Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, March 28, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

  • ନେପାଳର ନୂଆ ପ୍ରଧାନମନ୍ତ୍ରୀ ଭାବରେ ଶପଥ ...

  • ଲକଡାଉନ ଗୁଜବର ଜବାବ ଦେଲେ ନିର୍ମଳା ...

  • ବନ୍ଦେ ଭାରତ ଯାତ୍ରୀଙ୍କ ଦହି ପ୍ୟାକେଟରେ ...

  • ସୋସିଆଲ ମିଡିଆ ବ୍ୟବହାର ପାଇଁ ...

  • ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ...

  • ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ...

  • ବୀର ଯୋଦ୍ଧାଙ୍କ ପାଇଁ ରେଳବାଇର ବଡ଼ ଘୋଷଣା

  • ଜ୍ୱର, ମୁଣ୍ଡବିନ୍ଧା, ଆଣ୍ଟିବାୟୋଟିକ ...

  • ପେଟ୍ରୋଲ୍‌ ଦାମ୍‌ ୫ ଟଙ୍କା ବଢ଼ାଇଲା ...

ରାଜ୍ୟ
Home ›› ରାଜ୍ୟ ››୬.୩୨ ମିଟରରେ ପ୍ରବାହିତ ହେଉଛି ଜଳକା ଜଳସ୍ତର

୬.୩୨ ମିଟରରେ ପ୍ରବାହିତ ହେଉଛି ଜଳକା ଜଳସ୍ତର

2023-10-04 05:36:36
13915
Share:
Facebook
Twitter
E-Mail
WhatsApp
Telegram
୬.୩୨ ମିଟରରେ ପ୍ରବାହିତ ହେଉଛି ଜଳକା ଜଳସ୍ତର

ଭୁବନେଶ୍ୱର:  ବିପଦ ସଙ୍କେତ ଉପରେ ଜଳକା ନଦୀର ଜଳସ୍ତର । ନଦୀର ମଥାନୀ ଠାରେ ବିପଦ ସଙ୍କେତ ୫ଦଶମିକ ୫୦ ମିଟର ଥିବା ବେଳେ ସକାଳ ୬ଟା ସୁଦ୍ଧା ଜଳସ୍ତର ବୃଦ୍ଧିପାଇ ୬ଦଶମିକ ୩୨ ମିଟରରେ ପ୍ରବାହିତ ହେଉଛି । ଲଘୁଚାପ ଜନିତ ଲଗାଣ ବର୍ଷା ଯେଗୁଁ ନଦୀର ଜଳସ୍ତର ବୃଦ୍ଧି ପାଉଛି । ବିଭିନ୍ନ ସ୍ଥାନରେ ନଦୀବନ୍ଧ ଦୁର୍ବଳ ଥିବାରୁ ବନ୍ୟା ଅଶଙ୍କାରେ ଭୟଭୀତ ଅଛନ୍ତି ନଦୀକୂଳିଆ ଲୋକେ ।

ଜଳକା ନଦୀର ଉପର ମୁଣ୍ଡ ମୟୂରଭଞ୍ଜ ଜିଲ୍ଲାର ଶୁଳିଆପଦା, ମୋରଡା, ଚିତ୍ରଡା, ରାସଗୋବିନ୍ଦପୁର ଅଞ୍ଚଳରେ ପ୍ରବଳ ବର୍ଷା କାରଣରୁ ବଢ଼ୁଛି ନଦୀର ଜଳସ୍ତର । ଲଘୁଚାପ ସକ୍ରିୟ ଥିବାରୁ ଆହୁରି ଦୁଇଦିନ ବର୍ଷା ହେବାର ସମ୍ଭାବନା ରହିଛି । ଯଦି ବନ୍ୟା ହୁଏ ବସ୍ତା ଏବଂ ସଦର ବ୍ଲକର ପାଖାପାଖି ୧୨ଟି ପଞ୍ଚାୟତର ଚାଷ କ୍ଷତି ହେବାର ଆଶଙ୍କା ରହିଛି । ପତ୍ରଝଡ଼ା ପଞ୍ଚାୟତ ନିକଟରେ ବାଲି ମାଫିଆ ମାନେ ସକ୍ରିୟ ଥିବାରୁ ନଦୀ କୂଳ ଖାଉଛି । ଫଳରେ ଭୟଭୀତ ଅବସ୍ଥାରେ ଅଛନ୍ତି ୫ରୁ ୬ଟି ଗାଁର ଲୋକେ ।

Powered by Froala Editor

Tags Jalaka river

Related articles Odisha News Lens 4.1

  • ବନ୍ଦେ ଭାରତ ଯାତ୍ରୀଙ୍କ ଦହି ପ୍ୟାକେଟରେ ପୋକ, ୫୦ ଲକ୍ଷ ଟଙ୍କାର ଜୋରିମାନା ଲାଗୁ
    ଦେଶ-ଦେଶାନ୍ତର

    ବନ୍ଦେ ଭାରତ ଯାତ୍ରୀଙ୍କ ଦହି ପ୍ୟାକେଟରେ ପୋକ, ୫୦ ଲକ୍ଷ ଟଙ୍କାର ଜୋରିମାନା ଲାଗୁ

    14619
    Mar 27, 2026
  • ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ପକ୍ଷରୁ ଦେୟମୁକ୍ତ ଯାତ୍ରା
    ଦେଶ-ଦେଶାନ୍ତର

    ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ପକ୍ଷରୁ ଦେୟମୁକ୍ତ ଯାତ୍ରା

    15301
    Mar 26, 2026
  • ଜ୍ୱର, ମୁଣ୍ଡବିନ୍ଧା, ଆଣ୍ଟିବାୟୋଟିକ ମହଙ୍ଗା ହେବ
    ଦେଶ-ଦେଶାନ୍ତର

    ଜ୍ୱର, ମୁଣ୍ଡବିନ୍ଧା, ଆଣ୍ଟିବାୟୋଟିକ ମହଙ୍ଗା ହେବ

    14414
    Mar 26, 2026
  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା
    ବିଶେଷ

    ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    14867
    Mar 27, 2026
  • ବୀର ଯୋଦ୍ଧାଙ୍କ ପାଇଁ ରେଳବାଇର ବଡ଼ ଘୋଷଣା
    ଦେଶ-ଦେଶାନ୍ତର

    ବୀର ଯୋଦ୍ଧାଙ୍କ ପାଇଁ ରେଳବାଇର ବଡ଼ ଘୋଷଣା

    14108
    Mar 26, 2026
  • ପେଟ୍ରୋଲ୍‌ ଦାମ୍‌ ୫ ଟଙ୍କା ବଢ଼ାଇଲା ନାୟରା
    ଦେଶ-ଦେଶାନ୍ତର

    ପେଟ୍ରୋଲ୍‌ ଦାମ୍‌ ୫ ଟଙ୍କା ବଢ଼ାଇଲା ନାୟରା

    13842
    Mar 26, 2026
  • ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ଜୀବନ୍ତ ଦଗ୍ଧ
    ଦେଶ-ଦେଶାନ୍ତର

    ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ଜୀବନ୍ତ ଦଗ୍ଧ

    14421
    Mar 26, 2026
  • ସୋସିଆଲ ମିଡିଆ ବ୍ୟବହାର ପାଇଁ ବାଧ୍ୟତାମୂଳକ ହେବ କେଓ୍ବାଇସି
    ଦେଶ-ଦେଶାନ୍ତର

    ସୋସିଆଲ ମିଡିଆ ବ୍ୟବହାର ପାଇଁ ବାଧ୍ୟତାମୂଳକ ହେବ କେଓ୍ବାଇସି

    15226
    Mar 26, 2026
  • ନେପାଳର ନୂଆ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ବାଲେନ ଶାହ
    ଦେଶ-ଦେଶାନ୍ତର

    ନେପାଳର ନୂଆ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ବାଲେନ ଶାହ

    13751
    Mar 27, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବୀର ଯୋଦ୍ଧାଙ୍କ ପାଇଁ ରେଳବାଇର ବଡ଼ ଘୋଷଣା

    14108
    Mar 26, 2026
  • ଦେଶ-ଦେଶାନ୍ତର

    ସୋସିଆଲ ମିଡିଆ ବ୍ୟବହାର ପାଇଁ ବାଧ୍ୟତାମୂଳକ ହେବ କେଓ୍ବାଇସି

    15226
    Mar 26, 2026
  • ଦେଶ-ଦେଶାନ୍ତର

    ନେପାଳର ନୂଆ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ବାଲେନ ଶାହ

    13751
    Mar 27, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17386
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17450
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17799
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16270
    Apr 03, 2021

ବିଶେଷ

  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    14867
    Mar 27, 2026
  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    15297
    Mar 25, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15013
    Mar 23, 2026
  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    13996
    Mar 22, 2026
  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    15147
    Mar 20, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15023
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15530
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13828
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14269
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    14867
    Mar 27, 2026
  • ବୀର ଯୋଦ୍ଧାଙ୍କ ପାଇଁ ରେଳବାଇର ବଡ଼ ଘୋଷଣା

    14108
    Mar 26, 2026
  • ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ଜୀବନ୍ତ ଦଗ୍ଧ

    14421
    Mar 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In