Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, June 26, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

  • ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ...

  • ହର୍ମୁଜ ପ୍ରଣାଳୀ ଦେଇ ଗତି କରୁଥିବା ...

  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ...

  • ଶିଶୁଙ୍କୁ ସୁନା ମୁଦି ଉପହାର ଦେବେ ସରକାର

  • ହୋର୍ମୁଜ୍ ପାର୍ କଲା ଆଉ ୩୦ ଜାହାଜ

  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ...

  • କାବେରୀରେ ଭାସିଗଲେ ୫ ଜଣ

  • ଥରେ ନୁହେଁ, ବାରମ୍ବାର କେତନଙ୍କୁ ...

  • ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ...

Home ›› ››ଅକ୍ଟୋବର ୧୫ ପର୍ଯ୍ୟନ୍ତ ସମସ୍ତ ଜିଲ୍ଲାରେ ବୁଲିବ ୩୪ଟି ସାଇବର ସୁରକ୍ଷା ରଥ

ଅକ୍ଟୋବର ୧୫ ପର୍ଯ୍ୟନ୍ତ ସମସ୍ତ ଜିଲ୍ଲାରେ ବୁଲିବ ୩୪ଟି ସାଇବର ସୁରକ୍ଷା ରଥ

2023-10-02 18:17:12
14365
Share:
Facebook
Twitter
E-Mail
WhatsApp
Telegram
ଅକ୍ଟୋବର ୧୫ ପର୍ଯ୍ୟନ୍ତ ସମସ୍ତ ଜିଲ୍ଲାରେ ବୁଲିବ ୩୪ଟି ସାଇବର ସୁରକ୍ଷା ରଥ

ଆଜିଠାରୁ ସାଇବର ସୁରକ୍ଷା ରଥ ରାଜ୍ୟର ସମସ୍ତ ଜିଲ୍ଲାରେ ବୁଲିବା ଆରମ୍ଭ କରିବା ସହ ଲୋକଙ୍କୁ ସଚେତନତାର ବାର୍ତ୍ତା ବାଣ୍ଟିବା ଆରମ୍ଭ କରିଛି। 'ସତର୍କ ରୁହନ୍ତୁ, ସୁରକ୍ଷିତ ରୁହନ୍ତୁ' ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଦେଇଥିବା ଏହି ବାର୍ତ୍ତାକୁ ଲୋକଙ୍କ ନିକଟରେ ପହଞ୍ଚାଇବା ଉଦ୍ଦେଶ୍ୟରେ ସମସ୍ତ ଜିଲ୍ଲାରେ ଅଭିଯାନ ଆରମ୍ଭ ହୋଇଛି। ସାଇବର ରଥକୁ ଆଜି ସମସ୍ତ ଜିଲ୍ଲା ଏସପିଙ୍କ କାର୍ଯ୍ୟାଳୟଠାରେ ଭବ୍ୟ ସ୍ବାଗତ କରାଯାଇଥିଲା।  ଏହି ଅଭିଯାନରେ ଜିଲ୍ଳାର  ଜିଲ୍ଲାପାଳ, ଏସପିଙ୍କ ସମେତ ପଞ୍ଚାୟତ ପ୍ରତିନିଧି, ମିଶନ ଶକ୍ତି ସଦସ୍ୟ, ସ୍କୁଲ ଓ ଗଣଶିକ୍ଷା ବିଭାଗ, ଉଚ୍ଚଶିକ୍ଷା ବିଭାଗ, ପଞ୍ଚାୟିତରାଜ ଏବଂ ସୂଚନା ଓ ଲୋକସଂପର୍କ ବିଭାଗର  ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ। ମୁଖ୍ୟ ଶାସନ ସଚିବ, ଗୃହ ବିଭାଗର ରାଷ୍ଟ୍ରମନ୍ତ୍ରୀ ଏବଂ ଜିଲ୍ଲା ଏସପି ମାନଙ୍କ ଦ୍ଵାରା ସଚେତନତା ବାର୍ତ୍ତା ସାଇବର ରଥରେ ପ୍ରଦର୍ଶିତ ହେଉଛି।  ପରେ ସାଇବର ସୁରକ୍ଷା ରଥ  ଜିଲ୍ଲାର ଅନ୍ୟ ସ୍ଥାନ ଅଭିମୁଖେ ଗସ୍ତ କରିଥିଲା।

ଉଲ୍ଲେଖଯୋଗ୍ୟ ଯେ, ଗତ ୩୦ ତାରିଖରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କଳିଙ୍ଗ ଷ୍ଟାଡିଅମରେ ସାଇବର ସୁରକ୍ଷା ଅଭିଯାନର ଶୁଭାରମ୍ଭ କରିଥିଲେ । ୩୪ଟି ସାଇବର ସୁରକ୍ଷା ରଥ ସାରା ରାଜ୍ୟର ବିଭିନ୍ନ ସ୍କୁଲ, କଲେଜ ଓ ପଞ୍ଚାୟତ ଆଦି ଭ୍ରମଣ କରି ସାଇବର ସୁରକ୍ଷା ସଂପର୍କରେ ସଚେତନତାର ବାର୍ତ୍ତା ପ୍ରଦାନ କରିବ।
ଉଲ୍ଲେଖଯୋଗ୍ୟ ଯେ, ସାଇବର ସୁରକ୍ଷା ପାଇଁ ସାଇବର ମାସ୍କଟ ସାଇରା ସବୁ ଜିଲ୍ଲା ରେ ବୁଲି ସାଇବର ସୁରକ୍ଷା ବାର୍ତ୍ତା ପ୍ରଦାନ କରୁଛି। ଲୋକ ମାନଙ୍କୁ ସଚେତନ କରିବା ପାଇଁ ଗୋଟିଏ ସାଇବର ଥିମ ଗୀତ ତିଆରି ହୋଇଛି ଯାହା ଲୋକ ମାନକୁ ସୁରକ୍ଷା ବାର୍ତ୍ତା ପ୍ରଦାନ କରୁଛି। ଅନେକ ସଚେତନତା କ୍ଷୁଦ୍ର ଚଳଚ୍ଚିତ୍ର ତିଆରି ହୋଇ ସାଇବର ରଥରେ ପ୍ରଦର୍ଶିତ ହେଉଛି। ଅନେକ ଜିଲ୍ଲାରେ ପଥପ୍ରାନ୍ତ ନାଟକ ଏବଂ ମନୋରଞ୍ଜନ ଧର୍ମୀ କାର୍ଯ୍ୟକ୍ରମ ମଧ୍ୟ ଆୟୋଜନ କରା ଯାଉଛି।

ଏହି ସାଇବର ସୁରକ୍ଷା ଅଭିଯାନ ର ମୂଳ ଲକ୍ଷ ଏକ ସାଇବର ସୁରକ୍ଷିତ ସୁସ୍ଥ ସମାଜ ଗଠନ କରିବା ଏବଂ ଲୋକ ମାନଙ୍କୁ ସାଇବର ଠକେଇ ରୁ ବଞ୍ଚାଇବା। ଯଦି କେହି ସାଇବର ଅପରାଧ ଶିକାର ହେଉଛନ୍ତି ତେବେ ଅତି ଶୀଘ୍ର 1930 ରେ ଫୋନ କରନ୍ତୁ ଏବଂ ସାଇବର ଠକେଇ ରୁ ବଞ୍ଚିବା ପାଇଁ ବାର୍ତ୍ତା ପ୍ରେରଣ କରା ଯାଇଛି।

ଉଲ୍ଲେଖଯୋଗ୍ୟ ଯେ, ଅକ୍ଟୋବର ୮ ତାରିଖ ସକାଳେ ବିଭିନ୍ନ ସହରାଞ୍ଚଳରେ Mini Marathon ଆୟୋଜନ କରାଯିବ। ୧୪ ତାରିଖ ଦିନ ବରିଷ୍ଠ ନାଗରିକ ମାନଙ୍କୁ ସଚେତନ କରିବାକୁ evening walk କାର୍ଯ୍ୟକ୍ରମ ଆୟୋଜନ କରାଯିବ। ୧୫ ତାରିଖ ରେ ଉଦଯାପନୀ ଉତ୍ସବ ଅନୁଷ୍ଠିତ ହେବ। ଏଥିରେ ଜିଲ୍ଲା ପ୍ରଶାସନର ଅଧିକାରୀ ମାନଙ୍କ ସହିତ ପଦ୍ମ ପୁରସ୍କାରପ୍ରାପ୍ତ ବିଶିଷ୍ଟ ବ୍ୟକ୍ତିଗଣ, ସ୍ବାଧୀନତା ସଂଗ୍ରାମୀ ମାନେ ଉପସ୍ଥିତ ରହିବେ।

Powered by Froala Editor

Tags cyber security rath

Related articles Odisha News Lens 4.1

  • ଶିଶୁଙ୍କୁ ସୁନା ମୁଦି ଉପହାର ଦେବେ ସରକାର
    ଦେଶ-ଦେଶାନ୍ତର

    ଶିଶୁଙ୍କୁ ସୁନା ମୁଦି ଉପହାର ଦେବେ ସରକାର

    14259
    Jun 25, 2026
  • ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ଯୋଗାଇବାକୁ ପ୍ରସ୍ତୁତ ଅଛୁ: ମୋଦି
    ଦେଶ-ଦେଶାନ୍ତର

    ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ଯୋଗାଇବାକୁ ପ୍ରସ୍ତୁତ ଅଛୁ: ମୋଦି

    14891
    Jun 25, 2026
  • ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କଲେ ନିମନ୍ତ୍ରଣ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କଲେ ନିମନ୍ତ୍ରଣ

    15542
    Jun 24, 2026
  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ
    ଦେଶ-ଦେଶାନ୍ତର

    ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ

    15610
    Jun 25, 2026
  • ଥରେ ନୁହେଁ, ବାରମ୍ବାର କେତନଙ୍କୁ ମାରିବାକୁ ଚେଷ୍ଟା କରିଥିଲେ ସିୟା
    ଅପରାଧ

    ଥରେ ନୁହେଁ, ବାରମ୍ବାର କେତନଙ୍କୁ ମାରିବାକୁ ଚେଷ୍ଟା କରିଥିଲେ ସିୟା

    13730
    Jun 25, 2026
  • ହର୍ମୁଜ ପ୍ରଣାଳୀ ଦେଇ ଗତି କରୁଥିବା ଜାହାଜଗୁଡ଼ିକ ଉପରୁ ଇରାନ କୌଣସି ପ୍ରକାରର ଟିକସ ...
    ଦେଶ-ଦେଶାନ୍ତର

    ହର୍ମୁଜ ପ୍ରଣାଳୀ ଦେଇ ଗତି କରୁଥିବା ଜାହାଜଗୁଡ଼ିକ ଉପରୁ ଇରାନ କୌଣସି ପ୍ରକାରର ଟିକସ ...

    13666
    Jun 25, 2026
  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ, ଏଯାଏଁ ୩୨ ମୃତ
    ଦେଶ-ଦେଶାନ୍ତର

    ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ, ଏଯାଏଁ ୩୨ ମୃତ

    15042
    Jun 25, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ
    ବିଶେଷ

    ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15100
    Jun 26, 2026
  • କାବେରୀରେ ଭାସିଗଲେ ୫ ଜଣ
    ଦେଶ-ଦେଶାନ୍ତର

    କାବେରୀରେ ଭାସିଗଲେ ୫ ଜଣ

    15182
    Jun 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15100
    Jun 26, 2026
  • ଦେଶ-ଦେଶାନ୍ତର

    କାବେରୀରେ ଭାସିଗଲେ ୫ ଜଣ

    15182
    Jun 25, 2026
  • ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କଲେ ନିମନ୍ତ୍ରଣ

    15542
    Jun 24, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16946
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17562
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17613
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18009
    Sep 06, 2023

ବିଶେଷ

  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15100
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15201
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15220
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    15049
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15661
    Jun 20, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13788
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14882
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15494
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15247
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15100
    Jun 26, 2026
  • କାବେରୀରେ ଭାସିଗଲେ ୫ ଜଣ

    15182
    Jun 25, 2026
  • ଶିଶୁଙ୍କୁ ସୁନା ମୁଦି ଉପହାର ଦେବେ ସରକାର

    14259
    Jun 25, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In