Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, August 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହା କଲେ ହେବ ନାହିଁ ଗ୍ୟାସ୍

  • ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ...

  • UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ...

  • ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ

  • ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ...

  • ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ...

  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ...

  • ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ...

  • ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ...

  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ...

ରାଜ୍ୟ
Home ›› ରାଜ୍ୟ ››ଇଣ୍ଡିଆ ସ୍ମାର୍ଟ ସିଟିଜ୍ କନକ୍ଲେଭ-୨୦୨୩ରେ ଭୁବନେଶ୍ୱରକୁ ମିଳିଲା ପୂର୍ବାଞ୍ଚଳର ବେଷ୍ଟ ସ୍ମାର୍ଟସିଟି ସମ୍ମାନ

ଇଣ୍ଡିଆ ସ୍ମାର୍ଟ ସିଟିଜ୍ କନକ୍ଲେଭ-୨୦୨୩ରେ ଭୁବନେଶ୍ୱରକୁ ମିଳିଲା ପୂର୍ବାଞ୍ଚଳର ବେଷ୍ଟ ସ୍ମାର୍ଟସିଟି ସମ୍ମାନ

2023-10-01 09:24:46
15191
Share:
Facebook
Twitter
E-Mail
WhatsApp
Telegram
ଇଣ୍ଡିଆ ସ୍ମାର୍ଟ ସିଟିଜ୍ କନକ୍ଲେଭ-୨୦୨୩ରେ ଭୁବନେଶ୍ୱରକୁ ମିଳିଲା ପୂର୍ବାଞ୍ଚଳର ବେଷ୍ଟ ସ୍ମାର୍ଟସିଟି ସମ୍ମାନ

ଭୁବନେଶ୍ୱର : ଭୁବନେଶ୍ୱରକୁ ମିଳିଲା ସମ୍ମାନଜନକ ‘ବେଷ୍ଟସ୍ମାର୍ଟସିଟି’ ଆୱାର୍ଡ । ଇଣ୍ଡିଆ ସ୍ମାର୍ଟ ସିଟିଜ୍ କନକ୍ଲେଭ-୨୦୨୩ରେ ଭୁବନେଶ୍ୱରକୁ ପୂର୍ବାଞ୍ଚଳର ବେଷ୍ଟ ସ୍ମାର୍ଟସିଟି ସମ୍ମାନ ଦିଆଯାଇଛି । ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଏହି ସମ୍ମାନ ପ୍ରଦାନକରିଛନ୍ତି । ଏହି ସମ୍ମାନ ଓଡିଶାରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଦୂରଦୃଷ୍ଟି ସଂପନ୍ନ ସହରାଂଚଳ ରୂପାନ୍ତରୀକରଣ ଏବଂ ସହରକୁ ଗଢିିବାରେ ଅଦମ୍ୟ ଚେଷ୍ଟା, ସୃଜନଶୀଳତା, ଦୀର୍ଘମିଆଦି ଅନ୍ତର୍ଭୁକ୍ତିକରଣ ବିକାଶର ପ୍ରତିଫଳନ ସ୍ୱରୂପ । ସେହିପରି ଉଲ୍ଲେଖନୀୟ ଅବଦାନ ପାଇଁ ଭୁବନେଶ୍ୱର ସ୍ମାର୍ଟ ସିଟିଲିମିଟେଡ୍‌ର ସହଭାଗୀ ଅନୁଷ୍ଠାନ ହନିୱେଲ ଅଟୋମେସନକୁ ମିଳିଛି ‘ପାର୍ଟନର ଏମ୍‌ଏସ୍‌ଆଇ ସମ୍ମାନ’ । ସ୍ମାର୍ଟସିଟି କାମର ଅଗ୍ରଗତି ସହ ଏହାର ନବୀକରଣ ଏବଂ ଉତ୍କର୍ଷତା, ଗୋଷ୍ଠୀ ଉପରେ ପୂର୍ଣ୍ଣ ପ୍ରଭାବ ପକାଇ ପାରିଛି । ପାରଦର୍ଶିତା ଓ ପ୍ରତିବଦ୍ଧତା ପାଇଁ ଏହି ସମ୍ମାନ ମିଳିଛିା
ମଧ୍ୟପ୍ରଦେଶର ଇନ୍ଦୋର ଠାରେ ଅନୁଷ୍ଠିତ ଇଣ୍ଡିଆ ସ୍ମାର୍ଟସିଜିଜ୍ କନକ୍ଲେଭ-୨୦୨୩ ସମ୍ମାନ ପ୍ରଦାନ ଉତ୍ସବ ଆୟୋଜିତ ହୋଇଥିଲା । ଭୁବନେଶ୍ୱର ମହାନଗର ନିଗମର ମାନନୀୟା ମେୟର ଶ୍ରୀମତୀ ସୁଲୋଚନା ଦାସଙ୍କ ନେତୃତ୍ୱରେ ଅତିରିକ୍ତ କମିଶନର ଶ୍ରୀ ଶୁଭେନ୍ଦୁକୁମାର ସାହୁ, ସ୍ମାର୍ଟ ସିଟି ଲିମିଟେଡ(ବିଏସ୍‌ସିଏଲ୍‌)ର ଜେନେରାଲ ମ୍ୟାନେଜର ଶ୍ରୀ ସୁବ୍ରତ କୁମାର ବେହେରାଙ୍କ ସମେତ ଟିମ୍‌ ବିଏମ୍‌ସି, ଟିମ୍‌ ବିଏସ୍‌ସିଏଲ୍‌ ଏବଂ ହନିୱେଲର ସଦସ୍ୟମାନେ ଏହି ସମ୍ମାନ ଗ୍ରହଣ କରିଛନ୍ତି ।


ସ୍ମାର୍ଟ ସିଟି କନକ୍ଲେଭ ଏକ ବହୁ ପ୍ରତୀକ୍ଷିତବାର୍ଷିକକାର୍ଯ୍ୟକ୍ରମ । ଭାରତର ପ୍ରତ୍ୟେକ ଅଂଚଳର ସରକାରୀକର୍ମଚାରୀ, ଯୋଜନା ପ୍ରଣୟନକାରୀ, ଶିଳ୍ପପତି, ବିଶେଷଜ୍ଞ ଆଦିଙ୍କୁ ଏକତ୍ର କରିବାରେଏହି ସମ୍ମାନଜନକ କନକ୍ଲେଭ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣକରି ଆସୁଛିା ସ୍ମାର୍ଟ ସିଟି କନକ୍ଲେଭରେ ଅତ୍ୟାଧୁନିକ ଜ୍ଞାନକୌଶଳ, ରଣନୀତି, ସୃଜନଶୀଳତା ଇତ୍ୟାଦି ଆଲୋଚନା ସମସ୍ତଙ୍କୁଉତ୍ସାହିତକରିଥାଏ । ଅଂଶଗ୍ରହଣକାରୀମାନେ ଜ୍ଞାନ କୌଶଳ ଆଦାନ ପ୍ରଦାନର ଏକ ଉତ୍ତମବ୍ୟବସ୍ଥା ।ଏଥିରେ ଅଂଶଗ୍ରହଣକାରୀମାନେ ବିଭିନ୍ନ ଅଧିବେଶନରେ ଯୋଗ ଦେଇ ନୀତି ନିର୍ଦ୍ଧାରଣ ବାବଦରେ ଆଲୋଚନା, ସହରାଂଚଳ ବିକାଶ ସଂପର୍କିତ ଅତ୍ୟାଧୁନିକ ଜ୍ଞାନକୌଶଳର ପ୍ରଦର୍ଶନ ଏବଂଫଳପ୍ରଦ ସହରୀ ବିକାଶ ପ୍ରକଳ୍ପର ଉପସ୍ଥାପନାର ସୁଯୋଗ ପାଇଥାନ୍ତି ।


ଭୁବନେଶ୍ୱର ପରମ୍ପରାଏବଂ ଆଧୁନିକତାର ବନ୍ଧନ ସ୍ୱରୂପ ନିଜକୁ ଏକ ଅଗ୍ରଣୀ ରୂପାନ୍ତରୀକରଣସହରାଂଚଳଭାବେ ପ୍ରତିପାଦନ କରିପାରିଛି । ସ୍ମାର୍ଟସିଟି ପଦକ୍ଷେପ ଦ୍ୱାରା ସହରାଂଚଳ,ଯୋଜନା, ଭିତ୍ତିଭୂମିର ବିକାଶ ଏବଂ ଦୀର୍ଘସ୍ଥାୟୀତ୍ୱକୁ ନିଶ୍ଚିତ କରାଯାଇ ପାରିଛି । ନାଗରିକ ସୁଲଭରାସ୍ତା, ଦକ୍ଷ ବର୍ଜ୍ୟ ପରିଚାଳନା, ବିଭିନ୍ନ ସମସ୍ୟାର ସମାଧାନ ପାଇଁ ସ୍ମାର୍ଟ ସଲ୍ୟୁସନ ବ୍ୟବସ୍ଥା, ଭୁବନେଶ୍ୱର ବାସିଙ୍କ ଜୀବନ ଶୈଳିକୁ ସମୃଦ୍ଧ କରିପାରିଛି । ଗୋଷ୍ଠୀ ସହଭାଗିତା ଏବଂ ଅନ୍ତର୍ଭୁକ୍ତିକରଣ ବିକାଶ ଏହି ସହରର ଦୃଢ ଭବିଷ୍ୟତ ଗଢିବାରେ ସହାୟକ ହୋଇପାରିଛି ।


ଏହି ଅବସରରେ ଭୁବନେଶ୍ୱରସ୍ମାର୍ଟସିଟିଲିମିଟେଡ୍‌ରମୁଖ୍ୟକାର୍ଯ୍ୟ ନିର୍ବାହୀ ଅଧିକାରୀ ତଥା ବିଏମ୍‌ସିକମିଶନରଶ୍ରୀବିଜୟ ଅମୃତା କୁଲାଙ୍ଗେକହିଛନ୍ତିଏହିସ୍ୱୀକୃତି ଆମ ସୃଜନଶୀଳତା ପ୍ରତିପାଦନ କରିବାର ଅଦମ୍ୟ ଚେଷ୍ଟାଏବଂ ବଦ୍ଧପରିକରତାର ଏକ ପ୍ରମାଣପତ୍ରସ୍ୱରୂପ ଯାହା ଅନ୍ତର୍ଭୁକ୍ତିକରଣ ଏବଂ ଦୀର୍ଘସ୍ଥାୟୀସହରାଂଚଳବିକାଶର ଏକ ପ୍ରତିଫଳନ । ତେବେଏହିସଫଳତା ପଛରେ ଆମର ଗୋଷ୍ଠୀସମୁଦାୟଙ୍କ ଅକୁଣ୍ଠ ଯୋଗଦାନ, ଉତ୍ସର୍ଗୀକୃତଟିମ୍‌ମେମ୍ବରଏବଂ ଦୂରଦୃଷ୍ଟିସଂପନ୍ନ ସହଭାଗୀସଂଗଠନଙ୍କଭୂମିକା ପ୍ରସଂଶନୀୟ । ଭୁବନେଶ୍ୱର ସ୍ମାର୍ଟ ସିଟି କେବଳ ଗୋଟିଏ ପ୍ରକଳ୍ପରେ ସୀମିତ ନୁହେଁ ବରଂ ଏହା ଏକ ଦୂରଦୃଷ୍ଟି ସଂପନ୍ନ ସହରାଞ୍ଚଳ ଜୀବନ ଧାରାକୁ ଉଦଜ୍ଜୀବିତ କରିଛି । ଭାରତର ସହରାଂଚଳ ବିକାଶରେ ଭୁବନେଶ୍ୱରକୁ ଏକ ଜାଜ୍ଜୁଲ୍ୟମାନ ସହରରେ ପରିଣତକରି ଏହାର ଆଧୁନିକ ଏବଂ ସୁଗମ ବାସୋପଯୋଗିତାକୁ ନାଗରିକ କୈନ୍ଦ୍ରୀକ କରିବା ଲକ୍ଷ୍ୟରେ ଆମେ ଦୃଢଭାରେ ଆଗେଇ ଚାଲିଛୁ ।


ଭୁବନେଶ୍ୱର ସ୍ମାର୍ଟ ସିଟି ଲିମିଟେଡ୍‌ର ମ୍ୟାନେଜିଂ ଡାଇରେକ୍ଟର ଶ୍ରୀବଲୱନ୍ତ ସିଂ ବିଏସ୍‌ସିଏଲ୍‌ ଟିମ୍‌ର ଅଦମ୍ୟ ଚେଷ୍ଟା ଏବଂ ତତ୍ପରତାକୁ ପ୍ରସଂଶା କରିବା ସହ ଏହି ପ୍ରକାର ସଫଳତା ପାଇଁ ନିଜର ଖୁସି ବ୍ୟକ୍ତ କରିଛନ୍ତି ।


Powered by Froala Editor

Tags BMC

Related articles Odisha News Lens 4.1

  • ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ସମ୍ପତ୍ତି ପାଇଲେ ୧୮ ବର୍ଷୀୟ ଶ୍ରମିକ
    ଦେଶ-ଦେଶାନ୍ତର

    ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ସମ୍ପତ୍ତି ପାଇଲେ ୧୮ ବର୍ଷୀୟ ଶ୍ରମିକ

    14246
    Aug 17, 2026
  • UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ପୁନଃ ପରୀକ୍ଷା କରିବା NTA
    ଦେଶ-ଦେଶାନ୍ତର

    UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ପୁନଃ ପରୀକ୍ଷା କରିବା NTA

    14955
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ
    ବିଶେଷ

    ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13550
    Aug 16, 2026
  • ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ଭୂମିକମ୍ପ ଅନୁଭୂତ
    ଦେଶ-ଦେଶାନ୍ତର

    ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ଭୂମିକମ୍ପ ଅନୁଭୂତ

    14991
    Aug 16, 2026
  • ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ
    ଦେଶ-ଦେଶାନ୍ତର

    ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ

    14955
    Aug 16, 2026
  • ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ମୃତ୍ୟୁ

    14374
    Aug 16, 2026
  • ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି
    ମନୋରଞ୍ଜନ

    ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି

    15002
    Aug 16, 2026
  • ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ
    ଦେଶ-ଦେଶାନ୍ତର

    ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ

    14199
    Aug 17, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍
    ବିଶେଷ

    ଏହା କଲେ ହେବ ନାହିଁ ଗ୍ୟାସ୍

    15450
    Aug 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ

    14199
    Aug 17, 2026
  • ବିଶେଷ

    ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13550
    Aug 16, 2026
  • ଦେଶ-ଦେଶାନ୍ତର

    ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ମୃତ୍ୟୁ

    14374
    Aug 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17033
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17653
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17701
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18100
    Sep 06, 2023

ବିଶେଷ

  • ଏହା କଲେ ହେବ ନାହିଁ ଗ୍ୟାସ୍

    15450
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13550
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14815
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14589
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14425
    Aug 07, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14242
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14371
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15268
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14641
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା

    14715
    Aug 16, 2026
  • ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ମୃତ୍ୟୁ

    14374
    Aug 16, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    15450
    Aug 17, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In