Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, May 11, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଙ୍ଘନ ...

  • ‘ଅପରେଶନ ସିନ୍ଦୂର’ ଫିଲ୍ମର ପୋଷ୍ଟର ଜାରି

  • ପ୍ରେମିକାକୁ ଧୋକା ଦେଇପାରିବିନି, ବାହା ...

  • ଯୁଦ୍ଧ ବିରତି ଭାଙ୍ଗିଲା ପାକିସ୍ତାନ, ଭାରତ ...

  • ଭାରତ ସହମତ, ଯୁଦ୍ଧବିରତି ଘୋଷଣା

  • ଆଗୁଆ ଭାରତକୁ ଶାନ୍ତି ପାଇଁ ନିବେଦନ କଲା ...

  • ପରମାଣୁ ଅସ୍ତ୍ର ବ୍ୟବହାର ନେଇ ଏହା କହିଲେ ...

  • ଆତଙ୍କୀ ଲଞ୍ଚପ୍ୟାଡ୍‌କୁ ଧ୍ବଂସ କଲା ...

  • ଭାରତ-ପାକିସ୍ତାନ ଉତ୍ତେଜନା: ଜମ୍ମୁ ଏବଂ ...

  • ତରଭୁଜ ଖାଇବା ପରେ ଏସବୁ ଖାଇବା ମନା

ରାଜ୍ୟ
Home ›› ରାଜ୍ୟ ››ଆଜି ଲକ୍ଷ୍ମୀ ଯୋଜନାର ଶୁଭାରମ୍ଭ କରିବେ ନବୀନ

ଆଜି ଲକ୍ଷ୍ମୀ ଯୋଜନାର ଶୁଭାରମ୍ଭ କରିବେ ନବୀନ

2023-10-02 06:33:25
14576
Share:
Facebook
Twitter
E-Mail
WhatsApp
Telegram
ଆଜି ଲକ୍ଷ୍ମୀ ଯୋଜନାର ଶୁଭାରମ୍ଭ କରିବେ ନବୀନ

ଭୁବନେଶ୍ବର: ଆଜି  ଐତିହାସିକ ଲକ୍ଷ୍ମୀ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରାଥମିକ ପର୍ୟ୍ୟାୟରେ ମାଲକାନଗିରି ସମେତ ୪ଟି ଜିଲ୍ଲାରୁ ଆରମ୍ଭ ହେବ ଲକ୍ଷ୍ମୀ ବସ୍ ସେବା । ମାଲକାନଗିରି ଜିଲ୍ଲାରୁ ଗଡ଼ିବ ୩୬ଟି ବସ୍ । ଲକ୍ଷ୍ମୀ ଯୋଜନା ଅଧୀନରେ ବ୍ଲକ ସଂଯୋଗୀକରଣ ଦ୍ବାରା ପଞ୍ଚାୟତରୁ ବ୍ଲକ, ଜିଲ୍ଲା ସଂଯୋଗୀକରଣ ଦ୍ବାରା ବ୍ଲକରୁ ଜିଲ୍ଲା ମୁଖ୍ୟାଳୟ, ଜଗନ୍ନାଥ ଏକ୍ସପ୍ରେସ ମାଧ୍ୟମରେ ଜିଲ୍ଲା ମୁଖ୍ୟାଳୟକୁ ଭୁବନେଶ୍ବର ଓ ପୁରୀକୁ ଯୋଗାଯୋଗ ସୁବିଧା ଯୋଗାଇ ଦିଆଯିବ ।

ଅନ୍ତଃଜିଲ୍ଲା ଓ ଆନ୍ତଃକ୍ଲଷ୍ଟର ମଧ୍ୟରେ ଯୋଗାଯୋଗ ସୁବିଧା ଉପଲବ୍ଧ କରାଯିବ । ଯୋଜନାରେ ମହିଳା ସଶକ୍ତିକରଣକୁ ପ୍ରାଥମିକତା ଦିଆଯାଇଛି । ଏସଏଚଜି ସଦସ୍ୟା ମାନେ ସକ୍ରିୟ ଭାବେ ଅଂଶଗ୍ରହଣ କରିବା ସହ କର୍ମକ୍ଷେତ୍ରରେ ନିରାପଦ ସୁରକ୍ଷା ବ୍ୟବସ୍ଥାକୁ ସୁନିଶ୍ଚିତ କରାଯାଉଛି । ରାଜ୍ୟରେ ସୁନିଶ୍ଚିତ ଓ ନିରାପଦ ପରିବହନ ସେବା ପାଇଁ ରାଜ୍ୟ ସରକାର ଆରମ୍ଭ କରିଛନ୍ତି ଲୋକେସନ ଆକ୍ସେସିବିଲିଟି ମଲ୍ଟି ମୋଡାଲ୍ ଇନିସିଏଟିଭ୍ ବା ଲକ୍ଷ୍ମୀ ଯୋଜନା ।

ଯୋଜନା ଅଧିନରେ ହଜାରେରୁ ଅଧିକ ବସ ଚଳାଚଳ କରାଯିବାର ଲକ୍ଷ୍ୟ ରଖାଯାଇଛି । ପ୍ରଥମ ତିନି ବର୍ଷରେ ୩ ହଜାର ୧୭୮ କୋଟି ଟଙ୍କା ଖର୍ଚ୍ଚ ହେବ । ଏହାର ଅବଧି ୧୦ ବର୍ଷ ପର୍ୟ୍ୟନ୍ତ ରହିଥିବାବେଳେ ପ୍ରଦର୍ଶନ ଆଧାରରେ ଆଉ ୨ ବର୍ଷ ବୃଦ୍ଧି କରାଯାଇ ପାରିବ । ଏହାଦ୍ବାରା ଗ୍ରାମାଞ୍ଚଳର ଜନସାଧାରଣଙ୍କ ସାମାଜିକ, ଆର୍ଥିକ ଏବଂ ସାମଗ୍ରିକ ଜୀବିକାକୁ ବୃଦ୍ଧି କରାଯାଇପାରିବ ।

Powered by Froala Editor

Tags Laxmi yojana

Related articles Odisha News Lens 4.1

  • ଭାରତ ସହମତ, ଯୁଦ୍ଧବିରତି ଘୋଷଣା
    ଦେଶ-ଦେଶାନ୍ତର

    ଭାରତ ସହମତ, ଯୁଦ୍ଧବିରତି ଘୋଷଣା

    15273
    May 10, 2025
  • ଆଗୁଆ ଭାରତକୁ ଶାନ୍ତି ପାଇଁ ନିବେଦନ କଲା ପାକିସ୍ତାନ
    ଦେଶ-ଦେଶାନ୍ତର

    ଆଗୁଆ ଭାରତକୁ ଶାନ୍ତି ପାଇଁ ନିବେଦନ କଲା ପାକିସ୍ତାନ

    15619
    May 10, 2025
  • ‘ଅପରେଶନ ସିନ୍ଦୂର’ ଫିଲ୍ମର ପୋଷ୍ଟର ଜାରି
    ମନୋରଞ୍ଜନ

    ‘ଅପରେଶନ ସିନ୍ଦୂର’ ଫିଲ୍ମର ପୋଷ୍ଟର ଜାରି

    15160
    May 10, 2025
  • ପ୍ରେମିକାକୁ ଧୋକା ଦେଇପାରିବିନି, ବାହା ବେଦୀରୁ ଉଠି ପଳାଇଲା ବର
    ଦେଶ-ଦେଶାନ୍ତର

    ପ୍ରେମିକାକୁ ଧୋକା ଦେଇପାରିବିନି, ବାହା ବେଦୀରୁ ଉଠି ପଳାଇଲା ବର

    15544
    May 10, 2025
  • ପରମାଣୁ ଅସ୍ତ୍ର ବ୍ୟବହାର ନେଇ ଏହା କହିଲେ ପାକିସ୍ତାନୀ ପ୍ରତିରକ୍ଷା ମନ୍ତ୍ରୀ
    ଦେଶ-ଦେଶାନ୍ତର

    ପରମାଣୁ ଅସ୍ତ୍ର ବ୍ୟବହାର ନେଇ ଏହା କହିଲେ ପାକିସ୍ତାନୀ ପ୍ରତିରକ୍ଷା ମନ୍ତ୍ରୀ

    14124
    May 10, 2025
  • ଭାରତ-ପାକିସ୍ତାନ ଉତ୍ତେଜନା: ଜମ୍ମୁ ଏବଂ ପଞ୍ଜାବ ଅଞ୍ଚଳରେ ରାତିରେ ଟ୍ରେନ ଚଳାଚଳ ବନ୍ଦ ...
    ଦେଶ-ଦେଶାନ୍ତର

    ଭାରତ-ପାକିସ୍ତାନ ଉତ୍ତେଜନା: ଜମ୍ମୁ ଏବଂ ପଞ୍ଜାବ ଅଞ୍ଚଳରେ ରାତିରେ ଟ୍ରେନ ଚଳାଚଳ ବନ୍ଦ ...

    14587
    May 10, 2025
  • ଆତଙ୍କୀ ଲଞ୍ଚପ୍ୟାଡ୍‌କୁ ଧ୍ବଂସ କଲା ଭାରତୀୟ ସେନା
    ଦେଶ-ଦେଶାନ୍ତର

    ଆତଙ୍କୀ ଲଞ୍ଚପ୍ୟାଡ୍‌କୁ ଧ୍ବଂସ କଲା ଭାରତୀୟ ସେନା

    14456
    May 10, 2025
  • ତରଭୁଜ ଖାଇବା ପରେ ଏସବୁ ଖାଇବା ମନା
    ବିଶେଷ

    ତରଭୁଜ ଖାଇବା ପରେ ଏସବୁ ଖାଇବା ମନା

    15157
    May 10, 2025
  • ଯୁଦ୍ଧ ବିରତି ଭାଙ୍ଗିଲା ପାକିସ୍ତାନ, ଭାରତ ସୀମାରେ ଗୁଳି ବର୍ଷଣ
    ଦେଶ-ଦେଶାନ୍ତର

    ଯୁଦ୍ଧ ବିରତି ଭାଙ୍ଗିଲା ପାକିସ୍ତାନ, ଭାରତ ସୀମାରେ ଗୁଳି ବର୍ଷଣ

    14672
    May 10, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆଗୁଆ ଭାରତକୁ ଶାନ୍ତି ପାଇଁ ନିବେଦନ କଲା ପାକିସ୍ତାନ

    15619
    May 10, 2025
  • ଦେଶ-ଦେଶାନ୍ତର

    ଆତଙ୍କୀ ଲଞ୍ଚପ୍ୟାଡ୍‌କୁ ଧ୍ବଂସ କଲା ଭାରତୀୟ ସେନା

    14456
    May 10, 2025
  • ଦେଶ-ଦେଶାନ୍ତର

    ଭାରତ-ପାକିସ୍ତାନ ଉତ୍ତେଜନା: ଜମ୍ମୁ ଏବଂ ପଞ୍ଜାବ ଅଞ୍ଚଳରେ ରାତିରେ ଟ୍ରେନ ଚଳାଚଳ ବନ୍ଦ ନିଷ୍ପତ୍ତି

    14587
    May 10, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16594
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16880
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15431
    Apr 03, 2021

ବିଶେଷ

  • ତରଭୁଜ ଖାଇବା ପରେ ଏସବୁ ଖାଇବା ମନା

    15157
    May 10, 2025
  • ସପୁରୀ ରସ ଆଖି ପାଇଁ ବେଶ ଲାଭଦାୟକ

    15066
    May 10, 2025
  • ଅନେକ ରୋଗକୁ ମୁକ୍ତି ଦେଇଥାଏ କାଜୁ

    14944
    May 08, 2025
  • ସନ୍ତୁଳିତ ଖାଦ୍ୟ ଖାଆନ୍ତୁ, ଡିିପ୍ରେସନରୁ ଦୂରେଇ ରୁହନ୍ତୁ

    14614
    May 07, 2025
  • ଘର ପରିସ୍ଥିତିକୁ ବଦଳାଇବ କ୍ରିଷ୍ଟାଲ୍‌ ଲୋଟସ୍‌

    14728
    May 07, 2025

ବାଣିଜ୍ୟ

ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

ଭୁବନେଶ୍ୱର: ପବିତ୍ର ଅକ୍ଷୟ ତୃତୀୟାର ଉତ୍ସାହ ଉଦ୍ଦୀପନାକୁ ପାଳନ କରିବା ପାଇଁ ଓଡ଼ିଶାର ସର୍ବପୁରାତନ ଏବଂ ସବୁଠାରୁ ବିଶ୍ୱସନୀୟ ଜୁଏଲର ଖିମଜୀ ଜୁଏଲର୍ସ ଏହାର ବହୁ ପ୍ରତୀକ୍ଷିତ ଅକ୍ଷୟ ତୃତୀୟା ସେଲ୍ ଆରମ୍ଭ ସମ୍ପର୍କରେ ...

  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16257
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    13973
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14766
    Jan 28, 2025
  • ହଟସନ୍ ଆଗ୍ରୋ ହାତକୁ ଗଲା ‘ମିଲ୍କ ମନ୍ତ୍ର’

    15293
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପ୍ରେମିକାକୁ ଧୋକା ଦେଇପାରିବିନି, ବାହା ବେଦୀରୁ ଉଠି ପଳାଇଲା ବର

    15544
    May 10, 2025
  • ଆଗୁଆ ଭାରତକୁ ଶାନ୍ତି ପାଇଁ ନିବେଦନ କଲା ପାକିସ୍ତାନ

    15619
    May 10, 2025
  • ତରଭୁଜ ଖାଇବା ପରେ ଏସବୁ ଖାଇବା ମନା

    15157
    May 10, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In