Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, June 24, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭୟଙ୍କର ହୋଇଥାନ୍ତି ଏହି ପ୍ରକୃତିର ଲୋକ

  • ଘରେ ରହିବନି ଗୋଟେ ବି ମଶା, ଜାଣନ୍ତୁ ...

  • ଆକ୍ସିଓମ୍-୪ ମିଶନ୍: ଆସନ୍ତାକାଲି ମହାକାଶ ...

  • ଇରାନ-ଇସ୍ରାଏଲ ଯୁଦ୍ଧ ବନ୍ଦ

  • ସନ୍ଧ୍ୟାରେ ବୁଲିବାକୁ ଯାଇ ହଜିଗଲେ ବୃଦ୍ଧ, ...

  • ‘ରେଟ୍ରୋ’ ଅଡିଓ ଲଞ୍ଚ ବେଳେ ବିଜୟ ଦେଇଥିଲେ ...

  • ଦଲଜିତଙ୍କ ସହ ହାନିଆଙ୍କୁ ଦେଖି ଖପ୍ପା ...

  • ଇସ୍ରାଏଲକୁ ଦଣ୍ଡ ଦେବା ପାଇଁ ଶପଥ : ଖାମନେଇ

  • ଝିଅର ନିଟ୍‍ ପରୀକ୍ଷାରେ ମାର୍କ କମ୍‍ ଥିଲା ...

  • ରାସନ୍‌ ଦୋକାନରେ ହଙ୍ଗାମା: ଗେଟ୍‌ ଭାଙ୍ଗି ...

ରାଜନୀତି
Home ›› ରାଜନୀତି ››ଗାନ୍ଧୀ ଜୟନ୍ତୀରେ ଭୁବନେଶ୍ୱର ଜିଲ୍ଲା କଂଗ୍ରେସର ମଧ୍ୟମ ନିର୍ବାଚନ ମଣ୍ଡଳୀର ପଦଯାତ୍ରା

ଗାନ୍ଧୀ ଜୟନ୍ତୀରେ ଭୁବନେଶ୍ୱର ଜିଲ୍ଲା କଂଗ୍ରେସର ମଧ୍ୟମ ନିର୍ବାଚନ ମଣ୍ଡଳୀର ପଦଯାତ୍ରା

2023-10-02 18:34:42
13899
Share:
Facebook
Twitter
E-Mail
WhatsApp
Telegram
ଗାନ୍ଧୀ ଜୟନ୍ତୀରେ ଭୁବନେଶ୍ୱର ଜିଲ୍ଲା କଂଗ୍ରେସର ମଧ୍ୟମ ନିର୍ବାଚନ ମଣ୍ଡଳୀର ପଦଯାତ୍ରା

ଭୁବନେଶ୍ୱର ତା. ୦୨.୧୦-  ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ପବିତ୍ର ଜୟନ୍ତୀରେ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ଶରତ ପଟ୍ଟନାୟକଙ୍କ ଆହ୍ୱାନକ୍ରମେ ଭୁବନେଶ୍ୱର ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଆଜି ତୃତୀୟ ଦିନରେ ମଧ୍ୟମ ନିର୍ବାଚନ ମଣ୍ଡଳୀରେ “ଘରେ ଘରେ କଂଗ୍ରେସ-ଘରେ ଘରେ ହାତ” ପଦଯାତ୍ରା ସତ୍ୟନଗର କାଳି ମନ୍ଦରି ଠାରୁ ଆରମ୍ଭ ପଞ୍ଜାବୀ କଲୋନୀ, ଗୁଡ଼ିଆ ସାହି, ହାଉସିଂ ବୋର୍ଡ କଲୋନୀ, ପି ଡବ୍ଲୁ କଲୋନୀ, ତୋଷାଳୀ ପ୍ଲାଜା, ସତ୍ୟନଗର ଦୁର୍ଗା ମଣ୍ଡପ ଛକ ହୋଇ କାଳି ମନ୍ଦିର ପାଖରେ ସମାପ୍ତ ହୋଇଥିଲା । କଂଗ୍ରେସ ନେତୃବୃନ୍ଦ ଏବଂ କର୍ମୀମାନେ ୨୩ ବର୍ଷର ଅପାରଗ ଓ ଜନବିରୋଧି ବିଜେଡ଼ି ସରକାର ଏବଂ ୯ ବର୍ଷରୁ ଉର୍ଦ୍ଧ୍ୱ ସମୟଧରି କେନ୍ଦ୍ରରେ ଥିବା ଜନବିରୋଧି ମୋଦି ସରକାରର ମିଛ ପ୍ରତିଶ୍ରୁତି ଓ ପ୍ରତାରଣାକୁ ପ୍ରଚାରପତ୍ର ଦ୍ୱାରା ଘରେ ଘରେ ବାଣ୍ଟି ଥିଲେ । ଜିଲ୍ଲା କଂଗ୍ରେସ ସଭାପତି ଶ୍ରୀ ବିଶ୍ୱଜିତ ଦାଶଙ୍କ ନେତୃତ୍ୱରେ ଏବଂ ପ୍ରଦେଶ କଂଗ୍ରେସ କମିଟିର ମୁଖପାତ୍ର ଶ୍ରୀ ରଜନୀ କୁମାର ମହାନ୍ତିଙ୍କ ତତ୍ୱାବଧାନରେ କଂଗ୍ରେସ ଦଳର ବରିଷ୍ଠ ନେତା ଇସ୍ତାହାର କମିଟି ଅଧ୍ୟକ୍ଷ ପଂଚାନନ କାନୁନଗୋ, ପିସିିସି ବରିଷ୍ଠ ଉପସଭାପତି ଶିବାନନ୍ଦ ରାୟ, କିଶୋର ଜେନା, ଜିଲ୍ଲା ପର୍ଯ୍ୟବେକ୍ଷକ ମନୋଜ ବିଶ୍ୱାଳ, ପ୍ରତିମା ମଲ୍ଲିକ, ବିଶିଷ୍ଟ ଗବେଷକ ତଥା ସମାଜସେବୀ ଅନିଲ ଧିର, ତରୁଣ ମିଶ୍ର, ସୁବତ୍ର ମହାପାତ୍ର, ରଶ୍ମି ମହାପାତ୍ର, କିରଣ ସାହୁ, ଅମିୟ ପାଣ୍ଡବ, କୃଷ୍ଣଚନ୍ଦ୍ର ପତି, ଅଶୋକ ଦାସ, ପ୍ରଶାନ୍ତ ଚମ୍ପତି, ବିନୁ ପାଣି, ଅଶୋକ ବିଶ୍ୱାଳ, ପ୍ରଶନ୍ନ ନାୟକ, ଆଶିଷ ମଲ୍ଲିକ, ମହମ୍ମଦ ସାହାନୱାଜ, ଦୀପକ କୁମାର ମହାପାତ୍ର, ଜୟକୃଷ୍ଣ ସୁବୁଦ୍ଧି, ଜମ୍ବେଶ୍ୱର ମଲ୍ଲିକ, ସୌମେନ୍ଦ୍ର ମହାନ୍ତି, ଗୀତାଞ୍ଜଳି ମହାନ୍ତି, ଜୟଶ୍ରୀ ପାତ୍ର, ସୁଭଦ୍ରା ମିଶ୍ର, ଚୈତାଳି ପଟ୍ଟନାୟକ, ଶ୍ରୀୟାସ୍ମିତା ପଣ୍ଡା, ମାମିନା ବେହେରା, ବୈଶାଳୀ ପାତ୍ର, ପ୍ରିୟଦର୍ଶିନୀ ବାରିକ, ବିପିନ ବିହାରୀ ରାଉତ, ତାପସ ସେଠୀ, ଅମିୟ ଲେଙ୍କା, ମାନସ ସେଠୀ, ସୁରଜ ରାଉତ, ସୁଭାଷ ପ୍ରଧାନ, ସେକ ତାକୱିନ, ମହମ୍ମଦ ସାହାଦୁଲ୍ଲା, ପ୍ରଭାତ ପ୍ରତାପ ସିଂ, ଅଶୋକ ସାହୁ, ଜି କେଶବ ଦାସ, ରାଜା ରାଓ, ସ୍ପନ୍ଦନ ସ୍ୱାଇଁ, ଦିନେଶ ପରିଡ଼ା, ବାବୁଲି ପରିଡ଼ା, ଜ୍ୟୋତି ପ୍ରକାଶ ପଣ୍ଡା, ଦେବଜ୍ୟୋତି ଜେନା, ନବଜ୍ୟୋତି ଜେନା, ସନ୍ତୋଷ ପ୍ରଧାନ, ଏସ୍‌କେ କାମରୁଦ୍ଦିନ, କୁଳମଣି ସାହୁ, ଦେବାଶିଷ ଦାସ ଏବଂ ଶତାଧିକ କଂଗ୍ରେସ କର୍ମୀ ଏହି ପଦଯାତ୍ରାରେ ସାମିଲ ହୋଇଥିଲେ ।

Powered by Froala Editor

Tags opcc , congress , pradesh congress , odisha congress

Related articles Odisha News Lens 4.1

  • ଆକ୍ସିଓମ୍-୪ ମିଶନ୍: ଆସନ୍ତାକାଲି ମହାକାଶ କେନ୍ଦ୍ର ଅଭିମୁଖେ ଯାତ୍ରା କରିବେ ଶୁଭାଂଶୁ ...
    ଦେଶ-ଦେଶାନ୍ତର

    ଆକ୍ସିଓମ୍-୪ ମିଶନ୍: ଆସନ୍ତାକାଲି ମହାକାଶ କେନ୍ଦ୍ର ଅଭିମୁଖେ ଯାତ୍ରା କରିବେ ଶୁଭାଂଶୁ ...

    14047
    Jun 24, 2025
  • ‘ରେଟ୍ରୋ’ ଅଡିଓ ଲଞ୍ଚ ବେଳେ ବିଜୟ ଦେଇଥିଲେ ବିବାଦୀୟ ବୟାନ, ଏବେ ମାମଲା ରୁଜୁ
    ମନୋରଞ୍ଜନ

    ‘ରେଟ୍ରୋ’ ଅଡିଓ ଲଞ୍ଚ ବେଳେ ବିଜୟ ଦେଇଥିଲେ ବିବାଦୀୟ ବୟାନ, ଏବେ ମାମଲା ରୁଜୁ

    14832
    Jun 24, 2025
  • ଘରେ ରହିବନି ଗୋଟେ ବି ମଶା, ଜାଣନ୍ତୁ କେମିତି ?
    ବିଶେଷ

    ଘରେ ରହିବନି ଗୋଟେ ବି ମଶା, ଜାଣନ୍ତୁ କେମିତି ?

    13853
    Jun 24, 2025
  • ଝିଅର ନିଟ୍‍ ପରୀକ୍ଷାରେ ମାର୍କ କମ୍‍ ଥିଲା ବୋଲି ନୃସଂଶ ଭାବେ ପିଟି ପିଟି ହତ୍ୟା କଲେ ...
    ଦେଶ-ଦେଶାନ୍ତର

    ଝିଅର ନିଟ୍‍ ପରୀକ୍ଷାରେ ମାର୍କ କମ୍‍ ଥିଲା ବୋଲି ନୃସଂଶ ଭାବେ ପିଟି ପିଟି ହତ୍ୟା କଲେ ...

    15393
    Jun 23, 2025
  • ରାସନ୍‌ ଦୋକାନରେ ହଙ୍ଗାମା: ଗେଟ୍‌ ଭାଙ୍ଗି ଅନିୟନ୍ତ୍ରିତ ହୋଇ ପଶିଲେ ଲୋକେ
    ଦେଶ-ଦେଶାନ୍ତର

    ରାସନ୍‌ ଦୋକାନରେ ହଙ୍ଗାମା: ଗେଟ୍‌ ଭାଙ୍ଗି ଅନିୟନ୍ତ୍ରିତ ହୋଇ ପଶିଲେ ଲୋକେ

    15257
    Jun 23, 2025
  • ଭୟଙ୍କର ହୋଇଥାନ୍ତି ଏହି ପ୍ରକୃତିର ଲୋକ
    ବିଶେଷ

    ଭୟଙ୍କର ହୋଇଥାନ୍ତି ଏହି ପ୍ରକୃତିର ଲୋକ

    14832
    Jun 24, 2025
  • ଇରାନ-ଇସ୍ରାଏଲ ଯୁଦ୍ଧ ବନ୍ଦ
    ଦେଶ-ଦେଶାନ୍ତର

    ଇରାନ-ଇସ୍ରାଏଲ ଯୁଦ୍ଧ ବନ୍ଦ

    13483
    Jun 24, 2025
  • ସନ୍ଧ୍ୟାରେ ବୁଲିବାକୁ ଯାଇ ହଜିଗଲେ ବୃଦ୍ଧ, ୧୪ ମାସ ପରେ ଏମିତି ମିଳିଲେ...
    ଜିଲ୍ଲା ପରିକ୍ରମା

    ସନ୍ଧ୍ୟାରେ ବୁଲିବାକୁ ଯାଇ ହଜିଗଲେ ବୃଦ୍ଧ, ୧୪ ମାସ ପରେ ଏମିତି ମିଳିଲେ...

    13851
    Jun 24, 2025
  • ଇସ୍ରାଏଲକୁ ଦଣ୍ଡ ଦେବା ପାଇଁ ଶପଥ : ଖାମନେଇ
    ଦେଶ-ଦେଶାନ୍ତର

    ଇସ୍ରାଏଲକୁ ଦଣ୍ଡ ଦେବା ପାଇଁ ଶପଥ : ଖାମନେଇ

    14656
    Jun 23, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇସ୍ରାଏଲକୁ ଦଣ୍ଡ ଦେବା ପାଇଁ ଶପଥ : ଖାମନେଇ

    14656
    Jun 23, 2025
  • ଦେଶ-ଦେଶାନ୍ତର

    ଆକ୍ସିଓମ୍-୪ ମିଶନ୍: ଆସନ୍ତାକାଲି ମହାକାଶ କେନ୍ଦ୍ର ଅଭିମୁଖେ ଯାତ୍ରା କରିବେ ଶୁଭାଂଶୁ ଶୁକ୍ଳା

    14047
    Jun 24, 2025
  • ଦେଶ-ଦେଶାନ୍ତର

    ରାସନ୍‌ ଦୋକାନରେ ହଙ୍ଗାମା: ଗେଟ୍‌ ଭାଙ୍ଗି ଅନିୟନ୍ତ୍ରିତ ହୋଇ ପଶିଲେ ଲୋକେ

    15257
    Jun 23, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16707
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17013
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15508
    Apr 03, 2021

ବିଶେଷ

  • ଭୟଙ୍କର ହୋଇଥାନ୍ତି ଏହି ପ୍ରକୃତିର ଲୋକ

    14832
    Jun 24, 2025
  • ଘରେ ରହିବନି ଗୋଟେ ବି ମଶା, ଜାଣନ୍ତୁ କେମିତି ?

    13853
    Jun 24, 2025
  • ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ସାଂଘାତିକ ଅବସ୍ଥା

    15756
    Jun 23, 2025
  • ଶରୀରରେ ଆଲର୍ଜି ହେବାକୁ ଦେଇ ନଥାଏ କଲରା

    15082
    Jun 23, 2025
  • ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି

    15953
    Jun 22, 2025

ବାଣିଜ୍ୟ

ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ସ୍ପେସିଆଲ୍ ଏଡିସନ୍ ପ୍ୟାକ୍

ଭୁବନେଶ୍ୱର : ଓଡିଶାରେ ପାରମ୍ପରିକତା କେବଳ ସଂରକ୍ଷିତ ହୋଇନଥାଏ, ସେହିଟି ଲୋକଙ୍କ ଦୈନନ୍ଦିନ ଜୀବନ, ପାର୍ବଣ, ଓ ଅଭିବ୍ୟକ୍ତିର ଅଂଶ ଅଟୁଟ ଭାବରେ ରହିଛି। ଘୁମୁରା ନୃତ୍ୟର ଗାମ୍ଭୀର୍ୟପୂର୍ଣ୍ଣ ପଦକ୍ଷେପରୁ ଆରମ୍ଭ କରି ...

  • ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

    14998
    Jun 19, 2025
  • ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ନୁ୍ୟଟ୍ରିଲାଇଟ ଟ୍ରପିଲ ପ୍ରୋଟେକ୍ଟ

    14821
    Jun 19, 2025
  • ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ଆଭ୍ୟନ୍ତରୀଣ ଜେନେଟିକ୍ ପରୀକ୍ଷଣ ସହିତ ବଂଶାନୁକ୍ରମିକ ରେଟିନା ଡିଷ୍ଟ୍ରୋଫି କ୍ଲିନିକ୍

    14823
    Jun 19, 2025
  • ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ୍ ଘୋଷଣା

    13793
    Jun 17, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରାସନ୍‌ ଦୋକାନରେ ହଙ୍ଗାମା: ଗେଟ୍‌ ଭାଙ୍ଗି ଅନିୟନ୍ତ୍ରିତ ହୋଇ ପଶିଲେ ଲୋକେ

    15257
    Jun 23, 2025
  • ଇରାନ-ଇସ୍ରାଏଲ ଯୁଦ୍ଧ ବନ୍ଦ

    13483
    Jun 24, 2025
  • ‘ରେଟ୍ରୋ’ ଅଡିଓ ଲଞ୍ଚ ବେଳେ ବିଜୟ ଦେଇଥିଲେ ବିବାଦୀୟ ବୟାନ, ଏବେ ମାମଲା ରୁଜୁ

    14832
    Jun 24, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In