Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, July 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏସ. ଜାନକୀଙ୍କ ବିୟୋଗରେ ମୋଦୀଙ୍କ ଶୋକ ...

  • ଷ୍ଟ୍ରେଟ୍ ଅଫ୍ ହର୍ମୁଜ ପ୍ରଣାଳୀ ବନ୍ଦ

  • ତାଜ ହୋଟେଲକୁ ବୋମା ଧମକ

  • ୧୮ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

  • ପ୍ରଖ୍ୟାତ କଣ୍ଠଶିଳ୍ପୀ ଜାନକୀ ଆମ୍ମାଙ୍କ ...

  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

  • ଓଲଟିଲା ସ୍ପିଡ୍‌ବୋଟ୍, ୧୫ ଭାରତୀୟଙ୍କ ...

  • ଭାରତର ଭୁଲ୍ ମାନଚିତ୍ର ପ୍ରଦର୍ଶନ ...

  • ବିଚାରପତିଙ୍କ ଆଡ଼କୁ କାଗଜ ଫିଙ୍ଗିବା ସହ ...

  • ଜାତୀୟ ସଙ୍ଗୀତ ଗାନ ଓ ଧୂନ୍ ନେଇ ନୂଆ ...

ରାଜ୍ୟ
Home ›› ରାଜ୍ୟ ››ସିଙ୍ଗଲ ଓ୍ବିଣ୍ଡୋ କ୍ଲିୟରାନ୍ସ କମିଟି ବୈଠକରେ ୧୯ଟି ପ୍ରକଳ୍ପ ଅନୁମୋଦନ

ସିଙ୍ଗଲ ଓ୍ବିଣ୍ଡୋ କ୍ଲିୟରାନ୍ସ କମିଟି ବୈଠକରେ ୧୯ଟି ପ୍ରକଳ୍ପ ଅନୁମୋଦନ

2023-10-01 07:10:58
14203
Share:
Facebook
Twitter
E-Mail
WhatsApp
Telegram
ସିଙ୍ଗଲ ଓ୍ବିଣ୍ଡୋ କ୍ଲିୟରାନ୍ସ କମିଟି ବୈଠକରେ ୧୯ଟି ପ୍ରକଳ୍ପ ଅନୁମୋଦନ

ଭୁବନେଶ୍ୱର: ୧୨୨ତମ ରାଜ୍ୟସ୍ତରୀୟ ସିଙ୍ଗଲ ଓ୍ବିଣ୍ଡୋ କ୍ଲିୟରାନ୍ସ କମିଟି ବୈଠକରେ ୧୯ଟି ପ୍ରକଳ୍ପକୁ ଅନୁମୋଦନ । ମୋଟ୍‌ ୩ ହଜାର ୬ ଶହ ୬୩ କୋଟି ଟଙ୍କା ବିନିଯୋଗରେ ଏହି ପ୍ରକଳ୍ପଗୁଡ଼ିକ ପ୍ରତିଷ୍ଠା ହେବ । ଏହାଦ୍ବାରା ପ୍ରାୟ ୧୩ ହଜାର ୬ ଶହ ୬୩ ନିଯୁକ୍ତି ସୁଯୋଗ ସୃଷ୍ଟି ହେବାର ଲକ୍ଷ୍ୟ ରହିଛି । ଏହା ରାଜ୍ୟରେ ନିଯୁକ୍ତି ସୁଯୋଗ ସୃଷ୍ଟି ଏବଂ ନିରନ୍ତର ବିକାଶ ପାଇଁ ଦୃଢ଼ ପ୍ରତିବଦ୍ଧତାକୁ ପ୍ରତିଫଳିତ କରୁଛି । ହଂକଂର ପୋଷାକ ନିର୍ମାତା “ଏପିକ୍ ଗ୍ରୁପ୍” ଓଡ଼ିଶାରେ ପ୍ରତ୍ୟକ୍ଷ ବିଦେଶୀ ପୁଞ୍ଜିନିବେଶକୁ ପ୍ରୋତ୍ସାହିତ କରିବାକୁ ଯାଉଛି ।

“ଏପିକ୍ ଗ୍ରୁପ୍” ଗ୍ରୁପର ସହାୟକ ସଂସ୍ଥା “ଟ୍ରାଇମେଟ୍ରୋ ଗାର୍ମେଣ୍ଟସ୍ ଇଣ୍ଡିଆ ପ୍ରାଇଭେଟ୍ ଲିମିଟେଡ୍” ଏହାର ପୋଷାକ ଉତ୍ପାଦନ ସୁବିଧା ପାଇଁ ୩୭୬ ଦଶମିକ ୮୫ କୋଟି ଟଙ୍କା ବିନିଯୋଗ କରିବ । ଖୋର୍ଦ୍ଧାରେ ୭ ହଜାର ୫୦ ଜଣଙ୍କୁ ନିଯୁକ୍ତି ମିଳିବାର ସୁଯୋଗ ସୃଷ୍ଟି ହୋଇଛି । ଟାଇମ୍ ଟେକ୍ନୋପ୍ଲାଷ୍ଟ ଲିମିଟେଡ୍ ଏବଂ ଓରିକନ୍ ଏଣ୍ଟରପ୍ରାଇଜ୍ ଲିମିଟେଡ୍ ଖୋର୍ଦ୍ଧାରେ ଉତ୍ପାଦନ ୟୁନିଟ୍ ସହିତ ପ୍ଲାଷ୍ଟିକ୍ କ୍ଷେତ୍ରର ଉନ୍ନତି କରିବାକୁ ଯାଉଛନ୍ତି । ନେଜୋନ୍ ଷ୍ଟିଲ୍ ଉତ୍କଳ ଏଲଏଲପି, ଆଡଭାନ୍ସ ଷ୍ଟିଲ୍ ଟ୍ୟୁବସ୍ ଲିମିଟେଡ୍, ନିର୍ମଳ ଷ୍ଟିଲସ୍ ପ୍ରାଇଭେଟ୍ ଲିମିଟେଡ ଭଳି ଅନେକ କମ୍ପାନୀର ପୁଞ୍ଜିନିବେଶ ଯୋଗୁଁ ରାଜ୍ୟରେ ଇସ୍ପାତ କ୍ଷେତ୍ରରେ ଉଲ୍ଲେଖନୀୟ ଅଭିବୃଦ୍ଧି ଘଟିଛି ।

କଳିଙ୍ଗନଗର, ଢେଙ୍କାନାଳ ଓ ସୁନ୍ଦରଗଡ଼ ଭଳି ଅଞ୍ଚଳରେ ଏହି କମ୍ପାନିଗୁଡ଼ିକ ସାମଗ୍ରିକ ଭାବେ ୨ହଜାର କୋଟିରୁ ଅଧିକ ଟଙ୍କା ନିବେଶ କରିଛନ୍ତି । ଅକ୍ଷୟ ଶକ୍ତି କ୍ଷେତ୍ରରେ ମହାନଦୀ କୋଲ୍ ଫିଲ୍ଡସ୍ ଲିମିଟେଡ୍ ଏବଂ ଓଡ଼ିଶା ପାୱାର ଜେନେରେସନ୍ କର୍ପୋରେସନ୍ ଲିମିଟେଡ୍ ଯଥାକ୍ରମେ ୨୯୭ ଦଶମିକ ୬୧ କୋଟି ଟଙ୍କା ଏବଂ ୨୧୫ କୋଟି ଟଙ୍କା ବିନିଯୋଗ କରି ସୌର ଶକ୍ତି ପ୍ଲାଣ୍ଟ ଆରମ୍ଭ କରୁଛନ୍ତି । ଓଡ଼ିଶାର ଉତ୍ପାଦନ କ୍ଷମତାକୁ ଆହୁରି ସୁଦୃଢ଼ କରୁଥିବା ପୋଷାକ ଏବଂ ବୟନ ଶିଳ୍ପ କ୍ଷେତ୍ରକୁ ଗୁରୁତ୍ବ ଦିଆଯାଇଛି ।

ଆଧୁନିକ ଉତ୍ପାଦନ ଓ ସ୍ଥାୟୀ ସାମଗ୍ରୀ ଉପରେ ରାଜ୍ୟ ସରକାର ଗୁରୁତ୍ବ ଦେଉଥିବା ବେଳେ ପ୍ଲାଷ୍ଟିକ ଶିଳ୍ପକୁ ମିଳିଛି ପ୍ରୋତ୍ସାହନ । ରାଜ୍ୟର ସମୃଦ୍ଧ ଖଣିଜ ସମ୍ପଦ ଅଞ୍ଚଳ ଏବଂ ଧାତବ ବିଜ୍ଞାନ ଦକ୍ଷତା ଉପରେ ବୈଠକରେ ଆଲୋକପାତ କରାଯାଇଥିଲା । କୃଷି ଓ ଖାଦ୍ୟ ପ୍ରକ୍ରିୟାକରଣ କ୍ଷେତ୍ରକୁ ମଧ୍ୟ ଗୁରୁତ୍ବ ଦିଆଯାଇଛି । ପର୍ୟ୍ୟଟନ କ୍ଷେତ୍ରର ଅଭିବୃଦ୍ଧିକୁ ଦୃଷ୍ଟିରେ ରଖି ଓଡ଼ିଶାର ସାଂସ୍କୃତିକ ଓ ପ୍ରାକୃତିକ ଆକର୍ଷଣର ଫାଇଦା ଉଠାଇବା ପାଇଁ ପ୍ରୋତ୍ସାହିତ କରାଯାଇଛି । ୧୦ଟି ଜିଲ୍ଲାରେ ଏହି ସବୁ କ୍ଷେତ୍ରରେ ବ୍ୟାପକ ଶିଳ୍ପ ବିକାଶ ରଣନୀତିର ସଙ୍କେତ ଦେଉଛି ।

Powered by Froala Editor

Tags single windoow clearance meeting

Related articles Odisha News Lens 4.1

  • ଭାରତର ଭୁଲ୍ ମାନଚିତ୍ର ପ୍ରଦର୍ଶନ କରାଯିବାକୁ ନେଇ ଆପତ୍ତି
    ଦେଶ-ଦେଶାନ୍ତର

    ଭାରତର ଭୁଲ୍ ମାନଚିତ୍ର ପ୍ରଦର୍ଶନ କରାଯିବାକୁ ନେଇ ଆପତ୍ତି

    13814
    Jul 11, 2026
  • ଷ୍ଟ୍ରେଟ୍ ଅଫ୍ ହର୍ମୁଜ ପ୍ରଣାଳୀ ବନ୍ଦ
    ଦେଶ-ଦେଶାନ୍ତର

    ଷ୍ଟ୍ରେଟ୍ ଅଫ୍ ହର୍ମୁଜ ପ୍ରଣାଳୀ ବନ୍ଦ

    14365
    Jul 12, 2026
  • ପ୍ରଖ୍ୟାତ କଣ୍ଠଶିଳ୍ପୀ ଜାନକୀ ଆମ୍ମାଙ୍କ ପରଲୋକ
    ମନୋରଞ୍ଜନ

    ପ୍ରଖ୍ୟାତ କଣ୍ଠଶିଳ୍ପୀ ଜାନକୀ ଆମ୍ମାଙ୍କ ପରଲୋକ

    14059
    Jul 12, 2026
  • ବିଚାରପତିଙ୍କ ଆଡ଼କୁ କାଗଜ ଫିଙ୍ଗିବା ସହ ଅଶ୍ଳୀଳ ଭାଷା ପ୍ରୟୋଗ କଲେ ଆବେଦନକାରୀ
    ଦେଶ-ଦେଶାନ୍ତର

    ବିଚାରପତିଙ୍କ ଆଡ଼କୁ କାଗଜ ଫିଙ୍ଗିବା ସହ ଅଶ୍ଳୀଳ ଭାଷା ପ୍ରୟୋଗ କଲେ ଆବେଦନକାରୀ

    15273
    Jul 11, 2026
  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ
    ବିଶେଷ

    ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14128
    Jul 12, 2026
  • ତାଜ ହୋଟେଲକୁ ବୋମା ଧମକ
    ଦେଶ-ଦେଶାନ୍ତର

    ତାଜ ହୋଟେଲକୁ ବୋମା ଧମକ

    14968
    Jul 12, 2026
  • ଜାତୀୟ ସଙ୍ଗୀତ ଗାନ ଓ ଧୂନ୍ ନେଇ ନୂଆ ନିର୍ଦ୍ଦେଶନାମା ଜାରି: ‘ବନ୍ଦେ ମାତରମ୍ ’ ପ୍ରଥମେ ...
    ଦେଶ-ଦେଶାନ୍ତର

    ଜାତୀୟ ସଙ୍ଗୀତ ଗାନ ଓ ଧୂନ୍ ନେଇ ନୂଆ ନିର୍ଦ୍ଦେଶନାମା ଜାରି: ‘ବନ୍ଦେ ମାତରମ୍ ’ ପ୍ରଥମେ ...

    15394
    Jul 11, 2026
  • ୧୮ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
    ଦେଶ-ଦେଶାନ୍ତର

    ୧୮ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

    15144
    Jul 12, 2026
  • ଏସ. ଜାନକୀଙ୍କ ବିୟୋଗରେ ମୋଦୀଙ୍କ ଶୋକ ପ୍ରକାଶ
    ଦେଶ-ଦେଶାନ୍ତର

    ଏସ. ଜାନକୀଙ୍କ ବିୟୋଗରେ ମୋଦୀଙ୍କ ଶୋକ ପ୍ରକାଶ

    13952
    Jul 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ପ୍ରଖ୍ୟାତ କଣ୍ଠଶିଳ୍ପୀ ଜାନକୀ ଆମ୍ମାଙ୍କ ପରଲୋକ

    14059
    Jul 12, 2026
  • ଦେଶ-ଦେଶାନ୍ତର

    ଏସ. ଜାନକୀଙ୍କ ବିୟୋଗରେ ମୋଦୀଙ୍କ ଶୋକ ପ୍ରକାଶ

    13952
    Jul 12, 2026
  • ଦେଶ-ଦେଶାନ୍ତର

    ତାଜ ହୋଟେଲକୁ ବୋମା ଧମକ

    14968
    Jul 12, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16971
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17583
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17637
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18037
    Sep 06, 2023

ବିଶେଷ

  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14128
    Jul 12, 2026
  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    14627
    Jul 10, 2026
  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15539
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15644
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15461
    Jul 05, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15841
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15709
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13816
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14934
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଜାତୀୟ ସଙ୍ଗୀତ ଗାନ ଓ ଧୂନ୍ ନେଇ ନୂଆ ନିର୍ଦ୍ଦେଶନାମା ଜାରି: ‘ବନ୍ଦେ ମାତରମ୍ ’ ପ୍ରଥମେ ଓ ‘ଜନ ଗଣ ମନ’ ଗାନ ପରେ

    15394
    Jul 11, 2026
  • ପ୍ରଖ୍ୟାତ କଣ୍ଠଶିଳ୍ପୀ ଜାନକୀ ଆମ୍ମାଙ୍କ ପରଲୋକ

    14059
    Jul 12, 2026
  • ଷ୍ଟ୍ରେଟ୍ ଅଫ୍ ହର୍ମୁଜ ପ୍ରଣାଳୀ ବନ୍ଦ

    14365
    Jul 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In