେଲା Blinkit ଲାଇସେନ୍ସ, ଜାଣନ୍ତୁ କେଉଁଠି
    ଦେଶ-ଦେଶାନ୍ତର

    ସସ୍‌ପେଣ୍ଡ ହେଲା Blinkit ଲାଇସେନ୍ସ, ଜାଣନ୍ତୁ କେଉଁଠି

    13774
    Aug 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପ୍ରବଳ ହଙ୍ଗାମା ଓ ବିରୋଧ ପ୍ରଦର୍ଶନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ହେଲା ଲୋକସଭା

    13685
    Aug 13, 2026
  • ବିଶେଷ

    ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14152
    Aug 13, 2026
  • ଦେଶ-ଦେଶାନ୍ତର

    ପ୍ଲାଷ୍ଟିକ ନୋଟକୁ ମିଳିଲା ମଞ୍ଜୁରି

    14346
    Aug 12, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17026
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17639
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17688
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18089
    Sep 06, 2023

ବିଶେଷ

  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14152
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14486
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14318
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15902
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16316
    Aug 02, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    13718
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14355
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15258
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14627
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୟୁକ୍ରେନ ଉପରେ ରୁଷର କ୍ଷେପଣାସ୍ତ୍ର ମାଡ଼: ୧୨ ମୃତ

    14518
    Aug 13, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    13239
    Aug 13, 2026
  • ପ୍ଲାଷ୍ଟିକ ନୋଟକୁ ମିଳିଲା ମଞ୍ଜୁରି

    14346
    Aug 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In