Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, October 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ...

  • କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ ...

  • ପୁଣି ଥରେ ଭାରତକୁ ନିଶାଣ କରି କଠୋର ...

  • ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ...

  • ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର ...

  • ପରଲୋକରେ ଅଭିନେତା ନାନା ପାଟେକର

  • ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ...

  • ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

  • ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଭାରତ ଭଳି ପୁରାତନ ସଭ୍ୟତାର ପ୍ରଯୁକ୍ତିବିଦ୍ୟା ସହ ଅତୁଟ ସମ୍ପର୍କ ରହିଛି- ଧର୍ମେନ୍ଦ୍ର ପ୍ରଧାନ

ଭାରତ ଭଳି ପୁରାତନ ସଭ୍ୟତାର ପ୍ରଯୁକ୍ତିବିଦ୍ୟା ସହ ଅତୁଟ ସମ୍ପର୍କ ରହିଛି- ଧର୍ମେନ୍ଦ୍ର ପ୍ରଧାନ

2023-10-01 08:37:01
15783
Share:
Facebook
Twitter
E-Mail
WhatsApp
Telegram
ଭାରତ ଭଳି ପୁରାତନ ସଭ୍ୟତାର ପ୍ରଯୁକ୍ତିବିଦ୍ୟା ସହ ଅତୁଟ ସମ୍ପର୍କ ରହିଛି- ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ –  ଭାରତ ଭଳି ପୁରାତନ ସଭ୍ୟତାର ପ୍ରଯୁକ୍ତିବିଦ୍ୟା ସହ ଅତୁଟ ସମ୍ପର୍କ ରହିଛି । ଭାରତୀୟ ଭାଷା ଏବଂ ପ୍ରଯୁକ୍ତିବିଦ୍ୟା ଜ୍ଞାନକୌଶଳର ସମାଗମ ଦେଶର ପ୍ରତିଭାବାନଙ୍କ ପାଇଁ ଅପାର ସମ୍ଭାବନାର ଦ୍ୱାର ଖୋଲିବ ବୋଲି ଶନିବାର ନୂଆଦିଲ୍ଲୀ ଠାରେ ୭୫ ଦିନିଆ ଭାରତୀୟ ଭାଷା ଉତ୍ସବ ଏବଂ ଦୁଇଦିନିଆ ପ୍ରଯୁକ୍ତିବିଦ୍ୟା ତଥା ଭାରତୀୟ ଭାଷା ଶିଖର ସମ୍ମିଳନୀକୁ ଶୁଭାରମ୍ଭ କରିବା ଅବସରରେ କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ସ୍ୱାଧୀନତା ସଂଗ୍ରାମୀ, ବିଶିଷ୍ଟ ତାମିଲ କବି ମହାକବି ଚିନ୍ନାସ୍ୱାମୀ ସୁବ୍ରମଣ୍ୟ ଭାରତୀଙ୍କ ଜନ୍ମଦିନ ତଥା ଭାରତୀୟ ଭାଷା ଦିବସ ପାଳନ କରିବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ଏହି କାର୍ଯ୍ୟକ୍ରମ କରାଯାଉଛି । ଏହି ଉତ୍ସବ ସେପ୍ଟେମ୍ବର ୨୮ରୁ ଆରମ୍ଭ ହୋଇଥିବା ବେଳେ ଡିସେମ୍ବର ୧୧ ପର୍ଯ୍ୟନ୍ତ ଚାଲିବ । ଏହା ଶିକ୍ଷାରେ ଭାରତୀୟ ଭାଷା ଗୁଡିକୁ ସମୃଦ୍ଧ ଭବିଷ୍ୟତର ମାର୍ଗ ପ୍ରସ୍ତୁତ କରିବ । ସରକାରଙ୍କ ସମ୍ପୂର୍ଣ୍ଣ ଆଭିମୁଖ୍ୟ ସହ ପାଳନ ହେଉଥିବା ଏହି ଉତ୍ସବ ଭାରତୀୟ ଭାଷାକୁ ପ୍ରୋତ୍ସାହିତ କରିବା ସହ ଆମର ପୁରାତନ ଜ୍ଞାନ ପରମ୍ପରାର ଆଧାରରେ ସମୃଦ୍ଧ ଭବିଷ୍ୟତ ଦିଗରେ ଆଗକୁ ବଢିବାର ଉଦ୍ୟମ । ଟେକ୍ଲୋଲୋଜି ମାଧ୍ୟମରେ ଭାରତୀୟ ଜ୍ଞାନ ପ୍ରବାହକୁ ଆଜିର ଆବଶ୍ୟକତା ଅନୁସାରେ ରୂପ ଦେବ । ଭାଷା ପାଇଁ ପ୍ରଯୁକ୍ତିବିଦ୍ୟା, ପ୍ରଯୁକ୍ତିବିଦ୍ୟାରେ ଭାଷା ଏବଂ ପ୍ରଯୁକ୍ତିବିଦ୍ୟା ମାଧ୍ୟମରେ ଭାଷା ଭାରତୀୟ ଭାଷା ପାଇଁ ଏକ ମଜବୁତ୍ ଇକୋସିଷ୍ଟମ ତିଆରି କରିବ ।


ଭାରତ ଭଳି ଦେଶରେ ଭାଷା, ସଂସ୍କୃତି ଓ ସଭ୍ୟତା ଦ୍ୱାରା ଜଣେ ବ୍ୟକ୍ତିଙ୍କ ପରିଚୟ ଜଣାପଡେ । ବ୍ୟକ୍ତିର ଉଚ୍ଚାରଣ ଓ ପୋଷାକ ପିନ୍ଧିବାର ଶୈଳୀରୁ ସାମାଜିକ ସଂସ୍କୃତି ଓ ପରିଚୟର ପ୍ରତିଫଳନ ହୋଇଥାଏ । ଏହା ଆମ ଭାରତୀୟ ଜ୍ଞାନ ପରମ୍ପରାର ଏକ ପ୍ରମୁଖ ଅଂଶ । ଆମ ଦେଶରେ ଜ୍ଞାନର ବ୍ୟବସ୍ଥା ସାହିତ୍ୟରେ ଦେଖିବାକୁ ମିଳେ । ବୈଦିକ କାଳରେ ଲିଖିତ ସାହିତ୍ୟକୁ ଦେଖିଲେ ଅଖିଳ ଭାରତୀୟ ଓ ବସୁଧୈବ କୁଟୁମ୍ବକମର କଳ୍ପନା ହଜାର ହଜାର ବର୍ଷ ପୂର୍ବରୁ ହୋଇଥିବା ଜଣାପଡେ । ଅର୍ଥାତ୍ ଏହି ସବୁ ଅତୀତରେ ସାହିତ୍ୟରେ ଲେଖାଯାଉଥିଲା । ବିନା ଭାଷାରେ ସାହିତ୍ୟ ହୋଇପାରିବ ନାହିଁ । ସଂସ୍କୃତି ଭାଷା ଓ ସାହିତ୍ୟର ଦର୍ପଣ ସଦୃଶ । ସେହିପରି ବର୍ତ୍ତମାନ ସମୟରେ ଭାଷାକୁ ନେଇ ବିତର୍କ ହେଉଛି । କିନ୍ତୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦର୍ଶୀ ନେତୃତ୍ୱରେ ପ୍ରଣୟନ ହୋଇଥିବା ଜାତୀୟ ଶିକ୍ଷା ନୀତିରେ ସବୁ ଭାରତୀୟ ଭାଷାକୁ ରାଷ୍ଟ୍ରୀୟ ଭାଷା ବୋଲି ଅଭିହିତ କରାଯାଇଛି । ପିଲା ମାନଙ୍କ ମଧ୍ୟରେ ମାତୃଭାଷା ସେମାନଙ୍କ ମଧ୍ୟରେ ଆତ୍ମବିଶ୍ୱାସ ଭରିଥାଏ ।

ଏହି ଅବସରରେ ଶିଳ୍ପ ସଂସ୍ଥା, ସରକାରୀ ସଂସ୍ଥା ଓ ଷ୍ଟାର୍ଟ୍ ଅପ୍ ଦ୍ୱାରା ଭାରତୀୟ ଭାଷା ଟେକ୍ନଲୋଜି ସାମଗ୍ରୀ ଉପରେ ଆୟୋଜିତ ଏକ ପ୍ରଦର୍ଶନୀକୁ କେନ୍ଦ୍ରମନ୍ତ୍ରୀ ବୁଲି ଦେଖିଥିଲେ । କେନ୍ଦ୍ରୀୟ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ନିଜର ଅଭିଜ୍ଞତାକୁ ୨୨ଟି ଭିନ୍ନ ଭିନ୍ନ ଭାଷାରେ ମତ ରଖିଥିଲେ, ଯାହାକୁ ନେଇ କେନ୍ଦ୍ରମନ୍ତ୍ରୀ ଖୁସିବ୍ୟକ୍ତ କରିଥିଲେ ।

Powered by Froala Editor

Tags dharmendra pradhan

Related articles Odisha News Lens 4.1

  • କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ କରାଯିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ...
    ଦେଶ-ଦେଶାନ୍ତର

    କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ କରାଯିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ...

    15637
    Oct 09, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ...

    14551
    Oct 09, 2026
  • ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା
    ଦେଶ-ଦେଶାନ୍ତର

    ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା

    15492
    Oct 08, 2026
  • ପରଲୋକରେ ଅଭିନେତା ନାନା ପାଟେକର
    ଦେଶ-ଦେଶାନ୍ତର

    ପରଲୋକରେ ଅଭିନେତା ନାନା ପାଟେକର

    15209
    Oct 08, 2026
  • ଚେକିଂ  ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ
    ଦେଶ-ଦେଶାନ୍ତର

    ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ

    13917
    Oct 08, 2026
  • ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର
    ଦେଶ-ଦେଶାନ୍ତର

    ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର

    13874
    Oct 09, 2026
  • ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର କେନ୍ସୋ ସୋଆଇଙ୍କୁ ନୋବେଲ୍ ପୁରସ୍କାର
    ଦେଶ-ଦେଶାନ୍ତର

    ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର କେନ୍ସୋ ସୋଆଇଙ୍କୁ ନୋବେଲ୍ ପୁରସ୍କାର

    15112
    Oct 08, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ
    ବାଣିଜ୍ୟ

    ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15521
    Oct 08, 2026
  • ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ

    13966
    Oct 09, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପରଲୋକରେ ଅଭିନେତା ନାନା ପାଟେକର

    15209
    Oct 08, 2026
  • ଦେଶ-ଦେଶାନ୍ତର

    ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ

    13917
    Oct 08, 2026
  • ବାଣିଜ୍ୟ

    ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15521
    Oct 08, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17164
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17855
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17813
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18230
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14450
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14557
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15566
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14238
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15976
    Sep 23, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

ଭୁବନେଶ୍ୱର : ଓଡ଼ିଶାର ଗ୍ରାମାଞ୍ଚଳରେ ମହିଳାମାନେ ପାରମ୍ପରିକ କୌଶଳ ଏବଂ ସ୍ଥାନୀୟ ଉତ୍ପାଦକୁ ଅର୍ଥପୂର୍ଣ୍ଣ ଜୀବିକା ସୁଯୋଗରେ ରୂପାନ୍ତରିତ କରୁଛନ୍ତି। ମହିଳା ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବା ଏବଂ ଓଡ଼ିଶାରେ ଗ୍ରାମୀ ...

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15521
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    14805
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15520
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14016
    Oct 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ କରାଯିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ସମ୍ମାନ

    15637
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15521
    Oct 08, 2026
  • ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ

    13917
    Oct 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In