Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, August 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ...

  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ ...

  • ବିଗ୍ ବିସ୍ ୨୦ରେ ପ୍ରତିଯୋଗୀ ହେବେନି ଶେୟା

  • ଅମରନାଥ ଯାତ୍ରା ସ୍ଥଗିତ

  • ହଟିବ Google Assistant

  • ଆସାମରେ ବନ୍ୟା ପୀଡ଼ିତଙ୍କୁ ୫୦୦ ଘର ...

  • କୂଅ ପାଣି ହଲଚଲ, ଭୂ-ବିଜ୍ଞାନୀ କହିଲେ ...

  • ଅଲଗା ହେବେନି ସଙ୍ଗୀତା-ବିଜୟ

  • ୧୨ ରେ ସବୁଠୁ ଚମତ୍କାର ମହାଜାଗତିକ ଘଟଣା ...

  • କେରଳରେ ‘ରାଟ୍ ଫିଭର୍’ ଆତଙ୍କ, ୫୮ ମୃତ

ରାଜ୍ୟ
Home ›› ରାଜ୍ୟ ››ବଢ଼ିବାରେ ଲାଗିଛି ଜଳସ୍ତର: ବିପଦ ସଂକେତ ଉପରେ ବୈତରଣୀ ଓ ଜଳକା

ବଢ଼ିବାରେ ଲାଗିଛି ଜଳସ୍ତର: ବିପଦ ସଂକେତ ଉପରେ ବୈତରଣୀ ଓ ଜଳକା

2023-10-04 05:06:04
14121
Share:
Facebook
Twitter
E-Mail
WhatsApp
Telegram
ବଢ଼ିବାରେ ଲାଗିଛି  ଜଳସ୍ତର: ବିପଦ ସଂକେତ ଉପରେ ବୈତରଣୀ ଓ ଜଳକା

ଭୁବନେଶ୍ୱର:  ବିପଦ ସଂକେତ ଉପରେ ବୈତରଣୀ ଓ ଜଳକା ନଦୀ। ଚଳିତ ବର୍ଷ ତୃତୀୟ ଥର ପାଇଁ ବୈତରଣୀ ବିପଦ ସଂକେତ ଉପରେ ପ୍ରବାହିତ ହେଉଥିବା ବେଳେ ମଥାନୀ ଠାରେ ବିପଦ ସଂକେତ ପାର କରିଛି ଜଳକା।

ଗତକାଲି ଠାରୁ ବୈତରଣୀ ନଦୀର ଜଳସ୍ତର ଧିରେ ଧିରେ ବଢ଼ିବାରେ ଲାଗିଛି। ବୈତରଣୀ ନଦୀ ଆଖୁଆପଦା ଆନିକଟ ଠାରେ ବିପଦ ସଂକେତ ୧୭ ଦଶମିକ ଆଠ ତିନି ମିଟର ଥିବା ବେଳେ ସକାଳ ୬ଟା ବେଳେ ବିପଦ ସଂକେତକୁ ଅତିକ୍ରମ କରି ଏବେ ୧୭ ଦଶମିକ ନଅ ଶୂନ ମିଟର ଉପରେ ପ୍ରବାହିତ ହେଉଛି। ଗତକାଲି ଠାରୁ ଉପର ମୁଣ୍ଡରେ ବର୍ଷା ହେବାରୁ ଏଭଳି ସ୍ଥିତି ଉପୁଜିଛି। 

ସେହିପରି ଜଳକା ନଦୀର ଜଳସ୍ତର ବି ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ମଥାନୀ ଠାରେ ବିପଦ ସଂକେତ ୫ ଦଶମିକ ୫୦ମିଟର ଥିବାବେଳେ ସକାଳ ୬ଟା ସୁଦ୍ଧା ଜଳସ୍ତର ବଢ଼ି ୬ ଦଶମିକ ୩୨ ମିଟରରେ ପହଞ୍ଚିଥିଲା। ଜଳକା ନଦୀର ଉପର ମୁଣ୍ଡ ମୟୂରଭଞ୍ଜ ଜିଲ୍ଲାରେ ଲଗାଣ ବର୍ଷା ହେବା ପରେ ଜଳସ୍ତର ଅଧିକ ବୃଦ୍ଧି ପାଇବାରେ ଲାଗିଛି। ବିଭିନ୍ନ ସ୍ଥାନରେ ନଦୀବନ୍ଧ ଦୁର୍ବଳ ଥିବାରୁ ବନ୍ୟା ଆଶଙ୍କାରେ ଅଛନ୍ତି ନଦୀ ତଟବର୍ତ୍ତୀ ଅଞ୍ଚଳ ବାସୀ।

ଜଳକା ନଦୀର ଉପର ମୁଣ୍ଡ ମୟୂରଭଞ୍ଜ ଜିଲ୍ଲାର ଶୁଳିଆପଦା, ମୋରଡା, ଚିତ୍ରଡା, ରାସଗୋବିନ୍ଦପୁର ଅଞ୍ଚଳରେ ପ୍ରବଳ ବର୍ଷା କାରଣରୁ ବିଭିନ୍ନ ନଦୀର ଜଳସ୍ତର ବଢୁଛି। ବର୍ତ୍ତମାନ ଯଦି ବନ୍ୟା ହୁଏ, ତା’ହେଲେ ବସ୍ତା ଓ ସଦର ବ୍ଲକର ପାଖାପାଖି ୧୨ ଟି ପଞ୍ଚାୟତର ଚାଷ କ୍ଷତି ହେବାର ଆଶଙ୍କା ରହିଛି।

Powered by Froala Editor

Tags Baitarani and jalaka

Related articles Odisha News Lens 4.1

  • କୂଅ ପାଣି ହଲଚଲ, ଭୂ-ବିଜ୍ଞାନୀ କହିଲେ ଏମିତି...
    ଦେଶ-ଦେଶାନ୍ତର

    କୂଅ ପାଣି ହଲଚଲ, ଭୂ-ବିଜ୍ଞାନୀ କହିଲେ ଏମିତି...

    14293
    Aug 09, 2026
  • ବିଗ୍ ବିସ୍ ୨୦ରେ ପ୍ରତିଯୋଗୀ ହେବେନି ଶେୟା
    ମନୋରଞ୍ଜନ

    ବିଗ୍ ବିସ୍ ୨୦ରେ ପ୍ରତିଯୋଗୀ ହେବେନି ଶେୟା

    15228
    Aug 09, 2026
  • ଆସାମରେ ବନ୍ୟା ପୀଡ଼ିତଙ୍କୁ ୫୦୦ ଘର ଯୋଗାଇଦେବେ ସଲମାନ
    ମନୋରଞ୍ଜନ

    ଆସାମରେ ବନ୍ୟା ପୀଡ଼ିତଙ୍କୁ ୫୦୦ ଘର ଯୋଗାଇଦେବେ ସଲମାନ

    14578
    Aug 09, 2026
  • ହଟିବ Google Assistant
    ଦେଶ-ଦେଶାନ୍ତର

    ହଟିବ Google Assistant

    14687
    Aug 09, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ...
    ବାଣିଜ୍ୟ

    ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ...

    13902
    Aug 09, 2026
  • ୧୨ ରେ ସବୁଠୁ ଚମତ୍କାର ମହାଜାଗତିକ ଘଟଣା ଦେଖିବ ୟୁରୋପ, ଚନ୍ଦ୍ର ପଛରେ ଲୁଚିଯିବ ...
    ଦେଶ-ଦେଶାନ୍ତର

    ୧୨ ରେ ସବୁଠୁ ଚମତ୍କାର ମହାଜାଗତିକ ଘଟଣା ଦେଖିବ ୟୁରୋପ, ଚନ୍ଦ୍ର ପଛରେ ଲୁଚିଯିବ ...

    14851
    Aug 08, 2026
  • ଅମରନାଥ ଯାତ୍ରା ସ୍ଥଗିତ
    ଦେଶ-ଦେଶାନ୍ତର

    ଅମରନାଥ ଯାତ୍ରା ସ୍ଥଗିତ

    13828
    Aug 09, 2026
  • ଅଲଗା ହେବେନି ସଙ୍ଗୀତା-ବିଜୟ
    ମନୋରଞ୍ଜନ

    ଅଲଗା ହେବେନି ସଙ୍ଗୀତା-ବିଜୟ

    14596
    Aug 09, 2026
  • କେରଳରେ ‘ରାଟ୍ ଫିଭର୍’ ଆତଙ୍କ, ୫୮ ମୃତ
    ଦେଶ-ଦେଶାନ୍ତର

    କେରଳରେ ‘ରାଟ୍ ଫିଭର୍’ ଆତଙ୍କ, ୫୮ ମୃତ

    14885
    Aug 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    13902
    Aug 09, 2026
  • ମନୋରଞ୍ଜନ

    ଆସାମରେ ବନ୍ୟା ପୀଡ଼ିତଙ୍କୁ ୫୦୦ ଘର ଯୋଗାଇଦେବେ ସଲମାନ

    14578
    Aug 09, 2026
  • ଦେଶ-ଦେଶାନ୍ତର

    ହଟିବ Google Assistant

    14687
    Aug 09, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17020
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17631
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17682
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18081
    Sep 06, 2023

ବିଶେଷ

  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14101
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15810
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16226
    Aug 02, 2026
  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    15079
    Jul 31, 2026
  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    14571
    Jul 28, 2026

ବାଣିଜ୍ୟ

ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

ଐତିହ୍ୟ, କାରିଗରୀ ଓ ପ୍ରଯୁକ୍ତି ଜରିଆରେ ଋଥ ନିର୍ମାଣର ଚିରନ୍ତନ ପରମ୍ପରାକୁ ଅନୁଭବ ଓ ପାଳନ କରିବାକୁ ତଲ୍ଲିନକାରୀ ଅନୁଭୂତି ୧୩,୭୫୦ରୁ ଅଧିକ ଭକ୍ତଙ୍କୁ ସମର୍ଥ କରାଇଲା

ପୁରୀ : ଆଇଟିସିର ଆଶୀର୍ବାଦ ଅ ...

  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    14828
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14495
    Aug 07, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ବିଦ୍ୟା ଜରିଆରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଗ୍ରାମୀଣ ଶିକ୍ଷାକୁ ସୁଦୃଢ଼ କରୁଛି

    14153
    Aug 04, 2026
  • ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ସିବିଏସ୍ଇ ଜାତୀୟ ପର୍ଯ୍ୟାୟ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି

    14445
    Aug 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୧୨ ରେ ସବୁଠୁ ଚମତ୍କାର ମହାଜାଗତିକ ଘଟଣା ଦେଖିବ ୟୁରୋପ, ଚନ୍ଦ୍ର ପଛରେ ଲୁଚିଯିବ ସୂର୍ଯ୍ୟ

    14851
    Aug 08, 2026
  • ହଟିବ Google Assistant

    14687
    Aug 09, 2026
  • ଆସାମରେ ବନ୍ୟା ପୀଡ଼ିତଙ୍କୁ ୫୦୦ ଘର ଯୋଗାଇଦେବେ ସଲମାନ

    14578
    Aug 09, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In