Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, October 30, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

  • ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ...

  • ରେଳ ଷ୍ଟେସନରେ ଭୟଙ୍କର ଡ୍ରୋନ୍ ଆକ୍ରମଣ, ୧୩ ...

  • ୩୦ରେ ପ୍ରଦାନ କରାଯିବ ୨୪ତମ ପିଏମ୍-କିଷାନ ...

  • ସୁଦାନରେ ଡ୍ରୋନ୍ ଆକ୍ରମଣ, ୧୦୦ରୁ ଅଧିକ ...

  • ପୁଣିଥରେ ମା’ ହେବେ ଅନୁଷ୍କା ଶର୍ମା !

  • ‘ବିଗ୍ ବସ୍ ୨୦’ରେ ପ୍ରତିଯୋଗୀ ଧସ୍ତାଧସ୍ତି

  • ଫର୍ମ-୬ କୁ ନେଇ ନିର୍ବାଚନ ଆୟୋଗଙ୍କୁ ...

  • କରଭା ଚୌଥ ପାଇଁ ଚୁଡ଼ି ଏବଂ ବିନ୍ଦି ମାଗିଲେ ...

  • ଅର୍ଣ୍ଣବ ନେଲା ୮ ଜୀବନ

ବିଶେଷ
Home ›› ବିଶେଷ ››ଏହି ଶାଗ ଦୂର କରେ ଅନେକ ସମସ୍ୟା

ଏହି ଶାଗ ଦୂର କରେ ଅନେକ ସମସ୍ୟା

2021-06-05 03:00:01
15622
Share:
Facebook
Twitter
E-Mail
WhatsApp
Telegram
ଏହି ଶାଗ ଦୂର କରେ ଅନେକ ସମସ୍ୟା

ଖାଇବା ଉଚିତ୍। କାରଣ ଏଥିରେ ଅନେକ ଭିଟାମିନ୍ ରହିଛି। ତା’ ସହିତ ଏହାର ଅନେକ ଔଷଧୀୟ ଗୁଣ ରହିଛି, ଯାହା ଅନେକ ରୋଗରୁ ମୁକ୍ତି ଦେଇଥାଏ। ଅନ୍ୟ ଶାଗ ଭଳି ପାଳଙ୍ଗ ଶାଗକୁ ଆପଣ ପିଆଜ ଦେଇ ଖରଡ଼ି ଖାଇପାରିବେ। ତା’ସହିତ ଏଥିରେ ଅନ୍ୟାନ୍ୟ ପନିପରିବା ଓ ପନିର ଆଦି ପକାଇ ବିଭିନ୍ନ ପ୍ରକାର ବ୍ୟଞ୍ଜନ ବି ତିଆରି କରିପାରିବେ। ଏପରିକି ପାଳଙ୍ଗ ସୁପ୍‌ ଓ ଜୁସ୍‌ ତିଆରି କରି ପିଇପାରିବେ। ତା’ହେଲେ ଆସନ୍ତୁ ଜାଣିବା ପାଳଙ୍ଗ ଶାଗ ଖାଇଲେ କ’ଣ ସବୁ ଉପକାର ମିଳିଥାଏ।
୧. ପାଳଙ୍ଗ ଶାଗ ଶରୀରରେ କୋଲେଜନ୍‌ ନାମକ ତତ୍ତ୍ୱ ଉତ୍ପାଦନ କରିଥାଏ, ଯାହାଦ୍ୱାରା ତ୍ୱଚା ନରମ ଓ ଉଜ୍ଜ୍ୱଳ ହୋଇଥାଏ।
୨. ମୁହଁରେ ହେଉଥିବା ବ୍ରଣ ଓ ତ୍ୱଚା ସମ୍ୱନ୍ଧୀୟ ଅନ୍ୟାନ୍ୟ ରୋଗକୁ ଭଲ କରିବା ପାଇଁ ପାଳଙ୍ଗ ସାହାଯ୍ୟ କରିଥାଏ। ଏଥିରେ ଆଇରନ୍‌, ଭିଟାମିନ୍‌ ଏ, ଫୋଲେଟ୍‌, ଭିଟାମିନ୍‌ ଇ, ମ୍ୟାଗ୍ନେସିୟମ୍‌, ଫାଇବର୍‌ ଓ ପ୍ରୋଟିନ୍‌ ତ୍ୱଚା ପାଇଁ ବେଶ୍‌ ଲାଭକାରୀ। ଏହି ସମସ୍ତ ତତ୍ତ୍ୱ ତ୍ୱଚାକୁ ସୁସ୍ଥ ରଖିବା ସହିତ ହାନିକାରକ ବ୍ୟାକ୍ଟେରିଆଠାରୁ ତ୍ୱଚାକୁ ରକ୍ଷା କରିଥା’ନ୍ତି।
୩. ପାଳଙ୍ଗ ଖାଇଲେ ଶରୀରରେ ହେଉଥିବା ଜଳାପୋଡ଼ା ଓ ଯନ୍ତ୍ରଣା ମଧ୍ୟ କମ୍‌ ହୋଇଥାଏ। ଏହାର କାରଣ ଏଥିରେ ଆଣ୍ଟି-ଅକ୍ସିଡାଣ୍ଟ ଓ ଆଇରନ୍‌ ପ୍ରଚୁର ମାତ୍ରାରେ ରହିଛି। ଏହା ଅଷ୍ଟିଓଆର୍ଥରାଇଟିସ୍‌ ରୋଗକୁ କମ୍ କରିବାରେ ବି ସାହାଯ୍ୟ କରିଥାଏ।
୪. ଏଥିରେ ଥିବା ଆଇରନ୍‌ ଓ ମ୍ୟାଗ୍ନେସିୟମ୍‌ ଚିନ୍ତା ଓ ଦୁଃଖ ଦୂର କରିଥାଏ।
୫. ପାଳଙ୍ଗ ଶାଗ ଖାଇଲେ ଛୋଟ ପିଲାଙ୍କର ବୁଦ୍ଧି ତୀକ୍ଷ୍ଣ ହେବା ସହିତ ସ୍ମରଣ ଶକ୍ତି ଭଲ ରହିଥାଏ।
୬. ପାଳଙ୍ଗ ଖାଇଲେ ଶରୀରକୁ ଆବଶ୍ୟକ ମାତ୍ରାରେ ଫାଇବର୍‌ ମିଳିଥାଏ। ଫାଇବର୍‌ କୋଷ୍ଠକାଠିନ୍ୟ ସମସ୍ୟାକୁ ଦୂର କରିଥାଏ।
୭. କେବଳ ଏତିକି ନୁହେଁ, ପାଳଙ୍ଗ ଦୃଷ୍ଟିଶକ୍ତି ମଧ୍ୟ ବୃଦ୍ଧି କରିଥାଏ।

Powered by Froala Editor

Tags palak

Related articles Odisha News Lens 4.1

  • ଫର୍ମ-୬ କୁ ନେଇ ନିର୍ବାଚନ ଆୟୋଗଙ୍କୁ ମାଗିଲେ ଜବାବ  ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ଫର୍ମ-୬ କୁ ନେଇ ନିର୍ବାଚନ ଆୟୋଗଙ୍କୁ ମାଗିଲେ ଜବାବ ସୁପ୍ରିମକୋର୍ଟ

    14473
    Oct 29, 2026
  • ‘ବିଗ୍ ବସ୍ ୨୦’ରେ ପ୍ରତିଯୋଗୀ ଧସ୍ତାଧସ୍ତି
    ଦେଶ-ଦେଶାନ୍ତର

    ‘ବିଗ୍ ବସ୍ ୨୦’ରେ ପ୍ରତିଯୋଗୀ ଧସ୍ତାଧସ୍ତି

    14254
    Oct 29, 2026
  • କରଭା ଚୌଥ ପାଇଁ ଚୁଡ଼ି ଏବଂ ବିନ୍ଦି ମାଗିଲେ ମୁସ୍କାନ
    ଦେଶ-ଦେଶାନ୍ତର

    କରଭା ଚୌଥ ପାଇଁ ଚୁଡ଼ି ଏବଂ ବିନ୍ଦି ମାଗିଲେ ମୁସ୍କାନ

    14102
    Oct 29, 2026
  • ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ଶକ୍ତିଶାଳୀ ଭୂମିକମ୍ପ
    ଦେଶ-ଦେଶାନ୍ତର

    ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ଶକ୍ତିଶାଳୀ ଭୂମିକମ୍ପ

    13974
    Oct 29, 2026
  • ରେଳ ଷ୍ଟେସନରେ ଭୟଙ୍କର ଡ୍ରୋନ୍ ଆକ୍ରମଣ, ୧୩ ମୃତ
    ଦେଶ-ଦେଶାନ୍ତର

    ରେଳ ଷ୍ଟେସନରେ ଭୟଙ୍କର ଡ୍ରୋନ୍ ଆକ୍ରମଣ, ୧୩ ମୃତ

    14625
    Oct 29, 2026
  • ଅର୍ଣ୍ଣବ ନେଲା ୮ ଜୀବନ
    ଦେଶ-ଦେଶାନ୍ତର

    ଅର୍ଣ୍ଣବ ନେଲା ୮ ଜୀବନ

    13877
    Oct 29, 2026
  •  ୩୦ରେ ପ୍ରଦାନ କରାଯିବ ୨୪ତମ ପିଏମ୍-କିଷାନ କିସ୍ତି ଟଙ୍କା
    ଦେଶ-ଦେଶାନ୍ତର

    ୩୦ରେ ପ୍ରଦାନ କରାଯିବ ୨୪ତମ ପିଏମ୍-କିଷାନ କିସ୍ତି ଟଙ୍କା

    13705
    Oct 29, 2026
  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....
    ବିଶେଷ

    ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15026
    Oct 30, 2026
  • ସୁଦାନରେ ଡ୍ରୋନ୍ ଆକ୍ରମଣ, ୧୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ସୁଦାନରେ ଡ୍ରୋନ୍ ଆକ୍ରମଣ, ୧୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ

    14081
    Oct 29, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୩୦ରେ ପ୍ରଦାନ କରାଯିବ ୨୪ତମ ପିଏମ୍-କିଷାନ କିସ୍ତି ଟଙ୍କା

    13705
    Oct 29, 2026
  • ଦେଶ-ଦେଶାନ୍ତର

    ରେଳ ଷ୍ଟେସନରେ ଭୟଙ୍କର ଡ୍ରୋନ୍ ଆକ୍ରମଣ, ୧୩ ମୃତ

    14625
    Oct 29, 2026
  • ଦେଶ-ଦେଶାନ୍ତର

    ‘ବିଗ୍ ବସ୍ ୨୦’ରେ ପ୍ରତିଯୋଗୀ ଧସ୍ତାଧସ୍ତି

    14254
    Oct 29, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17235
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17933
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17876
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18300
    Sep 06, 2023

ବିଶେଷ

  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15026
    Oct 30, 2026
  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    14824
    Oct 27, 2026
  • ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ, ଆଜି ହିଁ ଡାଇଟ୍‌ରେ କରନ୍ତୁ ସାମିଲ

    16018
    Oct 26, 2026
  • ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

    14945
    Oct 25, 2026
  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15677
    Oct 23, 2026

ବାଣିଜ୍ୟ

କିଓରବେ ଦ୍ଵାରା ପରିଚାଳିତ ଶ୍ରୀ ଉଷା ଡାଏଗ୍ନୋଷ୍ଟିକ୍ସ ସ୍ତନ କର୍କଟ ସଚେତନତା ମାସ ନିମନ୍ତେ ଟଙ୍କପାଣି ରୋଡ କୋଠାକୁ ଗୋଲାପି ରଙ୍ଗରେ ଆଲୋକିତ କଲା

ଭୁବନେଶ୍ୱରର ଅଗ୍ରଣୀ ଡାଏଗ୍ନୋଷ୍ଟିକ ସେଣ୍ଟର ୨୦୨୬ ନଭେମ୍ବର ୧୫ ପର୍ଯ୍ୟନ୍ତ ସୋନୋମାମ୍ମୋଗ୍ରାଫି ଉପରେ ଫ୍ଲାଟ୍ ୧୫% ରିହାତି ଘୋଷଣା କଲା

ଭୁବନେଶ୍ୱର : ଭୁବନେଶ୍ୱର ଟଙ୍କପାଣି ରୋଡରେ କିଓରବେ ଦ୍ଵାରା ପ ...

  • ଆମୱେ ଇଣ୍ଡିଆ ବ୍ରହ୍ମପୁର ଓ ବାଲେଶ୍ୱରରେ ନବୀକୃତ ଓ ଉନ୍ନୀତ ଷ୍ଟୋରଗୁଡିକ ଖୋଲିଲା

    16101
    Oct 26, 2026
  • ଧନ୍‌ ତେରସ୍ ପୂର୍ବରୁ କମିଲା ସୁନା ଦର

    14293
    Oct 25, 2026
  • ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

    15135
    Oct 24, 2026
  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

    14835
    Oct 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସୁଦାନରେ ଡ୍ରୋନ୍ ଆକ୍ରମଣ, ୧୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ

    14081
    Oct 29, 2026
  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15026
    Oct 30, 2026
  • ୩୦ରେ ପ୍ରଦାନ କରାଯିବ ୨୪ତମ ପିଏମ୍-କିଷାନ କିସ୍ତି ଟଙ୍କା

    13705
    Oct 29, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In